ବାଲେଶ୍ୱର

ମଧ୍ୟମା ପରୀକ୍ଷା ପ୍ରଶ୍ନପତ୍ରରେ ବିଭ୍ରାଟ

ଖଇରା, ୮।୧(ଡି.ଏନ.ଏ.) ଏବେ ଉଭୟ ମାଟ୍ରିକ ଓ ସଂସ୍କୃତ ଟୋଲର ମଧ୍ୟମା ପରୀକ୍ଷାର୍ଥୀଙ୍କ ସମେଟିଭ ପରୀକ୍ଷା ଚାଲିଥିବା ବେଳେ ଶୁକ୍ରବାର ପ୍ରଶ୍ନପତ୍ରରେ ସିଲାବସ୍‌ ବାହାରୁ ପ୍ରଶ୍ନ ପଡିବା ଘଟଣାରେ ଛାତ୍ରୀଛାତ୍ରମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ମାଟ୍ରିକ ପରୀକ୍ଷାରେ ଯେଭଳି ପିଲାମାନଙ୍କୁ ଇଛାଧୀନ…

ଗଡ଼ିଲା ବାଲେଶ୍ୱର-ଭୁବନେଶ୍ୱର ମେମୁ ଟ୍ରେନ୍‌

ବାଲେଶ୍ୱର ଅଫିସ/ସଜନାଗଡ/ ବସ୍ତା/ଜଳେଶ୍ୱର, ୮।୧(ଡି.ଏନ.ଏ.): ବାଲେଶ୍ୱରୁ ଭୁବନେଶ୍ୱରକୁ ଗଡିଛି ମେମୁ ଟ୍ରେନ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହାର ଶୁଭାରମ୍ଭ କରିଛନ୍ତି। ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବାଲେଶ୍ୱର ଜିଲା ଗସ୍ତରେ ଆସି ସ୍ଥାନୀୟ ଷ୍ଟେଶନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ପତାକା…

ଏମ୍‌ପିଙ୍କ ଚାଳଘରେ ଖାଇଲେ ରେଳମନ୍ତ୍ରୀ

ସଜନାଗଡ଼,୮।୧(ଡି.ଏନ.ଏ.): ବାଲେଶ୍ୱର ଗସ୍ତରେ ଆସିଥିବା ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବାଲେଶ୍ୱର ଷ୍ଟେଶନରେ ମେମୁ ଟ୍ରେନ ଚଳାଚଳ ଶୁଭାରମ୍ଭ ଓ ନୀଳଗିରି ଗୋପୀନାଥପୁରରେ ଷ୍ଟେଶନ ଶିଳାନ୍ୟାସ କରିବା ପରେ ଅପରାହ୍ନରେ ଏମ୍‌ପି ପ୍ରତାପଚନ୍ଦ୍ର ଷଡ଼ଙ୍ଗୀଙ୍କ ଗଁା ଗୋପୀନାଥପୁରରେ ପହଞ୍ଚିଥିଲେ। ସେଠାରେ ଗ୍ରାମବାସୀ ତାଙ୍କୁ…

ଏମ୍‌ପିଙ୍କ ଚାଳଘରେ ଖାଇଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ସଜନାଗଡ଼,୭।୧(ଡି.ଏନ.ଏ.): ବାଲେଶ୍ୱର ଗସ୍ତରେ ଆସିଥିବା ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବାଲେଶ୍ୱର ଷ୍ଟେଶନରେ ମେମୁ ଟ୍ରେନ ଚଳାଚଳ ଶୁଭାରମ୍ଭ ଓ ନୀଳଗିରି ଗୋପୀନାଥପୁରରେ ଷ୍ଟେଶନ ଶିଳାନ୍ୟାସ କରିବା ପରେ ଅପରାହ୍ନରେ ଏମ୍‌ପି ପ୍ରତାପଚନ୍ଦ୍ର ଷଡ଼ଙ୍ଗୀଙ୍କ ଗାଁ ଗୋପୀନାଥପୁରରେ ପହଞ୍ଚିଥିଲେ। ସେଠାରେ ଗ୍ରାମବାସୀ ତାଙ୍କୁ…

ବାଲେଶ୍ୱରରୁ ଭୁବନେଶ୍ୱରକୁ ଗଡ଼ିଲା ମେମୁ ଟ୍ରେନ

ବାଲେଶ୍ୱର ଅଫିସ,୭।୧: ବାଲେଶ୍ବର ଷ୍ଟେଶନରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ପତାକା ଦେଖାଇ ମେମୁ ଟ୍ରେନର ଶୁଭାରମ୍ଭ କରିଛନ୍ତି। ଏହି ଟ୍ରେନ୍‌ ବାଲେଶ୍ବରରୁ ଭୁବନେଶ୍ବରକୁ ଗଡିଛି। ଏଥିରେ କେନ୍ଦ୍ର ଆଦିବାସୀ ଓ ଜଳସମ୍ପଦ ମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ଓ ସ୍ଥାନୀୟ…

ବିଧାୟକ-ସରପଞ୍ଚଙ୍କ ସମର୍ଥକ ମୁହାଁମୁହିଁ

ବାଲେଶ୍ୱର ଅଫିସ, ୭ା୧ ବାଲେଶ୍ୱର ସଦର ବ୍ଲକ ସମ୍ମିଳନୀ କକ୍ଷରେ ଗୁରୁବାର ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିଲା। ଏଥିରେ ବିଧାୟକ ଉପସ୍ଥିତ ରହି ଭତ୍ତା ବଣ୍ଟନ କରୁଥିବା ବେଳେ କସିପଦା ଓ ବାହାବଳପୁର ସରପଞ୍ଚ ପହଞ୍ଚତ୍ ସେମାନଙ୍କୁ ନିମନ୍ତ୍ରଣ…

ତଦାରଖ କରିବାକୁ ଆସୁନାହାନ୍ତି ଅଧିକାରୀ

ବାହାନଗା,୬।୧(ଡି.ଏନ.ଏ.)  ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ଉପଡାକଘର ନୂତନ ଗୃହ ନିର୍ମାଣ ଦୀର୍ଘଦିନ ପରେ ନିଜସ୍ବ ଜମିରେ ଆରମ୍ଭ ହୋଇଛି। ନୂତନ ପକ୍କାଘର ତଦାରଖ କରିବା ପାଇଁ ବିଭାଗୀୟ ନିର୍ବାହୀଯନ୍ତ୍ରୀ କିମ୍ବା କନିଷ୍ଠଯନ୍ତ୍ରୀ କେହି ଆସୁ ନ ଥିବାରୁ ସାଧାରଣରେ ଅସନ୍ତୋଷ…

ପକ୍ଷୀଗଣନା ଲାଗି କୁଲଡ଼ିହାରେ ୩ ଟିମ୍‌

ସଜନାଗଡ଼, ୬।୧(ଡି.ଏନ.ଏ.) ଶୀତ ଋତୁରେ ଅଧିକ ଥଣ୍ଡା କାରଣରୁ ଜଳାଶୟ ଉପରେ ନିର୍ଭରଶୀଳ ପ୍ରଜାତିର ପକ୍ଷୀମାନେ ପ୍ରତିବର୍ଷ ଖାଦ୍ୟ ଅନ୍ବେଷଣରେ ମାଇଲ ମାଇଲ ବାଟ ଅତିକ୍ରମ କରି ବାଲେଶ୍ୱର କୁଲଡ଼ିହା ଅଭୟାରଣ୍ୟରେ ବିଭିନ୍ନ ଅଞ୍ଚଳକୁ ଆସିଥାନ୍ତି। ଏହି ପକ୍ଷୀମାନଙ୍କ ସୁରକ୍ଷା ଏବଂ ସେମାନଙ୍କର…

ଅନଶନ ବେଳେ ଅସୁସ୍ଥ ହୋଇପଡ଼ିଲେ ୨ ବୃଦ୍ଧ

ଜଳେଶ୍ୱର, ୬।୧(ଡି.ଏନ.ଏ.)  ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ନାମ୍ପୋ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ବହୁବର୍ଷ ହେଲା ସ୍ଥାୟୀ ଡାକ୍ତର ନ ଥିବାରୁ ଗ୍ରାମବାସୀ ସ୍ବାସ୍ଥ୍ୟ ବିଭାଗ ଓ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଆସୁଥିଲେ। ଗତ ମଙ୍ଗଳବାର ଗ୍ରାମବାସୀଙ୍କ ପକ୍ଷରୁ ଅହୋରାତ୍ର ଆମରଣ ଅନଶନ ଆରମ୍ଭ…

ଋଣ ଚାପ ସହି ନ ପାରି ଆତ୍ମହତ୍ୟା

ବାହାନଗା, ୫ା୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ପଞ୍ଚାୟତର ବାରିଙ୍ଗିଆ ଗ୍ରାମର ଜଣେ ଯୁବକ ଋଣଭାର ସହି ନ ପାରି ଆମତ୍ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ସତ୍ୟାନନ୍ଦ ଦାସ(୪୦) ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାରୁ ଋଣ ଆଣି…

ବ୍ରାଉନ୍‌ସୁଗାର ବେପାରୀଙ୍କୁ ଧରିଲେ ଗାଁ ଲୋକେ

ଜଳେଶ୍ୱର,୪ା୧(ଡି.ଏନ.ଏ.): ପଶ୍ଚିମବଙ୍ଗରୁ ବ୍ରାଉନସୁଗାର ଅଣାଯାଇ ଓଡ଼ିଶାର ଜଳେଶ୍ୱର ଅଞ୍ଚଳରେ ଅବାଧରେ ଚୋରା କାରବାର କରାଯାଉଛି। ବ୍ରାଉନ୍‌ସୁଗାର ବ୍ୟବସାୟୀମାନେ ଏବେ ସହର ଛାଡି ଗ୍ରାମାଞ୍ଚଳର ଯୁବକମାନଙ୍କୁ କାର୍ଯ୍ୟରେ ଲଗାଉଛନ୍ତି। ଏଭଳି ନିଶା କାରବାରରେ ଲିପ୍ତ ଦୁଇଜଣ ଯୁବକଙ୍କୁ ଗ୍ରାମବାସୀ ଧରି ପୋଲିସ ଜିମା…

ଦୀଘା ବେଳାଭୂମି ସିଲ୍‌

ଭୋଗରାଇ,୪ ।୨(ଡି.ଏନ.ଏ.) ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ସୌନ୍ଦର୍ଯ୍ୟମୟୀ ଦୀଘା ବେଳାଭୂମିକୁ ସେଠାକାର ସରକାର କୋଭିଡ୍‌ ନିର୍ଦ୍ଦେଶିକା ମାନି ପ୍ରଶାସନ ସୋମବାରଠାରୁ ୧୫ତାରିଖ ପର୍ଯ୍ୟନ୍ତ ସିଲ୍‌ କରିଦେଇଛନ୍ତି। ଦୀଘା ବେଳାଭୂମି ସିଲ୍‌ ପରେ ଓଡ଼ିଶାରୁ ଯାଇଥିବା ବହୁ ପର୍ଯ୍ୟଟକ ସେଠାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri