ବାଲେଶ୍ୱର

ପୂର୍ବତନ ୩ କାଉନସିଲର, ଯୁବ ସଭାପତିଙ୍କ ଇସ୍ତଫା

ସୋର, ୨୭।୨(ଡି.ଏନ.ଏ.): ପୌର ନିର୍ବାଚନ ଘୋଷଣା ହେବା ପରେ ସୋରରେ ପୌର ପରିଷଦର ୩ଜଣ ପୂର୍ବତନ କାଉନସିଲର ଏବଂ ପୂର୍ବତନ ଯୁବ ସଭାପତି ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେମାନେ ହେଲେ ପୂର୍ବତନ କାଉନସିଲର ତଥା ବିଜେଡିର ଜଣେ ଟାଣୁଆ ନେତା ରଞ୍ଜନ…

ବାଲେଶ୍ୱରରେ ୧୧ ଜିଲା ପରିଷଦ ଆସନ ହାତେଇନେଲା ବିଜେଡି, ଭାଜପାର ହାତରେ ୨

ବାଲେଶ୍ୱର ଅଫିସ,୨୭।୨: ବାଲେଶ୍ୱର ଜିଲାର ପ୍ରଥମ ପର୍ଯ୍ୟାୟରେ ୧୩ ଜିଲା ପରିଷଦ ଜୋନ୍‌ର ଭୋଟ ଗଣତି ହୋଇଥିଲା । ଏହି ଭୋଟ ଗଣତି ରାତି ପର୍ଯ୍ୟନ୍ତ ଚାଲିଥିଲା । ଗଣତି ପରେ ଏହାର ଫଳାଫଳ ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି ।…

୧୧ ଜୋନ୍‌ରେ ବିଜେଡି, ଭାଜପା ମାତ୍ର ୨

ବାଲେଶ୍ୱର ଅଫିସ,୨୭।୨: ବାଲେଶ୍ୱର ଜିଲାର ୧୩ ଜୋନକୁ ନେଇ ପ୍ରଥମ ପର୍ଯ୍ୟାୟ ଗଣତି ହୋଇଥିଲା। ଏଥିରେ ବିଜେଡି ୧୧ଟି ଜୋନରେ ଜିତିଥିବା ବେଳେ ଭାଜପା ୨ଟି ଜୋନ୍‌ରେ ଜିତିଥିବା ସୂଚନା ମିଳିଛି। ଔପଦା-୧: ମୁନି ସିଂ(ବିଜେଡି) ଖଇରା-୩: ଗଜେନ୍ଦ୍ର ପ୍ରସାଦ ଦାସ(ଭାଜପା)…

ଭାଗ୍ୟ ପରଖିବେ ୨ ମହାରଥୀ

ଖଇରା, ୨୬ ।୨(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ୩ନଂ. ଜୋନର ଭୋଟ ଗଣତି କାର୍ଯ୍ୟ ଶନିବାର ଖଇରା ମହାବିଦ୍ୟାଳୟ ପରିସରରେ କରାଯିବାକୁ ସବୁପ୍ରକାର ବନ୍ଦୋବସ୍ତ କରାଯାଇଛି ା ସକାଳ ୮ଟାରୁ ଅନୁଷ୍ଠିତ ହେବାକୁ ଥିବା ଏହି ଗଣତି ପାଇଁ ସବୁ…

ଜାଲରେ ପଡ଼ିଲା ବିରଳ ପ୍ରଜାତିର ମାଛ

ଭୋଗରାଇ, ୨୬ା୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୀମାନ୍ତ ଦୀଘା ମତ୍ସ୍ୟ ଅବତରଣ କେନ୍ଦ୍ରକୁ ଶୁକ୍ରବାର ଏକ ବିରଳ ପ୍ରଜାତିର ସାମୁଦ୍ରିକ ମାଛ ବିକ୍ରି ପାଇଁ ଆସିଥିଲା। ଗଭୀର ସମୁଦ୍ରରୁ ଏକ ଟ୍ରଲରରେ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଥିବା ଏହି ବିରଳ ମାଛକୁ ପେଟୁଆ ମତ୍ସ୍ୟ…

ଜାଲରେ ପଡ଼ିଲା ବିରଳ ପ୍ରଜାତିର ମାଛ

ଭୋଗରାଇ, ୨୫ା୨(ଡି. ଏନ୍‌.ଏ.): ବାଲେଶ୍ୱର ଜିଲା ସୀମାନ୍ତ ଦୀଘା ମତ୍ସ୍ୟ ଅବତରଣ କେନ୍ଦ୍ରକୁ ଶୁକ୍ରବାର ଏକ ବିରଳ ପ୍ରଜାତିର ସାମୁଦ୍ରିକ ମାଛ ବିକ୍ରି ପାଇଁ ଆସିଥିଲା। ଗଭୀର ସମୁଦ୍ରରୁ ଏକ ଟ୍ରଲରରେ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଥିବା ଏହି ବିରଳ ମାଛକୁ ପେଟୁଆ…

ୟୁକ୍ରେନ୍‌ରେ ଫସି ରହିଛନ୍ତି ସୋର, ଭଦ୍ରକର ୨ ଛାତ୍ରୀ

ସୋର, ୨୫।୨(ଡି.ଏନ.ଏ.) ୟୁକ୍ରେନ୍‌ ସହରରେ ବାଲେଶ୍ୱର ଜିଲା ସୋର ଓ ଭଦ୍ରକ ଜିଲା ଭାଟପଡା ଅଞ୍ଚଳର ୨ ମେଡିକାଲ ଛାତ୍ରୀ ଫସି ରହିଛନ୍ତି। ଯୁଦ୍ଧ ଆରମ୍ଭ ହେବା ଫଳରେ ସମସ୍ତ ବିମାନକୁ ବାତିଲ କରାଯାଇଥିବାରୁ ସେମାନେ ଘରକୁ ଫେରିବା ଆଶା ମଉଳିଯାଇଛି।…

ଏଟିଏମ୍‌ ଲୁଟ୍‌ ପରେ ଜାଳିଦେଲେ

ବାଲେଶ୍ୱର ଅଫିସ,୨୫ା୨: ବାଲେଶ୍ୱର ଜିଲା ବସ୍ତା ଥାନା ରାଜଘାଟର ପବନ ମାର୍କେଟ କମ୍ପ୍ଲେକ୍ସରେ ଥିବା ଏକ ଏଟିଏମ ଲୁଟ୍‌ ପରେ ଗୁରୁବାର ରାତିରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ଘଟଣାସ୍ଥଳରେ ଗ୍ୟାସ୍‌ କଟର ପଡ଼ିଛି। ପୋଲିସ ଶୁକ୍ରବାର ସକାଳେ ଘଟଣାସ୍ଥଳରେ ପହଞ୍ଚି…

ପୋଲ ମରାମତିରେ ଅନିୟମିତତା

ଖଇରା, ୨୪।୨(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ମହତୀପୁର-ସୁଣ୍ଢିରା ରାସ୍ତାର ମଝିରେ ନିର୍ମିତ ପକ୍କା ପୋଲର ମରାମତି କାମରେ ବ୍ୟାପକ ଅନିୟମିତତା ହୋଇଥିବା ସ୍ଥାନୀୟ ସୁଣ୍ଢିରା ଗ୍ରାମବାସୀ ଓ ସ୍ଥାନୀୟ ଏମ୍‌ବି ଡାଇମଣ୍ଡ କ୍ଲବର ପିଲାମାନେ ଅଭିଯୋଗ କରିଛନ୍ତି। ମରାମତିର…

ଆମ୍ବତୁମ୍ବା ଅଞ୍ଚଳରେ ୧୪ ଶିମିଳିପାଳ ହାତୀ

ଜଳେଶ୍ୱର, ୨୪।୨(ଡି.ଏନ.ଏ.) ବାଲେଶ୍ୱର ଜିଲା ଜଳେଶ୍ୱର ରେଞ୍ଜ ଅଧୀନରେ ଥିବା କର୍ମଚାରୀମାନେ ବାରମ୍ବାର ହାତୀ ଘଉଡ଼ାଉଥିଲେ ମଧ୍ୟ ସେମାନେ ପୁନର୍ବାର ଏହି ଅଞ୍ଚଳକୁ ଫେରିଆସୁଛନ୍ତି। ମୟୂରଭଞ୍ଜ ଓ ବାଲେଶ୍ୱର ଜିଲା ବନକର୍ମଚାରୀଙ୍କ ସମନ୍ବୟ ଅଭାବରୁ ହାତୀଗୁଡ଼ିକ ଏପରି ଚଳପ୍ରଚଳ ହେଉଥିବା ବିଭାଗୀୟ…

‘ବାଲେଶ୍ୱର ପୌରପାଳିକା କର୍ପୋରେଶନ ମାନ୍ୟତାରୁ ବଞ୍ଚିତ’

ବାଲେଶ୍ୱର ଅଫିସ, ୨୪।୨: ବାଲେଶ୍ୱର ଜନସାଧାରଣଙ୍କ ବହୁଦିନର ଦାବି ବାଲେଶ୍ୱର ପୌରପାଳିକାକୁ କର୍ପୋରେଶନର ମାନ୍ୟତା ଦେବାକୁ ସରକାର ପ୍ରତ୍ୟାଖାନ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ବାଲେଶ୍ୱର ପୂର୍ବତନ ବିଧାୟକ ଜୀବନପ୍ରଦୀପ ଦାଶ ବୁଧବାର ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। ପାଖାପାଖି…

ନିଶାସକ୍ତ ଫାର୍ମାସିଷ୍ଟଙ୍କ ଉନ୍ମତ୍ତକାଣ୍ଡ

ରୂପସା, ୨୩।୨(ଡି.ଏନ.ଏ.):ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଇଡ଼ଦା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ମଙ୍ଗଳବାର ଜଣେ ଫାର୍ମାସିଷ୍ଟ ନିଶାସକ୍ତ ଅବସ୍ଥାରେ ଉନ୍ମତ୍ତକାଣ୍ଡ ଘଟାଇଛନ୍ତି। ଫାର୍ମାସିଷ୍ଟଙ୍କ ଆକ୍ରମଣରେ କରୋନା ଟିକା ନେବାକୁ ଆସିଥିବା ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ତାଙ୍କ ହାତ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?