ବାଲେଶ୍ୱର

ସଫେଇ କର୍ମଚାରୀଙ୍କୁ ହାଣିଦେଲେ

ବାଲେଶ୍ୱର ଅଫିସ, ୨୧ା୯: ବାଲେଶ୍ୱର ମ୍ୟୁନିସିପାଲିଟିରେ ସଫେଇ ଟେଣ୍ଡରକୁ ନେଇ ନୂଆ ଓ ପୁରୁଣା ଠିକାଦାରଙ୍କ ମଧ୍ୟରେ ଚାଲିଥିବା ବିବାଦ ସୋମବାର ଉଗ୍ରରୂପ ଧାରଣ କରିଛି। ରାତିରେ ବାରବାଟୀ ମଣ୍ଡଳ ବଜାର ନିକଟରେ କେତେଜଣ ଯୁବକ ତେଲେଙ୍ଗା କଟୁରୀରେ ସନୁ ବେହେରା…

ଟଳିଲା ବନ୍ୟା, ୫୦ ହଜାର ଲୋକ ଜଳବନ୍ଦୀ

ଭୋଗରାଇ,୨୦।୯(ଡି.ଏନ.ଏ.)-ସୁବର୍ଣ୍ଣରେଖା ଉପରମୁଣ୍ଡରେ ଘନ ଘନ ଲଘୁଚାପ ଜନିତ ବର୍ଷା ଯୋଗୁ ନିମ୍ନ ଅବବାହିକାରେ ବନ୍ୟା ଦେଖାଦେଇଛି। ସୁବର୍ଣ୍ଣରେଖା ଜଳସ୍ତର ସତର୍କ ସୂଚନା ୯.୪୫ମିଟର ତଳେ ପ୍ରବାହିତ ହେଉଥିବା ବେଳେ ଭୋଗରାଇ ଧୋୟା ଅଞ୍ଚଳର ୧୮ ପଞ୍ଚାୟତର ଶତାଧିକ ଗାଁ ଅଦ୍ୟାବଧି ପାଣିଘେରରେ…

ଭାସିଗଲା ମାଛ ବୋଝେଇ ଟ୍ରାକ୍ଟର

ବାଲେଶ୍ୱର ଅଫିସ,୧୮ ।୯: ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ବାହାବଳପୁର-ହଳଦୀପଦା ରାସ୍ତାର ଚିରକୁଣି ଚଟାଣରେ ଶୁକ୍ରବାର ବନ୍ୟାଜଳ ସ୍ରୋତରେ ଏକ ମାଛ ବୋଝେଇ ଟ୍ରାକ୍ଟର ଭାସିଯାଇଛି । ଛାନୁଆ ଗ୍ରାମର ବଳରାମ ସାହୁଙ୍କ ଟ୍ରାକ୍ଟରରେ ମୁହାଣରୁ ପ୍ରାୟ ୫ଲକ୍ଷ ଟଙ୍କାର ମାଛ…

ତଥ୍ୟ ଲିକ୍‌ ଘଟଣା: ୫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇ ପଚରାଉଚରା କରିବ କ୍ରାଇମବ୍ରାଞ୍ଚ

ବାଲେଶ୍ୱର ଅଫିସ, ୧୮।୯: ବାଲେଶ୍ୱର ଚାନ୍ଦିପୁର ଡିଆରଡିଓରେ ଗୁପ୍ତଚର ମାମଲାରେ ଗିରଫ ହୋଇଥିବା ୫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ। ପୂର୍ବରୁ ରିମାଣ୍ଡରେ ନେବା ପାଇଁ କୋର୍ଟରେ ଆବେଦନ କରିଥିଲା ବେଳେ ଏହା ଶନିବାର ମଞ୍ଜୁର ହୋଇଛି । କ୍ରାଇମବ୍ରାଞ୍ଚର ସ୍ବତନ୍ତ୍ର…

ଗୁପ୍ତ ତଥ୍ୟ ଲିକ୍‌ର ତଦନ୍ତ କରିବ ଏନ୍‌ଆଇଏ

ବାଲେଶ୍ୱର ଅଫିସ,୧୬।୯: ପାକିସ୍ତାନୀ ସୁନ୍ଦରୀଙ୍କ ହନୀଟ୍ରାପରେ ପଡି ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ର ଗୁପ୍ତ ତଥ୍ୟ ଲିକ୍‌ ଘଟଣାରେ ୫ ଠିକା କର୍ମଚାରୀଙ୍କୁ ପୋଲିସ ଗିରଫ କରିଛି। କ୍ରାଇମବ୍ରାଞ୍ଚ ଏହି ମାମଲାର ତଦନ୍ତ କରୁଥିବା ବେଳେ…

ଆଇଟିଆର୍‌ ଗୁପ୍ତ ତଥ୍ୟ ଲିକ୍‌ ଘଟଣା: ବାଲେଶ୍ୱରରେ ୪ ଜଣିଆ ଟିମ୍‌ର ତଦନ୍ତ ଆରମ୍ଭ

ବାଲେଶ୍ୱର ଅଫିସ,୧୬ା୯: ବାଲେଶ୍ବର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ମନ୍ତ୍ରଣାଳୟ ଅଧୀନ ଆଇଟିଆର ତଥ୍ୟ ବିଦେଶୀ ତଥା ଶତ୍ରୁ ପାକିସ୍ତାନକୁ ଲିକ୍‌ ଅଭିଯୋଗ ପ୍ରସଙ୍ଗରେ ତଦନ୍ତ ଜୋରଦାର ଜାରି ରହିଛି । ବୁଧବାର ଗିରଫ ହୋଇଥିବା ୪ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯିବା ପରେ…

ଫୁଲୁଛି ସୁବର୍ଣ୍ଣରେଖା

ଭୋଗରାଇ/ଜଳେଶ୍ୱର/ବାଲିଆପାଳ,୧୬।୯(ଡି.ଏନ.ଏ./ସ୍ବ.ପ୍ର.)- ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଉତ୍ତର ବାଲେଶ୍ୱର ଭୋଗରାଇ, ଜଳେଶ୍ୱର, ବାଲିଆପାଳ ଓ ବସ୍ତା ଅଞ୍ଚଳରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଭୋଗରାଇରେ ୩ ଦିନରେ ସର୍ବାଧିକ ୨୨୧.୭ମିମି ବର୍ଷା ହୋଇଥିବାର ରେକର୍ଡ଼ କରାଯାଇଥିବା ବେଳେ ବୁଧବାର ୧୨୨.୨ମିମି…

ପାଣିଘେରରେ ୨୦ ପରିବାର

ରୂପସା,୧୬।୯(ଡି.ଏନ.ଏ.)-ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ କସିପଦା ପଞ୍ଚାୟତର ୨୦ରୁ ଊର୍ଦ୍ଧ୍ୱ ପରିବାର ପାଣି ଘେରରେ ଜୀବନ ବିତାଉଛନ୍ତି। ଗାଁ ରାସ୍ତାରେ ପାଣିଜମି ରହିବା ସହ ଅଧିକାଂଶ ଲୋକଙ୍କ ଘରେ ବର୍ଷା ଜଳ ଲହଡ଼ି ଖେଳୁଥିବା…

ଗୁପ୍ତ ତଥ୍ୟ ପ୍ରଘଟରେ ହନିଟ୍ରାପ୍‌ ଲିଙ୍କ୍‌

ବାଲେଶ୍ୱର ଅଫିସ,୧୬।୯: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ର ଗୁପ୍ତ ତଥ୍ୟ ଲିକ୍‌ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଗୁପ୍ତ ତଥ୍ୟ ପ୍ରଘଟ ପଛରେ ହନିଟ୍ରାପ୍‌ (ମଧୁର ଜାଲ)ର ଲିଙ୍କ୍‌ ଥିବା ସୂଚନା ମିଳିଛି। ପୋଲିସ…

ଉଦୟପୁରରେ ପୋତାଗଲା ଲାଲ୍‌ ପତାକା

ଭୋଗରାଇ,୧୫।୯(ଡି.ଏନ.ଏ.)- ପଶ୍ଚିମବଙ୍ଗର ଦାଦାଗିରିକୁ ମୁହଁତୋଡ଼ ଜବାବ ଦେଇଛନ୍ତି ଓଡ଼ିଶା ସରକାର। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଉଦୟପୁର ବେଳାଭୂମିକୁ କୌଶଳକ୍ରମେ ଦଖଲ ଉଦ୍ୟମକୁ ପଣ୍ଡ କରିଛନ୍ତି ଜିଲା ପ୍ରଶାସନ। ଗତ ୭ ତାରିଖ ଉଦୟପୁର ବେଳାଭୂମିରେ ପଶ୍ଚିମବଙ୍ଗ ସେଚ ବିଭାଗ…

ଗଣେଶ ବିସର୍ଜନ ବେଳେ ଘଟିଲା ଦୁର୍ଘଟଣା

ବସ୍ତା,୧୨।୯(ଡି.ଏନ.ଏ.): ଗଣେଶ ମୂର୍ତ୍ତି ଭସାଣି ବେଳେ ରବିବାର ସୁବର୍ଣ୍ଣରେଖା ନଦୀ ରାଜଘାଟସ୍ଥିତ ବାରୁଣୀ ଘାଟରେ ଜଣେ ଛାତ୍ର ଭାସିଯାଇ ନିଖୋଜ ହୋଇଯାଇଛନ୍ତି। ସେ ହେଲେ ବସ୍ତା ଥାନା ସନ୍ତୋଷପୁର ପଞ୍ଚାୟତ ରାମଚନ୍ଦ୍ରପୁର ଗ୍ରାମର ଗୁରୁପ୍ରସାଦ ସାମଲ(୧୬)। ମିଳିଥିବା ସୂଚନା ମୁତାବକ, ଭେଲୋରାସ୍ଥିତ…

ସ୍ତ୍ରୀଙ୍କୁ ମାଡ଼ମାରିବା ପରେ ନିଜ ଦେହରେ ନିଆଁ ଲାଗାଇଲେ ସ୍ବାମୀ

ଖଇରା,୧୧ା୯(ଡି.ଏନ.ଏ.): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ଅର୍ଜୁନପୁର ଗ୍ରାମର ଶିଶିର କୁମାର ପ୍ରଧାନ(୫୦) ନାମକ ବ୍ୟକ୍ତି ପାରିବାରିକ କଳହକୁ କେନ୍ଦ୍ର କରି ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଇଥିଲେ। ଖଇରା ଅଗ୍ନିଶମ ବାହିନୀ ତାଙ୍କୁ ଉଦ୍ଧାର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?