ବାଲେଶ୍ୱର

ହେଭିୱେଟ୍‌ ନେତାଙ୍କୁ ବାଦ୍‌ ଦେବା ଚକ୍ରାନ୍ତ

ବାଲେଶ୍ୱର ଅଫିସ,୨୧।୨: ବାଲେଶ୍ୱର ପୌରପାଳିକା ନିର୍ବାଚନ ପାଇଁ ୩୧ଟି ୱାଡର୍ର୍କୁ ନେଇ ସୀମା ନିର୍ଦ୍ଧାରଣ ସାଙ୍ଗକୁ ଆସନ ସରଂକ୍ଷଣ ବ୍ୟବସ୍ଥା ରାଜ୍ୟ ସରକାରଙ୍କ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏକପ୍ରକାର ଚୂଡ଼ାନ୍ତ ହୋଇଯାଇଛି। ବିଭାଗୀୟ ପକ୍ଷରୁ ରୋଟେସନ୍‌ ଏବଂ ଜନସଂଖ୍ୟା ଅନୁପାତରେ କେଉଁ…

ଜଳେଶ୍ୱରର ୧୯ ବୁଥ୍‌ରେ ଭୋଟ ଜାଲିଆତି ଅଭିଯୋଗ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ବାଲେଶ୍ୱର ଜିଲା ଜଳେଶ୍ୱର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବସ୍ତା ବ୍ଲକର କାଦରାୟାନ ଓ କାରୁଆ ପଞ୍ଚାୟତର ୧୯ଟି ବୁଥ୍‌ରେ ଶୁକ୍ରବାର ମତଦାନବେଳେ ବ୍ୟାପକ ଜାଲିଆତି, ବୁଥ୍‌ ଦଖଲ ଆଦି ଅଭିଯୋଗ ହୋଇଛି। ଏପରି ଅନିୟମିତତା ନେଇ କଂଗ୍ରେସର ସ୍ଥାନୀୟ ଜିଲା…

ପ୍ରାର୍ଥୀଙ୍କ ଲାଗି ପ୍ରଚାର କଲେ ରାଜସ୍ବ ମନ୍ତ୍ରୀ

ସଜନାଗଡ, ୨୦।୨ (ଡି.ଏନ.ଏ.) ପଞ୍ଚାୟତ ନିର୍ବାଚନ ଚତୁର୍ଥ ପର୍ଯ୍ୟାୟକୁ ଆଉ ମାତ୍ର ୨ଦିନ ରହିଲା। ରାଜ୍ୟ ସରକାର ପ୍ରଚାର କଟକଣା କୋହଳ କରିବା ପରେ ଏବେ ପ୍ରାର୍ଥୀଙ୍କ ପକ୍ଷରୁ ପ୍ରଚାର ଜୋରଦାର ଚାଲିଛି। ପ୍ରମୁଖ ରାଜନୈତିକ ଦଳର ସମର୍ଥତ୍ତ ପ୍ରାର୍ଥୀଙ୍କ ପାଇଁ ହେଭିୱେଟ୍‌…

ନେତାଙ୍କ ଘର, ପାର୍ଟି କାର୍ଯ୍ୟାଳୟରେ ମାଳମାଳ ଆଶାୟୀ

ବାଲେଶ୍ୱର ଅଫିସ,୨୦।୨ ଗୋଟିଏପଟେ ପଞ୍ଚାୟତ ନିର୍ବାଚନ ପାଇଁ ବ୍ୟସ୍ତତା ଆଉ ଅନ୍ୟପଟେ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି। ଏହି ଦୁଇଟା କାମ ଏକାସଙ୍ଗରେ କେମିତି କରାଯିବ ସେନେଇ ଏବେ ସବୁ ଦଳର ନେତା ଚାପରେ ଅଛନ୍ତି। ତେବେ ପଞ୍ଚାୟତ ନିର୍ବାଚନ ସରିବାର…

ନିର୍ବାଚନ ପରେ ହିଂସା

ବାଲେଶ୍ୱର ଅଫିସ,୧୯।୨ ବାଲେଶ୍ବର ଜିଲା ସିଂଲା ଥାନା ଅନ୍ତର୍ଗତ ପାଉଂଶକୁଲି ବଜାରରେ ନିର୍ବାଚନ ପରେ ରାଜନୈତିକ ହିଂସାକାଣ୍ଡ ଦେଖିବାକୁ ମିଳିଛି । ଗତକାଲି ବସ୍ତା ବ୍ଲକରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହୋଇଥିବା ବେଳେ ଆଜି କୌଣସି କାରଣ ବଶତଃ ଦୁଇ ସରପଞ୍ଚ…

ଗ୍ରାହକଙ୍କ ନିରାପତ୍ତାକୁ ଦିଆଯାଉଛି ପ୍ରାଥମିକତା

ବାଲେଶ୍ୱର ଅଫିସ, ୧୯ ।୨ ବିଦ୍ୟୁତ ଆବଣ୍ଟନର ଦାୟିତ୍ୱ ନେଇ ଟାଟା ପାୱାର ନର୍ଦ୍ଦନ ଓଡ଼ିଶା ପ୍ରାଇଭେଟ୍‌ ଲିମିଟେଡ୍‌ (ଟିପିଏନ୍‌ଓଡିଏଲ୍‌) ଉତ୍ତରଓଡ଼ିଶାରେ ବିଦ୍ୟୁତ୍‌ ସଂସ୍କାର କ୍ଷେତ୍ରରେ ଉଦ୍ୟମ ଜାରି ରଖିଛି। ଗତ ୨୦୨୧ ଏପ୍ରିଲ ୧ତାରିଖରେ ଏହି ସଂସ୍ଥା ବାଲେଶ୍ୱର, ଭଦ୍ରକ,…

