ବିଏଡ୍ ପାଠ୍ୟକ୍ରମ ନାଁରେ ଜାଲିଆତି
ବାଲେଶ୍ୱର ଅଫିସ, ୧୨।୧୨: ବାଲେଶ୍ୱର ସହର ପଢୁଆଁପଦାସ୍ଥିତ ସିଆଇଏମ୍ଆଇଟି ଅନୁଷ୍ଠାନ ବିଏଡ୍ ପାଠ୍ୟକ୍ରମ ନାଁରେ ଶତାଧିକ ଛାତ୍ରୀଛାତ୍ରଙ୍କୁ ଶୋଷଣ କରୁଥିବା ଶନିବାର ସହଦେବଖୁଣ୍ଟା ମଡ଼େଲ ଥାନାରେ ଲିଖିତ ଅଭିଯୋଗ ହୋଇଛି। ନୀଳଗିରି ଅଞ୍ଚଳର ଦୁଇଜଣ ଛାତ୍ରୀ ଏଭଳି ଅଭିଯୋଗ ଆଣିଛନ୍ତି। ଅଭିଯୋଗ ଅନୁଯାୟୀ…
ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ, କାଠ ଜବତ
ବାହାନଗା/ସୋର, ୯।୧୨(ଡି.ଏନ.ଏ.) ବାଲେଶ୍ୱର ଜିଲା ବାହାନଗା ବ୍ଲକ ସୋର ଥାନା ଅଧୀନ ତଳନଗର ପଞ୍ଚାୟତ ବାଇନଣ୍ଡା ଓ ଅଞ୍ଜି ପଞ୍ଚାୟତ ଜୟୀନଗର ଗ୍ରାମରେ ଚୋରା କରତକଳ ଉପରେ ବନବିଭାଗ ପକ୍ଷରୁ ଚଢାଉ କରାଯାଇ ଲକ୍ଷାଧିକ ଟଙ୍କାର କାଠକଟା ମେଶିନ ଗ୍ୟାସ କଟର ଦ୍ୱାରା…
୧୫ରୁ ଜିଲାରେ ଖରିଫ ଧାନ ସଂଗ୍ରହ, ଖୋଲିଲା କଣ୍ଟ୍ରୋଲ ରୁମ୍
ବାଲେଶ୍ୱର ଅଫିସ, ୯।୧୨: ଖରିଫ ଋତୁ ୨୦୨୧-୨୨ପାଇଁ ଆସନ୍ତା ଡିସେମ୍ବର ୧୫ରୁ ବାଲେଶ୍ୱର ଜିଲାର ବିଭିନ୍ନ ମଣ୍ଡିରେ ଚାଷୀଙ୍କଠାରୁ ଧାନ ସଂଗ୍ରହ ଆରମ୍ଭ ହେବ। ଏଥିଲାଗି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶନାମା ଅନୁଯାୟୀ ଚାଷୀମାନଙ୍କ ସହାୟତା ପାଇଁ ଜିଲା ସଦର ମହକୁମାରେ ଏକ…
୫ ବୃହତ୍ ଜଳସେଚନ ପ୍ରକଳ୍ପ ଲାଗି ୧ କୋଟି ମଞ୍ଜୁର
ଜଳେଶ୍ୱର, ୯।୧୨(ଡି.ଏନ.ଏ.) ଦୀର୍ଘ ୪ ଦଶନ୍ଧି ଧରି ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନରେ ମୋଡିଫାଏଡ ଏରିଆ ଏଜେନ୍ସି (ମାଡା) ପ୍ରକଳ୍ପ କାର୍ଯ୍ୟ କରିଆସୁଥିଲେ ମଧ୍ୟ ସ୍ବଳ୍ପ ଅର୍ଥ ବିନିଯୋଗ ଯୋଗୁ ରାଇବଣିଆ ଅଞ୍ଚଳର ୬ଟି ପଞ୍ଚାୟତର ବିକାଶ ଠିକ୍ ଭାବେ ହୋଇପାରୁନାହିଁ।…
ସୁପରସୋନିକ୍ କ୍ରୁଜ୍ କ୍ଷେପଣାସ୍ତ୍ର ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୯।୧୨: ବାଲେଶ୍ୱର ଜିଲା ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ର(ଆଇଟିଆର୍)ରୁ ‘ବ୍ରହ୍ମୋସ’ ସୁପରସୋନିକ୍ କ୍ରୁଜ୍ କ୍ଷେପଣାସ୍ତ୍ର ଏୟାରଭର୍ସନ୍ର ପରୀକ୍ଷଣ ସଫଳ ହୋଇଛି। ବୁଧବାର ପୂର୍ବାହ୍ନ ୧୦ଟା ୩୦ମିନିଟ୍ ସମୟରେ ସୁଖୋଇ-୩୦ ଏମ୍କେ-୧ ଯୁଦ୍ଧବିମାନରୁ ଏହି କ୍ଷେପଣାସ୍ତ୍ର ପରୀକ୍ଷଣ କରାଯାଇଥିଲା। ବିମାନରୁ ସମସ୍ତ…
ଫସଲ ବଞ୍ଚାଇବା ଚିନ୍ତାରେ ଚାଷୀ
ବାଲେଶ୍ୱର ଅଫିସ/ ଭୋଗରାଇ,୬।୧୨(ଡି.ଏନ.ଏ) ବାତ୍ୟା ‘ଜୱାଦ’ ପ୍ରଭାବରେ ବାଲେଶ୍ୱର ଜିଲାରେ ଦୁଇଦିନ ହେଲା ବର୍ଷା ଲାଗି ରହିଛି। ଶନିବାର ଦିନତମାମ୍ ଝିପି ଝିପି ବର୍ଷା ହେବା କାରଣରୁ ରବିବାର ସକାଳ ୮ଟା ସୁଦ୍ଧା ଜିଲାରେ ହାରାହାରି ୨୪ ମି.ମି. ବର୍ଷା ହୋଇଥିବା ରେକର୍ଡ଼…
