ବାଲେଶ୍ୱର

ହରିୟାଣା ପୋଲିସ ହଟହଟା

ବାହାନଗା, ୨୪ା୧(ଡି.ଏନ.ଏ.): ଲକ୍ଷାଧିକ ଟଙ୍କା ହେରଫେର ଅଭିଯୋଗରେ ଫେରାର ଥିବା ବାଲେଶ୍ୱର ବାହାନଗା ଅଞ୍ଚଳର ୨ଯୁବକଙ୍କୁ ଗିରଫ କରିବାକୁ ଆସି ହରିୟାଣା ପୋଲିସ ହଟହଟା ହୋଇଛି। ଅଭିଯୁକ୍ତଙ୍କୁ ନ ପାଇ ସେମାନଙ୍କ ପରିବାର ଲୋକଙ୍କୁ ଖନ୍ତାପଡ଼ା ଥାନାକୁ ଆଣିଥିବାରୁ ପୋଲିସ ଟିମ୍‌…

ହାତୀ ଆକ୍ରମଣରୁ ମିଳୁନି ନିସ୍ତାର

ଜଳେଶ୍ୱର,୨୩|୧(ଡି.ଏନ.ଏ) ବାଲେଶ୍ୱର ଜିଲା ଜଳେଶ୍ୱରସ୍ଥିତ ରାଇବଣିଆ ଅଞ୍ଚଳରେ ଗତ କିଛିବର୍ଷ ହେଲା ହାତୀ ଉପଦ୍ରବ ଚଳାଇ ଆସୁଛନ୍ତି। କେତେବେଳେ ପଶ୍ଚିମବଙ୍ଗର ଦଲମା ଜଙ୍ଗଲରୁ ତ ପୁଣି କେତେବେଳେ ଝାଡ଼ଖଣ୍ଡୀ କିମ୍ବା ଶିମିଳିପାଳ ହାତୀ ପଶି ଆସି ବ୍ୟପକ କ୍ଷୟକ୍ଷତି କରୁଛନ୍ତି। ଗତ…

ଜାଲ୍‌ ପଟ୍ଟା ଦେଇ ଲକ୍ଷାଧିକ ଟଙ୍କା ଠକେଇ

ରୂପ୍‌ସା,୨୩|୧( ଡିଏନଏ ) ନିଜକୁ ତହସିଲ କର୍ମଚାରୀ କହି ନକଲି ଜମି ପଟ୍ଟା ଦେଇ ଲକ୍ଷାଧିକ ଟଙ୍କା ଠକି ନେଇଛନ୍ତି ଜଣେ ଯୁବକ। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ବସ୍ତା ଥାନା ଅର୍ନ୍ତଗତ ସଦର ବ୍ଲକ ଅଞ୍ଚଳରେ। ସୂଚନା ଅନୁଯାୟୀ,…

ସଜନାଗଡ଼ ବଡ଼ପୋଲ ପାର୍ଶ୍ୱ ଅତଡ଼ା ଧସିଲା

ସଜନାଗଡ଼,୨୩|୧(ଡି.ଏନ.ଏ.) ବାଲେଶ୍ୱରରୁ ମୟୂରଭଞ୍ଜ ଜିଲାକୁ ସଂଯୋଗ କରୁଥିବା ସେରଗଡ଼ ଭାୟା ନୀଳଗିରି-ଉଦଳା ୧୯ନଂ. ରାଜ୍ୟ ରାଜପଥର ସଜନାଗଡ଼ଠାରେ ଥିବା ବଡ଼ପୋଲ(ଘାଘରା ସେତୁ) ପାର୍ଶ୍ୱରୁ ପୁଣି ମାଟି ଅତଡ଼ା ଧସିଛି। ପୂର୍ତ୍ତ ବିଭାଗ ପକ୍ଷରୁ ସେଠାରେ ଏକ ନୂଆ ସେତୁ ନିର୍ମାଣ କାର୍ଯ୍ୟ…

ବସ୍‌ ଦୁର୍ଘଟଣା: ମୃତକଙ୍କ ପାଇଁ ୨ ଲକ୍ଷର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୧(ବ୍ୟୁରୋ): ସୋର ବସ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପାଇଁ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ…

ଟ୍ରକ୍‌ ଧକ୍କାରେ ଓଲଟିପଡ଼ିଲା ବସ୍‌: ୮ ଯାତ୍ରୀଙ୍କ ମୃତ୍ୟୁ

ବାଲେଶ୍ୱର ଅଫିସ,୨୨।୧: ବାଲେଶ୍ୱର ଜିଲା ସୋର ଅନ୍ତର୍ଗତ ଏନଏଚ୍‌-୧୬ ବିଦୁଠାରେ ଶନିବାର ଭୟଙ୍କର ଦୁର୍ଘଟଣା ଘଟିଛି। ବସ୍‌କୁ କୋଇଲା ବୋଝେଇ ଟ୍ରକ୍‌ ଧକ୍କାଦେବା ଫଳରେ ଭାରସାମ୍ୟ ହରାଇ ନୟନଯୋରିରେ ଉଭୟ ବସ୍‌ ଓ ଟ୍ରକ୍‌ ଓଲଟି ପଡ଼ିଛନ୍ତି। ତଳେ ଚାପି ହୋଇ…

ରାସ୍ତା ପାଲଟିଲା ଜନସମୁଦ୍ର

ବାଲେଶ୍ୱର ଅଫିସ, ୨୨।୧ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗତ ୧୭ତାରିଖରୁ ଆରମ୍ଭ ହୋଇଥିବା ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟାର ଶୁକ୍ରବାର ଶେଷ ହୋଇଛି। ଶେଷ ଦିନରେ ପଞ୍ଚାୟତ କାର୍ଯ୍ୟାଳୟଠାରୁ ଆରମ୍ଭ କରି ବ୍ଲକ ଅଫିସ ଏମିତିକି ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀମାନେ ବହୁ…

ବିର୍ଲା ଟାୟାର୍ସକୁ କାର୍ଯ୍ୟକ୍ଷମ କରିବାକୁ ନିବେଦନ

ବାଲେଶ୍ୱର ଅଫିସ, ୨୨।୧ ବାଲେଶ୍ୱର ଜିଲାର ସର୍ବପୁରାତନ ଏବଂ ବୃହତ କାରଖାନା ବିର୍ଲା ଟାୟାର୍ସ ଦୀର୍ଘଦିନ ଧରି ବନ୍ଦ ରହିଥିବାରୁ ଏହା ଉପରେ ପ୍ରତ୍ୟକ୍ଷ ବା ପରୋକ୍ଷରେ ନିର୍ଭର କରୁଥିବା ୨୦ରୁ ୨୫ହଜାର ପରିବାର ଭୋକ ଉପାସରେ ଜୀବନ ଅତିବାହିତ କରୁଛନ୍ତି।…

‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୦ା୧: ସୁପରସୋନିକ କ୍ରୁଜ କ୍ଷେପଣାସ୍ତ୍ର ‘ବ୍ରହ୍ମୋସ’ର ଗୁରୁବାର ସଫଳ ପରୀକ୍ଷଣ ହୋଇଛି। ଚାନ୍ଦିପୁର ପରିକ୍ଷଣ କେନ୍ଦ୍ରର ୩ ନମ୍ବର ଲଞ୍ଚ ପ୍ୟାଡ୍‌ରୁ ଆଜି ପୂର୍ବାହ୍ନ ୧୦ଟା ୪୦ ମିନିଟ୍‌ରେ ଏହି ପରୀକ୍ଷା କରାଯାଇଛି। ପୂର୍ବରୁ ଏହି କ୍ଷେପଣାସ୍ତ୍ର ଲକ୍ଷ୍ୟଭେଦ କ୍ଷମତା…

ବିବାହ ପାଇଁ ଚାଲି ଚାଲି ଯାଆନ୍ତି ବରକନ୍ୟା

ବାଲେଶ୍ୱର ଅଫିସ, ୨୦।୧: ବାଲେଶ୍ୱର ଜିଲା ରେମୁଣା ବ୍ଲକ ବଡ଼ପାଳ ପଞ୍ଚାୟତ ମଧ୍ୟ ଦେଇ ପ୍ରବାହିତ ଗଙ୍ଗାହାର ନଦୀ ଅଞ୍ଚଳବାସୀଙ୍କ ଗମନାଗମନରେ ବାଧକ ସାଜିଛି। କାହିଁ କେଉଁ ଆବାହମାନ କାଳରୁ ବରବାଙ୍କ ଗ୍ରାମର ଶତାଧିକ ପରିବାର ନଦୀ ଉପରେ ଏକ ବାଉଁଶ…

ସହରରେ ଟ୍ରାଫିକ୍‌ କଟକଣା କଡ଼ାକଡ଼ି

ବାଲେଶ୍ୱର ଅଫିସ, ୨୦।୧: ବାଲେଶ୍ୱର ଜିଲାରେ ଦୁର୍ଘଟଣା, ଜୀବନହାନି ଏବଂ ଟ୍ରାଫିକ୍‌ ଜାମ୍‌ ହ୍ରାସ କରିବା ପାଇଁ ସହରର କେତୋଟି ନିର୍ଦ୍ଦିଷ୍ଟ ରାସ୍ତାରେ ଭାରିଯାନ ଚଳାଚଳ ନେଇ ଜିଲା ପ୍ରଶାସନ ତରଫରୁ କଟକଣା ଲାଗୁ କରାଯାଇଛି। ଆଇଟିଆଇ ଛକରୁ ଭାୟା ବାଲେଶ୍ୱର…

ଫେଲ୍‌ ମାରିଛି ଜାଗା ମିଶନ: ପଟ୍ଟା ବଦଳରେ ପଲିଥିନ

ଜଳେଶ୍ୱର, ୧୯।୧(ଡି.ଏନ.ଏ.) – ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକରେ ମୋଟ ଜନସଂଖ୍ୟାର ପ୍ରାୟ ୪୨ଭାଗ ଲୋକ ଅନୁସୂଚିତ ଜନଜାତି, ଜାତିର ହୋଇଥିବା ବେଳେ ବହୁ ପରିବାର ଜଙ୍ଗଲଜମିରେ ବାସ କରୁଛନ୍ତି। ବର୍ଷ ବର୍ଷ ଧରି ସେମାନେ ଗୋଟିଏ ସ୍ଥାନରେ ରହିଆସୁଥିଲେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?