ଝିଅଙ୍କ ଆଗରେ ଚାଲିଗଲା ମା’ଙ୍କ ଜୀବନ

ଭୋଗରାଇ,୧୮।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ଦେଉଳା-ଗଣେଶ୍ୱରପୁର ରାସ୍ତା କାଳାହି ଛକଠାରେ ଗୁରୁବାର ଏକ ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ କାଳାହି ଗ୍ରାମର ରାଜେନ୍ଦ୍ର ଦାସ ମହାପାତ୍ରଙ୍କ ସ୍ତ୍ରୀ ରିନାରାଣୀ। ରିନାରାଣୀ ତାଙ୍କ ଝିଅଙ୍କ…

ବଡ଼ପାଳ ପଞ୍ଚାୟତରେ ରାଜନୈତିକ ହିଂସା

ବାଲେଶ୍ୱର ଅଫିସ,୧୮ା୨: ବାଲେଶ୍ୱର ରେମୁଣା ବ୍ଲକ ବଡ଼ପାଳ ପଞ୍ଚାୟତରେ ରାଜନୈତିକ ହିଂସାକାଣ୍ଡ ଘଟିଛି । ଭାଜପା ଓ ବିଜେଡି ସମର୍ଥକଙ୍କ ମଧ୍ୟରେ ମୁହାମୁହିଁ। ସ୍ଥାନୀୟ ଆଦିବାସୀ ସାହିରେ ଲାଇଟ୍‌ ଲଗାଇବାକୁ କେନ୍ଦ୍ର କରି ଉଭୟ ଗୋଷ୍ଠୀ ମଧ୍ୟରେ ମାର୍‌ପିଟ। ଉଭୟ ଗୋଷ୍ଠୀର…

୨୦ନଂ. ଜୋନ୍‌ରେ ତ୍ରିମୁଖୀ ଲଢ଼େଇ

ବାହାନଗା, ୧୮।୨ (ଡି.ଏନ.ଏ.) ବାଲେଶ୍ୱର ଜିଲା ବାହାନଗା ବ୍ଲକରେ ଆସନ୍ତା ୨୨ ତାରିଖରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏହି ବ୍ଲକ ଅଧୀନ ୨୦ନଂ. ଜିଲା ପରିଷଦ ଜୋନରେ ତ୍ରିମୁଖୀ ଲଢେଇ ହେବାର ସମ୍ଭାବନା ରହିଛି। ଜୋନ୍‌ ୬ ପଞ୍ଚାୟତ ବରିପଦା,…

ଗାଁରେ ପଶିଲା ଦନ୍ତା

ବାଲେଶ୍ୱର ଅଫିସ,୧୭ା୨: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଗପୋ ଗାଁରେ ଏକ ଦନ୍ତାହାତୀକୁ ଆଜି ସକାଳୁ ଦେଖିବାକୁ ମିଳିଛି। ଶିମିଳିପାଳରୁ ଏକ ହାତୀ ମୟୂରଭଞ୍ଜ ମଧ୍ୟ ଦେଇ ଜଳେଶ୍ୱର ମଧ୍ୟକୁ ପଶିଛି। ଖାଦ୍ୟ ପାଇଁ ହାତୀଟି ଗାଁ ଭିତରକୁ ପଶିଛି ବୋଲି…

ରାଜନୈତିକ ହିଂସା: ଓ୍ବାର୍ଡମେମ୍ବର ପ୍ରାର୍ଥୀଙ୍କୁ ମରଣାନ୍ତକ ଆକ୍ରମଣ

ବାଲେଶ୍ୱର ଅଫିସ,୧୭ା୨: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ କରୁଆ ପଞ୍ଚାୟତରେ ରାଜନୈତିକ ହିଂସାକାଣ୍ଡ ଘଟିଛି। ଏଥିରେ ୨ ଜଣ ଗୁରୁତର ହୋଇଛନ୍ତି। ସୂଚନାନୁଯାୟୀ, କରୁଆ ପଞ୍ଚାୟତର ୫ ନମ୍ବର ଓ୍ବାର୍ଡର ଓ୍ବାର୍ଡମେମ୍ବର ପ୍ରାର୍ଥୀ ବୃନ୍ଦାବନ ଦାସ ବୁଧବାର ବିଳମ୍ବିତ ରାତିରେ…

ଭୋଟ ଦେଲେନି ୬୮ ଭୋଟର

ଖୁଣ୍ଟା,୧୭।୨(ଡି.ଏନ.ଏ.) ତ୍ରୁଟିପୂର୍ଣ୍ଣ ଭୋଟର ତାଲିକାକୁ କେନ୍ଦ୍ରକରି ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ବଡ଼ଫେଣି ପଞ୍ଚାୟତର ଏକ ବୁଥ୍‌ରେ ବୁଧବାର ଭୋଟ ବର୍ଜନ କରାଯାଇଛି। ଏହି ପଞ୍ଚାୟତର ସାର୍ଜମଡ଼ିହି ଗ୍ରାମର ୩ ନଂ. ଓ୍ବାର୍ଡର ୬୮ଭୋଟର ମତଦାନ କରିନାହାନ୍ତି। ବଡ଼ଫେଣି ସରକାରୀ ପ୍ରାଥମିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri