ବାଲେଶ୍ୱର

ଅମଳ ସରିଲା, ଏବେ ବିକ୍ରି ଚିନ୍ତା

ରୂପ୍‌ସା, ୨୧।୫-ରବିଧାନ ଅମଳ ସରିଗଲାଣି। ଏବେ ବିକ୍ରୀ ନେଇ ଚାଷୀ ଚିନ୍ତାରେ ପଡିଛି। ଏଯାଏ ଟୋକନ ମିଳିନି। ରବିଧାନରେ ବିହନ, ସାର, ଔଷଧ ଆଦି ପର୍ଯ୍ୟାପ୍ତ ଖର୍ଚ୍ଚ ପରେ ଚାଷୀ ସରକାରୀ ମୂଲ୍ୟରେ ଧାନ ବିକ୍ରି କରି ନ ପାରି...

ଡରାଇଲାଣି ସମ୍ଭାବ୍ୟ ବାତ୍ୟା

ଭୋଗରାଇ,୨୧।୫(ଡି.ଏନ.ଏ.)-ପୂର୍ବ-ମଧ୍ୟୀୟ ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ସମ୍ଭାବ୍ୟ ବାତ୍ୟା ‘ୟାସ’ ବାଲେଶ୍ୱର ଓ ପଶ୍ଚିମବଙ୍ଗ ଉପୂକଳରେ ତାଣ୍ଡବ ରଚାଇବ ବୋଲି ବିଭିନ୍ନ ପାଣିପାଗ ଦପ୍ତର ଆଗୁଆ ସତର୍କ ସୂଚନା ଦେବା ଯୋଗୁ ଉପକୂଳବାସୀ ଭୟଭୀତ ହୋଇପଡିଛନ୍ତି। ବାଲେଶ୍ୱର ଜିଲାପାଳ, ଏସ୍‌ପିଙ୍କ ସହ...

ଅଂଶୁଘାତରେ ଛୁଆ ହାତୀର ମୃତ୍ୟୁ

ସଜନାଗଡ଼,୨୦।୫: ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡ଼ିହା ଅଭୟାରଣ୍ୟରୁ ବନବିଭାଗ ଏକ ଛୁଆ ହାତୀର ମୃତଦେହ ଉଦ୍ଧାର କରିଛି। ହାତୀର ବୟସ ୩ ବର୍ଷ ହେବ। ଅଂଶୁଘାତ ଯୋଗୁ ହାତୀର ମୃତ୍ୟୁ ହୋଇଥିବା ବନ ବିଭାଗ ପକ୍ଷରୁ ଅନୁମାନ କରାଯାଉଛି।...

୩୦ବର୍ଷ ପରେ ପୁଣି ଆଖୁ ଚାଷ

ସିମୁଳିଆ,୧୮।୫ – ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ବାଟି ପଞ୍ଚାୟତର ହରିସିଂହପୁର ଅଞ୍ଚଳରେ ପ୍ରାୟ ୩୦ବର୍ଷ ପରେ ପୁଣି ଆଖୁଚାଷ ଆରମ୍ଭ ହୋଇଛି। କୃଷି ବିଭାଗର ଅବହେଳା ମନୋଭାବ ଯୋଗୁ ପ୍ରାୟ ୫ମାସ ବିଳମ୍ବରେ ଏହି ଚାଷ ଆରମ୍ଭ ହୋଇଛି।...

କରୋନା ଚିକିତ୍ସା ଉପକରଣର କଳାବଜାର

ବାଲେଶ୍ୱର ଅଫିସ, ୧୭।୫-ବାଲେଶ୍ୱର ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଲୋକମାନେ ଘରେ ରହି ଚିକିତ୍ସିତ ହେବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଉଛି। ଅନଲାଇନ ସ୍ବାସ୍ଥ୍ୟସେବା ଏବଂ ଟେଲିଫୋନ ଯୋଗେ ଡାକ୍ତରଙ୍କ ସହ ଯୋଗାଯୋଗ କରି...

ତାଳସଜ ବେପାରରେ ଚଳୁଛି ପରିବାର

ସିମୁଳିଆ,୧୭।୫-ମହାମାରୀ କରୋନା ସମୟରେ କ୍ଷୁଦ୍ର ବ୍ୟବସାୟୀମାନେ ଜୀବିକା ହରାଇ ନିରାଶ ହୋଇପଡିଥିବା ବେଳେ ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଗୌଡ଼ଦିଆ ଅଞ୍ଚଳର ୬୪ବର୍ଷୀୟ ବ୍ରଜ ଶିଅଳ ଏବେ ରାସ୍ତାକଡରେ ତାଳସଜ ବିକି ବେଶ୍‌ ଦୁଇ ପଇସା ରୋଜଗାର କରୁଛନ୍ତି। ଏଭଳି...

