୫୩ ଇଟାଭାଟି ମାଲିକଙ୍କୁ ତହସିଲଦାରଙ୍କ ନୋଟିସ୍
ଜଳେଶ୍ୱର, ୩୦ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱରସ୍ଥିତ ସୁବର୍ଣ୍ଣରେଖା ନଦୀର ବାଲିର ବେଆଇନ ଉତ୍ତୋଳନ ଓ କୋଟି କୋଟି ଟଙ୍କାର ରାଜସ୍ବ ଫାଙ୍କି ଆସୁଥିବାରୁ ବିଭିନ୍ନ ପର୍ଯ୍ୟାୟରେ କୋଲକାତା ଓ ଦିଲ୍ଲୀ ଏନ୍ଜିଟିରେ ମାମଲା ରୁଜୁ ହୋଇଛି । ସେହିପରି ଜଳେଶ୍ୱର ଅଞ୍ଚଳରେ ବେଆଇନ…
ସୀମାନ୍ତରେ ଯାଞ୍ଚ ହୁଗୁଳା : ୩ୟ ଲହରକୁ ନେଇ ଚିନ୍ତାରେ ଜଳେଶ୍ୱରବାସୀ
ଜଳେଶ୍ୱର, ୨୯।୬(ଡି.ଏନ.ଏ.)-ପ୍ରବାସୀଙ୍କ ଅବାଧ ପ୍ରବେଶକୁ ରୋକିବା ଲାଗି ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ମଧ୍ୟ ଦେଇଯାଇଥିବା ୬୦ନଂ. ଜାତୀୟ ରାଜପଥର ଲକ୍ଷ୍ମଣନାଥ ଟୋଲପ୍ଲାଜା ନିକଟରେ ବ୍ୟାରିକେଡ କରାଯାଇ ଯାଞ୍ଚ କରାଯାଉଥିଲା। ହେଲେ ଏବେ ଉପାନ୍ତରେ ବ୍ୟାରିକେଡ ହୋଇଥିବା ସମସ୍ତ ରାସ୍ତା ମୁକୁଳା…
ଭୋଗଖାଇ ଝାଡ଼ାବାନ୍ତି
ଜଳେଶ୍ୱର,୨୮।୬: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ଗୋପୀମୋହନପୁର ପଞ୍ଚାୟତର ବାସୁଳିଆଗାଁରେ ଠାକୁରଙ୍କ ଭୋଗଖାଇ ଶତାଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ ଜିକେଭଟ୍ଟର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବାସୁଳିଆ ଗାଁରେ ୫୨ ଆଦିବାସୀ ପରିବାରର ୨୨୫…
ଅଗ୍ନି ପ୍ରାଇମ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ବାଲେଶ୍ୱର ଅଫିସ, ୨୮।୬: ବାଲେଶ୍ୱରସ୍ଥିତ ଚାନ୍ଦିପୁର ଅଞ୍ଚଳରେ ଥିବା ଭାରତୀୟ ପ୍ରତିରକ୍ଷା ଗବେଷଣା ଉନ୍ନୟନ ସଂସ୍ଥା (ଡିଆରଡିଓ) ପକ୍ଷରୁ ସୋମବାର ଅଗ୍ନି-୧ କ୍ଷେପଣାସ୍ତ୍ରର ପରୀକ୍ଷଣ ହୋଇଛି। ପୂର୍ବାହ୍ନ ୧୦.୫୫ ମିନିଟ ସମୟରେ କଲାମ ଦ୍ବୀପର ୪ ନମ୍ବର ଲଞ୍ଚପ୍ୟାଡରୁ ଅଗ୍ନି ପ୍ରାଇମ…
ଭିଡ଼ିଓ ଭାଇରାଲ ହେବାପରେ ଧରାପଡିଲେ ଇତିହାସ ଅଧ୍ୟାପକ
ବାଲେଶ୍ୱର ଅଫିସ,୨୬।୬: ବାଲେଶ୍ୱର ସହର ଆଇଟିଆଇସ୍ଥିତ ଆର୍ଟ କଲେଜର ଜଣେ ଯୁକ୍ତ ୨ ଛାତ୍ରୀଙ୍କୁ ଅଧ୍ୟାପକ ଅସଦାଚରଣ କରିଥିବା ନେଇ ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ ହୋଇଥିଲା। ଏନେଇ ଛୋତ୍ରୀଙ୍କ ବାପା ସଦର ଥାନାରେ ଅଭିଯୋଗ କରିଥିଲେ। ସଦର ଥାନା ପୋଲିସ…
‘ପିନାକ୍’ର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୨୫।୬: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍)ରେ ଶୁକ୍ରବାର ମଲ୍ଟି ବ୍ୟାରେଲ ରକେଟ୍ ଲଞ୍ଚର (ଏମ୍ବିଆର୍ଏଲ୍)ରୁ ପରିବର୍ଦ୍ଧିତ ରେଞ୍ଜ ୧୨୨ଏମ୍ଏମ୍ କାଲିବର ରକେଟ୍ ‘ପିନାକ’ର ସଫଳ ପରୀକ୍ଷଣ ହୋଇଛି। ଡିଆରଡିଓ(ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଙ୍ଗଠନ) ପକ୍ଷରୁ…
ଗ୍ରାହକ ସାଜି ନେଇଗଲେ ସୁନା ହାର
ସୋର,୨୫।୬: ବାଲେଶ୍ୱର ଜିଲା ସୋର ଥାନା ବଡ଼ଖୁରି ଛକରେ ଥିବା ଏକ ଜୁଏଲାରୀ ଦୋକାନରୁ ସୁନା ଅଳଙ୍କାର ଲୁଟ ହୋଇଛି । ଗ୍ରାହକ ବେଶରେ ଆସି ଜଣେ ଯୁବକ ଦୋକାନରୁ ୧୪ ଗ୍ରାମ ଓଜନର ଏକ ସୁନା ହାର ଲୁଟି ନେଇ…
ଗାଁରେ ପଶିଲା ହାତୀ, ଗ୍ରାମବାସୀ ଭୟଭୀତ
ରୂପ୍ସା,୨୫ା୬(ଡି.ଏନ୍.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଜହତା ଗ୍ରାମରେ ଶୁକ୍ରବାର ସକାଳେ ଏକ ଦନ୍ତାହାତୀ ପଶି ଆସିଥିବା ଦେଖିବାକୁ ମିଳିଛି। ଜଣେ ଚାଷୀଙ୍କ ଆଖୁ ଫସଲ ନଷ୍ଟ କରିବା ଦେଖି ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି। ବନବିଭାଗକୁ…
‘ନିର୍ଭୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୨୪ା୬: ବାଲେଶ୍ୱରସ୍ଥିତ ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ ନଂ ଲଞ୍ଚ୍ ପ୍ୟାଡ୍ରୁ ଗୁରୁବାର ପୂର୍ବାହ୍ନ ୧୦ଟା ୪୩ ମିନିଟ୍ରେ ଦୂରଗାମୀ ସବ୍ସୋନିକ କ୍ରୁଜ ମିସାଇଲ ‘ନିର୍ଭୟ’ର ସଫଳ ପରୀକ୍ଷଣ ହୋଇଛି। ନିର୍ଭୟର ଲକ୍ଷ୍ୟଭେଦ କ୍ଷମତା ୧୫୦୦ କିଲୋମିଟର। ଏହା…
ଖାଦ୍ୟ ଅନ୍ବେଷଣରେ ଗାଁରେ ଦନ୍ତା
ଖଇରା, ୨୪।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ବର୍ତ୍ତନା ଅଞ୍ଚଳକୁ ଖାଦ୍ୟ ଅନ୍ବେଷଣରେ ଏକ ଦନ୍ତା ପଶି ଆସିଥିବା ବେଳେ ବନବିଭାଗ ଉଦ୍ୟମରେ ତାକୁ ପ୍ରଥମେ ବଣିଆପଙ୍କ ଓ ପରେ ହଦଗଡ ଜଙ୍ଗଲକୁ ଘଉଡାଇ ଦିଆଯାଇଛି ା ହାତୀଟି ରାତିରେ ଗଣିଜାଙ୍ଗ…
ରଥ ନିର୍ମାଣ କରୁଥିବା ୧୦ ମହାରଣା ଗିରଫ
ବାଲେଶ୍ୱର ଅଫିସ, ୨୧।୬: ବାଲେଶ୍ୱର ଜିଲା ନୀଳଗିରି ଜଗନ୍ନାଥ ମନ୍ଦିର ରଥ ଖଳାରେ ରାଜ୍ୟ ସରକାରଙ୍କ ପକ୍ଷରୁ ନିଷେଧାଦେଶ ଜାରି ହୋଇଥିଲା। ଏହି ନିୟମକୁ ଉଲ୍ଲଙ୍ଘନ କରି ରଥ ନିର୍ମାଣ କରୁଥିବା ଅଭିଯୋଗରେ ସୋମବାର ୧୦ ମହାରଣାଙ୍କୁ ଗିରଫ କରାଯାଇଥିବା ନୀଳଗିରି…
ଭାଗ୍ୟର ବିଡ଼ମ୍ବନା: ଗ୍ରାହକ ଉପରେ ଭୁଶୁଡ଼ିଲା ଦୋକାନ ଛାତ
ଜଳେଶ୍ୱର, ୨୦।୬: ବାଲେଶ୍ୱର ଜିଲା ଜଳେଶ୍ୱର ମ୍ୟୁନିସିପାଲଟି ୧ ନମ୍ବର ୱାର୍ଡ଼ ଝାଡ଼େଶ୍ୱରପୁର ସ୍କୁଲ ସାମ୍ନା ଏକ ପାଉଁରୁଟି ଦୋକାନ ଛାତ ଭୁଶୁଡ଼ି ପଡ଼ିବାରୁ ଜଣେ ଗ୍ରାହକଙ୍କ ମୃତ୍ୟୁ ହୋଇଛି। ଏହାସହ ଘରମାଲିକ ସେକ୍ ଆଲ୍ଲାଉଦ୍ଦିନ ଆହତ ହୋଇଛନ୍ତି। ମୃତକ ହେଲେ…
Archives


