୭ ମେଡିକାଲରେ ୧୮ ଡାକ୍ତର ପଦବୀ ଖାଲି
ଲଙ୍ଗଳେଶ୍ୱର, ୭।୧୧(ଡି.ଏନ.ଏ.) ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ରୋଗୀମାନଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ସହ ବିନା ମୂଲ୍ୟରେ ଔଷଧ ଯୋଗାଇ ଦେଉଛନ୍ତି। ହେଲେ ବାଲିଆପାଳ ବ୍ଲକର ବିଭିନ୍ନ ଚିକିତ୍ସାଳୟରେ ଭିତ୍ତିଭୂମି ଥିଲେ ମଧ୍ୟ ଆବଶ୍ୟକ ସଂଖ୍ୟକ ଡାକ୍ତର ଏବଂ…
୧୯୨ ପ୍ରକଳ୍ପ ଲାଗି ୨୨କୋଟି ୨୦ଲକ୍ଷ ବ୍ୟୟବରାଦ
ଜଳେଶ୍ୱର, ୪।୧୧(ଡି.ଏନ.ଏ.) ବାଲେଶ୍ୱର ଜିଲାର ଉପାନ୍ତ ଜଳେଶ୍ୱରର ବିକାଶ ଲାଗି ୧୯୨ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବାକୁ ଯାଉଛି। ଏଥିଲାଗି ମୋଟ ୨୨କୋଟି ୧୯ଲକ୍ଷ ୭୭ହଜାର ୯ଶହ ଟଙ୍କା ବ୍ୟୟ ହେବ। ଏନେଇ ବୁଧବାର ବିଧାୟକ ଅଶ୍ୱିନୀ କୁମାର ପାତ୍ର ଆୟୋଜିତ ଖବରଦାତା ସମ୍ମିଳନୀରେ…
ସ୍ଥାଣୁ ପାଲଟିଛି ବ୍ରିଟ୍
ବାଲେଶ୍ୱର ଅଫିସ, ୨।୧୧-ବାଲେଶ୍ୱର ଆଞ୍ଚଳିକ ଉନ୍ନୟନ ସଂସ୍ଥା (ବ୍ରିଟ୍)) ଜିଲାର ଏକ ପ୍ରମୁଖ ଏବଂ ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଉନ୍ନୟନକାରୀ ସଂସ୍ଥା। ରାସ୍ତାଘାଟଠାରୁ ଆରମ୍ଭ କରି ଆଲୋକୀକରଣ, ପାର୍କ ନିର୍ମାଣ ଓ ନବୀକରଣ, ନାଳନର୍ଦ୍ଦମା ନିର୍ମାଣ ସହ ଜିଲାରେ ହେଉଥିବା ଜମିବାଡ଼ି…
୫୦ ପ୍ରତିଶତ ଧାନ ଅଗାଡ଼ି
ଜଳେଶ୍ୱର,୧।୧୧(ଡି.ଏନ.ଏ): ଚଳିତବର୍ଷ ଧାନ କେଣ୍ଡା ଗର୍ଭରୁ ବାହାରିବା ସମୟରେ ଲଗାତାର ଲଘୁଚାପ ଜନିତ ବର୍ଷା ହୋଇଥିଲା। ପଶ୍ଚିମବଙ୍ଗର ଉଦ୍ବୃତ୍ତ ବର୍ଷାପାଣିରେ ଜଳେଶ୍ୱର ବ୍ଲକ ଅଞ୍ଚଳର ବ୍ୟାପକ ଧାନଜମି ବୁଡ଼ି ରହିଥିଲା। ଏବେ କେଣ୍ଡାରୁ ଧାନ ବାହାରିବା ପରେ ୫୦ ପ୍ରତିଶତ ଅଗାଡ଼ି ହୋଇଥିବା…
ସହରରେ ଖେଳପଡ଼ିଆ ଅଭାବ
ବାଲେଶ୍ୱର ଅଫିସ,୧।୧୧: ବାଲେଶ୍ୱର ସହରରେ ଖେଳ ପଡ଼ିଆର ଅଭାବ ଯୋଗୁ ସହର ଉପକଣ୍ଠ ଗ୍ରାମାଞ୍ଚଳ ପଡ଼ିଆରେ ଅଭ୍ୟାସରତ ଖେଳାଳି ଏବଂ ସେମାନଙ୍କ ସହିତ ପ୍ରଶିକ୍ଷକମାନଙ୍କୁ ଦେଖିବାକୁ ମିଳୁଛି। ସଦର ବ୍ଲକ ଶାସଙ୍ଗ ପଞ୍ଚାୟତରେ ଥିବା କଣ୍ଟାବଣିଆ ପଡ଼ିଆରେ ପ୍ରାୟ ୪୦ରୁ ଊର୍ଦ୍ଧ୍ୱ ଛୋଟବଡ଼…
ଗୁଳି କରିବା ପରେ ବୁଝିଲାନି ମନ, ପୁଣି ଯୁବକଙ୍କ ମୁଣ୍ଡକୁ କଟୁରିରେ ହାଣିଲେ ଦୁର୍ବୃତ୍ତ
ବାଲେଶ୍ୱର ଅଫିସ,୩୧ା୧୦: ବାଲେଶ୍ୱର ସଦର ଥାନା ଅନ୍ତର୍ଗତ କୁରୁଡ଼ା ଛକରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କ ମୁଣ୍ଡକୁ ଗୁଳି କରିବା ପରେ ଦୁର୍ବୃତ୍ତଙ୍କ ମନ ବୁଝିଲାନି ଯେ, ପୁଣି ଥରେ କଟୁରିରେ ହାଣିଛନ୍ତି। ଫଳରେ ଯୁବକଙ୍କ…
ଆଜି ଭଦ୍ରକ, ବାଲେଶ୍ୱର ୬ ଘଣ୍ଟିଆ ବନ୍ଦ
ଭଦ୍ରକ ଅଫିସ/ବାଲେଶ୍ୱର ଅଫିସ,୩୦।୧୦: କଳାହାଣ୍ଡି ଜିଲା ମହାଲିଙ୍ଗ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କୁ ନ୍ୟାୟ ଏବଂ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଗିରଫ ଦାବିରେ ଶନିବାର ଭଦ୍ରକ ଓ ବାଲେଶ୍ୱର ଜିଲା ୬ ଘଣ୍ଟିଆ ବନ୍ଦ ପାଇଁ ଭାଜପା ପକ୍ଷରୁ ଡାକରା…
‘ଲଙ୍ଗ୍-ରେଞ୍ଜ ବମ୍’ର ଉଡ଼ାଣ ପରୀକ୍ଷଣ ସଫଳ
ବାଲେଶ୍ୱର ଅଫିସ,୩୦।୧୦: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଙ୍ଗଠନ(ଡିଆର୍ଡିଓ) ପରିସରରୁ ଶୁକ୍ରବାର ଲଙ୍ଗ-ରେଞ୍ଜ ବମ୍ (ଏଲ୍ଆର୍ବି)ର ଉଡାଣ ପରୀକ୍ଷଣ ସଫଳ ହୋଇଛି। ଡିଆର୍ଡିଓ ଏବଂ ଭାରତୀୟ ବାୟୁସେନା (ଆଇଏଏଫ୍) ମିଳିତ ଉଦ୍ୟମରେ ଏହି ପରୀକ୍ଷଣ ହୋଇଥିଲା। ତେବେ ଏହି…
ଅଗ୍ନି-୫ର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୨୮।୧୦: ପ୍ରତିରକ୍ଷା କ୍ଷେତ୍ରରେ ଭାରତ ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛି। ଭାରତର ବ୍ରହ୍ମାସ୍ତ୍ର କୁହାଯାଉଥିବା ଅଗ୍ନି-୫ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା କରାଯାଇଛି। ବୁଧବାର ରାତି ପ୍ରାୟ ୭ଟା ୫୦ ମିନିଟ୍ରେ ଡିଆରଡିଓ ପକ୍ଷରୁ ଅବଦୁଲ କଲାମ ଦ୍ୱୀପରୁ ଉତ୍କ୍ଷେପଣ…
୩୩ ମାଛର ଦାମ୍ ୧ କୋଟି
ଭୋଗରାଇ, ୨୭।୧୦(ଡି.ଏନ.ଏ.): ୩୩ଟି ମାଛର ଦାମ୍ ୧ କୋଟି ଟଙ୍କା। ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏହି ମାଛଗୁଡ଼ିକୁ ବଙ୍ଗୋପସାଗର ପଶ୍ଚିମବଙ୍ଗ ଦୀଘା ଉପକୂଳରୁ ଧରାଯାଇ ଟ୍ରଲର ଯୋଗେ ଦୀଘା ମାଛ ମାର୍କେଟ୍କୁ ଅଣାଯାଇ ବିକ୍ରି କରାଯାଇଛି। କୋଲକାତା…
ପାଠରେ ଭଲ, ଖେଳରେ ବି କମ୍ ନୁହନ୍ତି
ସିମୁଳିଆ,୨୫।୧୦-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଗୌଡ଼ଦିଆ-ନୂଆସାହି ଅଞ୍ଚଳର ବବୁଲୁ ବେହେରାଙ୍କ ୩ ଝିଅ ରୁବି(୧୯), ମାମାଲି(୧୭) ଓ ପ୍ରିୟଙ୍କା (୧୫) ପାଠ ସହିତ ବିଭିନ୍ନ କ୍ରୀଡ଼ାରେ କମାଲ କରୁଛନ୍ତି । ରାଜ୍ୟ ଓ ଜାତୀୟ ସ୍ତରରେ ସଫଳତା ହାସଲ କରି ଅଞ୍ଚଳ…
‘ଅଭ୍ୟାସ’ର ସଫଳ ପରୀକ୍ଷଣ
ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ଚାନ୍ଦିପୁର ଆଇଟିଆରରୁ ‘ଅଭ୍ୟାସ’ର ସଫଳ ପରୀକ୍ଷଣ ହୋଇଛି। ଏ ନେଇ ଡିଆରଡିଓକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶୁଭେଚ୍ଛା ଜଣାଇଛନ୍ତି। ଏହି ପରୀକ୍ଷଣ ଦେଶର ପ୍ରତିରକ୍ଷା ବିଭାଗକୁ ଅଧିକ ସୁଦୃଢ଼ କରିବ ବୋଲି…
Archives


