ଏସିଏଫ୍ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲା: ବଲାଙ୍ଗୀରରେ ଗଜପତି ପୋଲିସ ଟିମ୍ର ତଦନ୍ତ ଆରମ୍ଭ
ବଲାଙ୍ଗୀର ଅଫିସ,୨୫ା୭: ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାର ତଦନ୍ତ କରିବାକୁ ଆସିଥିବା ଗଜପତି ପୋଲିସର ଏକ ଟିମ୍ ରବିବାର ସକାଳେ ବଲାଙ୍ଗୀର ଟାଉନ ଥାନା ଓ ପ୍ରାଣୀଧନ ନିରୀକ୍ଷକ ତାଲିମ କେନ୍ଦ୍ରକୁ ଆସି ତଦନ୍ତ ଆରମ୍ଭ କରିଛନ୍ତି। ପ୍ରାଣୀଧନ ନିରୀକ୍ଷକ…
ପୋଲିସ ତଦନ୍ତରେ ଭରସା ନାହିଁ: ସୌମ୍ୟଙ୍କ ବାପା
ଖଇରା,୨୪।୭(ଡି.ଏନ.ଏ.): ସମୟ ଯେତେ ଗଡୁଛି ଏସିଏଫ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଉପରୁ ପରଦା ହଟିବା ଆଶା କ୍ଷୀଣ ହେବାରେ ଲାଗିଛି। ବିଶେଷ କରି ଗଜପତି ଏସ୍ପି ତପନ କୁମାର ପଟ୍ଟନାୟକ ସିଡିଆର ଯାଞ୍ଚ ପରେ ଡିଏଫ୍ଓ ସଂଗ୍ରାମ କେଶରୀ ବେହେରାଙ୍କ ବିଦ୍ୟାଭାରତୀଙ୍କ…
ବାମଗୋଡ, ପେଟ ଓ କାନ୍ଧରେ ବାଜିଥିଲା ୪ ଗୁଳି
ବାଲେଶ୍ୱର ଅଫିସ/ସିମୁଳିଆ,୨୪।୭: ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଗ୍ୟାଙ୍ଗଷ୍ଟର ସେକ୍ ହାଇଦର ନିହତ ହୋଇଛନ୍ତି। ଶନିବାର ଅପରାହ୍ନ ପ୍ରାୟ ୩ଟା ୨୦। ଚୌଦ୍ୱାର ଜେଲ୍ରୁ ସେକ୍ ହାଇଦରଙ୍କୁ ଜଣେ ଇନ୍ସପେକ୍ଟର, ସବ୍ ଇନ୍ସପେକ୍ଟର ଓ ଗୋଟିଏ ପ୍ଲାଟୁନ ପୋଲିସ ଫୋର୍ସ ସହ ବାରିପଦା…
ହାଇଦରଙ୍କ ଅପରାଧିକ ସାମ୍ରାଜ୍ୟର ଅନ୍ତ: ଏନ୍କାଉଣ୍ଟରରେ ମୃତ
ବାଲେଶ୍ୱର ଅଫିସ,୨୪ା୭: କୁଖ୍ୟାତ ଅପରାଧୀ ହାଇଦରଙ୍କୁ ଶନିବାର ଅପରାହ୍ନରେ ବାରିପଦା ନିକଟରେ ଏନ୍କାଉଣ୍ଟର ହୋଇଥିଲା। ଏଥିରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଫଳରେ ତାଙ୍କ ଅପରାଧ ସାମ୍ରାଜ୍ୟର ଅନ୍ତ ଘଟିଥିବା ଚର୍ଚ୍ଚା ହେଉଛି। ସୂଚନାଯୋଗ୍ୟ, ଆଜି ହାଇଦରଙ୍କୁ ଚୌଦ୍ୱାର ଜେଲ୍ରୁ…
ସିମୁଳିଆରେ ହାଇଦରଙ୍କୁ ଗୁଳି: ସ୍ଥାନୀୟ ପୋଲିସ ପାଖରେ ସୂଚନା ନାହିଁ
ସିମୁଳିଆ,୨୪ା୭(ଡି.ଏନ୍.ଏ.): ଶନିବାର ଅପରାହ୍ନରେ କୁଖ୍ୟାତ ଅପରାଧୀ ହାଇଦରଙ୍କୁ ୧୬ ନଂ. ଜାତୀୟ ରାପଥରେ ବାଲେଶ୍ୱର ଜିଲା ସିମୁଳିଆରେ ଏନ୍କାଉଣ୍ଟର କରାଯାଇଛି। ଚୌଦ୍ୱାର ଜେଲରୁ ବାରିପଦା ଜେଲକୁ ନିଆଯାଉଥିବା ବେଳେ ପରିସ୍ରା ବାହାନାରେ ସେ ଖସିଯିବା ପାଇଁ ଚେଷ୍ଟା କରୁଥିବା ବେଳେ ତାଙ୍କୁ…
ଘର ଆଗରେ ପଡ଼ିଲା ଅଫୁଟା ଗୋଳା
ବାହାନଗା,୨୪।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତର ସମୁଦ୍ରକୂଳବର୍ତ୍ତୀ ଗ୍ରାମ ୪ନମ୍ବର ୱାର୍ଡ ମହାରୁଦ୍ରପୁର ଆଡ଼ିଆରେ ପ୍ରତିରକ୍ଷା ବିଭାଗ ତରଫରୁ ପରୀକ୍ଷଣ ଚାଲିଥିବା ବେଳେ ଏକ ଅଫୁଟା ଗୋଳା ସମୁଦ୍ର ମଧ୍ୟରେ ନ ପଡି ଜଣେ ବ୍ୟକ୍ତିଙ୍କ ଘର ସାମ୍ନାରେ ପଡି…
ଅଧା ରହିଗଲା ଜଗା ଦର୍ଶନ
ଖଇରା,୨୩।୭(ଡି.ଏନ.ଏ): ବାଲେଶ୍ୱର ଜିଲା ଖଇରା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ମାଟିଆଳପଦା ଗ୍ରାମର ନବବିବାହିତା ପ୍ରଦୀପ ଗିରିଙ୍କ ସାପ କାମୁଡାରେ ମୃତ୍ୟୁ ଘଟିଛି। ତେବେ ସ୍ତ୍ରୀ ମାମିନା ଜେନାଙ୍କ ସହ ପୁରୀ ଯାଇ ଜଗା ଦର୍ଶନ ପରିବାର ଇଚ୍ଛା ଅଧାରେ ରହିଯାଇଛି।…
ଚାନ୍ଦିପୁରରେ ‘ଆକାଶ’ର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୨୩।୬: ‘ଆକାଶ ନ୍ୟୁ ଜେନେରେଶନ ’ମିସାଇଲର ବ୍ୟାବହାରିକ ପରୀକ୍ଷଣ ହୋଇଛି । ବାଲେଶ୍ୱର ଚାନ୍ଦିପୁର ୩ ନମ୍ବର ଲଞ୍ଚପ୍ୟାଡରୁ ମଧ୍ୟାହ୍ନରେ ପରୀକ୍ଷଣ ହୋଇଛି। ଭୂପୃଷ୍ଠରୁ ଆକାଶକୁ ନିକ୍ଷେପ ହୋଇପାରୁଥିବା ମଧ୍ୟମ ଦୂରଗାମୀ କ୍ଷେପଣାସ୍ତ୍ର । ଏହା ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ…
୪ଦିନ ହେଲାଣି ଆମ୍ବୁଲାନ୍ସରେ ମୃତଦେହ
ବାହାନଗା,୨୨ା୭(ଡି.ଏନ.ଏ.): ତାମିଲନାଡୁରେ ଦାଦନ ଶ୍ରମିକ ଭାବେ କାମ କରୁଥିବା ବାଲେଶ୍ୱର ଜିଲା ବାହାନଗା ବ୍ଲକ କୁରୁଡା ଗ୍ରାମର ସଞ୍ଜୟ କୁମାର ଦାସ ନାମକ ଯୁବକଙ୍କ ମୃତ୍ୟୁ ହୋଇଛି। ତାଙ୍କୁ ହତ୍ୟା କରାଯାଇଥିବା ନେଇ ପରିବାର ଲୋକେ ସୋର ଥାନାରେ ଅଭିଯୋଗ କରିଛନ୍ତି।…
୭୦ କି.ମି ଦୂରରୁ ଶତ୍ରୁକୁ ଧ୍ୱଂସ କରିବ ‘ଆକାଶ ଏନ୍ଜି’
ବାଲେଶ୍ୱର ଅଫିସ, ୨୧।୭: ବାଲେଶ୍ୱର ଜିଲା ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ କେନ୍ଦ୍ରର ୩ନଂ. ଲଞ୍ଚପ୍ୟାଡରୁ ବୁଧବାର ମଧ୍ୟାହ୍ନ ୧୨ଟା ୪୪ ମିନିଟ୍ରେ ଆକାଶ କ୍ଷେପଣାସ୍ତ୍ରର ନ୍ୟୁ ଭର୍ଶନ୍ ‘ଆକାଶ ଏନ୍ଜି’ର ଉତ୍କ୍ଷେପଣ କରାଯାଇଛି। ସ୍ବଦେଶୀ ଜ୍ଞାନକୌଶଳରେ ଡିଆର୍ଡିଓ ଦ୍ୱାରା ପ୍ରସ୍ତୁତ ମଧ୍ୟମ…
୬ ବର୍ଷ ହେଲା ମିଳିନି ଦରମା, ଆମରଣ ଅନଶନରେ ବସିଲେ ପମ୍ପ୍ ଡ୍ରାଇଭର
ସିମୁଳିଆ,୨୧ା୭(ଡି.ଏନ୍.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକରେ କାର୍ଯ୍ୟରତ ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପ(ଆରଡବ୍ଲ୍ୟୁଏସ୍ଏସ୍)ର ଜଳ ଯୋଗାଣ କର୍ମଚାରୀ(ପମ୍ପ ଡ୍ରାଇଭର)ମାନଙ୍କୁ ଗତ ୬ବର୍ଷ ହେଲା ଦରମା ମିଳିନାହିଁ ା ଏହାକୁ କେନ୍ଦ୍ରକରି ସିମୁଳିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ କାର୍ଯ୍ୟରତ ୧୬ ଜଣ ପମ୍ପ…
ବାହୁଡ଼ାରେ ଗଡ଼ିଲା ୪ଫୁଟ ଉଚ୍ଚର ରଥ
ସଜନାଗଡ,୨୧।୭(ଡି.ଏନ.ଏ.): ଜଗନ୍ନାଥଙ୍କର ସ୍ବପ୍ନାଦେଶ ପାଇ ୧୯ବର୍ଷର ଦିବ୍ୟାଙ୍ଗ ଯୁବକ ତିଆରି କରିଛନ୍ତି ୪ଫୁଟ ଉଚ୍ଚର ସୁସଜ୍ଜିତ ରଥ। ସେଥିରେ ବଳଭଦ୍ର, ଜଗନ୍ନାଥ, ଓ ମା’ ସୁଭଦ୍ରାଙ୍କ ବିଗ୍ରହ ସ୍ଥାପନ କରି ବାହୁଡ଼ାରେ ରଥ ଟାଣି ସେ ପାଲଟିଛନ୍ତି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ। ଉକ୍ତ…
Archives


