କୁଲଡ଼ିହା ସ୍ଥିତି ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ
ସଜନାଗଡ଼, ୧୩।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା କୁଲଡ଼ିହା ଅଭୟାରଣ୍ୟରେ ଦୀର୍ଘ ଏକ ସପ୍ତାହରୁ ଊର୍ଦ୍ଧ୍ୱ ହେବ ନିଆଁ ଲାଗି ବୃକ୍ଷଲତା ପୋଡି ପାଉଁଶ ହୋଇଯାଇଛି। ଏହାର ସ୍ଥିତି ଅନୁଧ୍ୟାନ କରିବା ଲାଗି ଶୁକ୍ରବାର ବାଲେଶ୍ୱର ଏମ୍ପି ତଥା କେନ୍ଦ୍ରମନ୍ତ୍ରୀ...
ସ୍କୁଲ ବାରଣ୍ଡାରେ ଅସହାୟ ପରିବାର
ସିମୁଳିଆ, ୧୩।୩(ଡି.ଏନ.ଏ.) – ଘରଦ୍ୱାର ନାହିଁ। ସ୍କୁଲ ବାରଣ୍ଡାରେ ଆଶ୍ରୟ ନେଇଛନ୍ତି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ କହ୍ନେଇବିନ୍ଧା ପଞ୍ଚାୟତ କୁଟାରୀ ଅଞ୍ଚଳର ଏକ ପରିବାର। ଗରିବ ଲୋକଙ୍କୁ ଆବାସ ଯୋଜନାରେ ଘର ଯୋଗାଇ ଦିଆଯାଉଥିବା ବେଳେ ଏହି ପରିବାର...
ଠାଏ ଠାଏ ଜଳୁଛି କୁଲଡ଼ିହା : ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସଚେତନତା କାର୍ଯ୍ୟକ୍ରମ
ସଜନାଗଡ଼, ୧୨।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା କୁଲଡ଼ିହା ଅଭୟାରଣ୍ୟରେ ନିଆଁ ବ୍ୟାପିବା ନେଇ ବନବିଭାଗ ଚିନ୍ତାରେ ପଡିଛି। ଫେବୃୟାରୀ ୪ ତାରିଖଠାରୁ ବନବିଭାଗ ନିଆଁକୁ ଆୟତ୍ତ କରିବାରେ ପ୍ରାଣମୂର୍ଚ୍ଛା ଉଦ୍ୟମ ଜାରି ରଖିଛି। କୁଲଡ଼ିହା ଅଭୟାରଣ୍ୟ ୨୭୨.୭୫ ବର୍ଗ...
ଜଳେଶ୍ବରରୁ ୧ କେଜି ବ୍ରାଉନସୁଗାର ଜବତ, ଜଣେ ଗିରଫ
ବାଲେଶ୍ୱର ଅଫିସ,୧୦।୩: ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ଝାଡ଼େଶ୍ବରପୁର ଅଞ୍ଚଳରୁ ମଙ୍ଗଳବାର ବିଳମ୍ବିତ ରାତିରେ ୧ କେଜି ବ୍ରାଉନ ସୁଗାର ଜବତ ହୋଇଛି। ଘଟଣାରେ ସମ୍ପୃକ୍ତ ଜଣେ ଗିରଫ ହୋଇଛନ୍ତି। ରାତିରେ ଏସ୍ଟିଏଫ ଟିମ୍ ଚଢ଼ାଉ କରି ବ୍ରାଉନସୁଗାର...
ଜଳୁଛି କୁଲଡ଼ିହା: ନିଆଁ ଲିଭାଉଛନ୍ତି ଡିଏଫ୍ଓ, ରେଞ୍ଜର
ସଜନାଗଡ଼, ୧୦।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟରେ ୫ ଦିନ ହେବ ନିଅଁା ଜଳୁଛି। ଫେବୃୟାରୀ ୪ତାରିଖଠାରୁ ବନବିଭାଗ ନିଆଁକୁ ଆୟତ୍ତ କରିବାରେ ପ୍ରାଣମୂର୍ଚ୍ଛା ଉଦ୍ୟମ ଜାରି ରଖିଛି। କୁଲଡ଼ିହା ଅଭୟାରଣ୍ୟ ୨୭୨.୭୫ବର୍ଗ କି.ମି. ପରିବ୍ୟାପ୍ତ ଭିତରେ ଏକାଧିକ ପାହାଡ଼...
ବେଆଇନ ଗୋରୁ ଚାଲାଣ: କଣ୍ଟେନରରୁ ୧୦୨ ଉଦ୍ଧାର
ବାଲେଶ୍ବର ଅଫିସ, ୮।୩: ବାଲେଶ୍ୱର ଜିଲା ଶେରଗଡ଼ ଟୋଲଗେଟ ନିକଟରୁ ବେଆଇନ ଗୋଚାଲାଣ ବେଳେ ରବିବାର ବିଳମ୍ବିତ ରାତିରେ ୨ କଣ୍ଟେନରରୁ ୧୦୨ ଗୋରୁ ଉଦ୍ଧାର କରାଯାଇଛି। ଉଦ୍ଧାର ହୋଇଥିବା ଗୋରୁଙ୍କୁ ବାମପଦାସ୍ଥିତ ମା’ ଭାରତୀ ଗୋଶାଳାରେ ରଖାଯାଇଛି। ପ୍ରକାଶ...
ମହିଳା ଦିବସରେ ପାଣି ପାଇଁ ପ୍ରତିବାଦ କଲେ ମହିଳା
ବସ୍ତା,୮।୩(ଡି.ଏନ୍.ଏ): ବିଶ୍ୱ ମହିଳା ଦିବସରେ ବସ୍ତା ବ୍ଲକ ଅନ୍ତର୍ଗତ ଗୋଡ଼ିଖାଳ ନିକଟ ଜୁଣବଳଦାଠାରେ ପାନୀୟ ଜଳର ସମସ୍ୟା ନେଇ ମହିଳାମାନଙ୍କ ଦ୍ୱାରା ୬୦ ନଂ ଜାତୀୟ ରାଜପଥ ଅବରୋଧ କରାଯାଇ ଥିବା ଜଣାପଡ଼ିଛି। ଦୀର୍ଘଦିନ ଧରି ପାଣି ସମସ୍ୟା ଲାଗି...
ଜଙ୍ଗଲ ଗିଳି ଚାଲିଛି ନିଆଁ
ଭୁବନେଶ୍ୱର (ବ୍ୟୁରୋ)/ ନୟାଗଡ ଅଫିସ/ସଜନାଗଡ଼/ ବୁଗୁଡ଼ା, (ଡି.ଏନ.ଏ.)୮।୩: ହୁ ହୁ ମାଡ଼ିଚାଲିଛି ନିଆଁ। ଓଡ଼ିଶାର ବିଭିନ୍ନ ଜଙ୍ଗଲକୁ ଚାଟିଯାଉଛି ବିପର୍ଯ୍ୟୟର ଲହ ଲହ ଜିହ୍ବା। ସବୁଠୁ ବଡ଼ ଚିନ୍ତା ହେଉଛି ୨,୭୫୦ ବର୍ଗ କି.ମି. ଅଞ୍ଚଳ ପରିମିତ ଏସିଆ ମହାଦେଶର...
ବସ୍ଷ୍ଟାଣ୍ଡରୁ ଉଦ୍ଧାର ହେଲେ ୨ ଝିଅ
ବାଲେଶ୍ୱର ଅଫିସ, ୬।୩: ବାଲେଶ୍ୱର ଜିଲା ସୋରର କସ୍ତୁରବା କନ୍ୟାଶ୍ରମରୁ ଚମ୍ପଟ ହୋଇଥିବା ୨ ଝିଅଙ୍କୁ ଶନିବାର ଉଦ୍ଧାର କରାଯାଇଛି। ଉକ୍ତ ୨ ଝିଅ ବାଲେଶ୍ବର ବସ୍ଷ୍ଟାଣ୍ଡରୁ ଉଦ୍ଧାର ହୋଇଛନ୍ତି। ଉଭୟ ବସଷ୍ଟାଣ୍ଡ ପାଖରେ ବସି କାନ୍ଦୁଥିବାର ସ୍ଥାନୀୟ ଲୋକେ...
ପୂଜା ଭୋଗ ଖାଇ ୪୦ରୁ ଊର୍ଦ୍ଧ୍ୱ ଅସୁସ୍ଥ: ଡାକ୍ତରଖାନାରେ ଭର୍ତ୍ତି
ବସ୍ତା, ୬। ୩(ଡି.ଏନ୍.ଏ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ରଘୁନାଥପୁର ପଞ୍ଚାୟତ ଗିଲାଯୋଡି ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ଭଗବତୀ ପୂଜାର ପ୍ରସାଦ ଖାଇ ୪୦ ରୁ ଉର୍ଦ୍ଧ୍ୱ ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ବିଭିନ୍ନ ହସ୍ପିଟାଲରେ...
ଏସ୍ଏଫ୍ଡିଆର୍ର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୬।୩: ବାଲେଶ୍ୱର ଚାନ୍ଦିପୁର ସ୍ଥିତ ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଙ୍ଗଠନ (ଡିଆର୍ଡିଓ) ପକ୍ଷରୁ ସଲିଡ୍ ଫୁଏଲ୍ ଡକ୍ଟେଡ୍ ରାମଜେଟ୍ (ଏସ୍ଏଫ୍ଡିଆର୍)ର ଶୁକ୍ରବାର ସଫଳ ପରୀକ୍ଷଣ କରାଯାଇଛି। ଏଥିରେ ସବସିଷ୍ଟମ୍, ବୁଷ୍ଟର ମୋଟର, ନୋଜଲ-ଲେସ୍ ମୋଟର କାର୍ଯ୍ୟ କରିଛି।...
ସଡ଼କ ଦୁର୍ଘଟଣା: ଚାଲିଗଲା ସ୍ତ୍ରୀଙ୍କ ଜୀବନ, ସ୍ବାମୀ ଗୁରୁତର
ବାଲେଶ୍ୱର ଅଫିସ,୪।୩: ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଛଣପୁର ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସ୍ତ୍ରୀଙ୍କ ଜୀବନ ଯାଇଥିବା ବେଳେ ସ୍ବାମୀ ଗୁରୁତର ହୋଇଛନ୍ତି। ଗୁରୁବାର ସକାଳେ ଏହି ଦୁର୍ଘଟଣା ଘଟିଥିବା ବେଳେ ଏକ ଅଜଣା ଗାଡ଼ି ବାଇକ୍କୁ...
Archives


