ବାଲେଶ୍ୱର

ରେଳରୋକୋ କଲେ ଆନ୍ଦୋଳନକାରୀ

ବାଲେଶ୍ୱର ଅଫିସ ୨୮।୩: କେନ୍ଦ୍ର ସରକାରଙ୍କ ଜନମାରଣ ନୀତି ପ୍ରତିବାଦରେ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ଦୁଇ ଦିନିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ବାଲେଶ୍ବର ରେଳଷ୍ଟଶନରେ ଏଆଇୟୁଟିୟୁସି ପକ୍ଷରୁ ସରକାରଙ୍କ ବିରୋଧରେ ପ୍ରତିବାଦ କରି ଆନ୍ଦୋଳନ କରିଥିଲେ।…

ଯୁବତୀଙ୍କୁ ଅଶ୍ଳୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା

ବାଲେଶ୍ୱର ଅଫିସ,୨୮ା୩: ରେଳ ଷ୍ଟେଶନ ପରିସରରେ ପଶ୍ଚିମବଙ୍ଗର ଜଣେ ଯୁବତୀଙ୍କୁ ଅଶ୍ଳୀଳ ଇଙ୍ଗିତ ପ୍ରଦର୍ଶନ କରିଥିବା ନେଇ ବାଲେଶ୍ୱର ଜିଆର୍‌ପି ଥାନାରେ ଅଭିଯୋଗ ଆଣିଛନ୍ତି ଯୁବତୀ ଜଣକ। ଭଦ୍ରକ ଅଞ୍ଚଳ ଆନନ୍ଦ ଚନ୍ଦ୍ର ଜେନା ନିଜକୁ ଏନ୍‌ଏମ୍‌ଏସ୍‌ ୟୁଟ୍ୟୁବ୍‌ ଚ୍ୟାନେଲ ଖବରଦାତା…

ବିଦ୍ୟାଳୟ ପରିସରରୁ ବେଆଇନ ଗଛକଟା

ଜଳେଶ୍ୱର,୨୮।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ନାମ୍ପୋ ସ୍ଥିତ ଉଚ୍ଚ ବିଦ୍ୟାଳୟ ପରିସରରୁ ବେଆଇନ୍‌ ଭାବେ ଗଛକଟା, ଭଙ୍ଗା ଇଟା ବିକ୍ରି କରାଯାଇଥିବା ଅଭିଯୋଗ ହୋଇଛି। ରବିବାର କେତେଜଣ ଅଭିଭାବକ ଏକ ଖବରଦାତା ସମ୍ମିଳନୀ ଡାକି ଏନେଇ ଅଭିଯୋଗ କରିଛନ୍ତି।…

କ୍ଷେପଣାସ୍ତ୍ର ଏସ୍‌ଆର୍‌ଏସ୍‌ଏଏମ୍‌ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୭ା୩: ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ସ୍ଥଳଭାଗରୁ ଆକାଶକୁ ଲକ୍ଷ୍ୟଭେଦ କରିପାରୁଥିବା ପେକ୍ଷଣାସ୍ତ୍ର ଏସ୍‌ଆରଏସ୍‌ଏମ୍‌ ସଫଳ ଉତ୍‌କ୍ଷେପଣ ହୋଇଛି। ରବିବାର ପୂର୍ବାହ୍ନରେ ଚାନ୍ଦିପୁର କ୍ଷେପଣାସ୍ତ୍ର କେନ୍ଦ୍ରର ୩ ନମ୍ବର ଲଞ୍ଚପ୍ୟାଡରୁ ଏହି ପରୀକ୍ଷଣ ହୋଇଛି। ତେବେ ସୁରକ୍ଷା ଦୃଷ୍ଟିରୁ ଏହି…

ଚିକିତ୍ସା ଅବହେଳା ଅଭିଯୋଗରେ ଉତ୍ତେଜନା

ସଜନାଗଡ଼, ୨୪।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଭଉଁରିଆବାଡ଼ ପଞ୍ଚାୟତ ଅଧୀନ ବାଲିଆଝର ଆଶ୍ରମ ବିଦ୍ୟାଳୟର ଜଣେ ୮ମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଚିକିତ୍ସା ଅବହେଳାରୁ ହୋଇଥିବା ଅଭିଯୋଗ ହୋଇଛି। ବୁଧବାର ତାଙ୍କ ପରିବାର ଲୋକେ କ୍ଷତିପୂରଣ ଦାବି କରି ଆଶ୍ରମ…

୨୦ବର୍ଷ ହେଲା ପାଦରେ ଶିକୁଳି

ଖଇରା, ୨୪।୩(ଡି.ଏନ.ଏ.): ୬ବର୍ଷ ବ୍ୟବଧାନରେ ପୁଅ ଝିଅ ଜନ୍ମ ହେବା ପରେ ମା ବାପାଙ୍କର ଖୁସିର ସୀମା ନ ଥିଲା ା ଝିଅଠାରୁ ପୁଅ ବଡ। ପ୍ରଥମେ ପୁଅ ଜନ୍ମ ହେବା ପରେ ପାଠ ପଢି ମଣିଷ ହେବ, ପରିଣତ ବୟସରେ…

ଶବ ବ୍ୟବଚ୍ଛେଦ ରିପୋର୍ଟରେ ହୃଦ୍‌ଘାତଜନିତ ମୃତ୍ୟୁ

ଖଇରା, ୨୪।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନା ଖଇରା ବ୍ଲକ ଅଧୀନ ବଡଜୟୀପୁର ପଞ୍ଚାୟତ ସମିତିସଭ୍ୟା ପାର୍ବତୀ ସେଠୀଙ୍କ ଶ୍ୱଶୁର ଉପେନ୍ଦ୍ର ପ୍ରସାଦ ସେଠୀଙ୍କୁ ବିଜେଡି କର୍ମୀ ହତ୍ୟା କରାଯିବା ନେଇ ବିରୋଧୀ ଭାଜପାର ଅଭିଯୋଗ ଭିତ୍ତିହୀନ ସାବ୍ୟସ୍ତ ହୋଇଛି ା…

ପଶ୍ଚିମବଙ୍ଗକୁ କାଠ ଚୋରାଚାଲାଣ

ଜଳେଶ୍ୱର, ୨୨ ।୩(ଡି.ଏନ.ଏ.) ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକର ୧୪ ପଞ୍ଚାୟତ ରାଇବଣିଆ ଥାନା ଅଧୀନରେ ରହିଛି। ଏହି ଅଞ୍ଚଳରୁ ପ୍ରତିଦିନ ବହୁ ଜଙ୍ଗଲଜାତ ଦ୍ରବ୍ୟ ଓ ମୂଲ୍ୟବାନ କାଠ ପଶ୍ଚିମବଙ୍ଗକୁ ଚାଲାଣ ହୋଇଆସୁଛି ା ସୁବର୍ଣ୍ଣରେଖା ନଦୀର ବିଭିନ୍ନ ସ୍ଥାନରେ…

କୁଲଡ଼ିହା ଅଭୟାରଣ୍ୟରେ ହାତୀମଡ଼କ

ସଜନାଗଡ଼,୨୨ ।୩(ଡି.ଏନ.ଏ.) ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡରେ ଅବସ୍ଥିତ କୁଲଡ଼ିହା ଅଭୟାରଣ୍ୟ ଏବେ ବନ୍ୟଜନ୍ତୁଙ୍କ ପାଇଁ ଅସୁରକ୍ଷିତ ହୋଇପଡ଼ିଛି। ଗତ ୩ମାସ ମଧ୍ୟରେ ୩ ମାଈହାତୀଙ୍କ ମୃତଦେହ ଉଦ୍ଧାର ପରେ ହାତୀମଡ଼କ ନେଇ ଚର୍ଚ୍ଚା ଜୋର୍‌ ଧରିଛି। କ୍ରମାଗତ ଭାବେ ହାତୀ…

ଏଏପିର ଗ୍ୟାରେଣ୍ଟି କାର୍ଡ

ବାଲେଶ୍ୱର ଅଫିସ, ୨୨।୩: ବାଲେଶ୍ୱର ପୌର ନିର୍ବାଚନ ପରିପ୍ରେକ୍ଷୀରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପକ୍ଷରୁ ସୋମବାର ଏକ ଖବରଦାତା ସମ୍ମିଳନୀ କରାଯାଇ ନିର୍ବାଚନୀ ଇସ୍ତାହାର ପରିପ୍ରେକ୍ଷୀରେ ୧୩ ପ୍ରସଙ୍ଗ ନେଇ ଜିଲା ସଭାପତି ସ୍ବର୍ଣ୍ଣ ଭାରତ ମଲ୍ଲିକ ଗ୍ୟାରେଣ୍ଟି କାର୍ଡ଼…

ଏ ବର୍ଷ ବି ହେବନି ପ୍ରସିଦ୍ଧ ଚଡକ ମେଳା

ବାଲେଶ୍ୱର ଅଫିସ,୨୧।୩: ଚଳିତ ବର୍ଷ ବି ହେବନି ବାଲେଶ୍ୱରର ପ୍ରସିଦ୍ଧ ଚଡକ ମେଳା। କୋଭିଡ୍‌ କଟକଣା ପାଇଁ ଏଥର ଚଡକ ମେଳା ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି। କେବଳ ନୀତିକାନ୍ତି ପାଳନ ହେବା ନେଇ ପ୍ରଶାସନ ପକ୍ଷରୁ କୁହାଯାଇଛି।

ଅନିଶ୍ଚିତତାରେ ଚନ୍ଦନେଶ୍ୱର ଜୀଉଙ୍କ ଚଡ଼କମେଳା

ଭୋଗରାଇ,୨୧।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ହୁଗୁଳି ଗ୍ରାମର ଜଳଯନ୍ତ୍ର ଦେବତା ଚନ୍ଦନେଶ୍ୱର ମହାଦେବଙ୍କ ବିଶ୍ୱପ୍ରସିଦ୍ଧ ଚୈତ୍ର ଚଡ଼କମେଳା ଚଳିତବର୍ଷ ହେବାକୁ ନେଇ ଅନିଶ୍ଚିତତା ଦେଖାଦେଇଛି। କୋଭିଡ୍‌ କଟକଣା କୋହଳ ହେବା ପରଠୁ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ସହିତ ପର୍ଯ୍ୟଟନସ୍ଥଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?