ଖଣି ଜଗିବେ ସ୍ବତନ୍ତ୍ର ଫୋର୍ସ

ଖଇରା, ୧୬।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡର ୯୭ ଖଣିରେ ୧୪୪ଧାରା ଲାଗୁ ସତ୍ତ୍ୱେ ପଥର ଚୋରା ଚାଲାଣ ଅବ୍ୟାହତ ରହିଛି। ଖଇରା ତହସିଲର କେତେଜଣ ଅସ୍ଥାୟୀ କର୍ମଚାରୀ ଓ ଖଣି ବ୍ୟବହାରୀଙ୍କ ମଧ୍ୟରେ ଭିତିରି ବୁଝାମଣା...

ଗଳାବାଟରେ ଚାଲିଛି ଚଳପ୍ରଚଳ

ଜଳେଶ୍ୱର, ୧୫ା୫(ଡି.ଏନ.ଏ.): କରୋନା ଭୂତାଣୁର ୨ୟ ଲହର ସମଗ୍ର ଦେଶରେ କାୟା ବିସ୍ତାର କରି ଚାଲିଥିବା ବେଳେ ପଶ୍ଚିମବଙ୍ଗ ମ୍ୟୁଟାଣ୍ଟକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ କଠୋର ନୀତି ଅବଲମ୍ବନ କରାଯାଇଛି। ଓଡିଶା-ପଶ୍ଚିମବଙ୍ଗ ସୀମା ସିଲ୍‌ କରାଯିବା ସହିତ ଯାନବାହନ...

ପୋଲ ତଳକୁ ଖସିଲା କାର୍‌

ବାଲେଶ୍ୱର ଅଫିସ,୧୫।୫: ବାଲେଶ୍ୱର ଜିଲା ଏନଏଚ୍‌-୧୬ ର୍ବିଲା ଟାୟାର ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଶନିବାର ସକାଳୁ ପୋଲ ତଳକୁ କାର୍‌ ଖସି ପଡ଼ିଛି। ଏଥିଯୋଗୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ...

କରୋନାରେ ଯୁବ ଓଡ଼ିଆ ବୈଜ୍ଞାନିକଙ୍କ ମୃତ୍ୟୁ

ବାହାନଗା,୧୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ଅଞ୍ଚଳର ଯୁବ ବୈଜ୍ଞାନିକ ବୈଦ୍ୟନାଥ ମହାନ୍ତିଙ୍କ କରୋନାରେ ମୃତ୍ୟୁ ହୋଇଯାଇଛି। ଗତ ୧୫ଦିନ ପୂର୍ବରୁ ତାଙ୍କ ବଡଭାଇ ବିଶ୍ୱନାଥଙ୍କ ମୃତ୍ୟୁ ହୋଇଥିଲା। ବଡଭାଇଙ୍କ ମୃତ୍ୟୁ ଖବର ଶୁଣି ବୈଦ୍ୟନାଥ କୁଏତରୁ ଦିଲ୍ଲୀ ଆସିବା...

କାଳବୈଶାଖୀ ବର୍ଷା: ଜମିରେ ଭାସୁଛି ପାଚିଲା ଧାନ

ଲଙ୍ଗଳେଶ୍ୱର, ୧୪।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ଅଞ୍ଚଳରେ ଅଦିନିଆ କାଳବୈଶାଖୀ ବର୍ଷା ଯୋଗୁ ହେକ୍ଟର ହେକ୍ଟର ଜମିରେ ପାଚିଲା ଧାନ ସବୁ ପାଣିରେ ଭାସୁଛି। ବିଶେଷ କରି ଧାନଜମିରେ ଦୁଇ ଫୁଟ୍‌ ଉଚ୍ଚତାରେ ପାଣି ପ୍ରବାହିତ ହେଉଛି। ପବନ ସହ ବର୍ଷା...

ଆୟୁର୍ବେଦିକ ଔଷଧ ବଣ୍ଟନରେ ବିଳମ୍ବ

ବାଲେଶ୍ୱର ଅଫିସ, ୧୪।୫-ମହାମାରୀ କରୋନା ସମୟରେ ଜିଲାରେ ସଂକ୍ରମଣ ହୁ ହୁ ହୋଇ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଶରୀରର ରୋଗ ପ୍ରତିଷେଧକ ଶକ୍ତି ବୃଦ୍ଧି ପାଇଁ ନିୟମିତ ଯୋଗ ପ୍ରାଣାୟମ ସାଙ୍ଗକୁ ଆୟୁର୍ବେଦ ଔଷଧ ସେବନ ଉପରେ ଗୁରୁତ୍ୱ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri