ଗୋଇନ୍ଦା ସୂଚନା ପରେ ସୀମାନ୍ତରେ ହାଇ ଆଲର୍ଟ, ୧୦ଟି ସ୍ଥାନରେ ୨୪ଘଣ୍ଟିଆ ନାକା ଚେକିଂ
ଭୋଗରାଇ, ୩ା୫(ପ୍ରଦୀପ ଦାସ): ପହଲଗାମରେ ୨୬ଜଣ ପର୍ଯ୍ୟଟକଙ୍କୁ ଆତଙ୍କବାଦୀ ଗୁଳି କରି ହତ୍ୟା ଘଟଣା ସାରା ବିଶ୍ୱକୁ ସ୍ତବ୍ଧ କରିଦେଇଥିବା ବେଳେ ଦେଶର ପ୍ରତିରକ୍ଷା ବିଭାଗ ପ୍ରତି ଚ୍ୟାଲେଞ୍ଜ ସୃଷ୍ଟି ହେଇଛି। ଏଭଳି ସ୍ଥିତିରେ ଭାରତର ସମସ୍ତ ସୀମାନ୍ତବର୍ତ୍ତୀ ରାଜ୍ୟରେ...
ରାଜା ଚକ୍ରଙ୍କ ଓକିଲଙ୍କ ନାଁରେ ମାନହାନି ମୋକଦ୍ଦମା ଦାୟର କଲେ ମନମୋହନ
ବାଲେଶ୍ୱର,୩ା୫: ରାଜା ଚକ୍ରଙ୍କ ଓକିଲଙ୍କ ନାଁରେ ମାନହାନି ମୋକଦ୍ଦମା ଦାୟର କରିଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ରାଜା ଚକ୍ରଙ୍କ ଓକିଲ ସୀତାଂଶୁ ଦ୍ବିବେଦୀଙ୍କ ନାଁରେ ସେ ମୋକଦ୍ଦମା ଦାୟର କରିଛନ୍ତି। ବାଲେଶ୍ବର ଏସ୍ଡିଜିଏମ୍ କୋର୍ଟରେ ମୋକଦ୍ଦମା ଦାୟର...
ବସିବାକୁ କେନ୍ଦ୍ର କରି ହଟ୍ଟଗୋଳ: ବିକଶିତ ଗାଁ ବିକଶିତ ଓଡ଼ିଶା ବୈଠକ ବନ୍ଦ
କାଳିପଦା,୨୫।୪(ରାଜଶ୍ରୀ ପାଣିଗ୍ରାହୀ)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ସଭା ଗୃହ ପରିସରରେ ଶୁକ୍ରବାର ପୂର୍ବାହ୍ନରେ ବିକଶିତ ଗାଁ ବିକାଶିତ ଓଡ଼ିଶା କାର୍ଯ୍ୟକ୍ରମ ଲାଗି ବୈଠକ ଆୟୋଜନ କରାଯାଇଥିଲା। ନିର୍ବାଚିତ ପ୍ରତିନିଧିମାନଙ୍କ ସହିତ ବ୍ଲକ ଅଧ୍ୟକ୍ଷ ରଞ୍ଜିତା ନାୟକ, ଉପାଧ୍ୟକ୍ଷ ରାଜେଶ ଚୌଧୁରୀ,...
ରାସ୍ତା ପ୍ରଶସ୍ତିକରଣ ପାଇଁ ପାଟଣା ବଜାରରୁ ଉଚ୍ଛେଦ ହେବ ଜବରଦଖଲ
ପାଟଣା,୨୪/।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା ପ୍ରଶସ୍ଥିକରଣ ସକାଶେ ଜବରଦଖଲ ଉଚ୍ଛେଦ ପାଇଁ ଘୋଷଣା କରିଛି। ବୁଧବାର ଡାକବାଜି ଯନ୍ତ୍ରରେ ପାଟଣା ତହସିଲ ପ୍ରଶାସନ ପକ୍ଷରୁ, ଜବର ଉଚ୍ଛେଦ ନ...
Pahalgam Terror Attack: ନିସ୍ତବ୍ଧ ଇଶାଣୀ ଗାଁ
ବାଲେଶ୍ୱର, ୨୪।୪(ବାଞ୍ଛାନିଧି ଦେ):ବାଲେଶ୍ୱର ସଦର ବ୍ଲକ ସାରଗାଁ ପଞ୍ଚାୟତ ଅଧୀନ ଇଶାଣୀ ଗାଁ ଏବେ ନିସ୍ତବ୍ଧ। ସମସ୍ତେ ହତବାକ୍ ଓ ମ୍ରିୟମାଣ। ପ୍ରଶାନ୍ତଙ୍କ ମୃତ୍ୟୁକୁ କେହି ସହଜରେ ଗ୍ରହଣ କରିପାରୁନାହାନ୍ତି। ଗାଁ ସମେତ ସମଗ୍ର ଜିଲାରେ ସୃଷ୍ଟି ହୋଇଛି ଶୋକାକୁଳ...
Terror Attack Death: ଜନ୍ମମାଟିରେ ପହଞ୍ଚିଲା ଓଡ଼ିଆ ପୁଅଙ୍କ ମର ଶରୀର
ବାଲେଶ୍ୱର,୨୪।୭: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ହେବ ଶେଷକୃତ୍ୟ। ଆଜି ଭୋରରେ ବାଲେଶ୍ୱର ଇସାଣୀରେ ପହଞ୍ଚିଛି ମରଶରୀର। ଏନେଇ ସାରା ଗାଁରେ ଶୋକାକୂଳ ପରିବେଶ ରହିଛି। ଗତକାଲି ରାତିରେ ମରଶରୀର...
ଖୁସି ମୁହୂର୍ତ୍ତର ଭିଡିଓ ଶେୟାର କରିବାର କିଛି ଘଣ୍ଟା ପରେ ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଥିଲେ ଓଡ଼ିଆ ଯୁବକ
ଭୁବନେଶ୍ୱର,୨୨।୪: ଏକ ଦୁଃଖଦ ଘଟଣାରେ, ମଙ୍ଗଳବାର ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ଜଣେ ଯୁବକ ନିହତ ହୋଇଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ବାଲେଶ୍ୱର ଜିଲାର ରେମୁଣା ଅଞ୍ଚଳର ପ୍ରଶାନ୍ତ ଶତପଥୀ ବୋଲି...
୩୦ରେ ଦୀଘା ଜଗନ୍ନାଥ ମନ୍ଦିର ଉଦଘାଟନ କରିବେ ମମତା: ପୁରୀରୁ ଆସିବେ ଦଇତାପତି, ପଣ୍ଡିତ
ଭୋଗରାଇ, ୨୧।୪( ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ସାହାବାଜିପୁର ଠାରୁ ମାତ୍ର ୨ କିମି ଦୂର ପଶ୍ଚିମବଙ୍ଗ ନିଉ ଦୀଘା ରେଳଷ୍ଟେସନ ନିକଟରେ ୨୦ ଏକର ଜାଗାରେ ୨ ଶହ ୫୦ କୋଟି ଟଙ୍କା ବ୍ୟୟରେ...
ବଜ୍ରପାତ ନେଲା ଜଣଙ୍କ ଜୀବନ
ବାଲେଶ୍ୱର,୧୮ା୪: ବାଲେଶ୍ୱର ଜିଲା ରେମୁଣା ଜଗନ୍ନାଥପୁର ଗାଁରେ ବଜ୍ରପାତ ଘଟି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଫକୀରମୋହନ ଗୋଲେଇରେ ଏକ ବିରାଟ କଦମ୍ବ ଗଛ ଭାଙ୍ଗି ୩ଟି ବାଇକ୍ ଭାଙ୍ଗି ଚୂରମାର ହୋଇଯାଇଛି। ସେହିପରି ବସ୍ତା ବାହାର୍ଦ୍ଦା ଊର୍ଦ୍ଦୁ ପ୍ରାଥମିକ...
ହାତ ଧରାଧରି ହୋଇ ଆରପାରିକୁ ଚାଲିଗଲେ ଦୁଇ ଭଉଣୀ
ବସ୍ତା, ୧୬।୪(ହରିଶଙ୍କର ପାଢ଼ି): ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଗାନ୍ଧୀ ଛକ ନିକଟରେ ମଙ୍ଗଳବାର ଅପରାହ୍ନ ୨ଟା ବେଳେ ଏକ ଦୁଃଖଦ ଘଟଣା ଘଟିଛି। ଖେଳୁଥିବା ସମୟରେ ଦୁଇ ସମ୍ପର୍କୀୟ ନାବାଳିକା ଭଉଣୀ ପୋଖରୀରେ ବୁଡ଼ି ପ୍ରାଣ ହରାଇଛନ୍ତି।...
କୋଇଲା ବୋଝେଇ ଟ୍ରେନ୍ରେ ଲାଗିଲା ନିଆଁ
ସୋର,୧୬।୪: ବାଲେଶ୍ୱର ଜିଲା ସୋର ନିକଟରେ ଏକ କୋଇଲା ବୋଝେଇ ଟ୍ରେଟ୍ରେ ଅଗ୍ନିକାଣ୍ଡ ଘଟିଛି। ସୋର ଷ୍ଟେସନ ନିକଟରେ ୨ଟି ବଗିରେ ନିଆଁ ଲଗିଥିବା ଦେଖିବାକୁ ମିଳିଛି। ଖବରପାଇ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଉକ୍ତ ଟ୍ରେନ୍ଟି...
୧୦ ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ
ବାଲେଶ୍ୱର, ୧୬।୪(ବାଞ୍ଛାନିଧି ଦେ):ଦୀର୍ଘ ୧୦ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ। ପୁଅକୁ ପାଇ ଭାବବିହ୍ବଳ ହୋଇପଡ଼ିଲେ ମା’। ବହୁ ସଂଘର୍ଷ ପରେ ସେ ତାଙ୍କ ପୁଅକୁ ଫେରିପାଇଛନ୍ତି। ଆଜି ଧର୍ମର ଜୟ ହୋଇଛି। ପୁଅକୁ ପାଇ ବହୁତ ଖୁସି...
Archives


