ସରିଲା ଗଣତି, ଡଲଫିନ୍ ଦେଖାମିଳିଲାନି
ବାଲେଶ୍ୱର ଅଫିସ,୧୩।୧: ବାଲେଶ୍ୱର ଜିଲାରେ ଡଲଫିନ ଗଣନା ଶେଷ ହୋଇଥିବା ବେଳେ ଚଳିତ ବର୍ଷ ଗୋଟିଏ ବି ଡଲଫିନ୍ର ସନ୍ଧାନ ମିଳି ନ ଥିବା ଜିଲା ବନ ବିଭାଗ ଅଧିକାରୀ ବିମଳ ପ୍ରସାଦ ଆଚାର୍ଯ୍ୟ ସୂଚନା ଦେଇଛନ୍ତି। ପୂର୍ବରୁ ଏହି ଗଣନା କାର୍ଯ୍ୟ…
ଗରୁଡ଼ ପକ୍ଷୀ ଉଦ୍ଧାର, ପୂଜାର୍ଚ୍ଚନା କଲେ ଗ୍ରାମବାସୀ
ବାଲେଶ୍ୱର ଅଫିସ,୧୩ା୧: ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ନାଚିନ୍ଦl ଗ୍ରାମରେ ଏକ ବିରଳ ପକ୍ଷୀ ଉଦ୍ଧାର ହୋଇଛି। ଏହି ପକ୍ଷୀଟି ଦେଖିବାକୁ ଠିକ ଗରୁଡ଼ ଭଳି ହୋଇଛି। ପୁରାଣରେ ଉଲ୍ଲେଖିତ ଅଛି ବିଷ୍ଣୁଙ୍କ ବାହନ ହେଉଛି ଗରୁଡ଼ ପକ୍ଷୀ। ସେଥିପାଇଁ ନାଚିନ୍ଦା…
ନିଷିଦ୍ଧାଞ୍ଚଳରେ ପାରା ଉଡ଼ାଣ ପରୀକ୍ଷଣ
ବାହାନଗା,୧୨ା୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ଚାନ୍ଦିପୁର ସ୍ଥିତ ଡିଆର୍ଡିଓ ତଥ୍ୟ ଲିକ୍ ଘଟଣାର ତଦନ୍ତ ସରି ନ ଥିବା ବେଳେ ସମୁଦ୍ର ଉପକୂଳ ନିଷିଦ୍ଧାଞ୍ଚଳରେ ଅନ୍ୟ ରାଜ୍ୟର ଦୁଇ ଯୁବକ ପାରା ଉଡ଼ାଇ ପରୀକ୍ଷଣ କରିବା ଚର୍ଚ୍ଚାର ବିଷୟ ହୋଇଛି। ଜିଲା ପ୍ରଶାସନର…
ଶେଷ ହେଲା ଗଣତି: ଗୋଟିଏ ବି ଡଲଫିନ୍ଙ୍କ ଦେଖା ନାହିଁ
ବାଲେଶ୍ୱର ଅଫିସ,୧୧।୧: ବାଲେଶ୍ୱର ଜିଲାରେ ଡ଼ଲଫିନ ଗଣନା ଶେଷ ହୋଇଛି। ମାତ୍ର ଗୋଟିଏ ବି ଡଲଫିନର ସନ୍ଧାନ ମିଳି ନ ଥିବା ବାଲେଶ୍ୱର ଜିଲା ବନାଧିକାରୀ ବିମଳ ପ୍ରସାଦ ଆଚାର୍ଯ୍ୟ ସୂଚନା ଦେଇଛନ୍ତି। ପୂର୍ବରୁ ଏହି ଗଣନା କାର୍ଯ୍ୟ ପାଇଁ ଦୁଇଟି…
ଦୟନୀୟ ଅବସ୍ଥାରେ ଅସହାୟ ଦମ୍ପତି
ଭୋଗରାଇ, ୧୧।୧(ଡି.ଏନ.ଏ.) ତିନି ଓଳି ପେଟପୁରା ଖାଇବାକୁ ଦାନା ନାହିଁ, ଖଣ୍ଡେ ଭଲ ପିନ୍ଧିବା ପାଇଁ ବସ୍ତ୍ର ନାହିଁ କି ମୁଣ୍ଡ ଗୁଞ୍ଜିବା ପାଇଁ ଘରଟିଏ ନାହିଁ। ଏଭଳି ଦୟନୀୟ ଅବସ୍ଥାରେ କାଳାତିପାତ କରୁଛନ୍ତି ଏକ ଅସହାୟ ଦମ୍ପତି। କବାଟ ଝରକା…
୨ଦିନ ପରେ ବସ୍ ଚଳାଚଳ ସ୍ବାଭାବିକ
ବାଲେଶ୍ୱର ଅଫିସ, ୧୧।୧ ବାଲେଶ୍ୱର ଓ ବାରିପଦା ବସ୍ ମାଲିକ ସଂଘ ମଧ୍ୟରେ ତିକ୍ତତା ଯୋଗୁ ଗତ ୮ତାରିଖରୁ ବସ୍ ଚଳାଚଳ ବନ୍ଦ ଥିଲା। ସୋମବାର ଉଭୟ ଆର୍ଟିଓ, ବସ୍ ମାଲିକ ସଂଘ, ପୋଲିସ ମିଳିତ ଭାବେ ଆଲୋଚନା କରି ସମସ୍ୟାର…
ରାତିରେ ଚାଲିଥିଲା ପଞ୍ଚାୟତ ଅଫିସ କାର୍ଯ୍ୟ, ସବୁ ଖାଇଯିବେ ଭାବି ଘେରିଗଲେ ଲୋକେ
ବାଲେଶ୍ୱର ଅଫିସ,୧୦।୧: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଭେଲୋରା ପଞ୍ଚାୟତ ଅଫିସ କାର୍ଯ୍ୟାଳୟରେ ରବିବାର ଉତ୍ତେଜନା ଦେଖାଦେଇଥିଲା। ଛୁଟିଦିନରେ ରାତି ଅଧିଆ ଅଫିସ କାର୍ଯ୍ୟ ଚାଲୁଥିବା ନେଇ ଲୋକଙ୍କ ମନରେ ସନ୍ଦେହ ଆସିଥିଲା। ପରେ ସେମାନେ ଏହାକୁ ବିରୋଧ କରିଥିଲେ। ସୂଚନାଯୋଗ୍ୟ,…
ବନ୍ଦ ରହିବ ସବୁ ଧର୍ମାନୁଷ୍ଠାନ
ବାଲେଶ୍ୱର ଅଫିସ,୧୦।୧: ମହାମାରୀ କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ବାଲେଶ୍ୱର ଜିଲାର ସମସ୍ତ ଧର୍ମାନୁଷ୍ଠାନ ବନ୍ଦ ରଖିବାକୁ ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ନିର୍ଦ୍ଦେଶ ଦେଇଛନ୍ତି। ରବିବାରଠାରୁ ଆସନ୍ତା ଫେବୃୟାରୀ ୧ତାରିଖ ପର୍ଯ୍ୟନ୍ତ ଜିଲାରେ ଥିବା ସମସ୍ତ ମନ୍ଦିର, ମସଜିଦ୍ ଓ ଗୁରୁଦ୍ୱାଜ ପ୍ରମୁଖ…
ବାଲେଶ୍ୱରର ସମସ୍ତ ଧର୍ମାନୁଷ୍ଠାନ ବନ୍ଦ
ବାଲେଶ୍ୱର ଅଫିସ, ୯।୧: ରାଜ୍ୟରେ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନାଇଟ କର୍ଫ୍ୟୁ ଲାଗୁ କରିଛନ୍ତି । ବାଲେଶ୍ବର ଜିଲାରେ ମଧ୍ୟ କୋଭିଡ ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ଏହାକୁ ନଜରରେ ରଖି ଜିଲାର ସମସ୍ତ…
ଗଙ୍ଗାସାଗର ମେଳାକୁ ଅନୁମତି
ଭୋଗରାଇ, ୯।୧(ଡି.ଏନ.ଏ.) କୋଭିଡ୍ ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଉଥିବା ବେଳେ ପଶ୍ଚିମବଙ୍ଗ ଦକ୍ଷିଣ ୨୪ ପ୍ରଗଣା ଜିଲା ସାଗରଦ୍ୱୀପ ଗଙ୍ଗାସାଗର ମେଳାକୁ କୋଲକାତା ଉଚ୍ଚ ନ୍ୟାୟାଳୟ ସର୍ତ୍ତାଧୀନ ଅନୁମତି ପ୍ରଦାନ କରିଛନ୍ତି। ଲୋକଙ୍କ ସ୍ବାସ୍ଥ୍ୟସୁରକ୍ଷା ପାଇଁ ଚଳିତବର୍ଷ ଏହି ମେଳାକୁ ବନ୍ଦ କରିବାକୁ…
ରାଇବଣିଆରେ ଦୁଇ ଦଳରେ ୬୮ ହାତୀ
ଜଳେଶ୍ୱର, ୯।୧ (ଡି.ଏନ.ଏ.)-ଗତ କିଛିଦିନ ଧରି ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ରାଇବଣିଆ ଅଞ୍ଚଳରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ଅଦ୍ୟାବଧି ୧୮ଟି ପରିବାରର ଘର କ୍ଷତିଗ୍ରସ୍ତ ହୋଇଛି। ଶନିବାର ବାଲେଶ୍ୱର, ମୟୂରଭଞ୍ଜ ଓ ପଶ୍ଚିମବଙ୍ଗର ମେଦିନୀପୁର ଜିଲାର ଜଙ୍ଗଲ ବିଭାଗ…
ଆମ୍ବ ଗଛରେ ଝୁଲୁଛି ମୃତଦେହ
ସୋର,୮।୧(ଡି.ଏନ୍.ଏ.): ଆମ୍ବ ଗଛରେ ଝୁଲୁଛି ମୃତଦେହ । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଏପରି ଘଟଣା ସାମ୍ନାକୁ ଆସିଛି ବାଲେଶ୍ୱର ଜିଲା ସୋର ଅଞ୍ଚଳରେ । ମୃତ ଯୁବକ ହେଲେ ସୋର ଥାନା ହଟାସାହିର ୩୬ ବର୍ଷୀୟ ଶରତ ନାଥ…
Archives


