ବାଲେଶ୍ୱର

ଭାଜପା ଜିଲା ସଭାପତିଙ୍କ ଆପତ୍ତିଜନକ ଫଟୋ ଭାଇରାଲ

ବାଲେଶ୍ୱର ଅଫିସ, ୧୭।୧୨:ବାଲେଶ୍ୱର ଜିଲା ଭାଜପା ସଭାପତି ଉମାକାନ୍ତ ମହାପାତ୍ରଙ୍କ ସହ ଜଣେ ମହିଳାଙ୍କ ଆପତ୍ତିଜନକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ଚର୍ଚ୍ଚାର ବିଷୟ ହୋଇଛି। ତେବେ ମହିଳା ଜଣକ କିଏ, କେଉଁ ଉଦ୍ଦେଶ୍ୟରେ ଏହି ଫଟୋ ପୋଷ୍ଟ କରାଯାଇଛି…

ସ୍ବାସ୍ଥ୍ୟସେବା ଉପରେ ତୁଟୁଛି ଭରସା

ଭୋଗରାଇ, ୧୬।୧୨(ଡି.ଏନ.ଏ.) ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ରାଜ୍ୟରେ ସର୍ବବୃହତ୍‌ ବ୍ଲକ ଭାବେ ପରିଚିତ ଥିଲେ ମଧ୍ୟ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ପଛୁଆ ରହିଛି। ଏହି ବ୍ଲକର ୫୦ ପଞ୍ଚାୟତରେ ଜନସଂଖ୍ୟା ପ୍ରାୟ ୩ଲକ୍ଷରୁ ଊର୍ଦ୍ଧ୍ୱ। ଉପାନ୍ତ ଇଲାକାରେ ଉନ୍ନତ ସ୍ବାସ୍ଥ୍ୟସେବା ମିଳୁ…

ଟର୍ପେଡୋ ସିଷ୍ଟମର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୧୪।୧୨: ସୁପରସୋନିକ୍‌ କ୍ଷେପଣାସ୍ତ୍ର ସହାୟକ ଟର୍ପେଡୋ (ସ୍ମାର୍ଟ) ସିଷ୍ଟମର ସଫଳ ପରୀକ୍ଷଣ ସୋମବାର ହ୍ବିଲର୍‌ ଦ୍ୱୀପରୁ କରାଯାଇଥିବା ସୂଚନା ମିଳିଛି। ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଙ୍ଗଠନ (ଡିଆର୍‌ଡିଓ) ଦ୍ୱାରା ଏହି (ସ୍ମାର୍ଟ) ସିଷ୍ଟମର ବିକାଶ କରାଯାଇଛି। ବୁଡ଼ାଜାହାଜ-ବିରୋଧୀ…

ଜୀବିକା ପାଲଟିଛି ଝୋଟ ଶିଳ୍ପ

ବାଲେଶ୍ୱର ଅଫିସ,୧୩|୧୨: ବାଲେଶ୍ୱର ଜିଲାରେ ମିଶନ ଶକ୍ତି ଦ୍ୱାରା ପରିଚାଳିତ ମହିଳା ଉତ୍ପାଦକ ଗୋଷ୍ଠୀମାନଙ୍କୁ ଝୋଟ ଶିଳ୍ପର ବିକାଶ ନିମନ୍ତେ ସରକାର ବିଭିନ୍ନ ସହାୟତା ଯୋଗାଇ ଦେଉଛନ୍ତି। ବାହାନଗା ବ୍ଲକ ପଣପଣା ପଞ୍ଚାୟତ ଅନ୍ତର୍ଗତ ମାଳଦାପଡ଼ା ଗାଁରେ ୭ଟି ଏସ୍‌ଏଚ୍‌ଜି ଗ୍ରୁପ୍‌ର…

ଆରମ୍ଭ ହେଲା ଘାଘରା ସେତୁ ନିର୍ମାଣ

ସଜନାଗଡ,୧୩|୧୨(ଡି.ଏନ.ଏ.) ବାଲେଶ୍ୱର ଜିଲା ସେରଗଡ଼, ଭାୟା-ନୀଳଗିରି, ଉଦଳା, ମୟୂରଭଞ୍ଜ ଜିଲାକୁ ସଂଯୋଗ କରୁଥିବା ୧୯ନଂ. ରାଜ୍ୟ ରାଜପଥ ସଜନାଗଡ଼ ଦେଇ ଯାଇଥିବା ଘାଘରା ନଦୀ ଉପରେ ସେତୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ତେବେ ଠିକାଦାର ସେତୁର ଉଭୟ ପାର୍ଶ୍ୱରେ ସିମେଣ୍ଟ…

ବିଏଡ୍‌ ପାଠ୍ୟକ୍ରମ ନାଁରେ ଜାଲିଆତି

ବାଲେଶ୍ୱର ଅଫିସ, ୧୨।୧୨: ବାଲେଶ୍ୱର ସହର ପଢୁଆଁପଦାସ୍ଥିତ ସିଆଇଏମ୍‌ଆଇଟି ଅନୁଷ୍ଠାନ ବିଏଡ୍‌ ପାଠ୍ୟକ୍ରମ ନାଁରେ ଶତାଧିକ ଛାତ୍ରୀଛାତ୍ରଙ୍କୁ ଶୋଷଣ କରୁଥିବା ଶନିବାର ସହଦେବଖୁଣ୍ଟା ମଡ଼େଲ ଥାନାରେ ଲିଖିତ ଅଭିଯୋଗ ହୋଇଛି। ନୀଳଗିରି ଅଞ୍ଚଳର ଦୁଇଜଣ ଛାତ୍ରୀ ଏଭଳି ଅଭିଯୋଗ ଆଣିଛନ୍ତି। ଅଭିଯୋଗ…

ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ, କାଠ ଜବତ

ବାହାନଗା/ସୋର, ୯।୧୨(ଡି.ଏନ.ଏ.) ବାଲେଶ୍ୱର ଜିଲା ବାହାନଗା ବ୍ଲକ ସୋର ଥାନା ଅଧୀନ ତଳନଗର ପଞ୍ଚାୟତ ବାଇନଣ୍ଡା ଓ ଅଞ୍ଜି ପଞ୍ଚାୟତ ଜୟୀନଗର ଗ୍ରାମରେ ଚୋରା କରତକଳ ଉପରେ ବନବିଭାଗ ପକ୍ଷରୁ ଚଢାଉ କରାଯାଇ ଲକ୍ଷାଧିକ ଟଙ୍କାର କାଠକଟା ମେଶିନ ଗ୍ୟାସ କଟର…

୧୫ରୁ ଜିଲାରେ ଖରିଫ ଧାନ ସଂଗ୍ରହ, ଖୋଲିଲା କଣ୍ଟ୍ରୋଲ ରୁମ୍‌

ବାଲେଶ୍ୱର ଅଫିସ, ୯।୧୨: ଖରିଫ ଋତୁ ୨୦୨୧-୨୨ପାଇଁ ଆସନ୍ତା ଡିସେମ୍ବର ୧୫ରୁ ବାଲେଶ୍ୱର ଜିଲାର ବିଭିନ୍ନ ମଣ୍ଡିରେ ଚାଷୀଙ୍କଠାରୁ ଧାନ ସଂଗ୍ରହ ଆରମ୍ଭ ହେବ। ଏଥିଲାଗି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶନାମା ଅନୁଯାୟୀ ଚାଷୀମାନଙ୍କ ସହାୟତା ପାଇଁ ଜିଲା ସଦର ମହକୁମାରେ ଏକ…

୫ ବୃହତ୍‌ ଜଳସେଚନ ପ୍ରକଳ୍ପ ଲାଗି ୧ କୋଟି ମଞ୍ଜୁର

ଜଳେଶ୍ୱର, ୯।୧୨(ଡି.ଏନ.ଏ.) ଦୀର୍ଘ ୪ ଦଶନ୍ଧି ଧରି ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନରେ ମୋଡିଫାଏଡ ଏରିଆ ଏଜେନ୍ସି (ମାଡା) ପ୍ରକଳ୍ପ କାର୍ଯ୍ୟ କରିଆସୁଥିଲେ ମଧ୍ୟ ସ୍ବଳ୍ପ ଅର୍ଥ ବିନିଯୋଗ ଯୋଗୁ ରାଇବଣିଆ ଅଞ୍ଚଳର ୬ଟି ପଞ୍ଚାୟତର ବିକାଶ ଠିକ୍‌ ଭାବେ…

ସୁପରସୋନିକ୍‌ କ୍ରୁଜ୍‌ କ୍ଷେପଣାସ୍ତ୍ର ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୯।୧୨: ବାଲେଶ୍ୱର ଜିଲା ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ର(ଆଇଟିଆର୍‌)ରୁ ‘ବ୍ରହ୍ମୋସ’ ସୁପରସୋନିକ୍‌ କ୍ରୁଜ୍‌ କ୍ଷେପଣାସ୍ତ୍ର ଏୟାରଭର୍ସନ୍‌ର ପରୀକ୍ଷଣ ସଫଳ ହୋଇଛି। ବୁଧବାର ପୂର୍ବାହ୍ନ ୧୦ଟା ୩୦ମିନିଟ୍‌ ସମୟରେ ସୁଖୋଇ-୩୦ ଏମ୍‌କେ-୧ ଯୁଦ୍ଧବିମାନରୁ ଏହି କ୍ଷେପଣାସ୍ତ୍ର ପରୀକ୍ଷଣ କରାଯାଇଥିଲା। ବିମାନରୁ ସମସ୍ତ…

ଫସଲ ବଞ୍ଚାଇବା ଚିନ୍ତାରେ ଚାଷୀ

ବାଲେଶ୍ୱର ଅଫିସ/ ଭୋଗରାଇ,୬।୧୨(ଡି.ଏନ.ଏ) ବାତ୍ୟା ‘ଜୱାଦ’ ପ୍ରଭାବରେ ବାଲେଶ୍ୱର ଜିଲାରେ ଦୁଇଦିନ ହେଲା ବର୍ଷା ଲାଗି ରହିଛି। ଶନିବାର ଦିନତମାମ୍‌ ଝିପି ଝିପି ବର୍ଷା ହେବା କାରଣରୁ ରବିବାର ସକାଳ ୮ଟା ସୁଦ୍ଧା ଜିଲାରେ ହାରାହାରି ୨୪ ମି.ମି. ବର୍ଷା ହୋଇଥିବା…

ଗାଁରେ ଆତଙ୍କ ଖେଳାଉଛନ୍ତି ହାତୀପଲ

ବାଲେଶ୍ୱର ଅଫିସ,୫ା୧୨: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧିନସ୍ଥ ନଟାକଟା ପଞ୍ଚାୟତରେ ଶନିବାର ରାତିରେ ହାତୀ ଆତଙ୍କ ଦେଖିବାକୁ ମିଳିଛି। ମୟୂରଭଞ୍ଜ ଜିଲା ମୋରଡ଼ା ଅଞ୍ଚଳରୁ ୧୫ରୁ ଊଦ୍ଧର୍‌ବ ହାତୀପଲ ଅମର୍ଦ୍ଦାରୋଡ୍‌ ଷ୍ଟେଶନ ନିକଟସ୍ଥ ରେଳ ଲାଇନ ଡେଇଁ ନଟାକଟା ପଞ୍ଚାୟତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?