ବାଲେଶ୍ୱର

ସୁରକ୍ଷା ଖୋଜୁଛି ବନୀ ଜଙ୍ଗଲ

ଲଙ୍ଗଳେଶ୍ୱର,୧୧ା୯ (ଡି.ଏନ.ଏ.)-ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା ପାଇବା ପାଇଁ ବାଲେଶ୍ୱର ଜିଲା ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ କେଉଁ ଆବହମାନ କାଳରୁ ବନୀ ଜଙ୍ଗଲ ସୃଷ୍ଟି କରାଯାଇଛି। ହେଲେ ସଂରକ୍ଷଣ କି ରକ୍ଷଣାବେକ୍ଷଣ ଦିଗରେ ଆବଶ୍ୟକ ପଦକ୍ଷେପ ନିଆଯାଉ ନ ଥିବାରୁ ଏହା ପ୍ରାୟ…

ଭୋକ ଉପାସରେ ୧୦ ଦୃଷ୍ଟିହୀନ

ସୋର, ୧୧।୯(ଡି.ଏନ.ଏ.)-ଭୋକ ପାଇଁ ଡହଳବିକଳ ହେଉଛନ୍ତି ୧୦ଜଣ ଦୃଷ୍ଟିହୀନ ଯୁବତୀଯୁବକ। କୋଭିଡ୍‌ କଟକଣା ଯୋଗୁ ସେମାନେ ନାହଁି ନ ଥିବା ସମସ୍ୟାରେ ଘାଣ୍ଟି ହେଉଛନ୍ତି। ଓଡ଼ିଶାର ବିଭିନ୍ନ ସ୍ଥାନରୁ ୧୦ରୁ ଅଧିକ ଦୃଷ୍ଟିହୀନ ଯୁବତୀଯୁବକ ସୋର ମ୍ୟୁନିସିପାଲିଟିର ଇଟୁଆ ଗ୍ରାମରେ ଏକ…

ପର୍ଯ୍ୟଟକଙ୍କ ଅନ୍ୟତମ ଆକର୍ଷଣ: ବିଚିତ୍ରପୁର ଇକୋ ଟୁରିଜମ୍‌

ଭୋଗରାଇ, ୧୦।୯ (ଡି.ଏନ.ଏ.)-ଇକୋ ଟୁରିଜମ୍‌ସ୍ଥଳୀ ଭାବେ ମାନ୍ୟତା ପାଇଛି ବଙ୍ଗୋପସାଗର କୂଳରେ ଥିବା ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଚିତ୍ରପୁର। ୮କି.ମି. ଲମ୍ବ ଓ ୫ କି.ମି. ପରିଧି ମଧ୍ୟରେ ଏଠାରେ ରହିଛି ୪ଟି ଛୋଟ ଛୋଟ ଆକର୍ଷଣୀୟ ଦୀପପୁଞ୍ଜ। ଜଙ୍ଗଲ…

ଜୁଆରରେ ଉଜୁଡ଼ିଯାଉଛି ଝାଉଁ ଜଙ୍ଗଲ

ବାହାନଗା, ୧୦।୯ (ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ଥିବା ଝାଉଁ ଜଙ୍ଗଲ ଜୁଆର ମାଡରେ ଉଜୁଡିଯିବାକୁ ବସିଲାଣି। ଏପରିକି ବରିପଦା ପଞ୍ଚାୟତର ମହାରୁଦ୍ରପୁର ଆଡିଆ ସମେତ ଆଡିଆର ବଙ୍ଗାଳିସାହି ଓ କଲ୍ୟାଣି ପଞ୍ଚାୟତର ଜହ୍ନିପୁରର ଭିଲ୍ଲା ଆଡିଆ…

ପରିବେଶ ଚିନ୍ତାରେ ବିତିଲାଣି ୩୩ ବର୍ଷ

ସିମୁଳିଆ,୯।୯(ଡି.ଏନ.ଏ.)-ମାସେ କି ବର୍ଷେ ନୁହେଁ, ଦୀର୍ଘ ୩୩ବର୍ଷ ହେଲା ପରିବେଶ ସୁରକ୍ଷାରେ ଲାଗିପଡ଼ିଛନ୍ତି ପ୍ରକୃତିପ୍ରେମୀ କାହ୍ନୁଚରଣ ସିଂ। ପେସାରେ ସେ ଜଣେ ଶିକ୍ଷକ, ହେଲେ ନିଶା ପରିବେଶ ସୁରକ୍ଷା ଓ ସମାଜସେବା। ପରିବେଶକୁ ଭଲ ପାଉଥିବା ବ୍ୟକ୍ତିତ୍ୱଙ୍କର ଆଚାର, ବିଚାର ଓ…

ଏସିଏଫ୍‌ ସୌମ୍ୟରଞ୍ଜନଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଖଇରା ବନ୍ଦ

ବାଲେଶ୍ୱର ଅଫିସ,୯ା୯: ବାଲେଶ୍ୱର ଜିଲା ଖଇରା ମାଟିର ପୁଅ ତଥା ପାରଳାଖେମୁଣ୍ଡିରେ କାର୍ଯ୍ୟରତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତିଙ୍କୁ ଗିରଫ ତଥା ତାଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଗୁରୁବାର ସକାଳୁ ଖଇରା ବଜାର ବନ୍ଦ…

ବିପଦ ସଙ୍କେତ ଉପରେ ଜଳକା

ରୂପସା/ବସ୍ତା, ୯।୯(ଡି.ଏନ.ଏ.): ବାଲେଶ୍ୱର ଜିଲାରେ ଲଗାଣ ବର୍ଷା ଯୋଗୁ ଜଳକା ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି। ବସ୍ତା ବ୍ଲକ ଅଧୀନ ମଥାନୀଠାରେ ବିପଦ ସଂକେତ ୫.୫୦ ମିଟର ଥିବା ବେଳେ ଅପରାହ୍ନ ୩ଟାରେ ଜଳସ୍ତର ବୃଦ୍ଧି ହୋଇ ୫.୮୮ ମିଟର ଓ…

ବଢୁଛି ଜଳକା ନଦୀର ପାଣି

ବାଲେଶ୍ୱର ଅଫିସ,୮ା୯: ବାଲେଶ୍ୱର ଜିଲାର ପ୍ରଭାବିତ ଜଳକା ନଦୀର ଜଳସ୍ତର ବଢ଼ିବାର ଲାଗିଛି। ଗତ କିଛି ଦିନ ହେବ ଉପର ମୁଣ୍ଡରେ ପ୍ରବଳ ବର୍ଷା ଲାଗି ରହିଥିବାରୁ ନଦୀରେ ଜଳସ୍ତର ବଢୁଥିବା ଜଣାପଡ଼ିଛି। ବର୍ଷା ପାଣି ପାଇଁ ନଦୀର ଜଳସ୍ତର ଏବେ…

ମତୁଆଲା କରେ ଐଶାନୀଙ୍କ ତବଲା ବାଦନ

ବାଲେଶ୍ୱର ଅଫିସ, ୮।୯-ବୟସ ତାଙ୍କୁ ୯। ଏଇ ବୟସରୁ ତବଲା ବାଦନ କରି ଶ୍ରୋତାଙ୍କୁ ମତୁଆଲା କରି ଦେଉଛନ୍ତି। ନିଜର ପ୍ରତିଭା ପ୍ରଦର୍ଶନ କରି ଦି ନ୍ୟାଶନାଲ ଏକାଡେମୀ ଫର୍‌ ଆର୍ଟ ଏଜୁକେଶନ (ମହାରାଷ୍ଟ୍ର) ପକ୍ଷରୁ ‘ଇଣ୍ଡିଆ ଷ୍ଟାର ଆଇକନ୍‌ କିଡ୍‌ସ…

ଗୁରୁଦିବସରେ ଗଲା ଗୁରୁଙ୍କ ଜୀବନ

ରୂପସା,୫।୯(ଡି.ଏନ୍‌.ଏ.): ଗୁରୁ ଦିବସରେ ସଡ଼କ ଦୁର୍ଘଟଣାରେ ଚାଲିିଯାଇଛି ଆଦର୍ଶ ଗୁରୁଙ୍କ ଜୀବନ। ସ୍କୁଲରୁ ଘରକୁ ଫେରୁଥିବା ବେଳେ ଘଟିଛି ଏହି ଦୁର୍ଘଟଣା। ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ବସ୍ତା ଥାନା ଭୋଲୋରା ଛକ ନିକଟରେ ରବିବାର ୨ଟି ବାଇକ୍‌…

ବେରୋଜଗାରୀଙ୍କୁ ଦେଖାଇଛି ବାଟ

ଖଇରା, ୫।୯(ଡି.ଏନ.ଏ.)-ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ମାଧ୍ୟମରେ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନରେ ଚଳିତବର୍ଷ ୬୦ଜଣ ମୋ ପୋଖରୀ ଯୋଜନାରେ ଉପକୃତ ହୋଇପାରିଛନ୍ତି। କରୋନା ମହାମାରୀ ସମୟରେ ମୃତ୍ତିକା ସଂରକ୍ଷଣ ବିଭାଗର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପୋଖରୀ ଖୋଳିଥିବା…

ଅଧାବାଟରେ ଫାଟିଲା ଆମ୍ବୁଲାନ୍ସ ଚକା: ଷ୍ଟ୍ରେଚରରେ ରୋଗୀଙ୍କୁ ନେଲେ କର୍ମଚାରୀ

ସଜନାଗଡ଼, ୪।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ହସ୍ପିଟାଲକୁ ଶୁକ୍ରବାର ପୂର୍ବାହ୍ନରେ ଜଣେ ରୋଗୀଙ୍କୁ ୧୦୮ ଆମ୍ବୁଲାନ୍ସରେ ଅଣାଯାଉଥିବା ବେଳେ ନୀଳଗିରି ବଜାରରେ ଆମ୍ବୁଲାନ୍ସର ପଛ ଚକା ଫାଟିଯାଇଥିଲା। ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଥିଲେ ରୋଗୀ ଓ ୧୦୮ କର୍ମଚାରୀ। ପରେ ରୋଗୀଙ୍କୁ ଚଲାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri