ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପକ୍ଷରୁ ୟାସ୍ ପ୍ରଭାବିତ ଲୋକଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ
ବାଲେଶର ଅଫିସ, ୨୯।୫: ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ବାଲେଶ୍ୱର ନଗରର କାର୍ଯ୍ୟକର୍ତ୍ତାମାନଙ୍କ ଦାରା ସାର୍ଥା ଅଞ୍ଚଳରେ ପାଣି ଘେରରେ ଥିବା ଗ୍ରାମବାସୀଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ବାତ୍ୟା ୟାସ୍ର କରାଳ ପ୍ରକୋପ ଯୋଗୁ ଗତ ୨ଦିନ ଧରି ଗ୍ରାମବାସୀଙ୍କୁ…
ଫାଣ୍ଡିରେ କନଷ୍ଟେବଳଙ୍କୁ ବଳାତ୍କାର
ବାଲେଶ୍ୱର ଅଫିସ/ବାହାନଗା, ୨୯।୫(ଡି.ଏନ.ଏ.): ବାତ୍ୟା ଡ୍ୟୁଟିରେ ଥିବା ଜଣେ ମହିଳା କନଷ୍ଟେବଳଙ୍କୁ ଫାଣ୍ଡି ପରିସରରେ ବଳାତ୍କାର କରାଯାଇଛି। ଏହି ଲଜ୍ଜାଜନକ ଘଟଣା ଘଟାଇଛନ୍ତି ସମ୍ପୃକ୍ତ ଫାଣ୍ଡି ଅଧିକାରୀ ଏସ୍ଆଇ ବଂଶୀଧର ପ୍ରଧାନ। ୩ଦିନ ପରେ ଘଟଣା ପଦାକୁ ଆସିବାରୁ ଏହା ବାଲେଶ୍ୱର…
କମୁଛି ଜଳ, ବଢୁଛି ଦୁଃଖ
ଖଇରା, ୨୯।୫ (ଡି.ଏନ.ଏ.)-ବାତ୍ୟା ୟାସ୍ ପ୍ରଭାବରେ ବାଲେଶ୍ୱର ଜିଲା ଖଇରା ବ୍ଲକରେ ବ୍ୟାପକ କ୍ଷତି ଘଟିଛି। କେଉଁଠି ବ୍ୟବସାୟୀଙ୍କ ଦୋକାନରେ ପାଣି ପଶି ଲକ୍ଷ ଲକ୍ଷ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଯାଇଛି ତ ଆଉ କେଉଁଠି ଘରେ ପାଣି ପଶି ବର୍ଷକର…
ବାତ୍ୟା ପରେ ବନ୍ୟା, ତଳିଆ ଅଞ୍ଚଳ ଲୋକେ ଆତଙ୍କିତ
ବାଲେଶ୍ୱର ଅଫିସ,୨୮ା୫: ବାତ୍ୟା ‘ୟାସ୍’ ପ୍ରଭାବରେ ଉପରମୁଣ୍ଡରେ ପ୍ରବଳ ବର୍ଷା ଲାଗି ରହିଥିବାରୁ ବାଲେଶ୍ବର ଦେଇ ପ୍ରବାହିତ ସୁବର୍ଣ୍ଣରେଖା ସମେତ ବୁଢ଼ାବଳଙ୍ଗ ଏବଂ ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇଥିବାରୁ ବନ୍ୟା ଆସିଛି। ବାତ୍ୟାର ଗୋଟିଏ ଦିନ ପରେ ବନ୍ୟା ଆସିବାକୁ…
ବାତ୍ୟାର କ୍ଷୟକ୍ଷତି ଅନୁଧ୍ୟାନ କଲେ ଯୋଗାଣ ମନ୍ତ୍ରୀ
ବାଲେଶର ଅଫିସ,୨୭।୫: ବାତ୍ୟା ୟାସ୍ ପ୍ରଭାବରେ କ୍ଷୟକ୍ଷତି ହୋଇଥିବା ଅଞ୍ଚଳକୁ ପରିଦର୍ଶନ କରି ଯୁଦ୍ଧକାଳୀନ ଭିତ୍ତିିରେ ସମସ୍ତ ଆବଶ୍ୟକ ସେବା ଯୋଗାଇ ଦେବାକୁ ସରକାର ଓ ପ୍ରଶାସନ ପକ୍ଷରୁ ଉଦ୍ୟମ କରାଯାଉଛି। ଏହିକ୍ରମରେ ଗୁରୁବାର ଖାଉଟି ଯୋଗାଣ ଏବଂ ସମବାୟ ମନ୍ତ୍ରୀ…
ବାସିଭାତକୁ କେନ୍ଦ୍ରକରି ଉତ୍ତେଜନା
ରୂପ୍ସା, ୨୭।୫ (ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ଗଡପଦା ପଞ୍ଚାୟତ ଅନ୍ତର୍ଗତ ଲଛମନଖୁଣ୍ଟା ସ୍କୁଲ ବାତ୍ୟା ଆଶ୍ରୟସ୍ଥଳୀରେ ବୁଧବାର ଉତ୍ତେଜନା ଦେଖାଦେଇଛି। ଏଠାରେ ଆଶ୍ରୟ ନେଇଥିବା ଲୋକଙ୍କୁ ଖାଇବା ପାଇଁ ବାସିଭାତ ଦିଆଯାଇଥିବା ମନ୍ମଥ ସିଂ, ସମ୍ବାରି ସିଂ, ଦୌପଦୀ ସିଂ,…
ୟାସ୍ ପ୍ରଭାବ: ବାହାନଗା ବ୍ଲକର ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି
ବାହାନଗା,୨୬।୫(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକର ଆରୁହାବାଡ଼ ପଞ୍ଚାୟତ ରୂପଖଣ୍ଡ ସମୁଦ୍ର କୂଳ ଦେଇ ୟାସ୍ ଅତିକ୍ରମ କରିବା ବେଳେ ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି କରିଛିି। କେତେକ ସ୍ଥାନରେ ଗଛ ପଡି କଚ୍ଚା ଘର ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି।…
ଭୟଙ୍କର ହେଉଛି ଅଶାନ୍ତ ସମୁଦ୍ର
ଭୋଗରାଇ,୨୫।୫(ଡି.ଏନ୍.ଏ): ଉପକୂଳକୁ ମାଡି ଆସୁଥିବା ବାତ୍ୟା ୟାସ୍ ଯୋଗୁ ସମୁଦ୍ର ଅଶାନ୍ତ ହୋଇପଡ଼ିଛି। ବାଲେଶ୍ୱର ଉପକୂଳ ଭୋଗରାଇର ଉଦୟପୁର, ତାଳସାରୀରେ ସମୁଦ୍ର ଉତ୍ତାଳ ଢେଉ ୪ ମି. ଉଚ୍ଚରେ ଜୁଆର ମାଡି ଆସି ସୁରକ୍ଷା ପଥର ବନ୍ଧରେ ମାଡ କରୁଥିବାରୁ କୂଳବାସୀ…
ପୁନରୁଦ୍ଧାର ଉପରେ ଗୁରୁତ୍ୱ
ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ, ୨୫।୫: ବାତ୍ୟା ‘ୟାସ୍’ ମୁକାବିଲା ଲାଗି ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଏଡ଼ିଜି) ଯଶୱନ୍ତ ଜେଠୱା ସୋମବାର ବାଲେଶ୍ୱର ଓ ଭଦ୍ରକ ଜିଲା ଗସ୍ତ କରି ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଆଇଏମ୍ଡ଼ି ସୂଚନା ଅନୁଯାୟୀ ବାତ୍ୟା ବାଲେଶ୍ୱର…
ପୂର୍ବ ଶତ୍ରୁତାରୁ ଗଣ୍ଡଗୋଳ: ଦୁଇ ବାଇକ୍ ସମେତ ଗୋଟିଏ ମାରୁତି ଜାଳିଦେଲେ ଆକ୍ରମଣକାରୀ
ବାଲେଶ୍ୱର ଅଫିସ,୨୪ା୫: ବାଲେଶ୍ୱର ଜିଲା ