ବାଲେଶ୍ୱର

ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶ: ଜାଣନ୍ତୁ କିଏ ହେଲେ ବାଲେଶ୍ୱର ଜିଲାର ଟପ୍ପର

ବାଲେଶ୍ୱର ଅଫିସ,୧୯।୮: ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ବାଲେଶ୍ୱର ଜିଲାର ୬୫.୯୪ ପ୍ରତିଶତ ପାସହାର ରହିଛି। ତେବେ ସୋର ମହାବିଦ୍ୟାଳୟର ଛାତ୍ର ଆଶୁତୋଷ ମହାନ୍ତି ଜିଲାରେ ସର୍ବାଧିକ ୫୪୨ ନଂ. ରଖି ଟପ୍ପର ହୋଇଛନ୍ତି। ଚଳିତ...

ବ୍ରାଉନସୁଗାର ର଼୍ୟାକେଟ୍‌ରେ ଏମ୍‌ବିଏ ଛାତ୍ର

ଭୁବନେଶ୍ୱର, (ବ୍ୟୁରୋ)/ ବାଲେଶ୍ୱର ଅଫିସ, ୧୯।୮:  ବ୍ରାଉନସୁଗାର କାରବାର କରୁଥିବା ଜଣେ ଏମ୍‌ବିଏ ଛାତ୍ରଙ୍କୁ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଟିମ୍‌ ସୋମବାର ରାତିରେ ବାଲେଶ୍ୱର ବସ୍‌ଷ୍ଟାଣ୍ଡରୁ ଗିରଫ କରିଛି। ତାଙ୍କ ନିକଟରୁ ୧ କେଜି ୩୨୦ ଗ୍ରାମର...

ମାଛଧରିବା ବେଳେ ଆକାଶରୁ ଜାଲରେ ପଡ଼ିଲା ଯନ୍ତ୍ରଚାଳିତ ରକେଟ୍‌

ବାହାନଗା,୧୮।୮(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ରେମୁଣା ବ୍ଲକ ଗୋପାଳପୁର ଫାଣ୍ଡି ଅଧୀନସ୍ଥ ତାଳପଦା ଗ୍ରାମର ମତ୍ସ୍ୟଜୀବୀଙ୍କ ଜାଲରେ ଏକ ଯନ୍ତ୍ରଚାଳିତ ରକେଟ୍‌ ପଡ଼ିଥିବା ଜଣାପଡ଼ିଛି। ସୋମବାର ସକାଳେ ତାଳପଦା ଗ୍ରାମର ରଘୁନାଥ ଦାସ ଯନ୍ତ୍ରଚାଳିତ ଭୂଟୁଭୂଟି (ଡଙ୍ଗା) ସହ ଅନ୍ୟ ୭...

କାଳ ହେଲା ଭୋଜିଖିଆ: ଝାଡ଼ାବାନ୍ତିରେ ୯୧ ଆକ୍ରାନ୍ତ

ସଜନାଗଡ, ୧୭ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ବେଗୁନିଆ ପଞ୍ଚାୟତ ତୋଟାପଡା ଗ୍ରାମରେ ଭୋଜି ଖାଇ ୯୧ଜଣ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୯ଜଣଙ୍କୁ ୧୦୮ ଆମ୍ବୁଲାନ୍ସ, ଟେମ୍ପୁ, ମୋଟରସାଇକେଲ ଯୋଗେ ନୀଳଗିରି ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଶୁକ୍ରବାର...

ଭୋଜି ଖାଇ ୨୪ ଗୁରୁତର ଘଟଣା: ନୀଳଗିରି ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ

ସଜନାଗଡ଼,୧୬।୮(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ବେଗୁନିଆ ପଞ୍ଚାୟତ ତୁଟାପଡ଼ା ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ଶୁକ୍ରବାର ଭୋଜି ଖାଇ ୨୪ରୁ ଊର୍ଦ୍ଧ୍ୱ ଲୋକ ନୀଳଗିରି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ତେବେ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥାକୁ ନେଇ ବାଲେଶ୍ୱର ଏମ୍‌ପି...

କରୋନା କଟକଣା ସତ୍ତ୍ୱେ ଗାଁରେ ଚାଲିଥିଲା ଭୋଜି: ଏହାକୁ ଖାଇ ୨୪ରୁ ଊର୍ଦ୍ଧ୍ୱ ଲୋକ ମେଡିକାଲରେ ଭର୍ତ୍ତି

ସଜନାଗଡ଼,୧୬।୮(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ବେଗୁନିଆ ପଞ୍ଚାୟତ ତୁଟାପଡ଼ା ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ଶୁକ୍ରବାର ଭୋଜି ଖାଇ ୨୪ରୁ ଊର୍ଦ୍ଧ୍ୱ ଲୋକ ନୀଳଗିରି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ତେବେ ସେମାନଙ୍କ ମଧ୍ୟରେ ୫ ଜଣ...

ଭାଇରାଲ ଅଡିଓ: ଜଳେଶ୍ୱର ଆଇଆଇସି ନିଲମ୍ବିତ

ବାଲେଶର ଅଫିସ/କଟକ ଅଫିସ, ୧୫।୮: ଜଣେ ବ୍ରାଉନ ସୁଗର ବ୍ୟବସାୟୀଙ୍କ ସହ କଥା ହେଉଥିବାର ଅଡିଓ କ୍ଲିପ ଭାଇରାଲ ଘଟଣାକୁ ନେଇ ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଆଇଆଇସି ଧନେଶ୍ୱର ସାହୁଙ୍କ ଅଡ଼ୁଆ ବଢିଛି। ଶନିବାର ପୋଲିସ ମହାନିର୍ଦ୍ଦେଶକ (ଡିଜିପି)...

୬୦ ନଂ. ଜାତୀୟ ରାଜପଥରେ ଗ୍ୟାସ ଟ୍ୟାଙ୍କରରେ ଲାଗିଲା ନିଆଁ: ଜାଣନ୍ତୁ କ’ଣ ଘଟିଲା…

ବସ୍ତା, ୧୪।୮(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ ନଂ. ଜାତୀୟ ରାଜପଥ ମଥାନୀଠାରେ ଏକ ଗ୍ୟାସ ଟ୍ୟାଙ୍କର ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ମାତ୍ର ଏକ ବଡ଼ ଧରଣର ଦୁର୍ଘଟଣାରୁ ଗାଡ଼ିଟି ବର୍ତ୍ତିଯାଇଥିବା ଜଣାପଡିଛି l ମିଳିଥିବା ସୂଚନା...

ଡିଫେନ୍ସ ରୋଡ୍‌ ନିର୍ମାଣରେ ବାଧକ ଜବରଦଖଲ

  ବାଲେଶ୍ୱର ଅଫିସ,୧୪।୮- ବାଲେଶ୍ୱର ସହର ପୂର୍ବରୁ ଥିବା କୁରୁଡ଼ା ସ୍ଥିତ ଜ୍ୟୋତି ହସ୍‌ପିଟାଲଠାରୁ ପାତ୍ରପଡ଼ା ପର୍ଯ୍ୟନ୍ତ (୯.୨ କି.ମି.) ପ୍ରତିରକ୍ଷା ବିଭାଗ ଦ୍ୱାରା ଏକ ସ୍ବତନ୍ତ୍ର ବାଇପାସ୍‌ ରାସ୍ତା ଚାନ୍ଦିପୁର ସ୍ଥିତ ଆଇଟିଆର୍‌ (ସମନ୍ବିତ ପରୀକ୍ଷା ପରିସର)କୁ ନିର୍ମାଣ...

ଦୁର୍ଦ୍ଦିନରେ ଟସର ବୁଣାକାର

ବାଲେଶ୍ୱର ଅଫିସ, ୧୩।୮-ଟସରରେ ପ୍ରସ୍ତୁତ ଧୋତି, ଶାଢ଼ି, ଯୋଡ଼, ସ୍କାର୍ଫ, ଉତ୍ତରୀୟ, ଶାର୍ଟ କପଡ଼ା, ଚାଦର ଆଦି ତିଆରି କରି ଦେଶରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ବୁଣାକାର ଏବେ ଦୁର୍ଦ୍ଦିନ ମଧ୍ୟରେ କାଳାତିପାତ କରୁଛନ୍ତି। ଗତ ୪ ମାସ...

ମେଗା ପାଣି ପ୍ରକଳ୍ପକୁ ମିଳିଲା ମଞ୍ଜୁରୀ: ଉପକୃତ ହେବେ ୧୯ ପଞ୍ଚାୟତର ଲୋକ

ବାଲେଶ୍ୱର ଅଫିସ,୧୩।୮- ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳର କୋଷ୍ଟାଲ କେନାଲର ଦକ୍ଷିଣରେ ଥିବା ଗ୍ରାମଗୁଡ଼ିକରେ ଭୂତଳ ଜଳ ଲବଣାକ୍ତ ହୋଇଯାଇଛି। ଏହି ଅଞ୍ଚଳବାସୀ ପିଇବା ପାଣି ପାଇବା ପାଇଁ ଅସୁବିଧାର ସମ୍ମୁଖୀନ ହୋଇଆସୁଛନ୍ତି। ଏଥିପାଇଁ ସୁବର୍ଣ୍ଣରେଖା ନଦୀରୁ ପାଣି ଉତ୍ତୋଳନ...

+୨ ବିଜ୍ଞାନ ପରୀକ୍ଷାଫଳ ପ୍ରକାଶ: ଜାଣନ୍ତୁ ବାଲେଶ୍ୱର ଜିଲାର ପାସହାର

ବାଲେଶ୍ୱର ଅଫିସ,୧୨।୮: +୨ ବିଜ୍ଞାନ ପରୀକ୍ଷା ଫଳାଫଳ ବୁଧବାର ପ୍ରକାଶ ପାଇଛି। ତେବେ ଏଥିରେ ବାଲେଶ୍ୱର ଜିଲାର ପାସହାର ୮୪.୨୬% ହୋଇଛି। ଚଳିତ ବର୍ଷ ଜିଲାର ୧୦୨ କଲେଜରୁ ମୋଟ ୬,୬୬୦ ପରିକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୫,୬୦୭ ଜଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri