୨୮ ଗାଡ଼ିମାଲିକଙ୍କ ବିରୋଧରେ ଗିରଫ ପରୱାନା
ବାଲେଶ୍ୱର ଅଫିସ, ୧୪ା୨: ଚଳିତ ପଞ୍ଚାୟତ ନିର୍ବାଚନ ପାଇଁ ବାଲେଶ୍ୱର ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଗାଡ଼ି ଅଧିଗ୍ରହଣ ପ୍ରକ୍ରିୟା ଜାରି ରହିଛି ା ସ୍ଥାନୀୟ ରିଜର୍ଭ ପୋଲିସ ପରେଡ୍ ପଡ଼ିଆଠାରେ…
କେନାଲ କଂକ୍ରିଟ ରାସ୍ତା ନିମ୍ନମାନର ଅଭିଯୋଗ
ଖଇରା, ୧୪ା୨(ଡି.ଏନ.ଏ.) ଭଦ୍ରକ କେନାଲ ଡିଭିଜନ ତଥା ଖଇରା ସବ୍ଡିଭିଜନ ଅନ୍ତର୍ଗତ ଗୋପାଳପୁର ମାଇନରର ଗର୍ସଙ୍ଗ ନିକଟରେ କେନାଲ ପାର୍ଶ୍ୱରେ ଚାଲିଥିବା କଂକ୍ରିଟ ରୋଡ କାମ ଅତ୍ୟନ୍ତ ନିମ୍ନମାନର ହେଉଥିବା ନେଇ ଗ୍ରାମବାସୀ ଅଭିଯୋଗ କରିବା ସହ ସହକାରୀ ଯନ୍ତ୍ରୀଙ୍କଠରେ ଲିଖିତ…
୩ କି.ମି. ଖଟିଆରେ ବୁହା ହେଲେ ଗର୍ଭବତୀ
ସଜନାଗଡ଼, ୧୪ା୨(ଡି.ଏନ.ଏ.) ଦୁର୍ଗମ ରାସ୍ତା ଯୋଗୁ ଜରୁରୀ ସମୟରେ ରୋଗୀମାନେ ଡାକ୍ତରଖାନାରେ ପହଞ୍ଚି ନ ପାରି ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷକରି ଗର୍ଭବତୀମାନେ ଯନ୍ତ୍ରଣାରେ ଛଟପଟ ହେଉଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ନୀଳଗିରି ବ୍ଲକ…
ଏମ୍ସ ଓପିଡି ଉଦ୍ଘାଟନରେ ବିଳମ୍ବ ନେଇ ଅସନ୍ତୋଷ
ବାଲେଶ୍ୱର ଅଫିସ, ୧୩।୨: ବାଲେଶ୍ୱର ଜିଲା ରେମୁଣା ବ୍ଲକ ବାମପଦା ଛକ ନିକଟରେ ୨୫ ଏକର ଜାଗା ଉପରେ ୨୦୧୩ରେ ଭୁବନେଶ୍ୱର ଏମ୍ସର ସାଟେଲାଇଟ୍ ସେଣ୍ଟର ହେବାର ଘୋଷଣା ହୋଇଥିଲା। ୩ଶହ ଶଯ୍ୟା ବିଶିଷ୍ଟ ଏହି ସାଟେଲାଇଟ୍ ସେଣ୍ଟର ପାଇଁ ୩ଶହ…
ଟ୍ରେଲର-ଆମ୍ବୁଲାନ୍ସ ମୁହାଁମୁହିଁ, ଚାଲିଗଲା ୨ ଜୀବନ
ବାହାନଗା,୧୨।୨(ଡି.ଏନ୍.ଏ.): ବାଲେଶ୍ୱର ଜିଲା ୧୬ନଂ. ଜାତୀୟ ରାଜପଥର ଦାଣ୍ଡକାଳୀ ନିକଟରେ ସକାଳେ ଏକ ଟ୍ରେଲର ଓ ଆମ୍ବୁଲାନ୍ସ ମଧ୍ୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ୱରରୁ କୋଲକାତା ଫେରୁଥିବା ଏକ ଆମ୍ବୁଲାନ୍ସ (ଡବ୍ଲ୍ୟୁବି-୨୯-ଏ-୮୮୬୭) ଭାରସାମ୍ୟ ହରାଇ…
ପୂର୍ଣ୍ଣମାତ୍ରାରେ କାମ କରୁନି ସ୍ୱାସ୍ଥ୍ୟକାର୍ଡ
ଖଇରା,୧୨।୨(ଡି.ଏନ.ଏ.): ଦିନକୁ ଦିନ ସ୍ବାମୀଙ୍କ ସ୍ବାସ୍ଥ୍ୟରେ ଅବନତି ଘଟୁଛି। ଏପଟେ ୨ନାବାଳକ ସନ୍ତାନଙ୍କୁ ଲାଳନପାଳନ ଚିନ୍ତା। ସ୍ବାମୀଙ୍କ ଚିକିତ୍ସା ଚିନ୍ତାରେ ଖାଇବା ପିଇବା ଭୁଲିଗଲେଣି ବାଲେଶ୍ୱର ଜିଲା ଖଇରା ବ୍ଲକ ଗଣ୍ଡିବେଡ ଗ୍ରାମର ପ୍ରମିତା ଦାସ। ସ୍ବାମୀଙ୍କ ଅସ୍ତ୍ରୋପଚାର ଲାଗି ଅଧିକ…
ଆଚରଣ ବିଧି ଉଲ୍ଲଂଘନ କଲା ବିଜେଡି
ବାଲେଶ୍ୱର ଅଫିସ,୧୧ା୨: ନିର୍ବାଚନ କମିଶନ ସାରା ଓଡ଼ିଶାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁ କରିଥିବାବେଳେ ବିଭିନ୍ନ ସ୍ଥାନରେ ସରକାରୀ ଦଳ ପକ୍ଷରୁ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ହେଉଥିବାର ଦେଖିବାକୁ ମିଳୁଛି। ନିର୍ବାଚନ କମିଶନ କରୋନାକୁ…
ପୁରୁଣାଙ୍କୁ ଟକ୍କର ଦେଉଛନ୍ତି ନୂଆ
ବାହାନଗା, ୧୦ା୨(ଡି.ଏନ.ଏ.) ବାହାନଗା ବ୍ଲକର ପ୍ରମୁଖ ପଞ୍ଚାୟତ ବରିପଦାରେ ଚଳିତବର୍ଷ ତ୍ରିମୁଖୀ ଲଢେଇ ହେଉଛି। ଏଥିରେ ପୁରୁଣାକୁ ଟକ୍କର ଦେଉଛନ୍ତି ନୂଆମୁହଁ। ତେବେ ବିଜେଡି ସମର୍ଥନରେ ପ୍ରାଣୀ ଡାକ୍ତରଖାନାର ଜଣେ ଅବସରପ୍ରାପ୍ତ କର୍ମଚାରୀ ମହେଶ୍ୱର ମାଝି ନିର୍ବାଚନ ମଇଦାନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି…
ହସୁଛି ସୋରିଷ କ୍ଷେତ
ଜଳେଶ୍ୱର,୯।୨(ଡି.ଏନ.ଏ.) ବାଲେଶ୍ୱର ଜିଲାରେ ସୁବର୍ଣ୍ଣରେଖା ନଦୀ କୂଳେ କୂଳେ ବ୍ୟାପକ ସୋରିଷ ଚାଷ ହୋଇଛି। ଚଳିତବର୍ଷ ଥଣ୍ଡା ପାଗ ରହିଥିବାରୁ ଭଲ ଫସଲ ଅମଳ ହେବ ବୋଲି ଚାଷୀ ଆଶା ବାନ୍ଧି ବସିଛି। ହେଲେ ଅଦିନିଆ ବର୍ଷା ଡରରେ ଚାଷୀମାନେ ଭରସା…
ବାଲି ସଇରାତ ଲିଜ୍ ଦିଆଯିବନି
ଜଳେଶ୍ୱର, ୯।୨(ଡି.ଏନ୍.ଏ.) ବାଲେଶ୍ୱର ଜିଲା ଜଳେଶ୍ୱର ଦେଇ ବହିଯାଇଥିବା ସୁବର୍ଣ୍ଣରେଖା ନଦୀ ବାଲିର ଚାହିଦା ଅଧିକ ଥିବାରୁ ବେଆଇନ ଭାବେ ମାତ୍ରାଧିକ ଉତ୍ତୋଳନ କରାଯାଇ ଚୋରାଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି। ଏ ସମ୍ପର୍କରେ ସେକସରାଇର ହରିପଦ ମାନ୍ନା ଓ ମହମ୍ମଦନଗରପାଟଣା ଗ୍ରାମର…
ଘର ଭିତରକୁ ପଶିବାକୁ ଉଦ୍ୟମ କରୁଛି ଭାଲୁ
ସଜନାଗଡ, ୮।୨(ଡି.ଏନ.ଏ.) ବାଲେଶ୍ୱର ଜିଲା ନୀଳଗିରି କେନ୍ଦୁଖୁଣ୍ଡା ଅଞ୍ଚଳରେ ଏକ ଭାଲୁ ଘରର ଟିଣକୁ ଟାଣି ଭିତରକୁ ପଶିବାକୁ ଚେଷ୍ଟା କରୁଛି। ଶେଷରେ ବିଫଳ ହୋଇ ଭାଲୁଟି ଫେରିଯିବାର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓ ଦେଖିବା…
ଏନ୍ଫୋର୍ସମେଣ୍ଟ ଟିମ୍ ସହାୟତାରେ ୫ଜିଲାରେ ବିଦ୍ୟୁତ୍ ଚୋରି ହ୍ରାସ
ବାଲେଶ୍ୱର,୭ା୨: ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣର ଏକ ପ୍ରମୁଖ ପ୍ରତିବନ୍ଧକ ହେଉଛି ବିଦ୍ୟୁତ ଚୋରି କାରଣ ତାହା ନେଟ୍ୱର୍କ ଉପରେ ଅଧିକ ଚାପ ସୃଷ୍ଟି ସହ ଟ୍ରିପିଂ ହୋଇଥାଏ। ଏହି ସମସ୍ୟାକୁ ଦୂର କରିବାର ଆବଶ୍ୟକତା ବିଚାରକୁ ନେଇ ଟାଟା ପାୱାର ଓ…
Archives


