ବାଲେଶ୍ୱର

ବିପଦ ସଙ୍କେତ ଉପରେ ଜଳକା

ରୂପସା/ବସ୍ତା, ୯।୯(ଡି.ଏନ.ଏ.): ବାଲେଶ୍ୱର ଜିଲାରେ ଲଗାଣ ବର୍ଷା ଯୋଗୁ ଜଳକା ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି। ବସ୍ତା ବ୍ଲକ ଅଧୀନ ମଥାନୀଠାରେ ବିପଦ ସଂକେତ ୫.୫୦ ମିଟର ଥିବା ବେଳେ ଅପରାହ୍ନ ୩ଟାରେ ଜଳସ୍ତର ବୃଦ୍ଧି ହୋଇ ୫.୮୮ ମିଟର ଓ…

ବଢୁଛି ଜଳକା ନଦୀର ପାଣି

ବାଲେଶ୍ୱର ଅଫିସ,୮ା୯: ବାଲେଶ୍ୱର ଜିଲାର ପ୍ରଭାବିତ ଜଳକା ନଦୀର ଜଳସ୍ତର ବଢ଼ିବାର ଲାଗିଛି। ଗତ କିଛି ଦିନ ହେବ ଉପର ମୁଣ୍ଡରେ ପ୍ରବଳ ବର୍ଷା ଲାଗି ରହିଥିବାରୁ ନଦୀରେ ଜଳସ୍ତର ବଢୁଥିବା ଜଣାପଡ଼ିଛି। ବର୍ଷା ପାଣି ପାଇଁ ନଦୀର ଜଳସ୍ତର ଏବେ…

ମତୁଆଲା କରେ ଐଶାନୀଙ୍କ ତବଲା ବାଦନ

ବାଲେଶ୍ୱର ଅଫିସ, ୮।୯-ବୟସ ତାଙ୍କୁ ୯। ଏଇ ବୟସରୁ ତବଲା ବାଦନ କରି ଶ୍ରୋତାଙ୍କୁ ମତୁଆଲା କରି ଦେଉଛନ୍ତି। ନିଜର ପ୍ରତିଭା ପ୍ରଦର୍ଶନ କରି ଦି ନ୍ୟାଶନାଲ ଏକାଡେମୀ ଫର୍‌ ଆର୍ଟ ଏଜୁକେଶନ (ମହାରାଷ୍ଟ୍ର) ପକ୍ଷରୁ ‘ଇଣ୍ଡିଆ ଷ୍ଟାର ଆଇକନ୍‌ କିଡ୍‌ସ…

ଗୁରୁଦିବସରେ ଗଲା ଗୁରୁଙ୍କ ଜୀବନ

ରୂପସା,୫।୯(ଡି.ଏନ୍‌.ଏ.): ଗୁରୁ ଦିବସରେ ସଡ଼କ ଦୁର୍ଘଟଣାରେ ଚାଲିିଯାଇଛି ଆଦର୍ଶ ଗୁରୁଙ୍କ ଜୀବନ। ସ୍କୁଲରୁ ଘରକୁ ଫେରୁଥିବା ବେଳେ ଘଟିଛି ଏହି ଦୁର୍ଘଟଣା। ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ବସ୍ତା ଥାନା ଭୋଲୋରା ଛକ ନିକଟରେ ରବିବାର ୨ଟି ବାଇକ୍‌…

ବେରୋଜଗାରୀଙ୍କୁ ଦେଖାଇଛି ବାଟ

ଖଇରା, ୫।୯(ଡି.ଏନ.ଏ.)-ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ମାଧ୍ୟମରେ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନରେ ଚଳିତବର୍ଷ ୬୦ଜଣ ମୋ ପୋଖରୀ ଯୋଜନାରେ ଉପକୃତ ହୋଇପାରିଛନ୍ତି। କରୋନା ମହାମାରୀ ସମୟରେ ମୃତ୍ତିକା ସଂରକ୍ଷଣ ବିଭାଗର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପୋଖରୀ ଖୋଳିଥିବା…

ଅଧାବାଟରେ ଫାଟିଲା ଆମ୍ବୁଲାନ୍ସ ଚକା: ଷ୍ଟ୍ରେଚରରେ ରୋଗୀଙ୍କୁ ନେଲେ କର୍ମଚାରୀ

ସଜନାଗଡ଼, ୪।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ହସ୍ପିଟାଲକୁ ଶୁକ୍ରବାର ପୂର୍ବାହ୍ନରେ ଜଣେ ରୋଗୀଙ୍କୁ ୧୦୮ ଆମ୍ବୁଲାନ୍ସରେ ଅଣାଯାଉଥିବା ବେଳେ ନୀଳଗିରି ବଜାରରେ ଆମ୍ବୁଲାନ୍ସର ପଛ ଚକା ଫାଟିଯାଇଥିଲା। ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଥିଲେ ରୋଗୀ ଓ ୧୦୮ କର୍ମଚାରୀ। ପରେ ରୋଗୀଙ୍କୁ ଚଲାଇ…

ପୂର୍ତ୍ତବିଭାଗ ଅତିଥି ଭବନ ଅସମ୍ପୂର୍ଣ୍ଣ

ଖଇରା,୪।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଣ୍ଡିବେଡସ୍ଥିତ ପୂର୍ତ୍ତବିଭାଗର ନୂତନ ଅତିଥି ଭବନ ୪ବର୍ଷ ହେଲା ଅଧାପନ୍ତରିଆ ଅବସ୍ଥାରେ ରହିଛି। ତୁରନ୍ତ ଏହାକୁ ସମ୍ପୂର୍ଣ୍ଣ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି। ବାହାରୁ ଆସୁଥିବା ବିଭାଗୀୟ ଅଧିକାରୀଙ୍କ ପାଇଁ ଘର ଆବଶ୍ୟକତା…

ବ୍ରାଉନସୁଗାର ବେପାର କରୁଥିଲେ ବାପ-ଝିଅ

ରୂପସା,୨।୯(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଅଧୀନ ହଳଦୀପଦା ଅଞ୍ଚଳରେ ବୁଧବାର ଚଢ଼ାଉ କରି ବସ୍ତା ଥାନା ପୋଲିସ ୨ଜଣ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରିଛନ୍ତି। ଗିରଫ ଅଭିଯୁକ୍ତ ହେଲେ ଏହି ଥାନା ଅଧୀନ ସିଙ୍ଗାରପୁର ଗ୍ରାମର ସେକ ଯଲାଲ ଓ ତାଙ୍କ…

ସୌମ୍ୟଙ୍କ ପରିବାରଲୋକଙ୍କ ବୟାନ ରେକର୍ଡ କଲା କ୍ରାଇମ୍‌ବ୍ରାଞ୍ଚ

ଖଇରା,୧।୯(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାର ତଦନ୍ତ ଭାର କ୍ରାଇମବ୍ରାଞ୍ଚ ନେଇଥିବା ବେଳେ ବୁଧବାର ସୌମ୍ୟଙ୍କ ପରିବାର ଲୋକଙ୍କ ବୟାନ ରେକର୍ଡ ପାଇଁ ଉକ୍ତ ଟିମ୍‌ ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ…

ଚିନ୍ତା ବଢ଼ାଉଛି ଟ୍ରାଫିକ ସମସ୍ୟା

୧୯୬୪ ମସିହାରେ ବାଲେଶ୍ୱର ସଦର ମହକୁମାର କେତେକ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା ବାଲେଶ୍ୱର ପୌରାଞ୍ଚଳ। ୧୯୯୨ ମସିହା ପର୍ଯ୍ୟନ୍ତ ଏହି ପୌରାଞ୍ଚଳରେ ୨୬ ଟି ୱାର୍ଡ ଥିବାବେଳେ ଏବେ ୱାର୍ଡ ସଂଖ୍ୟା ୩୧ରେ ପହଞ୍ଚିଛି। ୨୦୧୮ ନଭେମ୍ବରରୁ ନିର୍ବାଚିତ ପ୍ରତିନିଧିଙ୍କର…

ନାବାଳିକାଙ୍କୁ ବଳାତ୍କାର ପରେ ଭିଡିଓ ଭାଇରାଲ କଲେ ଅଭିଯୁକ୍ତ

ରୂପସା,୩୦।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ସେକ୍‌ ସବୀର। ଗତ ୧୦ ତାରିଖରେ…

ହସ୍ପିଟାଲରେ ଭର୍ତ୍ତି ହେଲେ ନୀଳଗିରି ବିଧାୟକ

ବାଲେଶ୍ୱର ଅଫିସ,୨୯ା୮: ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନମଣ୍ଡଳୀର ବିଧାୟକ ଇଂ. ସୁକାନ୍ତ ନାୟକ ଅସୁସ୍ଥ । ଶନିବାର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବେଳେ ଅସୁସ୍ଥତା ଅନୁଭବ କରିଥିଲେ । ପରେ ଡାକ୍ତରଙ୍କ ପରାମର୍ଶ କ୍ରମେ ମେଡ଼ିସିନ ଖାଇଥିଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri