ବାଲେଶ୍ୱର

ପକ୍ଷୀଗଣନା ଲାଗି କୁଲଡ଼ିହାରେ ୩ ଟିମ୍‌

ସଜନାଗଡ଼, ୬।୧(ଡି.ଏନ.ଏ.) ଶୀତ ଋତୁରେ ଅଧିକ ଥଣ୍ଡା କାରଣରୁ ଜଳାଶୟ ଉପରେ ନିର୍ଭରଶୀଳ ପ୍ରଜାତିର ପକ୍ଷୀମାନେ ପ୍ରତିବର୍ଷ ଖାଦ୍ୟ ଅନ୍ବେଷଣରେ ମାଇଲ ମାଇଲ ବାଟ ଅତିକ୍ରମ କରି ବାଲେଶ୍ୱର କୁଲଡ଼ିହା ଅଭୟାରଣ୍ୟରେ ବିଭିନ୍ନ ଅଞ୍ଚଳକୁ ଆସିଥାନ୍ତି। ଏହି ପକ୍ଷୀମାନଙ୍କ ସୁରକ୍ଷା ଏବଂ…

ଅନଶନ ବେଳେ ଅସୁସ୍ଥ ହୋଇପଡ଼ିଲେ ୨ ବୃଦ୍ଧ

ଜଳେଶ୍ୱର, ୬।୧(ଡି.ଏନ.ଏ.) ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ନାମ୍ପୋ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ବହୁବର୍ଷ ହେଲା ସ୍ଥାୟୀ ଡାକ୍ତର ନ ଥିବାରୁ ଗ୍ରାମବାସୀ ସ୍ବାସ୍ଥ୍ୟ ବିଭାଗ ଓ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଆସୁଥିଲେ। ଗତ ମଙ୍ଗଳବାର ଗ୍ରାମବାସୀଙ୍କ ପକ୍ଷରୁ ଅହୋରାତ୍ର ଆମରଣ ଅନଶନ…

ଋଣ ଚାପ ସହି ନ ପାରି ଆତ୍ମହତ୍ୟା

ବାହାନଗା, ୫ା୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ପଞ୍ଚାୟତର ବାରିଙ୍ଗିଆ ଗ୍ରାମର ଜଣେ ଯୁବକ ଋଣଭାର ସହି ନ ପାରି ଆମତ୍ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ସତ୍ୟାନନ୍ଦ ଦାସ(୪୦) ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାରୁ ଋଣ ଆଣି…

ବ୍ରାଉନ୍‌ସୁଗାର ବେପାରୀଙ୍କୁ ଧରିଲେ ଗାଁ ଲୋକେ

ଜଳେଶ୍ୱର,୪ା୧(ଡି.ଏନ.ଏ.): ପଶ୍ଚିମବଙ୍ଗରୁ ବ୍ରାଉନସୁଗାର ଅଣାଯାଇ ଓଡ଼ିଶାର ଜଳେଶ୍ୱର ଅଞ୍ଚଳରେ ଅବାଧରେ ଚୋରା କାରବାର କରାଯାଉଛି। ବ୍ରାଉନ୍‌ସୁଗାର ବ୍ୟବସାୟୀମାନେ ଏବେ ସହର ଛାଡି ଗ୍ରାମାଞ୍ଚଳର ଯୁବକମାନଙ୍କୁ କାର୍ଯ୍ୟରେ ଲଗାଉଛନ୍ତି। ଏଭଳି ନିଶା କାରବାରରେ ଲିପ୍ତ ଦୁଇଜଣ ଯୁବକଙ୍କୁ ଗ୍ରାମବାସୀ ଧରି ପୋଲିସ ଜିମା…

ଦୀଘା ବେଳାଭୂମି ସିଲ୍‌

ଭୋଗରାଇ,୪ ।୨(ଡି.ଏନ.ଏ.) ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ସୌନ୍ଦର୍ଯ୍ୟମୟୀ ଦୀଘା ବେଳାଭୂମିକୁ ସେଠାକାର ସରକାର କୋଭିଡ୍‌ ନିର୍ଦ୍ଦେଶିକା ମାନି ପ୍ରଶାସନ ସୋମବାରଠାରୁ ୧୫ତାରିଖ ପର୍ଯ୍ୟନ୍ତ ସିଲ୍‌ କରିଦେଇଛନ୍ତି। ଦୀଘା ବେଳାଭୂମି ସିଲ୍‌ ପରେ ଓଡ଼ିଶାରୁ ଯାଇଥିବା ବହୁ ପର୍ଯ୍ୟଟକ ସେଠାରୁ…

ଚାଷ ଜମିକୁ ଭୂତଳ ଜଳଯୋଗାଣ

ଖଇରା, ୩ା୧(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଖଇରା ଓ ଔପଦା ବ୍ଲକର ଭୂତଳ ପାଇପ ମାଧ୍ୟମରେ ଚାଷଜମିକୁ ଜଳସେଚନ କରିବା ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି । ଆନନ୍ଦପୁର ବ୍ୟାରେଜର ସାଳନ୍ଦୀ ବାମପାର୍ଶ୍ୱ ଆମ୍ବହତା ମୁଖ୍ୟକେନାଲ ସଂଲଗ୍ନ…

ପୋଲିସ ଗାଡ଼ି ବସ୍‌ ମୁହାଁମୁହିଁ ଧକ୍କା: ୪ ଗୁରୁତର

ସିମୁଳିଆ,୨।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନା ଠାରୁ ୫କି.ମି. ଦୂର ୧୬ନଂ ଜାତୀୟ ରାଜପଥର ଜାମୁଝାଡି ନିକଟରେ ରବିବାର ଦୁର୍ଘଟଣା ଘଟିଛି। ପୋଲିସ ଗାଡି ଓ ଏକ ବସ ମଧ୍ୟରେ ମୁହାଁମୁହିଁ ଧକ୍କାରେ ୪ଜଣ ପୋଲିସ କର୍ମଚାରୀ ଗୁରୁତର ହୋଇଥିବା ବେଳେ…

ନୂଆବର୍ଷ ମଜା ଫିକା: ଦୀଘାମୁହାଁ ପର୍ଯ୍ୟଟକ

ଭୋଗରାଇ, ୨।୧(ଡି.ଏନ.ଏ.) କୋଭିଡ୍‌ କଟକଣା ଯୋଗୁ ନୂଆବର୍ଷ ପାଳନ ଫିକା ପଡିଛି। ବାଲେଶ୍ୱର ପର୍ଯ୍ୟଟନସ୍ଥଳୀଗୁଡ଼ିକରେ ଖାଁ ଖାଁ ପରିବେଶ ପରିଲକ୍ଷିତ ହୋଇଥିଲା। ଉଦୟପୁର, ତାଳସାରୀ, ବିଚିତ୍ରପୁର ଇକୋ ଟୁରିଜିମ୍‌, କୀର୍ତ୍ତନିଆ, ଚୌମୁଖ, ଡଗରା, ବାହାବଳପୁର ଓ ଚାନ୍ଦିପୁର ବେଳାଭୂମିକୁ ବହୁ ପର୍ଯ୍ୟଟକ…

ଦିବ୍ୟାଙ୍ଗ ପିଲାଙ୍କ ସହ ପର୍ଯ୍ୟଟନମନ୍ତ୍ରୀଙ୍କ ନୂଆବର୍ଷ

ଖଇରା, ୨।୧(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ଗୋବିନ୍ଦପୁର ପଞ୍ଚାୟତ ଅଧୀନ କଣ୍ଟାବଣିଆସ୍ଥିତ କେଶବପୁରସ୍ତମ ମାନସିକ ଅନଗ୍ରସର ବିଦ୍ୟାଳୟ ପରିସରରେ ଦିବ୍ୟାଙ୍ଗ ପିଲାଙ୍କ ସହ ନୂଆବର୍ଷ ପାଳିଛନ୍ତି ସ୍ଥାନୀୟ ବିଧାୟକ ତଥା ପର୍ଯ୍ୟଟନ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ। ଶନିବାର…

ନୀଳଗିରିକୁ ଚାଲିବ ଯାତ୍ରୀବାହୀ ଟ୍ରେନ୍‌

ସଜନାଗଡ଼, ୧।୧(ଡି.ଏନ.ଏ.) ରାଜାରାଜୁଡା ଅମଳରୁ ରେଳଧାରଣା ପଡ଼ିଥିଲେ ହେଁ ବାଲେଶ୍ୱର ଜିଲା ନୀଳଗିରିକୁ ପାସେଞ୍ଜର ଟ୍ରେନ ଚାଲିବାର ସ୍ବପ୍ନ ସାକାର ହୋଇଛି। ବାଲେଶ୍ୱର ଏମ୍‌ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ଉଦ୍ୟମରେ ନୀଳଗିରି ନିକଟ ଗୋପୀନାଥପୁରକୁ ଆରମ୍ଭ ହେବାକୁ…

ନୂଆ ବାଇକ୍‌ କିଣିବାକୁ ଯାଇଥିଲେ ଅଜା ନାତି , ଶୋ’ରୁମ୍‌ ଆଗରୁ ଦେଢ଼ ଲକ୍ଷ ଲୁଟିନେଲେ ଦୁର୍ବୃତ୍ତ

ଜଳେଶ୍ୱର,୩୦।୧୨(ଡି.ଏନ୍‌.ଏ.): ଅଜା ନାତି ନୂଆ ବାଇକ କିଣିବାକୁ ଶୋ’ରୁମକୁ ଯାଇଥିଲେ। ବାଇକ ଦେଖୁଥିବା ବେଳେ ଗାଡି ଡିକି ଭାଙ୍ଗି ଦେଢ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ। ଥାନାରେ ମାମଲା ରୁଜୁ ପରେ ପୋଲିସର ତଦନ୍ତ ଆରମ୍ଭ କରିଛି । ଏଭଳି ଘଟଣା…

‘ଠିକ୍‌ ଆକଳନ କରୁନି ପ୍ରଶାସନ’

ସଜନାଗଡ଼, ୩୦।୧୨(ଡି.ଏନ.ଏ.) ଚଳିତବର୍ଷ ଚକଡ଼ା ପୋକ ସାଙ୍ଗକୁ ଜୱାଦ ବାତ୍ୟା ଓ ଅଦିନିଆ ବର୍ଷା ଯୋଗୁ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଛି। ସ୍ଥାନୀୟ ପ୍ରଶାସନ ସଠିକ୍‌ ଭାବେ କ୍ଷୟକ୍ଷତି ଆକଳନ କରି ନ ଥିବାରୁ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?