ବାଲେଶ୍ୱର

ଏସ୍‌ଏଚଜି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ଜଳେଶ୍ୱର, ୧୦।୬(ସ୍ବ.ପ୍ର.)-ମାଇକ୍ରୋ ଫାଇନାନ୍ସ, କେତେକ ବ୍ୟାଙ୍କ ଋଣ ଆଦାୟ ଲାଗି ଏସ୍‌ଏଚ୍‌ଜି ଉପରେ ବାରମ୍ବାର ଜୁଲମ୍‌ କରିବା ବନ୍ଦ କରିବା, ଲକ୍‌ଡାଉନ ଆଇନ ଊଲ୍ଲଂଘନ କରି ଘରକୁ ଆସି ଋଣ କିସ୍ତି ମାଗିବା ଆଦି ୩ ଦଫା ଦାବି ନେଇ...

ବଦଳୁଛି ଚିତ୍ରଶିଳ୍ପୀଙ୍କ ରୁଚି: ‘ମଡ୍‌ ଆର୍ଟ’ ପ୍ରତି ବଢ଼ୁଛି ଆଗ୍ରହ

ବାଲେଶ୍ୱର ଅଫିସ, ୧୦।୬(ମାନସ ବିଶ୍ୱାଳ)-ପରିବର୍ତ୍ତନଶୀଳ ସମାଜରେ ଦିନକୁ ଦିନ କଳାକାରଙ୍କ ରୁଚି ବଦଳୁଛି। ଚିତ୍ରଶିଳ୍ପୀମାନେ ଭିନ୍ନ ଭିନ୍ନ ଆର୍ଟ ମାଧ୍ୟମରେ ନିଜର ସ୍ଥିତିକୁ ଜାହିର କରି ସଚେତନତାର ବାର୍ତ୍ତା ଦେବାରେ ଲାଗିପଡ଼ିଛନ୍ତି। ବିଶେଷ କରି ମଡ୍‌ ଆର୍ଟ ଜୀବନ୍ତ ଓ...

ବିନା ମାସ୍କଧାରୀଙ୍କଠାରୁ ଜରିମାନା ଆଦାୟ

ଖଇରା, ୮।୬(ଡି.ଏନ.ଏ.)-ଖଇରା ପୋଲିସ ମଙ୍ଗଳବାର ସୋର-କୁପାରୀ ରାସ୍ତାର ବିଭିନ୍ନ ସ୍ଥାନରେ ଚଢାଉ କରି ବିନା ମାସ୍କଧାରୀଙ୍କଠାରୁ ଜରିମାନା ଆଦାୟ କରିଛି। ବାଇକ, ବୋଲେରୋ ଓ ଟ୍ରକଗୁଡିକଠାରୁ ୨ଶହରୁ ୫ଶହ ଟଙ୍କା ପର୍ଯ୍ୟନ୍ତ ଜରିମାନା ଆଦାୟ କରାଯାଇଛି। ଖଇରା ଥାନା ଏସ୍‌ଆଇ...

ମଦ ଦୋକାନ ଖାତା ପତ୍ର ଯାଞ୍ଚ କଲେ ଅଧିକାରୀ

ଖଇରା, ୮।୬(ଡି.ଏନ.ଏ.)-ଜିଲା ଅବକାରୀ ବିଭାଗ ଓ ଖଇରା ରାଜସ୍ବ ବିଭାଗ ତରଫରୁ ମିଳିତ ଭାବେ ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଖଇରା ଓ କୁପାରୀ ବଜାରରେ ଥିବା ବିଦେଶୀ ମଦ ଦୋକାନ ଉପରେ ଚଢାଉ କରାଯାଇ ସେମାନଙ୍କର ଖାତାପତ୍ର...

ସହାୟତା ଲାଗି ଅଟୋ ଚାଳକ ସଂଘ ପକ୍ଷରୁ ବିକ୍ଷୋଭ

ବାଲେଶ୍ୱର ଅଫିସ, ୯।୬- କୋଭିଡ୍‌-୧୯ ପାଇଁ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ରେ ବିଶେଷ ଭାବେ ପ୍ରଭାବିତ ହୋଇଥିବା ବାଲେଶ୍ୱର ଅଟୋ ଚାଳକ ସଂଘ ବାରମ୍ବାର ସରକାରୀ ସହାୟତା ଦାବି କରିଆସୁଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କୁ ପ୍ରତିଶ୍ରୁତି ଦିଆଯାଇ କୌଣସି ସହାୟତା...

ସ’ ମିଲ୍‌ରେ ଚଢ଼ାଉ : ୧୧ଲକ୍ଷ ଟଙ୍କାର ଯନ୍ତ୍ରାଂଶ ଜବତ

ବାଲେଶ୍ୱର ଅଫିସ, ୯।୬-ବାଲେଶ୍ୱର ଜିଲା ବନବିଭାଗ ଓ ଭିଜିଲାନ୍ସ ପକ୍ଷରୁ ମିଳିତ ଭାବେ ମଙ୍ଗଳବାର ପୂର୍ବାହ୍ନରେ ସାରଗାଁ ଓ ଜୟଦେବକସବା ଅଞ୍ଚଳର ଦୁଇଟି ସ’ ମିଲ୍‌ ଉପରେ ଚଢ଼ାଉ କରାଯାଇ ୧୧ଲକ୍ଷ ଟଙ୍କାର କାଠ ଓ ଯନ୍ତ୍ରାଂଶ ଜବତ କରାଯାଇଛି।...

