ବାଲେଶ୍ୱର

ଅନ୍ଧାର କୋଠରୀରେ ୧୦ ବର୍ଷ

ସୋର,୪।୪(ଡି.ଏନ.ଏ.)-ଗୋଟିଏ ଘରେ ରହିବା, ଖାଇବା ସହ ସେହିଠାରେ ଶୌଚ। ଫ୍ୟାନ ବୁଲିବା ତ ଦୂରର କଥା, ଲାଇଟ୍‌ ମଧ୍ୟ ଲାଗିନି। ଏମିତି ୧୦ ବର୍ଷ ହେଲା ଅନ୍ଧାର କୋଠରୀରେ ରହିଆସୁଛନ୍ତି ନିରାକାର ସାହୁ। ନିରାକାରଙ୍କ ଘର ସୋର ବ୍ଲକ ଅଧୀନ...

ସରୁନି ୱାଲ୍‌ ପେଣ୍ଟିଂ: ପଡ଼ି ରହିଛି ଲକ୍ଷାଧିକ ଟଙ୍କା

ବାଲେଶ୍ୱର ଅଫିସ,୩।୪-କରୋନା ସମୟରେ ସରକାର ସହରାଞ୍ଚଳରେ ବସବାସ କରୁଥିବା ଚିତ୍ରଶିଳ୍ପୀ, କାରିଗର ଓ ମହିଳାଗୋଷ୍ଠୀମାନଙ୍କୁ ରୋଜଗାର ଯୋଗାଇଦେବା ପାଇଁ ନୂଆ ନୂଆ ଯୋଜନା ପ୍ରଣୟନ କରିଥିଲେ। ସେଗୁଡିକ ମଧ୍ୟରେ ସହରାଞ୍ଚଳ ଶ୍ରମଭିତ୍ତିକ କର୍ମନିଯୁକ୍ତି ଯୋଜନା ଅନ୍ୟତମ। ଏହାର ସଫଳ ରୂପାୟନ...

ପାଠପଢ଼ା ବୟସରେ ପରିବାର ଚିନ୍ତା

ସିମୁଳିଆ, ୩।୪(ଡି.ଏନ.ଏ.)-ଯେଉଁ ବୟସରେ ପାଠ ପଢାପଢି ସହ ସାଙ୍ଗସାଥୀମାନଙ୍କ ସହ ଦିନ କାଟିବା କଥା, ତାହା ବଦଳରେ ଘାରିଛି ପରିବାର ବୋଝ। ତଥାପି ଭାଙ୍ଗି ନ ପଡି ଭବିଷ୍ୟତରେ ନିଜେ କିଛି କରିବା ସହ ଭଉଣୀଭାଇଙ୍କ ମଣିଷ କରିବାକୁ ଦୃଢ...

ଜଙ୍ଗଲ ଭିତରେ ନିଆଁ, ବାହାରେ ଶିକାରୀ

ସଜନାଗଡ଼,୧।୪: ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟରେ ୩ ଦିନ ହେବ ନିଆଁ ଜଳୁଥିବାରୁ ବନ୍ୟଜନ୍ତୁ ଜୀବନ ବିକଳରେ ଏଣେତେଣେ ଘୂରି ବୁଲୁଛନ୍ତି। ଫଳରେ ଏହା ଶିକାରୀମାନଙ୍କୁ ବେଶ୍‌ ସୁହାଉଛି। ଅଭୟାରଣ୍ୟର ଜୋଡାଚୁଆ ଅଞ୍ଚଳରୁ ବନକର୍ମଚାରୀମାନେ ୩୮ କି.ଗ୍ରା ଓଜନର...

ଭୋଗରାଇ ମହିଳା ମହାବିଦ୍ୟାଳୟ ଅଶାନ୍ତ

ଭୋଗରାଇ,୩୧।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ମହିଳା ମହାବିଦ୍ୟାଳୟର ଜଣେ ଅଧ୍ୟାପକ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର ଜନୈକ ଛାତ୍ରୀଙ୍କୁ ଅସତ ଆଚରଣ କରିଥିବା ଅଭିଯୋଗରେ ବୁଧବାର କଲେଜ ପରିସର ଅଶାନ୍ତ ହୋଇପଡ଼ିଛି l ଅଭିଯୁକ୍ତଙ୍କୁ କଲେଜରୁ ବହିଷ୍କାର, ଛାତ୍ରୀଙ୍କୁ ସୁରକ୍ଷା...

ମହିଳାଙ୍କ ଠାରୁ ସୁନା ଚେନ୍‌ ଛଡ଼ାଇନେଲେ ଦୁର୍ବୃତ୍ତ, ଛୁରାମାଡ଼ରେ ଜଣେ ଗୁରୁତର

ବାଲେଶ୍ୱର ଅଫିସ,୨୯।୩: ବାଲେଶ୍ୱର ସହର ସିନେମା ଛକ ନିକଟସ୍ଥ ପ୍ରଜାପିତା ବ୍ରହ୍ମକୁମାରୀ ଆଶ୍ରମ ସମ୍ମୁଖରେ ଜଣେ ମହିଳା ସୋମବାର ପ୍ରାତଃ ଭ୍ରମଣ ପାଇଁ ଆସିଥିଲେ। ଏହି ସମୟରେ ଜଣେ ଯୁବକ ତାଙ୍କ ବେକରୁ ସୁନାହାର ଛଡ଼େଇ ନେଇ ପଳାଇଥିଲେ। ମହିଳାଜଣଙ୍କ...

