ନାବାଳିକାଙ୍କୁ ବଳାତ୍କାର ପରେ ଭିଡିଓ ଭାଇରାଲ କଲେ ଅଭିଯୁକ୍ତ
ରୂପସା,୩୦।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ସେକ୍ ସବୀର। ଗତ ୧୦ ତାରିଖରେ…
ହସ୍ପିଟାଲରେ ଭର୍ତ୍ତି ହେଲେ ନୀଳଗିରି ବିଧାୟକ
ବାଲେଶ୍ୱର ଅଫିସ,୨୯ା୮: ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନମଣ୍ଡଳୀର ବିଧାୟକ ଇଂ. ସୁକାନ୍ତ ନାୟକ ଅସୁସ୍ଥ । ଶନିବାର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବେଳେ ଅସୁସ୍ଥତା ଅନୁଭବ କରିଥିଲେ । ପରେ ଡାକ୍ତରଙ୍କ ପରାମର୍ଶ କ୍ରମେ ମେଡ଼ିସିନ ଖାଇଥିଲେ…
ଟ୍ରେନ୍ରେ କଟି ରେଳ କର୍ମଚାରୀଙ୍କ ଜୀବନ ଗଲା
ବାଲେଶ୍ୱର ଅଫିସ,୨୮ା୮: ବାଲେଶ୍ୱର ଜିଲାର ଦକ୍ଷିଣ ପୂର୍ବ ରେଳପଥ ଅଧୀନରେ ଥିବା ଜଳେଶ୍ୱର ରେଳ ଷ୍ଟେଶନରେ କାର୍ଯ୍ୟ କରୁଥିବା ରେଳ କର୍ମଚାରୀ ବାବୁଲାଲ୍ ହେମ୍ରମଙ୍କର ଟ୍ରେନରେ କଟି ଜୀବନ ଯାଇଛି। ବାବୁଲାଲ ସିନିଅର ସେକ୍ସନ ଇଞ୍ଜିନିୟର ସିଗ୍ନାଲ ବିଭାଗ, ଜଳେଶ୍ୱର ଷ୍ଟେଶନରେ…
୧୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ମହିଳାଙ୍କ ସମେତ ଡ୍ରାଇଭର ଗିରଫ
ବାଲେଶ୍ୱର ଅଫିସ,୨୭ା୮: ବାଲେଶ୍ୱର ଜିଲା ଜଳେଶ୍ବରରୁ ଶୁକ୍ରବାର ପୁଣି ବ୍ରାଉନସୁଗାର ଜବତ ହୋଇଛି। ଜିଲା ଅବକାରୀ ଦାୟିତ୍ୱରେ ଥିବା ଡେପୁଟି କମିଶନରଙ୍କ ନିର୍ଦ୍ଦେଶରେ ଜଳେଶ୍ବରରେ ୧୦ ଜଣିଆ ଟିମ୍ ଜାତୀୟ ରାଜପଥ ୬୦ର ଛାଳନି ଛକଠାରେ ଏକ ସନ୍ଦେହଜନକ ଭ୍ୟାନ୍କୁ ଅଟକାଇଥିଲେ।…
କ୍ଷତିପୂରଣ ଦାବିରେ ସୋର-କୁପାରୀ ରାସ୍ତା ଅବରୋଧ କଲେ ଗ୍ରାମବାସୀ
ଖଇରା,୨୬ା୮(ଡି.ଏନ୍.ଏ.): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ବଣପାରିଆ ଗ୍ରାମର ରମେଶ ପଣ୍ଡାଙ୍କ ପୁଅ ଧନଞ୍ଜୟ(୧୦) ପାଣିନାଳରେ ପଡ଼ି ମୃତ୍ୟୁ ଘଟଣାରେ କଣ୍ଟାପଡା ଶାସନ, ବଟେଶ୍ବର ଗ୍ରାମବାସୀ ମିଳିତ ଭାବେ ସୋର-କୁପାରୀ ରାସ୍ତାକୁ ବଟେଶ୍ବରଠାରେ ଅବରୋଧ କରିଛନ୍ତି। ପରିବାରକୁ କ୍ଷତିପୂରଣ ବାବଦରେ…
ସ୍କୁଟିକୁ ପିଟିଲା ମାଲ ବୋଝେଇ କଣ୍ଟେନର: ରାସ୍ତା ମଝିରେ ଲାଗିଲା ନିଆଁ
ବାଲେଶ୍ୱର ଅଫିସ,୨୧ା୮: ବାଲେଶ୍ୱର ଜିଲା ଜଳେଶ୍ବର ଥାନା ୬୦ ନଂ. ଜାତୀୟ ରାଜପଥ ମଧୁବନ ଢାବା ସମ୍ମୁଖରେ ଶୁକ୍ରବାର ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ସ୍କୁଟିକୁ ମାଲ ବୋଝେଇ କଣ୍ଟେନର ଧକ୍କା ଦେବାରୁ ଘଟଣାସ୍ଥଳରେ ସ୍କୁଟିଚାଳକଙ୍କ ମୃତ୍ୟୁ ଘଟିଛି।…
ଗ୍ୟାସ୍ ଟାଙ୍କି ବିସ୍ଫୋରଣରେ ଜଳିଗଲା ଦୋକାନ
ଜଳେଶ୍ୱର,୧୮।୮(ଡି.ଏନ୍.ଏ.): ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ଜଳେଶ୍ୱର ନିକଟ ଲକ୍ଷ୍ମଣନାଥଠାରେ ବୁଧବାର ଏକ ଗ୍ରସରୀ ଦୋକାନରେ ଗ୍ୟାସ୍ ଟାଙ୍କି ବିସ୍ଫୋରଣ ଘଟିଥିଲା। ଏଥିରେ ସମ୍ପୂର୍ଣ୍ଣ ଛାରଖାର ହୋଇଯାଇଛି ୨ଟି ଦୋକାନ। ପାଖରେ ଛିଡ଼ା ହୋଇଥିବା ଏକ ଅଟୋ ମଧ୍ୟ…
ଏକାଠି ଚାଲିଗଲେ ମା’ ଝିଅ
ବସ୍ତା,୧୫।୮(ଡି.ଏନ୍.ଏ): ବାଲେଶ୍ୱର ଜିଲା ବସ୍ତା ଥାନା ୬୦ ନମ୍ବର ଜାତୀୟ ରାଜପଥରେ ରବିବାର ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ରାସ୍ତାରେ ଚାଲିକି ଯାଉଥିବା ମା’ ଝିଅଙ୍କୁ ଏକ ତେଲ ବୋଝେଇ ଟେଙ୍କର ଧକ୍କା ଦେଇ ୩୦ ଫୁଟ ଗଭୀରକୁ ଖସି ପଡିଛି। ଫଳରେ…
ଦୁର୍ଘଟଣାରେ ପୂର୍ବତନ ସମିତିସଭ୍ୟଙ୍କ ଜୀବନ ଗଲା
ଖଇରା, ୧୫।୮(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ବ୍ଲକ ଗୋବିନ୍ଦପୁର ପଞ୍ଚାୟତର ପୂର୍ବତନ ସମିତିସଭ୍ୟ, ଭାଜପାର ସୁସଙ୍ଗଠକ, ନେତା ଅଭୟ କୁମାର ମହାନ୍ତି(୫୨)ଙ୍କ ଶନିବାର ରାତିରେ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ସେ ବାଇକ୍ରେ ଔପଦା-ଗଣ୍ଡିବେଡ଼ ରାସ୍ତାରେ ଆସୁଥିବା ବେଳେ…
୨ଶହ ଫୁଟର ତ୍ରିରଙ୍ଗା ଶୋଭାଯାତ୍ରା
ଖଇରା, ୧୫।୮(ଡି.ଏନ.ଏ.)-ସ୍ବାଧୀନତା ଦିବସ ପାଳନ ଅବସରରେ ବାଲେଶ୍ୱର ଜିଲା ପତଞ୍ଜଳି ଯୋଗ ସମିତି ଓ ଆଜାଦ ସୁଭାଷ ସେନା ମିଳିତ ଆନୁକୂଲ୍ୟରେ ପ୍ରସ୍ତୁତ ୨ଶହ ଫୁଟର ତ୍ରିରଙ୍ଗା ଶୋଭାଯାତ୍ରା ଖଇରା ବଜାରରେ କରାଯାଇଛି। ଜିଲା ଯୋଗ ପ୍ରଚାରକ ମୁକ୍ତିକାନ୍ତ ପାଣିଗ୍ରାହୀ, ସମିତି…
ସୌମ୍ୟଙ୍କ ଘରେ ଖଇରା ପୋଲିସ
ଖଇରା,୧୨ା୮(ଡି.ଏନ.ଏ.): ପାରଳାଖେମୁଣ୍ଡିରେ କାର୍ଯ୍ୟରତ ଏସିଏଫ୍ ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ରହସ୍ୟ ଉପରୁ ପରଦା ହଟୁନି। ଏହି ରହସ୍ୟଜନକ ମୃତ୍ୟୁ ଘଟଣାରେ ପୋଲିସର ତଦନ୍ତ ଉପରେ ପ୍ରଶ୍ନ ଉଠାଇ ନବୀନ ନିବାସ ଆଗରେ ଆମତ୍ାହୁତି ଦେବାକୁ ସୌମ୍ୟଙ୍କ ପରିବାର ବର୍ଗ ଚେତାବନୀ…
ଲଗାଣ ବର୍ଷା: ବାଲେଶ୍ୱର ସହର ସ୍ଥିତି ଅସମ୍ଭାଳ
ବାଲେଶ୍ୱର ଅଫିସ,୧୨।୮-ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ସହରରେ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ସହରର ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ଜିଲାରେ ବୁଧବାର ଅପରାହ୍ନ ୩ଟାରୁ ପ୍ରବଳ ବର୍ଷା ଆରମ୍ଭ ହୋଇଥିଲା। ପରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ଲାଗି…
Archives