ବାଲେଶ୍ୱର ଆରକ୍ଷୀ ଅଧୀକ୍ଷକଙ୍କୁ ସ୍ବାଗତ

ବାଲେଶ୍ୱର ଅଫିସ, ୮।୬-ବାଲେଶ୍ୱର ଜିଲା ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଜିଲା ସଭାପତି ସୀମନ ଦାସମହାପାତ୍ରଙ୍କ ନେତୃତ୍ୱରେ ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଜିଲା ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ରଙ୍କୁ ସୋମବାର ସ୍ବାଗତ କରିବା ସହ...

ପରୀକ୍ଷା ନେଇ ଚିନ୍ତାରେ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ, ୮।୬-ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଜୁଲାଇ ୬ରୁ ଆରମ୍ଭ ହେଉଥିବା ଯୁକ୍ତ ୩ ସେମିଷ୍ଟାର ତଥା ପିଜି ଶେଷବର୍ଷ ପରୀକ୍ଷାକୁ ନେଇ ଛାତ୍ରୀଛାତ୍ର ତଥା ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଦିନକୁ ଦିନ କରୋନାର ପ୍ରକୋପ...

ମହିଳା ସଂଘ ପକ୍ଷରୁ ସରପଞ୍ଚଙ୍କୁ ‘ସଂଗ୍ରାମୀ ସମ୍ମାନ’

ଖଇରା, ୮।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଖଇରା ପଞ୍ଚାୟତର ସରପଞ୍ଚଙ୍କ ଉତ୍ସର୍ଗୀକୃତ ସେବା ପାଇଁ ଖଇରା ପଞ୍ଚାୟତସ୍ତରୀୟ ମହାସଂଘ ସଞ୍ଚୟିକା ତରଫରୁ ସୋମବାର ଅପରାହ୍ନରେ ଖଇରା ପଞ୍ଚାୟତ ପରିସରରେ ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ସଂଘର ଏମ୍‌ବିକେ (ମାଷ୍ଟର...

ବାର୍‌ ଉପରେ ପୋଲିସ୍‌ର ଚଢ଼ାଉ, ମାଲିକ ଗିରଫ

ବାଲେଶ୍ୱର ଅଫିସ/ଜଳେଶ୍ୱର, ୮।୬(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ସହରରେ ଥିବା ଶାନ୍ତି ବାର୍‌ ଉପରେ ସୋମବାର ପୋଲିସ୍‌ ଅଚାନକ ଚଢ଼ାଉ କରିଥିଲା। ବେଆଇନ ଭାବେ ଖୋଲା ମଦ ବିକ୍ରି ସହ ଲକ୍‌ଡାଉନ ନିୟମକୁ ଅବମାନନା ଅଭିଯୋଗରେ ବାର୍‌ର ମାଲିକଙ୍କୁ ଗିରଫ କରାଯାଇଛି।...

ପ୍ରତିରକ୍ଷା ବିଭାଗର ୨ ଯବାନ କରୋନା ସଂକ୍ରମିତ : ଅନିର୍ଦ୍ଦିଷ୍ଟ କାଳ ପାଇଁ ପିଏକ୍ସଇ ବନ୍ଦ

ବାଲେଶ୍ୱର ଅଫିସ, ୮।୬-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ବିଭାଗ ପିଏକ୍ସଇ(ପ୍ରୁଫ୍‌ ଆଣ୍ଡ ଏକ୍ସପେରିମେଣ୍ଟାଲ ଏଷ୍ଟାବ୍ଲିଶମେଣ୍ଟ) ମିଲଟାରୀ ୱିଙ୍ଗ୍‌ସର ୨ ଯବାନ କରୋନାରେ ସଂକ୍ରମିତ ହୋଇଛନ୍ତି। ଏହି ଖବର ଜଣାପଡିବା ପରେ ସୋମବାରଠାରୁ ପିଏକ୍ସଇକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରିଦିଆଯାଇଛି।...

ଗ୍ରାମକୁ ସାନିଟାଇଜ କଲା ଯୁବକ ସଂଘ

ବାହାନଗା/ରେମୁଣା, ୭ା୬(ଡି.ଏନ.ଏ.)-ଖନ୍ତାପଡା ଥାନା ଅଧୀନ ରେମୁଣା ବ୍ଲକ ପତ୍ରିପାଳ ପଞ୍ଚାୟତ ହାତିଆଗଣ୍ଡ ଗ୍ରାମର ଶିବାଜୀ ଯୁବକ ସଂଘ ପକ୍ଷରୁ ଗ୍ରାମକୁ ସାନିଟାଇଜ କରାଯାଇଛି। ଗ୍ରାମରେ ଥିବା ଶିବାଜୀ ଯୁବକ ସଂଘର ସଦସ୍ୟ ସଞ୍ଜୟ କୁମାର ଦାସଙ୍କ ନେତୃତ୍ୱରେ ସତ୍ୟରଞ୍ଜନ ଦାସ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri