ବାଲେଶ୍ୱର

ଦୁର୍ଘଟଣାରେ ପୂର୍ବତନ ସମିତିସଭ୍ୟଙ୍କ ଜୀବନ ଗଲା

ଖଇରା, ୧୫।୮(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ବ୍ଲକ ଗୋବିନ୍ଦପୁର ପଞ୍ଚାୟତର ପୂର୍ବତନ ସମିତିସଭ୍ୟ, ଭାଜପାର ସୁସଙ୍ଗଠକ, ନେତା ଅଭୟ କୁମାର ମହାନ୍ତି(୫୨)ଙ୍କ ଶନିବାର ରାତିରେ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ସେ ବାଇକ୍‌ରେ ଔପଦା-ଗଣ୍ଡିବେଡ଼ ରାସ୍ତାରେ ଆସୁଥିବା ବେଳେ…

୨ଶହ ଫୁଟର ତ୍ରିରଙ୍ଗା ଶୋଭାଯାତ୍ରା

ଖଇରା, ୧୫।୮(ଡି.ଏନ.ଏ.)-ସ୍ବାଧୀନତା ଦିବସ ପାଳନ ଅବସରରେ ବାଲେଶ୍ୱର ଜିଲା ପତଞ୍ଜଳି ଯୋଗ ସମିତି ଓ ଆଜାଦ ସୁଭାଷ ସେନା ମିଳିତ ଆନୁକୂଲ୍ୟରେ ପ୍ରସ୍ତୁତ ୨ଶହ ଫୁଟର ତ୍ରିରଙ୍ଗା ଶୋଭାଯାତ୍ରା ଖଇରା ବଜାରରେ କରାଯାଇଛି। ଜିଲା ଯୋଗ ପ୍ରଚାରକ ମୁକ୍ତିକାନ୍ତ ପାଣିଗ୍ରାହୀ, ସମିତି…

ସୌମ୍ୟଙ୍କ ଘରେ ଖଇରା ପୋଲିସ

ଖଇରା,୧୨ା୮(ଡି.ଏନ.ଏ.): ପାରଳାଖେମୁଣ୍ଡିରେ କାର୍ଯ୍ୟରତ ଏସିଏଫ୍‌ ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ରହସ୍ୟ ଉପରୁ ପରଦା ହଟୁନି। ଏହି ରହସ୍ୟଜନକ ମୃତ୍ୟୁ ଘଟଣାରେ ପୋଲିସର ତଦନ୍ତ ଉପରେ ପ୍ରଶ୍ନ ଉଠାଇ ନବୀନ ନିବାସ ଆଗରେ ଆମତ୍ାହୁତି ଦେବାକୁ ସୌମ୍ୟଙ୍କ ପରିବାର ବର୍ଗ ଚେତାବନୀ…

ଲଗାଣ ବର୍ଷା: ବାଲେଶ୍ୱର ସହର ସ୍ଥିତି ଅସମ୍ଭାଳ

ବାଲେଶ୍ୱର ଅଫିସ,୧୨।୮-ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ସହରରେ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ସହରର ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ଜିଲାରେ ବୁଧବାର ଅପରାହ୍ନ ୩ଟାରୁ ପ୍ରବଳ ବର୍ଷା ଆରମ୍ଭ ହୋଇଥିଲା। ପରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ଲାଗି…

ପଞ୍ଚାୟତକୁ ଆସିଥିଲା ୮୦ ଲକ୍ଷ ଟଙ୍କା, ଖର୍ଚ୍ଚ କରିପାରିଲେନି ସରପଞ୍ଚ

ଜଳେଶ୍ୱର,୧୧।୮(ଡି.ଏନ.ଏ.): ପଞ୍ଚାୟତରେ ପିଇବାପାଣି, ସ୍ବଚ୍ଛତା, ଆଲୋକୀକରଣ, ରାସ୍ତା ନିର୍ମାଣ ଭଳି ଉନ୍ନତି ମୂଳକ କାର୍ଯ୍ୟ ଲାଗି ଆସିଥିଲା ୮୦,୭୪,୭୯୪ ଟଙ୍କା। କିନ୍ତୁ ଏହାକୁ ଖର୍ଚ୍ଚ କରିପାରିଲେ ନାହିଁ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ମାକିଡିଆ ପଞ୍ଚାୟତ ସରପଞ୍ଚ ବଳରାମ ବର୍ଷାଳ। ଏଥିଯୋଗୁ…

‘ନିର୍ଭୟ’ର ସଫଳ ଉତ୍‌କ୍ଷେପଣ

ବାଲେଶ୍ୱର ଅଫିସ,୧୧।୮: ବାଲେଶ୍ୱର ଜିଲାର ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ନଂ ଲଞ୍ଚପ୍ୟାଡରୁ ବୁଧବାର ଦୂରଗାମୀ ସବ୍ନିକ କ୍ରୁଜ ମିସାଇଲ ନିର୍ଭୟର ପରୀକ୍ଷଣ କରାଯାଇଛି । ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ କ୍ଷେପଣାସ୍ତ୍ରକୁ ପୂର୍ବାହ୍ନ ୯ଟା ୫୩ ମିନିଟ୍‌ରେ ଉତ୍‌କ୍ଷେପଣ କରାଯାଇଛି। ପରୀକ୍ଷା…

ନୁଆଁଣିଆ ଚାଳ ଘରେ ଚାଲିଛି ସଂଘର୍ଷ: ପ୍ରୋତ୍ସାହନ ଅପେକ୍ଷାରେ ଆନ୍ତର୍ଜାତିକ ଖୋଖୋ ଖେଳାଳି

ବାଲେଶ୍ୱର ଅଫିସ, ୧୧।୮- ଟୋକିଓ ଅଲିମ୍ପିକ୍ସ ସଫଳତା ପରେ ସମଗ୍ର ଦେଶରେ କ୍ରୀଡ଼ାକୁ ନେଇ ବେଶ ଆଲୋଚନା ଚାଲିଛି। ରାଜ୍ୟ ସରକାର ମଧ୍ୟ କ୍ରୀଡ଼ାର ଭିତ୍ତିଭୂମିର ବିକାଶ ପାଇଁ ନୂଆ ନୂଆ ଘୋଷଣା କରିଚାଲିଛନ୍ତି। ସମ୍ପ୍ରତି ରାଜ୍ୟରେ ୬୯୩କୋଟି ଟଙ୍କା ଖର୍ଚ୍ଚରେ…

୩ ମାସ ହେଲା ୪୦ ପରିବାର ଜଳବନ୍ଦୀ

ବାହାନଗା, ୧୦ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖରାସାହାପୁର ପଞ୍ଚାୟତ ୨ଟି ୱାର୍ଡର ଦୁଃଖ କହିଲେ ନ ସରେ। ୟାସ୍‌ ବାତ୍ୟାକୁ ୩ମାସ ବିତିଯାଇଥିଲେ ମଧ୍ୟ ଖପରପଦା ସାହିର ୪୦ ପରିବାର ଏବେ ବି ଜଳବନ୍ଦୀ ହୋଇରହିଛନ୍ତି। ଅନ୍ୟ ଏକ ପାଖ ୱାର୍ଡର…

ବୁଲେଟ୍‌ ନେଇ ବାହାରି ଆସିଥିଲେ ଘରୁ, ସକାଳେ ସନ୍ଦେହ ଜନକ ଭାବେ ମିଳିଲା ମୃତଦେହ

ଚାନ୍ଦବାଲି,୯।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ମତୋ ମାଧପୁର ମୁଖ୍ୟରାସ୍ତା କଲେଜ ଛକ ନିକଟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ମିଳିଛି। ସେ ହେଲେ ମତୋ ପରମାନ୍ଧପୁର ଗାଁର ଗୋଲେଖ ଦାସଙ୍କ ପୁଅ ବସନ୍ତ। ତେବେ ବସନ୍ତ କାଲି ଘରୁ…

ସରୁନି ହଳଦିଆ ପୋଲ ନିର୍ମାଣ

ବାଲେଶ୍ୱର ଅଫିସ, ୮।୮: ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ କଲ୍ୟାଣପୁର ପଞ୍ଚାୟତ ଦେଇ ପ୍ରବାହିତ ବୁଢ଼ାବଳଙ୍ଗ ନଦୀ ଉପରେ ୨୦୧୪ରେ ୭କୋଟି ୪୨ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ପୋଲ ନିର୍ମାଣ ପ୍ରକଳ୍ପ ଆରମ୍ଭ ହୋଇଥିଲା। ଏହି ପୋଲ ନିର୍ମାଣ ହେଲେ…

ବଜ୍ରପାତରେ ଚାଲିିଗଲା ୮ ଜୀବନ

ବାଲେଶ୍ୱର ଅଫିସ/ ବସ୍ତା/ ରୂପ୍‌ସା/ ଜଳେଶ୍ୱର/ସୋର/ ବାସୁଦେବପୁର/ ଖୁଣ୍ଟା, ୭।୮(ଡି.ଏନ.ଏ.): ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜ ଜିଲାରେ ଶନିବାର ବଜ୍ରପାତ ଘଟି ୮ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ଜଣ ଗୁରୁତର ହୋଇଛନ୍ତି। ବାଲେଶ୍ୱର ଜିଲାରେ ୬, ଭଦ୍ରକରେ ଜଣେ ଓ ମୟୂରଭଞ୍ଜରେ…

ମୁଖ୍ୟ ଶାସନ ସଚିବ, ୫-ଟି ସଚିବଙ୍କୁ ବିରୋଧ କଲେ କୋଭିଡ୍‌ ପାରାମେଡିକାଲ ଷ୍ଟାଫ୍‌

ବଲାଙ୍ଗୀର ଅଫିସ,୪ା୮: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ୫-ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନଙ୍କ ସହ ବଲାଙ୍ଗୀର ଜିଲା ଗସ୍ତରେ ଆସିଥିବା ରାଜ୍ୟସ୍ତରୀୟ ଟିମ୍‌କୁ ବଲାଙ୍ଗୀର ଛଟେଇ ହୋଇଥିବା କୋଭିଡ୍‌ ପାରାମେଡିକାଲ ଷ୍ଟାଫ୍‌ ଜୋରଦାର୍‌ ବିରୋଧ କରିଛନ୍ତି। ବଲାଙ୍ଗୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?