ବାଲେଶ୍ୱର

ତିନି ବନ୍ଧର ପୁନରୁଦ୍ଧାର ଲାଗି ପ୍ରୟାସ

ସଜନାଗଡ଼, ୨୪।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ଗରଡିହି, ତେଲିପାଳ ଓ ଜାମୁଡ଼ିହା ପଞ୍ଚାୟତର ଚାଷୀମାନେ ବହୁଦିନ ଧରି ବାଙ୍ଗିରିବନ୍ଧ, ପୁଟିବନ୍ଧ ଓ ଚୁଡ଼ାଖିଆ ବନ୍ଧର ଉନ୍ନତିକରଣ ପାଇଁ ଦାବି କରିଆସୁଥିଲେ। ପାହାଡ଼ଘେରରେ ଥିବା ନୀଳଗିରି ଅଞ୍ଚଳରେ ବର୍ଷାଜଳ ଅଭାବରୁ…

୧୪୪ ଗାଁ ଲୋକେ ପିଇବେ ସ୍ବଚ୍ଛ ପାଣି

ବାଲିଆପାଳ, ୨୪।୪(ସ୍ବ.ପ୍ର.): ବାଲେଶ୍ୱର ଜିଲା ବିଜେଡ଼ି ସଭାପତି ଇଂ. ରବୀନ୍ଦ୍ର କୁମାର ଜେନା ଏବଂ ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁ ଶୁକ୍ରବାର ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର କୁଦମାନସି ଗ୍ରାମରେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିବା ମେଗା ସ୍ବଚ୍ଛ ପାନୀୟ ଜଳ ପ୍ରକଳ୍ପର…

ଡ୍ରିଲ୍‌ ସମୟରେ ହଠାତ୍‌ ଅଚେତ ହୋଇପଡ଼ିଲେ ୩ଛାତ୍ରୀ

ସଜନାଗଡ,୨୩।୪(ଡି.ଏନ୍‌.ଏ.): ବାଲେଶର ଜିଲା ନୀଳଗିରି ବ୍ଲକ ଅଧିନ ଜାମୁଢିଆ ଆଦର୍ଶ ବିଦ୍ୟାଳୟରେ ଶନିବାର ସକାଳେ ଏକ ଅଘଟଣ ଘଟିଛି। ସକାଳେ ଡ୍ରିଲ୍‌ ସମୟରେ ୨୦୦ ପିଲା ଭାଗ ନେଇଥିବା ବେଳେ ୧୫ଜଣ ଛାତ୍ରୀହଠାତ୍‌ ଅସୁସ୍ଥ ହୋଇପଡ଼ିଥିଲେ। ଅସୁସ୍ଥଙ୍କ ମଧ୍ୟରୁ ୩ଜଣ ଛାତ୍ରୀ…

ମତ୍ସ୍ୟଜୀବୀଙ୍କୁ ୨ ମାସ ସମୁଦ୍ର ମନା

ବାଲିଆପାଳ, ୨୨।୪(ସ୍ବ.ପ୍ର.) ଦକ୍ଷିଣ ବାଲିଆପାଳର ୨୪ କି.ମି. ସମୁଦ୍ରକୂଳିଆ ଅଞ୍ଚଳର ଲୋକମାନେ ସମୁଦ୍ରରୁ ମାଛ ଧରି ଜୀବିକାନିର୍ବାହ କରନ୍ତି। ସରକାର ମତ୍ସ୍ୟଜୀବୀମାନଙ୍କୁ ଏପ୍ରିଲ ୧୫ଠାରୁ ଜୁନ୍‌ ୧୪ପର୍ଯ୍ୟନ୍ତ ୨ମାସ ସମୁଦ୍ରରୁ ମାଛ ଧରିବା ଉପରେ ରୋକ ଲଗାଇଛନ୍ତି। ଫଳରେ ସମୁଦ୍ର ଉପରେ…

ଜିଲାପାଳଙ୍କ ଉପସ୍ଥିତିରେ ମାପଚୁପ

ଜଳେଶ୍ୱର, ୨୨।୪(ଡି.ଏନ.ଏ.) ବାଲେଶ୍ୱର ଜିଲା ଜଳେଶ୍ୱରସ୍ଥିତ ନେତାଜୀ ଷ୍ଟାଡ଼ିୟମକୁ ସଂକୁଚିତ କରି ବିଜୁ ପଟ୍ଟନାୟକ ମଲ୍ଟିପର୍ପସ ଇଣ୍ଡୋର ଷ୍ଟାଡିୟମ ନିର୍ମାଣକୁ ନେଇ ଉପୁଜିଥିବା ବିବାଦର ଗଣଧାରଣା ୭ମ ଦିନରେ ପହଞ୍ଚତ୍ଛି। ଷ୍ଟାଡ଼ିୟମ ମଧ୍ୟସ୍ଥଳରେ ଇଣ୍ଡୋର ଷ୍ଟାଡ଼ିୟମ ନିର୍ମାଣ ହେଉଥିବାରୁ ଏହାକୁ ଗୋଟିଏ…

ଚାନ୍ଦିପୁର ହେବ ମଡ଼େଲ୍‌ ବେଳାଭୂମି

ବାଲେଶ୍ୱର ଅଫିସ, ୨୨।୪ ଓଡ଼ିଶାର ଶ୍ରେଷ୍ଠ ମଡ଼େଲ୍‌ ବେଳାଭୂମି ଭାବେ ପରିଗଣିତ ହେବ ବାଲେଶ୍ୱରର ଚାନ୍ଦିପୁର। ରାଜ୍ୟ ତଥା ବିଦେଶୀ ପର୍ଯ୍ୟଟକ ଦୁଇ କି.ମି. ମେରାଇନ୍‌ ଡ୍ରାଇଭ୍‌ର ମଜା ନେବେ। ଏନେଇ ଜଳସମ୍ପଦ ବିଭାଗ ପକ୍ଷରୁ ୩୦କୋଟି ଟଙ୍କା ପ୍ରକଳ୍ପର କାମ…

