ବାଲେଶ୍ୱର

ପାର୍ବଣର ଆକର୍ଷଣ ବାଡ଼ି ଖେଳ

ବାଲେଶ୍ୱର ଅଫିସ, ୧୪।୧୦: ଓଡ଼ିଶାର ବୀରତ୍ୱର ଗାଥା ପାଇକଙ୍କ ଯୁଦ୍ଧକଳାରୁ ପ୍ରତିପାଦିତ ହୋଇଛି। ପାଇକ ଆଖଡ଼ା ଏହି ଯୁଦ୍ଧକଳାର ଏକ ଅଙ୍ଗ। ଦୁର୍ଗାପୂଜାରେ ଆଖଡ଼ା ଖେଳ (ବାଡ଼ି ଖେଳ) ପ୍ରଦର୍ଶନ ଭଳି ଅନନ୍ୟ ପରମ୍ପରା କେବଳ ବାଲେଶ୍ୱର ବ୍ୟତୀତ ରାଜ୍ୟର ଅନ୍ୟ…

ଶ୍ରୀହୀନ ଶିଶୁ ଉଦ୍ୟାନ

ବାଲିଆପାଳ,୧୨।୧୦(ସ୍ବ.ପ୍ର.)- ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ସମ୍ମୁଖରେ ପ୍ରତିଷ୍ଠା ହୋଇଥିବା ଇନ୍ଦିରା ଶିଶୁ ଉଦ୍ୟାନ ଏବେ ସୌନ୍ଦର୍ଯ୍ୟ ହରାଇ ବସିଛି। ପୂର୍ବଭଳି ଆଉ ସେଠାରେ ଗହଳି ଲାଗି ରହୁନି। ରକ୍ଷଣାବେକ୍ଷଣ ଅଭାବରୁ ଏହା ପରିତ୍ୟକ୍ତ ଅବସ୍ଥାରେ ପଡ଼ି ରହିଛି। ଶିଶୁଙ୍କ ଖେଳକୁଦ…

ସ୍ଥିତି ହରାଇଛି କୋଷ୍ଟକେନାଲ

ଭୋଗରାଇ, ୧୧ା୧୦: ଓଡ଼ିଶା ନୌବାଣିଜ୍ୟ ପରମ୍ପରାର ପରିଚୟ ବହନ କରିଥିବା କୋଷ୍ଟ କେନାଲ ଏବେ ରକ୍ଷଣାବେକ୍ଷଣ ଅଭାବରୁ ସ୍ଥିତି ହରାଇ ବସିଛି। ଦିନ ଥିଲା ଏହି କୋଷ୍ଟକେନାଲରୁ ଜଳସେଚନ କରାଯାଇ କୃଷିକ୍ଷେତ୍ରକୁ ଶସ୍ୟଶ୍ୟାମଳା କରାଯାଉଥିଲା। ଏହି କେନାଲ ଜଳକୁ କୃଷିକ୍ଷେତ୍ରରେ ଅଧିକ…

ଇଣ୍ଡିଆ ବୁକ ଅଫ ରେକର୍ଡସ୍‌ରେ ପ୍ରଥମେଶ

ଖଇରା, ୧୦।୧୦(ଡି.ଏନ.ଏ.): ମାତ୍ର ୧୬ସେକେଣ୍ଡରେ ଓଡ଼ିଶାର ୩୦ଟି ଜିଲାର ନାମ କହି ଇଣ୍ଡିଆ ବୁକ୍‌ ଅଫ ରେକର୍ଡସ୍‌ରେ ସ୍ଥାନ ପାଇଛନ୍ତି ବାଲେଶ୍ୱର ଜିଲା ଖଇରା ବ୍ଲକ ସାରକେଣା ଗ୍ରାମର ପ୍ରଥମେଶ ମହାପାତ୍ର। ସାରକୋଣା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦ୍ୱିତୀୟ ଶ୍ରେଣୀର ପଢୁଥିବା…

ସୁନାଚେନ୍‌ ଲୁଟି ଗୁଳି ଫୁଟାଇଲେ

ବାହାନଗା, ୧୦|୧୦(ଡି.ଏନ.ଏ.) ବାଲେଶ୍ୱର ଜିଲା ବାହାନଗା ବ୍ଲକ ତାଳକୁରୁଣିଆଁ ବଜାରରେ ଖରାସାହପୁର ଗ୍ରାମର କରୁଣାକର ନାୟକ ତାଙ୍କ ସ୍ତ୍ରୀ ସସ୍ମିତା ଉଭୟ ମୋଟରସାଇକେଲ ଯୋଗେ ଜୁଣିଆଁ ବଜାରରୁ ଘରକୁ ଫେରୁଥିଲେ। ୨ଜଣ ଯୁବକ ଆଉ ଏକ ବାଇକ୍‌ରେ ଆସି ବେକରୁ ସୁନାଚେନ…

ପ୍ରଜାକୋର୍ଟରେ ୧ ଲକ୍ଷ ଜରିମାନା

ସଜନାଗଡ଼,୯।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ତେଲିପାଳ ପଞ୍ଚାୟତ ପୁଟିବନ୍ଧ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁଣି ଗାରିଡି ସନ୍ଦେହରେ ଜଣେ ବୃଦ୍ଧଙ୍କୁ ଆକ୍ରମଣ କରାଯିବା ସହ ପ୍ରଜାକୋର୍ଟରେ ୧ ଲକ୍ଷ ଟଙ୍କା ଜରିମାନା କରାଯାଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ,…

ଦୁର୍ଗାପୂଜା ପାଇଁ ପଶ୍ଚିମବଙ୍ଗରୁ ଓଡ଼ିଶା ଆସୁଥିଲା ମଦ, ଅଧା ରାସ୍ତାରେ ବାନ୍ଧିଲା ପୋଲିସ

ବାଲେଶ୍ୱର ଅଫିସ,୯।୧୦: ୫୭ ନଂ ରାଜ୍ୟ ରାଜପଥ ବାଲେଶ୍ୱର ଜିଲା ବାଟଗ୍ରାମଠାରେ ଚଢ଼ାଉ କରାଯାଇ ଆନୁମାନିକ ୧୦ ଲକ୍ଷ ଟଙ୍କାର ମଦ ଜବତ କରାଯାଇଛି। ଦୁର୍ଗାପୂଜା ପାଇଁ ଏହି ନକଲି ମଦ ଭ୍ୟାନ୍‌ ଯୋଗେ ପଶ୍ଚିମବଙ୍ଗରୁ ଓଡ଼ିଶାକୁ ଆସୁଥିଲା। ଭୋଗରାଇ ତହସିଲଦାରଙ୍କ…

୧୩୩୨ ହିତାଧିକାରୀଙ୍କୁ ୫୯.୨୩ କୋଟି ଋଣ

ବାଲେଶ୍ୱର ଅଫିସ, ୯।୧୦: ବାଲେଶ୍ୱର ବ୍ରିଟ୍‌ କଲ୍ୟାଣ ମଣ୍ଡପଠାରେ ଏକ ଋଣ ସଂଯୋଗୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜିଲାର ୧୩୩୨ଜଣ ହିତାଧିକାରୀଙ୍କୁ ବିଭିନ୍ନ ବ୍ୟାଙ୍କ ତରଫରୁ ୫୯.୨୩ କୋଟି ଟଙ୍କାର ଋଣ ମଞ୍ଜୁର କରାଯାଇଛି। ଭାରତ ସରକାରଙ୍କ…

ଗୋରୁ ମାଲିକଙ୍କୁ ତୀରମାରି ହତ୍ୟା

କେନ୍ଦୁଝର,୮।୧୦(ସ୍ବ.ପ୍ର.): ଚାଷଜମିରେ ଗୋରୁ ପଶି ଫସଲ ଖାଇବାକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ତୀର ମାରି ହତ୍ୟା କରାଯାଇଛି। କେନ୍ଦୁଝର ଜିଲା ନୟାକୋଟ ଥାନା ବାଂଶପାଳ ବ୍ଲକ ଅଧୀନ କୋଡକଳା ଗ୍ରାମରେ ଗୁରୁବାର ସନ୍ଧ୍ୟାରେ ଏଭଳି ଘଟଣା ଘଟିଛି। ମୃତକ ହେଲେ ଉକ୍ତ…

୧ହଜାର କି.ମି ଦୂରରୁ ଶତ୍ରୁକୁ ଲକ୍ଷ୍ୟଭେଦ କରିପାରିବ ନିର୍ଭୟ

ବାଲେଶ୍ବର ଅଫିସ,୭।୧୦: ଡିଆର୍‌ଡିଓ ଦ୍ୱାରା ପରିଚାଳିତ ବାଲେଶ୍ବର ଜିଲା ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ ନମ୍ବର ଲଞ୍ଚ ପ୍ୟାଡ଼ରୁ ଗୁରୁବାର କ୍ରୁଜ ମିସାଇଲ ନିର୍ଭୟର ସଫଳ ପରୀକ୍ଷା କରାଯାଇଛି। ନିର୍ଭୟ ମିସାଇଲକୁ ୭୫୦ରୁ ୧ହଜାର କି.ମି ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କରିବା…

ସୁବର୍ଣ୍ଣରେଖାରେ ବାରମ୍ବାର ବନ୍ୟା; ଖରିଫ ଧାନଚାଷ ବ୍ୟାପକ କ୍ଷତି

ଜଳେଶ୍ୱର, ୭ା୧୦(ଡି.ଏନ.ଏ.)-ଉତ୍ତର ବାଲେଶ୍ୱର ସହିତ ପଶ୍ଚିମବଙ୍ଗର ଉଦ୍‌ବୃତ୍ତ ବର୍ଷାପାଣି ଜଳେଶ୍ୱର, ଭୋଗରାଇ, ବାଲିଆପାଳର ବିସ୍ତୀର୍ଣ୍ଣ ଅଞ୍ଚଳ ଜଳମଗ୍ନ କରିଥିଲା। ସେହିପରି ସୁବର୍ଣ୍ଣରେଖା ନଦୀରେ ବାରମ୍ବାର ବନ୍ୟା ଦେଖାଦେବାରୁ ତଳିଆ ଅଞ୍ଚଳରେ ଦୀର୍ଘଦିନ ପାଣି ଜମିରହିଥିଲା। ଫଳରେ ଖରିଫ ଧାନଚାଷରେ ବ୍ୟାପକ କ୍ଷତି…

୧କି.ଗ୍ରା. ବ୍ରାଉନ୍‌ସୁଗାର, ୨୫ଲକ୍ଷ ଜବତ କଲା ଏସ୍‌ଟିଏଫ୍‌

ଜଳେଶ୍ୱର, ୭।୧୦(ଡି.ଏନ.ଏ.): ପଶ୍ଚିମବଙ୍ଗରୁ ବିପୁଳ ପରିମାଣ ବ୍ରାଉନସୁଗାର ବାଲେଶ୍ୱର ଜିଲା ଜଳେଶ୍ୱରକୁ ଚୋରାଚାଲାଣ ହେଉଛି। ପରବର୍ତ୍ତୀ ସମୟରେ ସେଠାରୁ ଅନ୍ୟ ସ୍ଥାନକୁ ଚାଲାଣ ହେଉଛି। ବୁଧବାର ଏସ୍‌ଟିଏଫ୍‌ର ଏକ ଟିମ୍‌ ୬୦ନଂ. ଜାତୀୟ ରାଜପଥ ଜମାଳପୁର ବାଇପାସ୍‌ଠାରେ ଜଣେ ଯୁବକଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?