ବାଲେଶ୍ୱର

ଟଙ୍କା ନ ଦେଲେ ମିଳୁନି ରନ୍ଧନ ଗ୍ୟାସ

ବାଲେଶ୍ୱର ଅଫିସ,୭ା୪: ବାଲେଶ୍ୱର ଜିଲାରେ ଥିବା ଅଙ୍ଗନୱାଡି କେନ୍ଦ୍ରଗୁଡ଼ିକୁ ଟଙ୍କା ନ ହେଲେ ସରକାର ପ୍ରଦାନ କରିଥିବା ଏଲ୍‌ପିଜି ଗ୍ୟାସ ସଂଯୋଗ ମିଳୁ ନ ଥିବା ଅଭିଯୋଗ କରିଛି ନିଖିଳ ଓଡ଼ିଶା ଅଙ୍ଗନୱାଡି କର୍ମୀ ସଂଘର ଜିଲା କମିଟି। ଜିଲାରେ ପ୍ରତ୍ୟେକ…

ବୈଷୟିକ ଛାତ୍ରୀଛାତ୍ର ସଫଳ ଉଦ୍ୟୋଗୀ ହେବା ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୬।୪ – ବାଲେଶ୍ୱର କୁରୁଡ଼ାସ୍ଥିତ ବୈଷୟିକ ଶିକ୍ଷାନୁଷ୍ଠାନ ଏକାଡ଼େମୀ ଅଫ ବିଜ୍‌ନେସ ଆଡ଼ମିନଷ୍ଟ୍ରେଶନ (ଏବିଏ)ର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଫକୀରମୋହନ ସାହିତ୍ୟ ପରିଷଦ ସଭାପତି ଡ. ଲକ୍ଷ୍ମୀକାନ୍ତ ତ୍ରିପାଠୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଛାତ୍ରୀଛାତ୍ରଙ୍କ ଉନ୍ନତ…

ଚିନ୍ତା ବଢ଼ାଇଛି ନକଲି ସାର, କୀଟନାଶକ

ରବିନାରାୟଣ ପାତ୍ର, ଜଳେଶ୍ୱର, ୬।୪ – ଚଳିତ ରବିଋତୁରେ ବାଲେଶ୍ୱର ଜିଲା ଜଳେଶ୍ୱର କୃଷି ଜିଲାରେ ବ୍ୟାପକ ରବିଧାନ ଚାଷ ହୋଇଥିବା ବେଳେ ନକଲି ସାର ଓ କୀଟନାଶକ ଯୋଗୁ ଚାଷୀମାନେ ହତାଶ ହୋଇପଡ଼ିଛନ୍ତି। ପୂର୍ବବର୍ଷ ତୁଳନାରେ ଚଳିତବର୍ଷ ଅଧିକ ସାର…

ସୁରକ୍ଷା ପାଚେରି କାମ ନିମ୍ନମାନର

ଖଇରା, ୩।୪(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ଖଇରା ନଟାପଡା ଆର୍‌ଡି ରାସ୍ତାର ନଟାପଡା ଗ୍ରାମ ନିକଟରେ ଚାଲୁଥିବା ସୁରକ୍ଷା ପାଚେରି ଅତ୍ୟନ୍ତ ନିମ୍ନମାନର ହେଉଥିବା ନେଇ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଉକ୍ତ ପାଚେରିର ସ୍ଥାୟିତ୍ୱ ଉପରେ ପ୍ରଶ୍ନ ଉଠାଇ ଏହାକୁ…

ଦୁଇ ଗୋଷ୍ଠୀ ମୁହାଁମୁହିଁ

ସଜନାଗଡ଼, ୩।୪ (ଡି.ଏନ.ଏ.) ନୀଳଗିରି ବ୍ଲକ ଆରବନ୍ଧ ପଞ୍ଚାୟତରେ ମହାତ୍ମାଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନଆରଇଜିଏସ୍‌)ରେ ଅନିୟମିତତା ଅଭିଯୋଗ କରି ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। କାମ ନ ହୋଇ ବି ବିଲ୍‌ ହୋଇଥିବା ଗ୍ରାମର ଗୋଟିଏ ଗୋଷ୍ଠୀ ଅଭିଯୋଗ କରିଛନ୍ତି।…

ଶିକ୍ଷକଙ୍କୁ ହତ୍ୟା କରି ବିଲରେ ଫିଙ୍ଗିଦେଲେ, ଗୁରୁତର ଅବସ୍ଥାରେ ସ୍ତ୍ରୀ ଉଦ୍ଧାର

ସିମୁଳିଆ,୨ା୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଉକ୍ତ ଅଞ୍ଚଳର ଆନନ୍ଦ ବିହାରୀ ପତ୍ରୀ(୬୪)ନାମକ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ରକ୍ତାକ୍ତ ମୃତଦେହ ଶନିବାର ସକାଳେ ସ୍ଥାନୀୟ ବିଲରୁ ଉଦ୍ଧାର ହୋଇଛି। ଗୁରୁତର ଅବସ୍ଥାରେ ସ୍ବର୍ଗତଃ…

ପଳସା ସ୍ବାସ୍ଥ୍ୟଉପକେନ୍ଦ୍ର କାୟାକଳ୍ପ ବିଜେତା

ଖଇରା, ୨ ।୪(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ପଳସା ସ୍ବାସ୍ଥ୍ୟ ଉପକେନ୍ଦ୍ର କାୟାକଳ୍ପ ବିଜେତା ହେବା ସହ କୁରୁଣ୍ଟା ଓ ଡଗରପଡା ସ୍ବାସ୍ଥ୍ୟ ଉପକେନ୍ଦ୍ର ଓ ତୁଡିଗଡିଆ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ସାନ୍ତ୍ୱନାମୂଳକ ପୁରସ୍କାର ହକ୍‌ଦାର ହେବା ନେଇ…

ଚନ୍ଦନେଶ୍ୱର ମହାଦେବଙ୍କ ଚୈତ୍ର ଚଡ଼କପର୍ବ

ଭୋଗରାଇ, ୨ ।୪(ଡି.ଏନ.ଏ.) ଦେଶରେ କୋଭିଡ୍‌ କଟକଣା ହଟିଛି। ଏଭଳି ସ୍ଥିତିରେ ପୂର୍ବ ଭାରତର ପ୍ରସିଦ୍ଧ ଶୈବପୀଠ ବାଲେଶ୍ୱର ଜିଲାର ଭୋଗରାଇ ବ୍ଲକର ଅଧୀନ ହୁଗୁଳି ଗ୍ରାମର ଜଳଯନ୍ତ୍ର ଦେବତା ଶ୍ରୀ ଚନ୍ଦନେଶ୍ୱର ମହାଦେବଙ୍କ ପ୍ରସିଦ୍ଧ ଚୈତ୍ର ଚଡ଼କ ପର୍ବ ଶୁକ୍ରବାର…

କଂକ୍ରିଟ ରାସ୍ତା ଫାଟି ଆଁ

ବାଲେଶ୍ୱର ଅଫିସ, ୨ ।୪ ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ ୬୦ନଂ. ଜାତୀୟ ରାଜପଥଠାରୁ ମଧୁପୁରା ପର୍ଯ୍ୟନ୍ତ ୨୦୧୬ରୁ ସମ୍ପୂର୍ଣ୍ଣ ହୋଇଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଶୋଚନୀୟ ହୋଇପଡ଼ିଛି। ଉକ୍ତ ରାସ୍ତାର ଗ୍ୟାରେଣ୍ଟି ଅବଧି ଶେଷ ହୋଇ ନ ଥିଲେ…

ଆସ୍ଥାନରେ ଚାଦର ଚଢ଼ାଇଲେ ଶ୍ରଦ୍ଧାଳୁ

ବାଲେଶ୍ୱର ଅଫିସ, ୧।୪ ବାଲେଶ୍ୱର ଜିଲାର ଭାଇଚାରାର ପ୍ରତୀକ ସହରର ସୁନହଟ ସ୍ଥିତ ‘ବାବା ଭୁଜାଖିଆ ପୀରଙ୍କ ୩ ଦିନିଆ ୭୮ତମ ବାର୍ଷିକ ଉତ୍ସବ ‘ଉର୍ସ’ ଉଦ୍‌ଘାଟିତ ହୋଇଯାଇଛି। ପ୍ରତିବର୍ଷ ମାର୍ଚ୍ଚ ଶେଷ ବୁଧବାର, ଗୁରୁବାର, ଶୁକ୍ରବାର ୩ ଦିନ ଧରି…

ଆର୍‌ଟିଓ ଘେରିଲା ମୋଟର ସଂଘ

ବାଲେଶ୍ୱର ଅଫିସ, ୧।୪ ବାଲେଶ୍ୱର ଜିଲା ଆଞ୍ଚଳିକ ପରିବହନ ଅଫିସ୍‌ (ଆର୍‌ଟିଓ)କୁ ଗୁରୁବାର ବାଲେଶ୍ୱର ମୋଟର ସଂଘ ପକ୍ଷରୁ ବେଆଇନ ଜରିମାନା ଆଦାୟ ଓ ଅଡିଟ୍‌ ସରିଥିବା ଫାଇଲ୍‌କୁ ରି-ଓପନ୍‌ କରି ମନଇଚ୍ଛା ଲାଞ୍ଚ ନେବା ଅଭିଯୋଗରେ ଘେରାଉ କରାଯାଇଥିଲା। ଜିଲାରେ…

ସରକାରୀ ଜମିରୁ ମାଟି ଉଠାଣ

ରୂପସା, ୨୯।୩(ଡି.ଏନ.ଏ.) ବାଲେଶ୍ୱର ଜିଲା ବସ୍ତା ବ୍ଲକ ନଟାକଟା ଗ୍ରାମରେ ଥିବା ସରକାରୀ ଜମିରୁ ବେଆଇନ ଭାବେ ମାଟି ଉଠାଇ ଚାଲାଣ ହେଉଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବାରୁ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?