ପାଣି ପାଇଁ ଡହଳବିକଳ, ଗରା ଧରି ରାସ୍ତାରେ ମହିଳା

ଜଳେଶ୍ୱର,୨୧।୪(ଡି.ଏନ.ଏ.): ରାଜ୍ୟରେ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଉଥିବାରୁ ଜଳସ୍ତର ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରେ ପିଇବା ପାଣି ସମସ୍ୟା ଉକତ୍ଟ ହେବାରେ ଲାଗିଛି। ଘନ ଘନ ବିଦ୍ୟୁତକାଟ୍‌ ଯୋଗୁ ପାଇପ୍‌ ପାଣି ଯୋଗାଣ ବାଧାପ୍ରାପ୍ତ ହୋଇଛି।…

ଉନ୍ନତ ଭାରତ ପାଇଁ ଶିକ୍ଷାର ବିକାଶ ଜରୁରୀ: ରାଜ୍ୟପାଳ

ବାହାନଗା/ସିମୁଳିଆ, ୧୯।୪ (ଡି.ଏନ.ଏ.) ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ସୋମବାର ବାଲେଶ୍ୱର ଜିଲା ଗସ୍ତ କରି ଦୁଇଟି ପୃଥକ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେଇଛନ୍ତି। ଉନ୍ନତ ଭାରତ ଲାଗି ଶିକ୍ଷାର ବିକାଶ ଜରୁରୀ ବୋଲି ରାଜ୍ୟପାଳ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ…

ବସ୍ତିବାସିନ୍ଦାଙ୍କ ଭୟରେ ତହସିଲ ଅଫିସ ଫାଟକରେ ତାଲା

ବାଲେଶ୍ୱର ଅଫିସ, ୧୯ା୪ ବାଲେଶ୍ୱର ସହରର ବିଭିନ୍ନ ବସ୍ତି ଅଞ୍ଚଳରେ ଜବରଦଖଲ ଉଚ୍ଛେଦ ଚାଲିଥିବା ବେଳେ ସଦର ତହସିଲ ଅଫିସ୍‌ ଫାଟକ ବନ୍ଦ ହୋଇଥିବା ଦେଖିବାକୁ ମିଳିଛି। ବିଭିନ୍ନ ଅଞ୍ଚଳରୁ ଲୋକମାନେ କାମ ପାଇଁ ତହସିଲ ଅଫିସ୍‌କୁ ଆସି ବନ୍ଦ ଥିବା…

ନିଆଁ ଲାଗି ୨ ଏକର ଜଙ୍ଗଲ ଜଳିଗଲା

ସୋର,୧୮।୪(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ସୋର ବ୍ଲକ ଶିଙ୍ଗାଖୁଣ୍ଟା ସରଳିଆ ନିକଟବର୍ତ୍ତୀ କୁଲଡିହା ସଂରକ୍ଷିତ ଜଙ୍ଗଲ ଅନ୍ତର୍ଗତ ଦେବଗିରି ପାଦଦେଶ ଜଙ୍ଗଲରେ ରବିବାର ନିଆଁ ଲାଗିଯାଇଥିଲା। ଏହା ଫଳରେ ୨ ଏକର ପରିମିତ ଜଙ୍ଗଲର ବିଭିନ୍ନ ଗଛ ପୋଡ଼ି ପାଉଁଶ ହୋଇଯାଇଛି। ଖବର…

ଲକ୍ଷାଧିକ ଟଙ୍କାର ମାଛ ମରି ଭାସିଲେ

ସୋର,୧୮।୪(ଡି.ଏନ.ଏ): ପଞ୍ଚାୟତ ନିର୍ବାଚନକୁ ୨ ମାସ ବିତିଯାଇଥିଲେ ସୁଦ୍ଧା ଗଁା ଗଣ୍ଡାରେ ଲାଗି ରହିଥିବା ବିବାଦ ଥମି ନାହଁି। ନିର୍ବାଚନରେ ପ୍ରାର୍ଥୀ ହେବାକୁ କେନ୍ଦ୍ରକରି ଜଣେ ମହିଳାଙ୍କ ଉପରେ ରାଗ ରଖି ତାଙ୍କ ସ୍ବୟଂ ସହାୟକ ଗୋଷ୍ଠୀ ଲିଜ୍‌ରେ ନେଇଥିବା ଏକ…

ଶାରିଶୁଆ ଜଙ୍ଗଲରେ ନିଆଁ

ଖଇରା,୧୮।୪(ଡି.ଏନ.ଏ.)- ଶାରିଶୁଆ ପାହାଡର ପାଖାପାଖି ୫୦ବର୍ଗ କି.ମି. ଅଞ୍ଚଳ ଜଙ୍ଗଲରେ ନିଆଁଲାଗି ଗଛପତ୍ର ପୋଡ଼ି ଯାଉଥିବା ପାହାଡ଼ ସଂଲଗ୍ନ ଗ୍ରାମଗୁଡ଼ିକର ଅଧିବାସୀମାନେ ଅଭିଯୋଗ କରିଛନ୍ତି। ୨ଦିନ ଧରି ପାହାଡ଼ ଜଳୁଥିଲେ ହେଁ ବନ ବିଭାଗ ନିଆଁ ଲିଭାଇବା ପାଇଁ କୋଣସୀ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?