ମୁମ୍ବାଇରୁ ଆସି ଟ୍ବିଟ୍ କଲେ ନବୀନ, କହିଦେଲେ ଏତେ ବଡ଼କଥା
ଭୁବନେଶ୍ବର,୧୩।୭: ବାଲେଶ୍ବରର ଏଫଏମ କଲେଜ ଘଟଣାକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ତେବେ ଏମ୍ସରେ ଛାତ୍ରୀଜଣକ ଜୀବନମରଣ ନେଇ ଗତି କରୁଥିବାବେଳେ ମନ୍ତ୍ରୀମାନେ ସେଠାରେ ଭିଡ ଜମାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଉ କିଛି ସମୟରେ ସେଠରେ ପହଞ୍ଚିବେ ବୋଲି…
FM କଲେଜ: ଛାତ୍ରୀଙ୍କୁ ନେଇ ଆସିଲା ବଡ଼ ଖବର, ଡାକ୍ତର କହିଲେ…
ବାଲେଶ୍ବର,୧୩।୭: ଫକୀର ମୋହନ ସୱୟଂଶାସିତ ମହାବିଦ୍ୟାଳୟ (FM କଲେଜ)ରେ ଜଣେ ଛାତ୍ରୀଙ୍କ ଆତ୍ମହୁତି ଉଦ୍ୟମ ଘଟଣା ସମଗ୍ର ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି। ଅଭିଯୋଗ ରହିଛି ଯେ, ଜଣେ ଶିକ୍ଷକଙ୍କ ଦ୍ୱାରା ଯୌନ ର୍ନିଯାତନା ଓ ମାନସିକ ଉତ୍ପୀଡ଼ନ ଯୋଗୁଁ ଏହି…
ଧକ୍କାଦେଲା ଟ୍ରକ୍: ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍
ଜଳେଶ୍ୱର,୧୩।୭(ନବୀନ ସାହୁ): ଜଳେଶ୍ୱର ଥାନା ଚଳନ୍ତି ରାଜପଥ ନିକଟରେ ଗୀତାଞ୍ଜଳୀ ନାମକ ଘୋରେଇ ବସ୍ ବାରିପଦା ଯିବା ସମୟରେ ଏକ ଟ୍ରକ ପଛପଟୁ ଧକ୍କା ଦେବାରୁ ବସ୍ଟି ଓଲଟି ପଡ଼ିଥିଲା। ଫଳରେ ସ୍ଥାନୀୟ ଲୋକ ଉଦ୍ଧାର କରି ଜିକେ ଭଟ୍ଟର ହସ୍ପିଟାଲକୁ…
ଏଫଏମ କଲେଜ ଘଟଣା: ରାଗିଗଲେ ସୋଫିଆ, କହିଦେଲେ ବଡ଼କଥା
ବାଲେଶ୍ୱର,୧୩।୭: ଫକୀର ମୋହନ ଅଟୋନୋମସ କଲେଜରେ ଘଟିଥିବା ଏକ ଅଭାବନୀୟ ଘଟଣାକୁ ନେଇ ରାଜ୍ୟ ରାଜନୀତିରେ ତୀବ୍ର ପ୍ରତିକ୍ରିୟା ଦେଖାଦେଇଛି। କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ ଏହି ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ସେ ଅଭିଯୋଗ କରିଛନ୍ତି…
ଏଫଏମ କଲେଜ ଘଟଣା: ସାଂଘାତିକ ଖୁଲାସା କଲେ ଛାତ୍ରୀଙ୍କ ସହପାଠୀ
ବାଲେଶ୍ୱର,୧୩।୭: ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍ ବିଏଡ୍ର ଦ୍ୱିତୀୟ ବର୍ଷର ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣାରେ ସହପାଠୀ କଶିଷ୍ ଦାସ କହିଛନ୍ତି, କଲେଜରେ ଯୋଗଦେବା ପରେ କ୍ଲାସରେ ବିଭିନ୍ନ ଇସ୍ୟୁ ହେଉଥିବା ନେଇ ସେ ମୋତେ କହିଥିଲେ। କିନ୍ତୁ ମୁଁ ଏହାକୁ…
ଯେମିତି ଡାକୁଥିଲା ମୃତ୍ୟୁ, ଥରେ ମରଣ ମୁହଁରୁ ଫେରି, ପୁଣି ସମାନ ସେଇ ଯାଗାରେ…
ଧର୍ମଶାଳା,୧୨।୭(ଶିବ ପ୍ରସାଦ ମହାନ୍ତି): ଯାଜପୁର ରୋଡ଼ ଥାନା ଯୋକଡିଆ ପୁରୁଣା ବ୍ରିଜ ଉପରୁ ଖରସ୍ରୋତା ନଦୀକୁ ଡେଇଁ ଜଣେ ଯୁବକ ନିଖୋଜ ଅଛନ୍ତି। ଯୁବକ ଜଣକ ସ୍ଥାନୀୟ ରାଛିପୁର ଗ୍ରାମର ମାନସ ରଞ୍ଜନ ବିଶ୍ୱାଳଙ୍କ ଏକମାତ୍ର ପୁଅ କୈବଲ୍ୟ ବିଶ୍ୱାଳ (୨୨)…
କରୁଥିଲେ କେନାଲ କାମ: ପଡ଼ିଲା ବଜ୍ରପାତ
ନୀଳଗିରି,୧୨।୭:(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ବରହମପୁର ଥାନା ରାଇପାଳ ଅଞ୍ଚଳରେ ଏକ ଅଘଟଣ ଘଟିଛି। କେନାଲ କାମ ଚାଲିଥିବା ବେଳେ ଶନିବାର ବଜ୍ରପାତ ଘଟି ୩ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା…
ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ମନ୍ତ୍ରୀ: ପ୍ରିନ୍ସିପାଲ ଏଚ୍ଓଡି ନିଲମ୍ବିତ
ବାଲେଶ୍ଵର,୧୨।୭(ବାଞ୍ଛାନିଧି ଦେ) FM କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣାରେ ପ୍ରିନ୍ସିପାଲ ଓ ଶିକ୍ଷା ବିଭାଗ ଏଚ୍ଓଡି ଙ୍କୁ ନିଲମ୍ବନ କରାଯାଇଛି। ପ୍ରିନ୍ସିପାଲ ଦିଲ୍ଲୀପ ଘୋଷ, ଏଚ୍ଓଡି ସମୀର ସାହୁଙ୍କୁ ଛାତ୍ରୀ ଆତ୍ମାହୂତୀ ଉଦ୍ୟମ ଘଟଣାରେ ଉଚ୍ଚଶିକ୍ଷା ବିଭାଗ ନିଲମ୍ବିତ କରଛି।…
ସାମ୍ନାକୁ ଆସିଲେ ଅଧ୍ୟାପକ: ଟାଣିଟାଣି ନେଲା ପୋଲିସ
ବାଲେଶ୍ଵର,୧୨।୭(ବାଞ୍ଛାନିଧି ଦେ): ସାମ୍ନାକୁ ଆସିଲେ ଅଧ୍ୟାପକ। ଟାଣିଟାଣି ନେଲା ପୋଲିସ। ବାଲେଶ୍ବର ଏଫଏମ ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ଥାନାରେ ଅଟକ ରହିଛନ୍ତି। ଶିକ୍ଷା ବିଭାଗର ମୁଖ୍ୟ ସମୀର ସାହୁ ଥାନାରେ ଅଟକ ହୋଇଛନ୍ତି। ସହଦେବଖୁଣ୍ଟା ଥାନାରେ ଅଟକ ରଖି ପଚରାଉଚରା କରୁଛି…
ଅଧ୍ୟାପକ କରିଥିଲେ ଦୁର୍ବ୍ୟବହାର: କଲେଜ ଆଗରେ ନିଜକୁ ଜାଳିଲେ …
ବାଲେଶ୍ଵର,୧୨।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି । କଲେଜ ଫାଟକ ସମ୍ମୁଖରେ ନ୍ୟାୟ ପାଇଁ ଧାରଣାରେ ବସିଥିବା ଜଣେ ଛାତ୍ରୀ ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ।…
ସୁ-୩୦ ଏମ୍କେଆଇ ଯୁଦ୍ଧ ବିମାନରେ ‘ଅସ୍ତ୍ର’ର ସଫଳ ପରୀକ୍ଷଣ
ବାଲେଶ୍ୱର,୧୨ା୭(ବାଞ୍ଛାନିଧି ଦେ): ଡିଆରଡିଓ ଏବଂ ଭାରତୀୟ ବାୟୁସେନାର ମିଳିତ ଉଦ୍ୟମରେ ସ୍ବଦେଶୀ ରେଡିଓ ଫ୍ରିକ୍ୱେନ୍ସି ସିକର୍ ଲାଗିଥିବା ଏହି କ୍ଷେପଣାସ୍ତ୍ରକୁ ସୁ-୩୦ ଏମ୍କେ-ଆଇ ଯୁଦ୍ଧ ବିମାନରୁ ପରୀକ୍ଷଣ କରାଯାଇଛି। ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆରଡିଓ) ଏବଂ ଭାରତୀୟ ବାୟୁସେନା…
ଭାଇଙ୍କ ତଣ୍ଟି କାଟି ହତ୍ୟା କଲେ ଭାଇ
ଭୋଗରାଇ, ୧୧।୭(ପ୍ରଦୀପ ଦାସ):ରାତି ଅଧରେ ମଝିଆ ଭାଇଙ୍କୁ ଘରୁ ଡାକିନେଇ ଏକ ଧାରୁଆ ଅସ୍ତ୍ରରେ ତଣ୍ଟି କାଟି ବୀଭତ୍ସ ଭାବେ ହତ୍ୟା କରି ରାସ୍ତାରେ ଫିଙ୍ଗି ଦେଇଛନ୍ତି ବଡ଼ ଭାଇ। ହତ୍ୟା ପରେ ମାରିଛନ୍ତି ଚମ୍ପଟ। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର…
Archives


