ବାଲେଶ୍ୱର

‘ଚାକିରି କରି ଭୁଲ୍‌ କରିଛି, ମୋତେ ଭିକ୍ଷା ଦିଅନ୍ତୁ ’

ଜଳେଶ୍ୱର, ୧୮।୧୧(ଡି.ଏନ୍‌.ଏ.) ମୁଁ ଚାକିରି କରି ଭୁଲ୍‌ କରିଛି, ମୋତେ ଭିକ୍ଷା ଦିଅନ୍ତୁ ବୋଲି କହି ଜଳେଶ୍ୱର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ସମସ୍ତଙ୍କ ନିକଟରେ ନେହୁରା ହେଉଛନ୍ତି ଜଣେ ଅବସରପ୍ରାପ୍ତ କର୍ମଚାରୀ। ଚଳିତବର୍ଷ ଫେବୃୟାରୀରେ ବାଲେଶ୍ୱର ଜିଲାର ଜଳେଶ୍ୱର ତହସିଲ କାର୍ଯ୍ୟାଳୟରୁ…

ଋଣ ଚିନ୍ତାରେ ବିଷ ପିଇଲେ ଚାଷୀ

ଜଳେଶ୍ୱର, ୧୬।୧୧(ଡି.ଏନ.ଏ.): ଚକଡ଼ା ପୋକ ଲାଗି ଚାଷ ଉଜୁଡ଼ିଯିବାରୁ ଜଣେ ଚାଷୀ ଋଣ ଶୁଝିବା ଚିନ୍ତାରେ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ଆରୁହା ପଞ୍ଚାୟତ ଶାଳିକୋଠା ଗ୍ରାମରେ। ମୃତ…

୨୬ ବର୍ଷ ପରେ ଘରକୁ ଫେରିଲେ ସନିଆ

ସୋର,୧୫ା୧୧(ଡି.ଏନ.ଏ) ୧୯୯୫ରୁ ନିଖୋଜ ଥିବା ବାଲେଶ୍ୱର ଜିଲା ସୋର ବ୍ଲକ ସାଧୁଆପଡା ଗ୍ରାମର ସତ୍ୟାନନ୍ଦ ନାୟକଙ୍କ ପୁଅ ସନିଆ ୨୬ ବର୍ଷ ପରେ ରବିବାର ଘରକୁ ଫେରିଛନ୍ତି। ଏନେଇ ତାଙ୍କ ପରିବାରରେ ଖୁସିର ଲହରୀ ଖେଳିଯାଇଛି। ସତ୍ୟାନନ୍ଦଙ୍କ ୫ ପ୍ରାଣୀ ସୁଖର…

‘ପ୍ରତିଟି ମୁହୂର୍ତ୍ତ ଥିଲା ଚ୍ୟାଲେଞ୍ଜିଂ’

ସିମୁଳିଆ,୧୪।୧୧: ୧୯୬୫ ଓ ୧୯୭୧ ମସିହାରେ ଦୁଇଟି ଯୁଦ୍ଧର ସାମ୍ନା କରିଥିବା ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଚାଲୁଣିଗାଁ ଅଞ୍ଚଳର ଖଗେନ୍ଦ୍ର ପ୍ରସାଦ ରଥ (୭୭)ଙ୍କୁ ବୀରତ୍ୱ ପାଇଁ ମିଳିଛି ସ୍ବତନ୍ତ୍ର ସମ୍ମାନ। ଭୁବନେଶ୍ୱରରେ ରାଜ୍ୟପାଳ ଓ ବାଲେଶ୍ୱର ଚାନ୍ଦିପୁର ପ୍ରତିରକ୍ଷା…

ପ୍ରେମିକାଙ୍କ ମାମୁଘର ଗାଁକୁ ଆସି ଛେଚା ଖାଇଲେ ପ୍ରେମିକ

ଜଳେଶ୍ୱର, ୧୧|୧୧(ଡି.ଏନ.ଏ.)-ପ୍ରେମିକାଙ୍କୁ ଦେଖା କରିବାକୁ ଆସି ପ୍ରେମିକ ମାଡ ଖାଇ ଡାକ୍ତରଖାନାରେ ଭର୍ତ୍ତି ହେବା ଘଟଣା ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଉକ୍ତ ଯୁବକ ଗାଁ ପାଖ ଜଣେ ନାବାଳିକାଙ୍କୁ ପ୍ରେମ କରୁଥିଲେ। ନାବାଳିକାଙ୍କ ଘର ଲୋକ…

ବେଦ ମନ୍ତ୍ର ଧ୍ବନିରେ କମ୍ପିଲା ଅମ୍ବିକାଶ୍ରମ

ଖଇରା,୧୦।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁପାରୀସ୍ଥିତ ଅମ୍ବିକା ଆଶ୍ରମର ପ୍ରତିଷ୍ଠାତା ଓଁକାର ମୁନୀ ଉଦାସୀନଙ୍କ ଦେହାନ୍ତ ପରିପ୍ରେକ୍ଷୀରେ ତାଙ୍କର ଶିଷ୍ୟ ଶୁଭେନ୍ଦ୍ର ମୁନୀଙ୍କୁ ତାଙ୍କସ୍ଥାନରେ ଅଭିଷିକ୍ତ କରାଯାଇଛି। ଏହି ଅବସରରେ ବୁଧବାର ଅମ୍ବିକାଶ୍ରମ ଆୟେଜିତ ସତସଙ୍ଗ କାର୍ଯ୍ୟକ୍ରମରେ ଓଡ଼ିଶା…

‘ଅଣ୍ଡା, ଚାଉଳ ଫେରାଇ ନିଅ, ସ୍କୁଲ ଚାଲୁ କର’

ଭୋଗରାଇ, ୯।୧୧(ଡି.ଏନ.ଏ.)-ପ୍ରାଥମିକ ବିଦ୍ୟାଳୟ ଖୋଲିବା ଦାବିରେ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମ୍ମୁଖରେ ସୋମବାର ବାରବାଟିଆ ଆଦିବାସୀ ପ୍ରାଥମିକ ବିଦ୍ୟାଳୟ ଓ ଘଣ୍ଟିଲୋଡ଼ି ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ର ଓ ଅଭିଭାବକମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ବହୁ ଛାତ୍ରୀଛାତ୍ର ଥାନାଛକଠାରୁ ଶୋଭାଯାତ୍ରାରେ ବାହାରି…

ପୋକ ଲାଗି ଫସଲ ନଷ୍ଟ

ଖଇରା, ୯ା୧୧(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ବ୍ଲକ ମାଣିତ୍ରୀ ପଞ୍ଚାୟତ ଅଧୀନ ମାଣିତ୍ରୀ, ଜଳଙ୍ଗଗଣ୍ଡିବେଡ, ମହୁଜମପୁର ଆଦି ଗ୍ରାମର ଅଧିବାସୀମାନେ ଧାନଜମିରେ ଜଉଆ ବା ମାଟିଆଗୁଣ୍ଡି ପୋକ ଲାଗି ଶହ ଶହ ଏକର ଚାଷଜମି ନଷ୍ଟ ହୋଇଥିବା ନେଇ ଖଇରା ବ୍ଲକ ବିଡିଓ…

୧୦ବର୍ଷର ପୁଅ ହୃତ୍‌ପିଣ୍ଡରେ ଛିଦ୍ର

ସିମୁଳିଆ, ୮।୧୧(ଡି.ଏନ.ଏ.) କଥାରେ ଅଛି ଦୁଃଖ ଯେତେବେଳେ ଆସେ ନିଜର ବନ୍ଧୁ ବାନ୍ଧବଙ୍କୁ ନେଇଆସେ। ଏଭଳି ଏକ ଦୁଃଖର ପାହାଡ ଛିଣ୍ଡିପଡିଛି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ବଙ୍ଗାଳପୁର ପଞ୍ଚାୟତ ଭଗିଆ ଗ୍ରାମର ଭାରତୀ ଦେବନାଥ(୩୦)ଙ୍କ ପରିବାରରେ। ଗତ ୩ବର୍ଷ ପୂର୍ବେ…

ଭାଲୁ ଗୋଡାଇବାରୁ ଡେଁଇଲେ ପୋଖରୀକୁ

ସଜନାଗଡ଼,୭।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ସହରରେ ରବିବାର ଭାଲୁ ଆତଙ୍କ ଦେଖିବାକୁ ମିଳିଥିଲା। ପ୍ରାତଃ ଭ୍ରମଣରେ ଯାଉଥିବା ଜଣେ ଯୁବକଙ୍କୁ ଭାଲୁଟି ଗୋଡ଼ାଇବାରୁ ସେ ଜୀବନ ବଞ୍ଚାଇବାକୁ ଯାଇ ପୋଖରୀ ମଧ୍ୟକୁ ଡେଇଁ ପଡ଼ିଥିଲେ। କିଛି ସମୟ ଧରି ଭାଲୁ ସହର…

୧୯୯୫ ବୋମା ବିସ୍ଫୋରଣ, ୪ ମୁଖ୍ୟ ଅଭିଯୁକ୍ତ ଗିରଫ

ବାଲିଆପାଳ, ୬।୧୧(ସ୍ବ.ପ୍ର.):୧୯୯୫ରେ ହୋଇଥିବା ବୋମା ବିସ୍ଫୋରଣରେ ୱାରେଣ୍ଟି ଥିବା ୪ଅଭିଯୁକ୍ତଙ୍କୁ ବାଲେଶ୍ୱର ଜିଲା ବାଲିଆପାଳ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ୧୯୯୫ରେ ବାଲେଶ୍ୱରରୁ ବାଲିଆପାଳ ଯାଉଥିବା ଏକ ବସ୍‌ ବାଲିଆପାଳ ବ୍ଲକ ଛକରେ ଛିଡ଼ା ହୋଇଥିବା ବେଳେ ଗୋଟିଏ ବୁରାରେ…

ଯବାନ ବଖାଣିଲେ ୧୯୭୧ ଭାରତ-ପାକ୍‌ ଯୁଦ୍ଧ ଅନୁଭୂତି

ବାଲେଶ୍ୱର ଅଫିସ, ୭।୧୧: ବାଲେଶ୍ୱରର ରାଣୀପାଟଣା ସ୍ଥିତ ବ୍ୟାଙ୍କକଲୋନୀରେ ଅବସ୍ଥାନ କରୁଛନ୍ତି ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଯବାନ ଗୋପାଳକୃଷ୍ଣ ଦାସ। ୧୯୭୧ ଭାରତ-ପାକିସ୍ତାନର ଯୁଦ୍ଧ ବିଜୟର ସ୍ବର୍ଣ୍ଣିମ ଜୟନ୍ତୀ ଉତ୍ସବ ଶନିବାର ପରିବାର ସହ ପାଳନ କରିଛନ୍ତି। ଆଉ ବଖାଣିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?