ମହିଳାଙ୍କ ଠାରୁ ସୁନା ଚେନ୍ ଛଡ଼ାଇନେଲେ ଦୁର୍ବୃତ୍ତ, ଛୁରାମାଡ଼ରେ ଜଣେ ଗୁରୁତର
ବାଲେଶ୍ୱର ଅଫିସ,୨୯।୩: ବାଲେଶ୍ୱର ସହର ସିନେମା ଛକ ନିକଟସ୍ଥ ପ୍ରଜାପିତା ବ୍ରହ୍ମକୁମାରୀ ଆଶ୍ରମ ସମ୍ମୁଖରେ ଜଣେ ମହିଳା ସୋମବାର ପ୍ରାତଃ ଭ୍ରମଣ ପାଇଁ ଆସିଥିଲେ। ଏହି ସମୟରେ ଜଣେ ଯୁବକ ତାଙ୍କ ବେକରୁ ସୁନାହାର ଛଡ଼େଇ ନେଇ ପଳାଇଥିଲେ। ମହିଳାଜଣଙ୍କ ପାଟି…
କେମିକାଲ ମିଶା ରଙ୍ଗ ବିକି ଦୋକାନୀ ଗିରଫ
ବାଲେଶ୍ୱର ଅଫିସ,୨୯।୩: କୀଟନାଶକ ମିଶା ରଙ୍ଗ ବିକ୍ରି ଅଭିଯୋଗରେ ବାଲେଶ୍ୱର ଜିଲା ସହଦେବ ଖୁଣ୍ଟା ଥାନା ପୋଲିସ ସୋମବାର ଜଣେ ଦୋକାନୀଙ୍କୁ ଗିରଫ କରିଛି। ସୂଚନା ଯୋଗ୍ୟ, ଜଣେ ଯୁବକଙ୍କ ମୁହଁରେ କେମିକାଲ ମିଶା ରଙ୍ଗ ଲାଗିବାରୁ ଅସହ୍ୟ ଯନ୍ତ୍ରଣା ଅନୁଭବ…
ଜନବସତି ମୁହାଁ ଜୀବଜନ୍ତୁ
ବାଲେଶ୍ୱର ଅଫିସ,୨୭।୩: ଜଙ୍ଗଲ କ୍ଷୟକ୍ଷତି, ଖାଦ୍ୟ ଅଭାବ ପାଇଁ ଜୀବଜନ୍ତୁ ଜନବସତି ଆଡ଼କୁ ମୁହାଁଉଛନ୍ତି। ବାଲେଶ୍ୱର ଜିଲାର ବସ୍ତା ବ୍ଲକ ତାଡ଼ଦା ପଞ୍ଚାୟତ ବେଣ୍ଟପୁର ଗ୍ରାମକୁ ଏକ ଛୋଟ ହାତୀ ପଶି ଆସିଛି। ସେ ଗ୍ରାମର ମଧୁସୂଦନ ସାହୁଙ୍କ ବାଡ଼ିିରେ ପଶି…
ଓଡ଼ିଶା ଲୋକ ଭୋଟ ଦେଲେ ପଶ୍ଚିମବଙ୍ଗରେ
ଭୋଗରାଇ,୨୭।୩(ଡି.ଏନ୍.ଏ.): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଶନିବାର ଭୋଟ ଗ୍ରହଣ ଆରମ୍ଭ ହୋଇଯାଇଛି। ଏହି କ୍ରମରେ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଶଙ୍ଖାମେଦୀ ଗ୍ରାମର ୩୦୦ରୁ ଊର୍ଦ୍ଧ୍ୱ ଲୋକ ପଶ୍ଚିମବଙ୍ଗରେ ଭୋଟ ଦେଇଛନ୍ତି। ଏଥିସହ ଜଳେଶ୍ୱର ଓ ଭୋଗରାଇ ବ୍ଲକ ସୀମାନ୍ତ…
ବାଲେଶ୍ୱରରେ ଭାରତ ବନ୍ଦର ପ୍ରଭାବ
ବାଲେଶ୍ୱର ଅଫିସ,୨୬।୩: କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ଶୁକ୍ରବାର ସିପିଏମ୍ ଓ କଂଗ୍ରସ ପକ୍ଷରୁ ରାଜ୍ୟବ୍ୟାପୀ ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। କେନ୍ଦ୍ର ସରକାରଙ୍କର କଳା କୃଷି ଆଇନ, ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଆକାଶଛୁଆଁ ଦରବୃଦ୍ଧି ବିରୋଧରେ…
ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
ଖଇରା,୨୫।୩(ଡି.ଏନ.ଏ): ବାଲେଶ୍ବର ଜିଲା ଖଇରା ବ୍ଲକ ଗଡପୋଖରୀ ଗ୍ରାମ ପଞ୍ଚାୟତ ଅଧୀନ ଗୁଆପାଳ ଗ୍ରାମରେ ବୁଧବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ କାହ୍ନୁ ନାଇକଙ୍କର ୩ ବଖରା ବାସଗୃହ ପୋଡି ନଷ୍ଟ ହୋଇଯାଇଛି ା କେବଳ ଘର ତିଆରି ପାଇଁ ରଖାଯାଇଥିବା…
ଏବେଠୁ ଜଳ ସଙ୍କଟ
ବାଲିଆପାଳ,୨୫।୩(ସ୍ବ.ପ୍ର.)- ଖରାଦିନ ଆରମ୍ଭରୁ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ବାଲିଆପାଳ ପଞ୍ଚାୟତରେ ଜଳସଙ୍କଟ ଦେଖାଦେଇଛି। ଦୁଇଟି ପାନୀୟଜଳ ପ୍ରକଳ୍ପ ଥାଇ ମଧ୍ୟ ଲୋକଙ୍କୁ ପାନୀୟଜଳ ଯୋଗାଇବାରେ ଫେଲ୍ ମାରିଛି। ଏହାସହିତ ଗଁାଗୁଡିକରେ ଥିବା ଗଭୀର ନଳକୂପ କଥା କହିଲେ ନ ସରେ।…
ଶଙ୍ଖାମେଦୀକୁ ଗିଳିଲାଣି ପଶ୍ଚିମବଙ୍ଗ: ନାଁ ବଦଳାଇ କରୁଛି ନିର୍ବାଚନ
ଭୋଗରାଇ,୨୪।୩(ପ୍ରଦୀପ ଦାସ)- ଓଡ଼ିଶା ସୀମାନ୍ତ ଗାଁ କୋଟିଆରେ ଆନ୍ଧ୍ରପ୍ରଦେଶ ପଞ୍ଚାୟତ ନିର୍ବାଚନ କରି ରାଜ୍ୟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବା ବେଳେ ଏବେ ପଶ୍ଚିବମଙ୍ଗ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଶଙ୍ଖାମେଦୀ ଗାଁ ଉପରେ ଆଖି ପକାଇଛି। ପଶ୍ଚିମବଙ୍ଗ ଏହି ଗାଁକୁ…
ବାଲେଶ୍ୱରରେ ଶିଳ୍ପ ସମୀକ୍ଷା କରୁଛନ୍ତି ଅସିତ ତ୍ରିପାଠୀ
ବାଲେଶ୍ୱର ଅଫିସ ୨୩।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରମୁଖ ପରାମର୍ଶଦାତା ଅସିତ ତ୍ରିପାଠୀ ମଙ୍ଗଳବାର ବାଲେଶ୍ୱର ଗସ୍ତରେ ଅଛନ୍ତି। ବାଲେଶର, ଭଦ୍ରକ ଏବଂ ମୟୂରଭଞ୍ଜ ତିନୋଟି ଜିଲାକୁ ନେଇ ବାଲେଶ୍ୱରରେ ସେ ଶିଳ୍ପ ସମୀକ୍ଷା କରୁଛନ୍ତି। ଏହି ଅବସରରେ ତିନୋଟି ଜିଲାରୁ…
ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ୩ ଥାନାରେ ଅଟକ, ଗିରଫ ଦାବିରେ ରାସ୍ତା ଅବରୋଧ
ବାହାନଗା,୨୩।୩(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖନ୍ତାପଡ଼ା ଥାନା ଗୋପାଳପୁର ଫାଣ୍ଡି ଅଧୀନ କଲ୍ୟାଣୀ ପଞ୍ଚାୟତ ଅରଳା ଗ୍ରାମର ଜଣେ ଯୁବକଙ୍କୁ ସୋମବାର ସନ୍ଧ୍ୟାରେ ମରଣାନ୍ତକ ଆକ୍ରମଣ ହୋଇଛି। ସେ ହେଲେ ନରେନ୍ଦ୍ର ଜେନାଙ୍କ ପୁଅ ପ୍ରଶାନ୍ତ(୩୩)। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି…
ମଶାଧୂପରୁ ଜଳିଗଲା ୨ ବଖରା
ସୋର,୨୧ା୩: ସୋର ମ୍ୟୁନିସିପାଲିଟି ଅଧୀନ କାଜିମହଲା ବସ୍ତିରେ ମଶାଧୂପରୁ ଅଗ୍ନିକାଣ୍ଡ ଘଟିଛି। ବସ୍ତିର ସେକ୍ ଅମାନୁଲ୍ଲା(ମୁନା) ଶନିବାର ରାତିରେ ମଶାଧୂପ ଲଗାଇ ଶୋଇଥିଲେ। ସକାଳ ହୋଇଯିବାରୁ ସେ ଧୂପ ଲିଭାଇବାକୁ ଭୁଲିଯାଇ ବାହରକୁ ଆସିଥିଲେ। ଏହି ଧୂପରୁ ଅଗ୍ନିକାଣ୍ଡ ଘଟି ତାଙ୍କର…
ଡମ୍ପର ନେଲା ବୃଦ୍ଧଙ୍କ ଜୀବନ, ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ ସ୍ଥାନୀୟ ଲୋକେ
ବାଲେଶ୍ୱର ଅଫିସ,୨୧।୩: ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅନ୍ତର୍ଗତ ନୂଆନଈ ପୋଲ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ରବିବାର ପୂର୍ବାହ୍ନରେ ବାଲେଶ୍ୱର ସୁନହଟ ଅଞ୍ଚଳର ମହେନ୍ଦ୍ର ଦାସ (୮୦) ନୂଆନଈ…
Archives