କେମିକାଲ ମିଶା ରଙ୍ଗ ବିକି ଦୋକାନୀ ଗିରଫ

ବାଲେଶ୍ୱର ଅଫିସ,୨୯।୩: କୀଟନାଶକ ମିଶା ରଙ୍ଗ ବିକ୍ରି ଅଭିଯୋଗରେ ବାଲେଶ୍ୱର ଜିଲା ସହଦେବ ଖୁଣ୍ଟା ଥାନା ପୋଲିସ ସୋମବାର ଜଣେ ଦୋକାନୀଙ୍କୁ ଗିରଫ କରିଛି। ସୂଚନା ଯୋଗ୍ୟ, ଜଣେ ଯୁବକଙ୍କ ମୁହଁରେ କେମିକାଲ ମିଶା ରଙ୍ଗ ଲାଗିବାରୁ ଅସହ୍ୟ ଯନ୍ତ୍ରଣା...

ଜନବସତି ମୁହାଁ ଜୀବଜନ୍ତୁ

ବାଲେଶ୍ୱର ଅଫିସ,୨୭।୩: ଜଙ୍ଗଲ କ୍ଷୟକ୍ଷତି, ଖାଦ୍ୟ ଅଭାବ ପାଇଁ ଜୀବଜନ୍ତୁ ଜନବସତି ଆଡ଼କୁ ମୁହାଁଉଛନ୍ତି। ବାଲେଶ୍ୱର ଜିଲାର ବସ୍ତା ବ୍ଲକ ତାଡ଼ଦା ପଞ୍ଚାୟତ ବେଣ୍ଟପୁର ଗ୍ରାମକୁ ଏକ ଛୋଟ ହାତୀ ପଶି ଆସିଛି। ସେ ଗ୍ରାମର ମଧୁସୂଦନ ସାହୁଙ୍କ ବାଡ଼ିିରେ...

ଓଡ଼ିଶା ଲୋକ ଭୋଟ ଦେଲେ ପଶ୍ଚିମବଙ୍ଗରେ

ଭୋଗରାଇ,୨୭।୩(ଡି.ଏନ୍‌.ଏ.): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଶନିବାର ଭୋଟ ଗ୍ରହଣ ଆରମ୍ଭ ହୋଇଯାଇଛି। ଏହି କ୍ରମରେ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଶଙ୍ଖାମେଦୀ ଗ୍ରାମର ୩୦୦ରୁ ଊର୍ଦ୍ଧ୍ୱ ଲୋକ ପଶ୍ଚିମବଙ୍ଗରେ ଭୋଟ ଦେଇଛନ୍ତି। ଏଥିସହ ଜଳେଶ୍ୱର ଓ ଭୋଗରାଇ ବ୍ଲକ...

ବାଲେଶ୍ୱରରେ ଭାରତ ବନ୍ଦର ପ୍ରଭାବ

ବାଲେଶ୍ୱର ଅଫିସ,୨୬।୩: କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ଶୁକ୍ରବାର ସିପିଏମ୍‌ ଓ କଂଗ୍ରସ ପକ୍ଷରୁ ରାଜ୍ୟବ୍ୟାପୀ ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। କେନ୍ଦ୍ର ସରକାରଙ୍କର କଳା କୃଷି ଆଇନ, ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଆକାଶଛୁଆଁ ଦରବୃଦ୍ଧି...

ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଖଇରା,୨୫।୩(ଡି.ଏନ.ଏ): ବାଲେଶ୍ବର ଜିଲା ଖଇରା ବ୍ଲକ ଗଡପୋଖରୀ ଗ୍ରାମ ପଞ୍ଚାୟତ ଅଧୀନ ଗୁଆପାଳ ଗ୍ରାମରେ ବୁଧବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ କାହ୍ନୁ ନାଇକଙ୍କର ୩ ବଖରା ବାସଗୃହ ପୋଡି ନଷ୍ଟ ହୋଇଯାଇଛି ା କେବଳ ଘର ତିଆରି ପାଇଁ...

ଏବେଠୁ ଜଳ ସଙ୍କଟ

ବାଲିଆପାଳ,୨୫।୩(ସ୍ବ.ପ୍ର.)- ଖରାଦିନ ଆରମ୍ଭରୁ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ବାଲିଆପାଳ ପଞ୍ଚାୟତରେ ଜଳସଙ୍କଟ ଦେଖାଦେଇଛି। ଦୁଇଟି ପାନୀୟଜଳ ପ୍ରକଳ୍ପ ଥାଇ ମଧ୍ୟ ଲୋକଙ୍କୁ ପାନୀୟଜଳ ଯୋଗାଇବାରେ ଫେଲ୍‌ ମାରିଛି। ଏହାସହିତ ଗଁାଗୁଡିକରେ ଥିବା ଗଭୀର ନଳକୂପ କଥା କହିଲେ ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri