ବାଲେଶ୍ୱର

ଉତ୍ତାଳ ସମୁଦ୍ର, ସବୁଠି ସତର୍କ

ଭୋଗରାଇ, ୫।୧୨(ଡି.ଏନ.ଏ.) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ଜୱାଦ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇ ଉତ୍ତର-ପୂର୍ବ ମୁହାଁ ହେଉଥିବାରୁ କୂଳବାସୀଙ୍କୁ ଆଶ୍ୱସ୍ତି କରିଛି। ତେବେ ପାଗର ଅବନତି ହୋଇଥିବା ବେଳେ ବାତ୍ୟାର ଭୟ ମନରୁ…

ବାତ୍ୟା ଭୟ: ଉପକୂଳମୁହାଁ ଟ୍ରଲର, ଡଙ୍ଗା

ଭୋଗରାଇ, ୪।୧୨ (ଡି.ଏନ.ଏ.)-ବଙ୍ଗୋପସାଗରରୁ ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ଜୱାଦ। ମେ’ ରେ ସାମୁଦ୍ରିକ ଝଡ଼ ‘ୟାସ୍‌’ ତାଣ୍ଡବ ମନରୁ ଲିଭି ନ ଥିବା ବେଳେ ପୁଣି ଏକ ସମ୍ଭାବ୍ୟ ବାତ୍ୟା ଆଶଙ୍କାକୁ ନେଇ ଉପକୂଳବାସୀଙ୍କୁ ଭୟଭୀତ ହୋଇପଡିଛନ୍ତି। ଏହି ବାତ୍ୟା…

ମିଳିଲା ଅପହୃତା ଶିଶୁକନ୍ୟାର ମୃତଦେହ

ରୂପସା,୨୮।୧୧(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଅଧୀନ ଶ୍ରୀରାମପୁର ପଞ୍ଚାୟତ ନିମା ଗ୍ରାମରୁ ନିଖୋଜ ଥିବା ଶିଶୁକନ୍ୟାଙ୍କ ମୃତଦେହ ରବିବାର ସ୍ଥାନୀୟ ଏକ ପୋଖରୀରୁ ମିଳିଛି। ହେଲେ ଝିଅକୁ ଅପହରଣ ପରେ ହତ୍ୟା କରି ପୋଖରୀରେ ଫିଙ୍ଗି ଦିଆଯାଇଥିବା ପରିବାର ଲୋକେ ଥାନାରେ…

ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ଏପାଖସେପାଖ

ବାଲେଶ୍ୱର ଅଫିସ, ୨୭।୧୧: ସ୍କୁଲ ଛାତ୍ରୀଛାତ୍ର ହଟହଟା ଛାତ୍ରୀଛାତ୍ର ସ୍କୁଲ ଯିବା ପାଇଁ ଅସୁବିଧା ସମ୍ମୁଖୀନ ହୋଇଥିଲେ। ନବମ ଶ୍ରେଣୀ ପରୀକ୍ଷା ଥିବାରୁ ଛାତ୍ରୀଛାତ୍ର ତଥା ଅଭିଭାବକ ଗାଡ଼ି ଚଳାଚଳ ବନ୍ଦର ପ୍ରତିବାଦ କରିଥିଲେ। ସ୍କୁଲ ପ୍ରଧାନଶିକ୍ଷକ ଏ ସମ୍ପର୍କରେ ଜିଲା…

୩୧ ଲକ୍ଷଙ୍କୁ ମିଳିବ ସ୍ମାର୍ଟ ହେଲ୍‌ଥ କାର୍ଡ

ଭୁବନେଶ୍ୱର(ବ୍ୟୁରୋ)/ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ, ୨୬ା୧୧: ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) ଅନ୍ତର୍ଗତ ସ୍ମାର୍ଟ ହେଲ୍‌ଥ କାର୍ଡ ସ୍କିମ୍‌ରେ ଯୋଡ଼ିହୋଇଛି ବାଲେଶ୍ୱର ଏବଂ ଭଦ୍ରକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଉଭୟ ଜିଲାରେ ଏହି ସ୍ବାସ୍ଥ୍ୟ କାର୍ଡ ବଣ୍ଟନର…

ବିର୍ଲା ଟାୟାର୍ସକୁ କାର୍ଯ୍ୟକ୍ଷମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ବାଲେଶ୍ୱର ଅଫିସ, ୨୭।୧୧: ବାଲେଶ୍ୱର ବାମପଦାସ୍ଥିତ ବିର୍ଲା ଟାୟାର୍ସ ଜିଲାରେ ଏକ ପ୍ରମୁଖ କାରଖାନା। ଏଥିରେ ୪ହଜାରରୁ ଊର୍ଦ୍ଧ୍ୱ ଲୋକ କାର୍ଯ୍ୟ କରି ନିଜର ପରିବାର ପ୍ରତିପୋଷଣ କରିଥାନ୍ତି। ମହାମାରୀ କରୋନା ଯୋଗୁ ଆର୍ଥିକ ଦୁରବସ୍ଥା ପାଇଁ ୨ବର୍ଷ ଧରି କମ୍ପାନୀ…

ଅନନ୍ୟ ଆକର୍ଷଣ ‘କୁଲଡିହା’

ବାଲେଶ୍ୱର ଅଫିସ,୨୪।୧୧-ବାଲେଶ୍ୱର ଜିଲା ନୀଳଗିରି ଏବଂ ଔପଦା ବ୍ଲକ ପାହାଡ଼ିଆ ଅଞ୍ଚଳର ୨୭୨.୭୫ ବର୍ଗ କି.ମି. ପରିବ୍ୟାପ୍ତ କୁଲଡିହା ଅଭୟାରଣ୍ୟ। ବିଶେଷ କରି ଏହି ଅଭୟାରଣ୍ୟ ହାତୀଙ୍କ ସୁରକ୍ଷାସ୍ଥଳୀ ଭାବେ ପରିଚିତ। ପୁଣି ହାତୀ, ବାଘ, ଭାଲୁ, ଗୟଳ, କୁଟୁରା, ହରିଣ,…

ଡିଜେ ସାଉଣ୍ଡ ପାଇଁ ୬୩ କୁକୁଡ଼ା ମୃତ

ସଜନାଗଡ଼,୨୩।୧୧(ଡି.ଏନ.ଏ.): ଡିଜେ ସାଉଣ୍ଡରେ ୬୩ କୁକୁଡ଼ାଙ୍କ ମୃତ୍ୟୁ ହୋଇଥିବା ମଙ୍ଗଳବାର ଥାନାରେ ଅଭିଯୋଗ ହୋଇଛି। ଏହି ଅଭିଯୋଗ କରିଛନ୍ତି ବାଲେଶ୍ୱର ଜିଲା ନୀଳଗିରି କାଣ୍ଡଗରଡ଼ି ଗ୍ରାମର କୁକୁଡା ଚାଷୀ ରଣଜିତ୍‌। ଅଭିଯୋଗ ଅନୁଯାୟୀ, ଗ୍ରାମରେ ସୋମବାର ରାତିରେ ଏକ ବିବାହ ଉତ୍ସବ…

ଗ୍ୟାସ୍‌ ଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ

ସଜନାଗଡ/ସୋର/ଖଇରା/ରେମୁଣା/ ବାହାନଗା,୨୩ ।୧୧ ବାଲେଶ୍ୱର ସଦର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବାଲେଶ୍ୱର ସଦର ବିଧାନସଭା ନିର୍ବାଚନମଣ୍ଡଳୀ ବିଜୁ ମହିଳା, ଯୁବ ଏବଂ ଛାତ୍ର ଜନତା ଦଳ ତରଫରୁ ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ଧାରଣା ଓ ପ୍ରତିବାଦ ସଭା ସୋମବାର…

ନୂଆ ଓପିଡି ଖୋଲିବାକୁ ଅପେକ୍ଷା

ବାଲେଶ୍ୱର ଅଫିସ,୨୩ ।୧୧ ବାଲେଶ୍ୱର ରେମୁଣା ଗୋଲେଇ ନିକଟରେ ଏମ୍‌ସ ସାଟେଲାଇଟ୍‌ ସେଣ୍ଟର ଓପିଡି ସେବା ପାଇଁ ନିର୍ମାଣାଧୀନ କୋଠା ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଆସନ୍ତା ଡିସେମ୍ବର ଶେଷ ସୁଦ୍ଧା ଏହି ଓପିଡି ସେଣ୍ଟର କାର୍ଯ୍ୟକ୍ଷମ ହେବ ବୋଲି ବିଭାଗୀୟ ସୂତ୍ରରୁ…

ଜାମୁଝାଡ଼ି ସମବାୟ ସମିତି ଗୋଦାମ ସିଲ୍‌

ସିମୁଳିଆ,୨୨।୧୧(ଡି.ଏନ.ଏ.): ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତିଙ୍କ ନିର୍ଦ୍ଦେଶରେ ଜିଲା ଯୋଗାଣ ବିଭାଗ ଶନିବାର ରାତିରେ ସିମୁଳିଆ ବ୍ଲକ ଜାମୁଝାଡ଼ି ସେବା ସମବାୟ ସମତିର ଗୋଦାମ ଗୃହକୁ ସିଲ୍‌ କରିଛି। ଗତ ୧୫ ତାରିଖରେ ଏହି ସେବା ସମବାୟ ସମିତି ଗୋଦାମ ଗୃହ…

ଜିଏସ୍‌ଟି ଠକେଇ ଅଭିଯୋଗ: ଫର୍ନିଚର ଶୋ’ରୁମ୍‌ରେ ଚଢ଼ାଉ

ବାଲେଶ୍ୱର ଅଫିସ,୧୮।୧୧: ଜିଏସ୍‌ଟି (ଗୁଡ୍‌ ସର୍ଭିସ୍‌ ଟ୍ୟାକ୍ସ) ଠକେଇ ଅଭିଯୋଗରେ ଏନଫୋର୍ସମେଣ୍ଟ ଟିମ୍‌ ପକ୍ଷରୁ ବୁଧବାର ବାଲେଶ୍ୱର ଜିଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା। ସହରର ସିନେମା ହଲ୍‌ ଛକ ନିକଟସ୍ଥ ପଣ୍ଡା ଫର୍ନିଚର ଶୋ’ରୁମ୍‌ ଏବଂ ଉକ୍ତ ମାଲିକଙ୍କ ଅନ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?