ବାଲେଶ୍ୱର

ମୌଳିକ ସମସ୍ୟାରେ ଘାଣ୍ଟି ହେଉଛନ୍ତି ୱାର୍ଡବାସୀ

ବାଲେଶ୍ୱର ଅଫିସ,୨୧।୩: ବାଲେଶ୍ୱର ପୌରାଞ୍ଚଳ ଅଫିସ୍‌ରୁ ମାତ୍ର ୨ଶହ ମିଟର ଦୂରରେ ଅବସ୍ଥିତ ୧୨ନଂ.ୱାଡର୍ର୍। ଏଠାରେ ମୁଖ୍ୟ ସମସ୍ୟା ପାଲଟିଛି ପାନୀୟ ଜଳ। ୧୯୫୬ରୁ ସ୍ଥାପିତ ବୈଦ୍ୟନାଥ ପ୍ରାଥମିକ ବିଦ୍ୟାଳୟର ଶୌଚାଳୟ ଆଜି ପର୍ଯ୍ୟନ୍ତ ନାହଁି। ଏହିସବୁ ମୌଳିକ ସମସ୍ୟାକୁ ଭୁଲି…

ଧାନ-ପାନ-ମୀନ ପ୍ରକଳ୍ପର ରୂପାୟନରେ ହେବ ସହାୟକ

ବାଲେଶ୍ୱର ଅଫିସ,୧୮ା୩ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ (ଏଫ୍‌ଏମ୍‌ୟୁ) ଓ ଇଣ୍ଡିଆନ୍‌ କାଉନ୍‌ସିଲ୍‌ ଅଫ୍‌ ଏଗ୍ରିକଲଚର ରିସର୍ଚ୍ଚ (ଆଇସିଏଆର୍‌) ଓ ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଫ୍ରେସ୍‌ୱାଟର ଆକ୍ୱାକଲଚର (ସିଆଇଏଫ୍‌ଏ) ଭୁବନେଶ୍ୱର ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଯାଇଛି। ଶିକ୍ଷାଦାନ ଓ ଗବେଷଣା କ୍ଷେତ୍ରରେ…

ଗୋପୀନାଥପୁର ରେଳଷ୍ଟେଶନ ପାଇଁ ୪୮.୩୬ କୋଟି ମଞ୍ଜୁର

ସଜନାଗଡ, ୧୭ା୩(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରିବାସୀଙ୍କ ବହୁ ଦିନର ସପ୍ନ ସାକାର ହେବlକୁ ଯାଉଛି l ଯାତ୍ରୀବାହୀ ଟ୍ରେନ ଚଳାଚଳ ପାଇଁ ଦୀର୍ଘବର୍ଷ ଧରି ଦାବି ହୋଇଆସୁଥିଲା। ନୀଳଗିରିରେ ଭିତ୍ତିଭୂମି ଥାଇ ମଧ୍ୟ ରେଳ ଚଳାଚଳ ହେଉ ନ ଥିବା କଥା…

ପ୍ରାର୍ଥୀଙ୍କ ପ୍ରତିଶ୍ରୁତି ଉପରେ ଭୋଟରଙ୍କ ଭରସା ପାଉନିି

ବାଲେଶ୍ୱର ଅଫିସ, ୧୭ା୩: ବାଲେଶ୍ୱର ପୌର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଚୂଡାନ୍ତ ହେବା ପରେ ଅଧ୍ୟକ୍ଷ ଓ କାଉନ୍‌ସିଲର ପ୍ରାର୍ଥୀମାନେ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ପ୍ରାର୍ଥୀମାନେ ୱାର୍ଡ଼ର ଘରକୁ ଘର ବୁଲି ଲୋକମାନଙ୍କୁ ସାକ୍ଷାତ୍‌ କରି ବ୍ୟକ୍ତିଗତ ଓ ୱାର୍ଡ଼ର ସମସ୍ୟା…

୧୦ ଗାଡ଼ି ଜବତ, ୨.୮୦ ଲକ୍ଷ ଜରିମାନା

ଜଳେଶ୍ୱର, ୧୭ା୩(ଡି.ଏନ.ଏ.): ସୁବର୍ଣ୍ଣରେଖା ନଦୀରୁ ବ୍ୟାପକ ବାଲି ଚୋରାଚାଲାଣ ହେଉଥିବା ବାରମ୍ବାର ଅଭିଯୋଗ ପରେ ପ୍ରଶାସନର ଚେତା ପଶିଛି। ଜଳେଶ୍ୱର ତହସିଲଦାର ଓ ଏସ୍‌ଡିପିଓ ମିଳିତ ଭାବେ ୮ ଟ୍ରାକ୍ଟର, ୧ ଡମ୍ପର ଓ ଅନ୍ୟ ଏକ ଜେସିବି ଜବତ କରିବା…

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ,୧୭।୩: ଭିଜିଲାନ୍ସ ଜାଲରେ ଫସିଛନ୍ତି ବାଲେଶ୍ୱର ଜିଲା ସୋରୋ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ପ୍ରମୋଦ ବେହୁରିଆ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ତାଙ୍କ ଘର, ଅଫିସ, ଶ୍ୱଶୁର ଘର ସମେତ ୫ଟି ସ୍ଥାନରେ…

ଏମିତି ବି ମୃତ୍ୟୁ ଆସେ: ଭତ୍ତା ଟଙ୍କା ଆଣିବା ହେଲା ସ୍ବପ୍ନ

ଖଇରା,୧୬।୩(ଡି.ଏନ୍‌.ଏ.): ମୃତ୍ୟୁ କାହାକୁ କେତେ ବେଳେ ମଧ୍ୟ କବଳିତ କରିପାରେ। ଭତ୍ତା ଆଣିବା ରହିଗଲା ସ୍ବପ୍ନରେ। ଅଧା ରାସ୍ତାରେ ଚାଲିଗଲା ବୃଦ୍ଧଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ବର ଜିଲା ଖଇରା ବ୍ଲକ ସାରୁଗାଁ ପଞ୍ଚାୟତ ନୂଆଗାଁରେ। ଗ୍ରାମର ମାୟାଧର…

ଲୁଣାବନ୍ଧ ବାନ୍ଧିଲେ ଗ୍ରାମବାସୀ

ବାଲିଆପାଳ,୧୬ ।୩(ସ୍ବ.ପ୍ର.) – ସରକାର ଗୁହାରୀ ଶୁଣିଲେନି। ଶେଷରେ ଗ୍ରାମବାସୀ ନିଜ ଅଞ୍ଚଳର ସୁରକ୍ଷା ପାଇଁ ଏକାଠି ହୋଇ ଅଣ୍ଟା ଭିଡ଼ିଲେ। ସମସ୍ତେ ମିଶି ଲୁଣା ବନ୍ଧ ବାନ୍ଧି ଗାଁ ଭିତରକୁ ପଶିଯାଉଥିବା ଉଚ୍ଚ ଲୁଣି ଜୁଆରକୁ ଅଟକାଇବାରେ ସଫଳ ହୋଇ…

ଅନ୍‌ଲାଇନ ଗେମ୍‌ ଲାଗି ଯୁବ ଇଞ୍ଜିନିୟରଙ୍କ ଜୀବନ ଗଲା

ଜଳେଶ୍ୱର, ୧୬।୩(ଡି.ଏନ.ଏ.): ଅନଲାଇନରେ ଗେମ୍‌ ଖେଳି ସେଥିରୁ ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରିବାର ଲାଳସା ଯୁବପିଢିଙ୍କୁ କବଳିତ କରିଛି। ହେଲେ ଅନେକ ସମୟରେ ତାଙ୍କ ଅଜାଣତରେ ସେମାନେ ଲକ୍ଷ ଲକ୍ଷ ଟଙ୍କା ଠକାମିର ଶୀକାର ହେଉଛନ୍ତି। ଶେଷରେ ଅନ୍ୟ ଉପାୟ…

ନର୍ଦ୍ଦମା ଯନ୍ତ୍ରଣାରେ ଅଣନିଃଶ୍ୱାସୀ

ବାଲେଶ୍ୱର ଅଫିସ, ,୧୫।୩ ବାଲେଶ୍ୱର ପୌରାଞ୍ଚଳର ୩୧ଟି ଓ୍ବାର୍ଡ ମଧ୍ୟରୁ ୧୯ ନଂ. ଓ୍ବାର୍ଡ ପ୍ରମୁଖ ଅଟେ। ଏହି ଓ୍ବାର୍ଡରେ ରେଳଷ୍ଟେଶନଠାରୁ ଆରମ୍ଭ କରି ଫାଣ୍ଡି ଛକରୁ ଅଦାଲତ ଯାଏ, ଷ୍ଟେଶନ ଛକରୁ ପୋଲିସଲାଇନ୍‌ ଛକ, ପୋଲିସଲାଇନ୍‌ ଛକରୁ ଏସ୍‌ପି ଅଫିସ୍‌…

ନିର୍ଦ୍ୱନ୍ଦ୍ୱରେ ବିଜୟୀ ହେଲେ ନାରାୟଣ

ବାଲେଶ୍ୱର ଅଫିସ,୧୪ା୩: ବାଲେଶ୍ୱର ଜିଲାରେ ୨୯ନଂ. ଜୋନ୍‌ରୁ ନିର୍ବାଚିତ ଜିଲା ପରିଷଦ ସଦସ୍ୟ ତଥା ବିଜେଡି ପ୍ରାର୍ଥୀ ନାରାୟଣ ପ୍ରଧାନ ନିର୍ଦ୍ୱନ୍ଦ୍ୱରେ ଜିଲାପରିଷଦ ସଭାପତି ଭାବେ ବିଜୟଲାଭ କରିଛନ୍ତି। ସଭାପତିଙ୍କ ସମେତ ସମସ୍ତ ଜିଲାପରିଷଦ ସଦସ୍ୟାସଦସ୍ୟଙ୍କୁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ…

ଖୋଲୁନିି ଜେଏମ୍‌ଏଫସି କୋର୍ଟ

ଖଇରା,୧୩।୩(ଡି.ଏନ.ଏ.)- ବାଲେଶ୍ୱର ଜିଲା ଖଇରା ବ୍ଲକରେ ଜେଏମଏଫସି କୋର୍ଟ ଖୋଲାଯିବା ନେଇ ଘୋଷଣାର ୨୦ ମାସ ବିତି ଯାଇଥିଲେ ହେଁ ଏ ପର୍ଯ୍ୟନ୍ତ ଅସ୍ଥାୟୀ କୋର୍ଟ ଚାଲି ପାରିଲାନ। ପରିତ୍ୟକ୍ତ ଅବସ୍ଥାରେ ଥିବା ପୁରୁଣା ବାଳିକା ବିଦ୍ୟାଳୟକୁ ମରାମତି କରି ଚଲାଇବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?