ବାଲେଶ୍ୱର

ଅସ୍ତ୍ରୋପଚାରରେ ତ୍ରୁଟି ଯୋଗୁ ଯୁବତୀଙ୍କ ମୃତ୍ୟୁ ଅଭିଯୋଗ: ମୃତଦେହ ରଖି ପରିବାର ପକ୍ଷରୁ ଧାରଣା

ସୋର, ୧୫।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ ଉତ୍ତରେଶ୍ୱରଠାରେ ଥିବା ଏକ ଘରୋଇ ନର୍ସିଂହୋମ୍‌ରେ ଅସ୍ତ୍ରୋପଚାରରେ ତ୍ରୁଟି ଯୋଗୁ ଜଣେ ଯୁବତୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହାକୁ କେନ୍ଦ୍ର କରି ଉତ୍ତେଜନା ପ୍ରକାଶ ପାଇଛି।...

ଦୁଇ ନେତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ : ୬ଜଣଙ୍କ ନାଁରେ ମାମଲା ରୁଜୁ

ବାଲେଶ୍ୱର ଅଫିସ, ୧୫।୬-ବାଲେଶ୍ୱର ଜିଲା ଜଳେଶ୍ୱର ସହରର ପଞ୍ଚୁଘଣ୍ଟା ଗ୍ରାମ ନିକଟରେ ଥିବା ଶିବ ମନ୍ଦିର ନିକଟରେ ରବିବାର ରାତିରେ ଭାଜପାର ରାଷ୍ଟ୍ରୀୟ ପରିଷଦ ସଭ୍ୟ ସମୀର ପାତ୍ର ଓ ଜଳେଶ୍ୱର କୃଷକ ସଙ୍ଗଠନ ସମ୍ପାଦକ ସୁବ୍ରତ ବେରାଙ୍କୁ ମାରଣାସ୍ତ୍ରରେ...

ବଡ଼ ଭାଇଙ୍କୁ ହତ୍ୟା କରି ବାଡ଼ିରେ ପୋତି ଦେଇଥିଲେ ସାନଭାଇ

ବାଲେଶ୍ୱର ଅଫିସ, ୧୫।୬: ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ବାସୁଚକୁରି ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ଗ୍ରାମର ଜଣେ ବ୍ୟକ୍ତି ନିଜ ବଡ଼ ଭାଇଙ୍କୁ ପିଟିପିଟି ହତ୍ୟା କରିବା ପରେ ଘର ବାଡ଼ି ପଟେ ମୃତଦେହ ପୋତି...

ସଂଗରୋଧ କେନ୍ଦ୍ରରେ ରଜ ପାଳନ

ବାହାନଗା, ୧୫ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଳକ ଗୋପାଳପୁର ପଞ୍ଚାୟତର ମଣିଭଦ୍ର ନୋଡାଲ ଉଚ୍ଚ ବିଦ୍ୟାଳୟ ପରିସରରେ କୋଭିଡ-୧୯ ର ହୋଇଥିବା ସଂଗରୋଧ କେନ୍ଦ୍ର ପରିସରରେ ରଜ ପର୍ବ ପାଳନ କରାଯାଇ ସେଠାରେ ଥିବା ପ୍ରବାସୀ ଓଡିଆମାନଙ୍କୁ ପିଠା, ଆମ୍ବ, ପଣସ...

ଦୁଇଓଳି ଖାଦ୍ୟ ଯୋଗାଡ଼ ଚିନ୍ତା

ଖଇରା, ୧୫।୬(ଡି.ଏନ୍‌.ଏ.)-ରାତି ପାହିଲେ ଖାଦ୍ୟ ଚିନ୍ତା। ଯେଉଁ ବୟସରେ ମା’ ବାପାଙ୍କ ସ୍ନେହ ଶ୍ରଦ୍ଧା ମଧ୍ୟରେ ରହି ହସିଖେଳି ଦିନ କାଟିବା କଥା, ସେଠାରେ ସେମାନଙ୍କୁ ପରିବାରର ବୋଝ ସମ୍ଭାଳିବାକୁ ପଡୁଛି। କେବଳ ଅଭାବ ମଧ୍ୟରେ ସବୁ କିଛି ଅନ୍ଧାର...

ପରଲୋକରେ ବିଶିଷ୍ଟ କଳାକାର

ଖଇରା, ୧୫ା୬(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ନନ୍ଦୁର ଗ୍ରାମର ଭଗବାନ ନାୟକ(୮୭)ଙ୍କର ଶନିବାର ରାତିରେ ପରଲୋକ ହୋଇଯାଇଛି। ଗାଁରେ ବିଭିନ୍ନ ଯୁବକ ସଂଘ ତରଫରୁ ସେ ବିଭିନ୍ନ ମଞ୍ଚରେ ଅଭିନୟ କରି ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ସହ...

ଆଜିଠୁ ସମୁଦ୍ରମୁହାଁ ମାଛଧରା ଡଙ୍ଗା

ଭୋଗରାଇ, ୧୪।୬(ଡି.ଏନ.ଏ.)-୩ମାସ ଧରି ସରକାରୀ କଟକଣା ପରେ ସୋମବାରଠୁ ସମୁଦ୍ରମୁହାଁ ହୋଇଛି ସହସ୍ରାଧିକ ମାଛଧରା ଟ୍ରଲର। ଏଥିପାଇଁ ବାଲେଶ୍ୱର ଉପକୂଳ ଚଳଚଞ୍ଚଳ ହୋଇପଡିଛି। ଲକ୍‌ଡାଉନ୍‌ ସତ୍ତ୍ୱେ ଝଡ଼ବର୍ଷାକୁ ଖାତିର୍‌ ନ କରି ସୋମବାର ଶୁଭବେଳାରେ ବାହାରିଛନ୍ତି ମତ୍ସ୍ୟଜୀବୀମାନେ। ବେରୋଜଗାର ହୋଇପଡ଼ିଥିବା...

ଅଭିଯୁକ୍ତଙ୍କୁ ଧରିବାକୁ ଯାଇ ପୋଲିସ ନାକେଦମ୍‌ : ୫ ଘଣ୍ଟା କସରତ ପରେ ଧରାପଡିଲେ

ରେମୁଣା, ୧୪।୬(ଡି.ଏନ.ଏ.)-ଏକ ଲୁଟ୍‌ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଯାଇ ରବିବାର ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଓ ରେମୁଣା ପୋଲିସକୁ ନାକେଦମ୍‌ ହେବାକୁ ପଡିଛି। ଅଭିଯୁକ୍ତଜଣକ ହେଲେ ଶ୍ୟାମରାଇପୁର ଗ୍ରାମର ଈଶ୍ୱର ମହାଳିକ। ସେ ଘରେ ଥିବା ଖବରପାଇ...

ତଥାପି ମଉଳିନି ଆଶା: କଠିନ ପରିଶ୍ରମ କରି ଆଗକୁ ବଢ଼ିବାକୁ ଲକ୍ଷ୍ୟ ରଖିଛନ୍ତି ଦୁଇବନ୍ଧୁ

ଭୋଗରାଇ, ୧୪।୬(ଡି.ଏନ.ଏ.)-ଚାକିରି ପଛରେ ନ ଧାଇଁ ଆମତ୍ନିର୍ଭରଶୀଳ ହେବାକୁ ସ୍ବପ୍ନ ଦେଖିଥିଲେ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ହରିପୁର ଗ୍ରାମର ପ୍ରଶାନ୍ତ ତ୍ରିପାଠୀ ଓ ବାଟଗ୍ରାମ ଗ୍ରାମର ଆଲୋକ ସାହୁ। ସେମାନେ ଦୁଇ ବନ୍ଧୁ। ଭୋଗରାଇ ଗ୍ରାମ୍ୟ ଉଚ୍ଚଶିକ୍ଷା ପ୍ରତିଷ୍ଠାନରେ...

ଫିକା ପଡ଼ିଲା ଭୂଧାରଚଣ୍ଡୀଙ୍କ ପୀଠରେ ରଜ : ବିନା ଭକ୍ତରେ ଅନୁଷ୍ଠିତ ହେବ ନିଆଁପାଟ, ଉଡ଼ା ପର୍ବ

ସଜନାଗଡ଼, ୧୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବଜାରଠାରୁ ୫ କି.ମି. ଦୂର ସଜନାଗଡ଼ ଗ୍ରାମର ଆମ୍ରକୁଞ୍ଜ ମଧ୍ୟରେ ପ୍ରତିଷ୍ଠିତ ଦେବୀ ମା’ ଭୂଧାର ଚଣ୍ଡୀଙ୍କ ପୀଠରେ କାହିଁ କେଉଁ ଆବହମାନ କାଳରୁ ରଜ ସଂକ୍ରାନ୍ତିରେ ଉଡ଼ା ଯାତ୍ରା ପାଳିତ ହୋଇଆସୁଛି। ଏହି...

ଖାଇବାକୁ ମିଳୁନି, ଋଣ ଅସୁଲ ପାଇଁ ବଢୁଛି ଚାପ : ବିଧାୟକଙ୍କୁ ଅଭିଯୋଗ କଲେ ଏସଏଚ୍‌ଜି ମହିଳା

ସଜନାଗଡ଼, ୧୩।୬(ଡି.ଏନ.ଏ.)-ସରକାର ବିଭିନ୍ନ ଫାଇନାନ୍ସ କମ୍ପାନୀଗୁଡ଼ିକ ଋଣ ଅସୁଲ କରିବା ଉପରେ ରୋକ ଲଗାଇଛନ୍ତି। ହେଲେ ମାଇକ୍ରୋଫାଇନାନ୍ସ କମ୍ପାନୀଗୁଡ଼ିକ ନିର୍ଦ୍ଦେଶ ପାଳନ ନ କରି ଏସ୍‌ଏଚ୍‌ଜି ଉପରେ ଋଣ ଅସୁଲ ପାଇଁ ଚାପ ପକାଉଛି। ଟଙ୍କା ଦେବାକୁ ଅସମର୍ଥ ଥିବା...

ତହସିଲ କାର୍ଯ୍ୟାଳୟରେ ପେଟ୍ରୋକେମିକାଲ୍ସ ପ୍ରକଳ୍ପ ଜନଶୁଣାଣିକୁ ବିରୋଧ

ବାଲିଆପାଳ, ୧୩।୬(ସ୍ବ.ପ୍ର.)-କରୋନା ପାଇଁ ପ୍ରଶାସନ ଜନସାଧାରଣଙ୍କୁ ଜନଗହଳିରୁ ଦୂରେଇ ରହିବା ପାଇଁ ସଚେତନ କରାଇବା ଏବଂ ମାକ୍ସ ନ ପିନ୍ଧିଲେ ଫାଇନ କରିବା ଆଦି ପଦକ୍ଷେପ ନେଉଛି। ମାତ୍ର ଶୁକ୍ରବାର କରୋନା କଟକଣାକୁ ପ୍ରଶାସନ ଊଲ୍ଲଘଂନ କରି ବାଲିଆପାଳର ସମୁଦ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri