ଜାଲରେ ପଡୁନାହାନ୍ତି ବଡ଼ ଇଲିଶି
ଭୋଗରାଇ, ୨୪।୯(ଡି.ଏନ.ଏ.)- କଥାରେ ଅଛି ଚାକିରି କରିବ ପୋଲିସ, ମାଛ ଖାଇବ ଇଲିଶି। ଇଲିଶି ନଁା ଶୁଣିଲେ ଆମିଷ ପ୍ରେମୀଙ୍କ ପାଟିରୁ ଲାଳ ଗଡ଼େ। ଇଲିଶି ମାଛର ସ୍ବାଦ ଅନ୍ୟ ମାଛଠାରୁ ନିଆରା ହୋଇଥିବାରୁ ଏହାର ଚାହିଦା ଅଧିକ। କିନ୍ତୁ ଏବେ…
ଡ୍ରାଇଭିଂ ଟେଷ୍ଟ ଦେଉଥିଲେ ଏସ୍ପି: ସମୁଦ୍ରରେ ଫସିିିଲା ପୋଲିସ ଭ୍ୟାନ୍
ବାଲେଶ୍ୱର ଅଫିସ,୨୪।୯: ବାଲେଶ୍ୱର ଜିଲାର ପୋଲିସ ନାମରେ ଥିବା ଏକ ଗାଡ଼ି (ନଂ. ଓଡ଼ି୦୫ବିଏ-୪୬୧୬) ବୁଧବାର ରାତିରେ ଚାନ୍ଦିପୁର ଆଇଟିଆର୍ର ନିଷିଦ୍ଧାଞ୍ଚଳ ୬ହଜାର ପଏଣ୍ଟ ତଥା ମହିଁଷାଳି ପୋଲ ନିକଟ ସମୁଦ୍ର ଭିତରେ ଫସିଯାଇଥିବା ସୂଚନା ମିଳିଛି। ଗତ ଏପ୍ରିଲରେ ବାଲେଶ୍ୱର…
ପରକୀୟା ପ୍ରୀତିରୁ ହତ୍ୟା
ବାଲିଆପାଳ,୨୩।୯(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ଥାନା ଘଣ୍ଟୁଆ ପଞ୍ଚାୟତ ବଡ଼କସବା ଗ୍ରାମର ଏକ ଧାନ ବିଲରୁ ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ସେ ହେଲେ ତରୁଣ କୁମାର ପାତ୍ର(୩୮)। ପରକୀୟା ପ୍ରୀତିରୁ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।…
ପୋଖରୀ ନିଲାମକୁ ନେଇ ବଢୁଛି ବିବାଦ
ଖଇରା,୨୩ା୯(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଡୁଙ୍ଗୁରା ପଞ୍ଚାୟତ ଅଧୀନ ମୁହଁଚୁଆଁ ଗ୍ରାମରେ ପୋଖରୀ ନିଲାମକୁ କେନ୍ଦ୍ର କରି ପଡ଼ୋଶୀ ଖାନପୁର ଗ୍ରାମ ସହ ବିବାଦ ବଢ଼ିବାରେ ଲାଗିଛି। ଗ୍ରାମ ପୋଖରୀକୁ ସ୍ବୟଂ ସହାୟିକା ଗୋଷ୍ଠୀଙ୍କୁ ଦିଆଯିବା ପରିବର୍ତ୍ତେ ଖାନପୁର ଗ୍ରାମବାସୀଙ୍କୁ…
ପୁଣି ଫୁଲିଲା ସୁବର୍ଣ୍ଣରେଖା
ଜଳେଶ୍ୱର,୨୩ା୯(ଡି.ଏନ.ଏ.): ଗତ ୨୪ ଘଣ୍ଟା ମଧ୍ୟରେ ଉପରମୁଣ୍ଡରେ ହଜାରେ ମି.ମି ବର୍ଷା ହୋଇଥିବାରୁ ବାଲେଶ୍ୱର ଜିଲା ଦେଇ ପ୍ରବାହିତ ସୁବର୍ଣ୍ଣରେଖା ନଦୀ ଚଳିତ ବର୍ଷ ତୃତୀୟ ଥର ପାଇଁ ଫୁଲି ଉଠିଛି। ଚାନ୍ଦିଲି ବନ୍ଧଠାରେ ୭ଟି ଫାଟକ ଖୋଲାଥିବା ବେଳେ ଗାଲୁଡିହରେ…
ନାବାଳିକା ବଳାତ୍କାରୀ ଛତିଶଗଡ଼ରୁ ଗିରଫ
ବାଲିଆପାଳ,୨୩ା୯(ସ୍ବ.ପ୍ର): ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅଞ୍ଚଳର ଜଣେ ୭ ବର୍ଷର ନାବାଳିକାଙ୍କୁୁ ବଳାତ୍କାର କରି ଫେରାର ଥିବା ଅଭିଯୁକ୍ତଙ୍କୁ ବାଲିଆପାଳ ପୋଲିସ ସୋମବାର ଛତିଶଗଡ଼ର ଭିଲେଇ ଅଞ୍ଚଳରୁ ଗିରଫ କରିଛି। ସେ ହେଲେ ଭାସ୍କର ଚନ୍ଦ୍ର ସାହୁ (୫୦)। ଗତ ୧୬…
ପାଣିଘେରରେ ବସ୍ତା ଥାନା,କୋର୍ଟ
ରୂପ୍ସା/ବସ୍ତା,୨୩ା୯(ଡି.ଏନ.ଏ.): ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲା ଜଳକା ନଦୀରେ ବନ୍ୟା ସ୍ଥିତି ଗମ୍ଭୀର ହୋଇପଡ଼ିଛି। ବସ୍ତା ବ୍ଲକର ୧୩ ଓ ସଦର ବ୍ଲକର ୨ଟି ପଞ୍ଚାୟତରେ ପାଣି ପଶିଛି। ବିଭିନ୍ନ ସ୍ଥାନରେ ଗାଁ ଓ ମୁଖ୍ୟ ରାସ୍ତା ବୁଡ଼ି ଯୋଗାଯୋଗ…
ଜଳକା ନଦୀରେ ବନ୍ୟା: ସରକାରୀ କାର୍ଯ୍ୟାଳୟରେ ପଶିଲା ପାଣି
ବସ୍ତା,୨୨।୯(ଡି.ଏନ୍.ଏ): ବାଲେଶ୍ୱର ଜିଲା ବସ୍ତା ଦେଇ ପ୍ରବାହିତ ଜଳକା ନଦୀରେ ଭୀଷଣ ବନ୍ୟା ଜଳ ପ୍ରବାହିତ ହେଉଛି। ଏ ନେଇ ବନ୍ୟା ଜଳ ବସ୍ତା ଥାନା, ଏସ୍ଡିପିଓ ଅଫିସ, ତହସିଲ ଅଫିସ ଜଳମଗ୍ନ ହୋଇଛି। ଏ ସମସ୍ତ କାର୍ଯ୍ୟାଳୟରେ ପାଣି ପଶିଯାଇଛି।…
ପୁଣି ପାଚେରି ନିର୍ମାଣ କଲା ପଶ୍ଚିମବଙ୍ଗ
ଭୋଗରାଇ, ୨୨।୯(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଉଦୟପୁର ବେଳାଭୂମିକୁ ନେଇ ଉଭୟ ଓଡ଼ିଶା ଓ ପଶ୍ଚିମବଙ୍ଗ ମଧ୍ୟରେ ବିବାଦ ଘନୀଭୂତ ହେବାରେ ଲାଗିଛି। ବାରମ୍ବାର ବାରଣ ସତ୍ତ୍ୱେ ପଶ୍ଚିମବଙ୍ଗ ପାଚେରି ନିର୍ମାଣ କରୁଥିବାରୁ ମଙ୍ଗଳବାର ବାଲେଶ୍ୱର ଜିଲା ଭୋଗରାଇ…
ସଫେଇ କର୍ମଚାରୀଙ୍କୁ ହାଣିଦେଲେ
ବାଲେଶ୍ୱର ଅଫିସ, ୨୧ା୯: ବାଲେଶ୍ୱର ମ୍ୟୁନିସିପାଲିଟିରେ ସଫେଇ ଟେଣ୍ଡରକୁ ନେଇ ନୂଆ ଓ ପୁରୁଣା ଠିକାଦାରଙ୍କ ମଧ୍ୟରେ ଚାଲିଥିବା ବିବାଦ ସୋମବାର ଉଗ୍ରରୂପ ଧାରଣ କରିଛି। ରାତିରେ ବାରବାଟୀ ମଣ୍ଡଳ ବଜାର ନିକଟରେ କେତେଜଣ ଯୁବକ ତେଲେଙ୍ଗା କଟୁରୀରେ ସନୁ ବେହେରା…
ଟଳିଲା ବନ୍ୟା, ୫୦ ହଜାର ଲୋକ ଜଳବନ୍ଦୀ
ଭୋଗରାଇ,୨୦।୯(ଡି.ଏନ.ଏ.)-ସୁବର୍ଣ୍ଣରେଖା ଉପରମୁଣ୍ଡରେ ଘନ ଘନ ଲଘୁଚାପ ଜନିତ ବର୍ଷା ଯୋଗୁ ନିମ୍ନ ଅବବାହିକାରେ ବନ୍ୟା ଦେଖାଦେଇଛି। ସୁବର୍ଣ୍ଣରେଖା ଜଳସ୍ତର ସତର୍କ ସୂଚନା ୯.୪୫ମିଟର ତଳେ ପ୍ରବାହିତ ହେଉଥିବା ବେଳେ ଭୋଗରାଇ ଧୋୟା ଅଞ୍ଚଳର ୧୮ ପଞ୍ଚାୟତର ଶତାଧିକ ଗାଁ ଅଦ୍ୟାବଧି ପାଣିଘେରରେ…
ଭାସିଗଲା ମାଛ ବୋଝେଇ ଟ୍ରାକ୍ଟର
ବାଲେଶ୍ୱର ଅଫିସ,୧୮ ।୯: ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ବାହାବଳପୁର-ହଳଦୀପଦା ରାସ୍ତାର ଚିରକୁଣି ଚଟାଣରେ ଶୁକ୍ରବାର ବନ୍ୟାଜଳ ସ୍ରୋତରେ ଏକ ମାଛ ବୋଝେଇ ଟ୍ରାକ୍ଟର ଭାସିଯାଇଛି । ଛାନୁଆ ଗ୍ରାମର ବଳରାମ ସାହୁଙ୍କ ଟ୍ରାକ୍ଟରରେ ମୁହାଣରୁ ପ୍ରାୟ ୫ଲକ୍ଷ ଟଙ୍କାର ମାଛ…
Archives