ଗାଁରେ ଆତଙ୍କ ଖେଳାଉଛନ୍ତି ହାତୀପଲ
ବାଲେଶ୍ୱର ଅଫିସ,୫ା୧୨: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧିନସ୍ଥ ନଟାକଟା ପଞ୍ଚାୟତରେ ଶନିବାର ରାତିରେ ହାତୀ ଆତଙ୍କ ଦେଖିବାକୁ ମିଳିଛି। ମୟୂରଭଞ୍ଜ ଜିଲା ମୋରଡ଼ା ଅଞ୍ଚଳରୁ ୧୫ରୁ ଊଦ୍ଧର୍ବ ହାତୀପଲ ଅମର୍ଦ୍ଦାରୋଡ୍ ଷ୍ଟେଶନ ନିକଟସ୍ଥ ରେଳ ଲାଇନ ଡେଇଁ ନଟାକଟା ପଞ୍ଚାୟତର…
ଉତ୍ତାଳ ସମୁଦ୍ର, ସବୁଠି ସତର୍କ
ଭୋଗରାଇ, ୫।୧୨(ଡି.ଏନ.ଏ.) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ଜୱାଦ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇ ଉତ୍ତର-ପୂର୍ବ ମୁହାଁ ହେଉଥିବାରୁ କୂଳବାସୀଙ୍କୁ ଆଶ୍ୱସ୍ତି କରିଛି। ତେବେ ପାଗର ଅବନତି ହୋଇଥିବା ବେଳେ ବାତ୍ୟାର ଭୟ ମନରୁ…
ବାତ୍ୟା ଭୟ: ଉପକୂଳମୁହାଁ ଟ୍ରଲର, ଡଙ୍ଗା
ଭୋଗରାଇ, ୪।୧୨ (ଡି.ଏନ.ଏ.)-ବଙ୍ଗୋପସାଗରରୁ ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ଜୱାଦ। ମେ’ ରେ ସାମୁଦ୍ରିକ ଝଡ଼ ‘ୟାସ୍’ ତାଣ୍ଡବ ମନରୁ ଲିଭି ନ ଥିବା ବେଳେ ପୁଣି ଏକ ସମ୍ଭାବ୍ୟ ବାତ୍ୟା ଆଶଙ୍କାକୁ ନେଇ ଉପକୂଳବାସୀଙ୍କୁ ଭୟଭୀତ ହୋଇପଡିଛନ୍ତି। ଏହି ବାତ୍ୟା…
ମିଳିଲା ଅପହୃତା ଶିଶୁକନ୍ୟାର ମୃତଦେହ
ରୂପସା,୨୮।୧୧(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଅଧୀନ ଶ୍ରୀରାମପୁର ପଞ୍ଚାୟତ ନିମା ଗ୍ରାମରୁ ନିଖୋଜ ଥିବା ଶିଶୁକନ୍ୟାଙ୍କ ମୃତଦେହ ରବିବାର ସ୍ଥାନୀୟ ଏକ ପୋଖରୀରୁ ମିଳିଛି। ହେଲେ ଝିଅକୁ ଅପହରଣ ପରେ ହତ୍ୟା କରି ପୋଖରୀରେ ଫିଙ୍ଗି ଦିଆଯାଇଥିବା ପରିବାର ଲୋକେ ଥାନାରେ…
ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ଏପାଖସେପାଖ
ବାଲେଶ୍ୱର ଅଫିସ, ୨୭।୧୧: ସ୍କୁଲ ଛାତ୍ରୀଛାତ୍ର ହଟହଟା ଛାତ୍ରୀଛାତ୍ର ସ୍କୁଲ ଯିବା ପାଇଁ ଅସୁବିଧା ସମ୍ମୁଖୀନ ହୋଇଥିଲେ। ନବମ ଶ୍ରେଣୀ ପରୀକ୍ଷା ଥିବାରୁ ଛାତ୍ରୀଛାତ୍ର ତଥା ଅଭିଭାବକ ଗାଡ଼ି ଚଳାଚଳ ବନ୍ଦର ପ୍ରତିବାଦ କରିଥିଲେ। ସ୍କୁଲ ପ୍ରଧାନଶିକ୍ଷକ ଏ ସମ୍ପର୍କରେ ଜିଲା…
୩୧ ଲକ୍ଷଙ୍କୁ ମିଳିବ ସ୍ମାର୍ଟ ହେଲ୍ଥ କାର୍ଡ
ଭୁବନେଶ୍ୱର(ବ୍ୟୁରୋ)/ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ, ୨୬ା୧୧: ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କଓ୍ବୋଇ) ଅନ୍ତର୍ଗତ ସ୍ମାର୍ଟ ହେଲ୍ଥ କାର୍ଡ ସ୍କିମ୍ରେ ଯୋଡ଼ିହୋଇଛି ବାଲେଶ୍ୱର ଏବଂ ଭଦ୍ରକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଉଭୟ ଜିଲାରେ ଏହି ସ୍ବାସ୍ଥ୍ୟ କାର୍ଡ ବଣ୍ଟନର…
Archives


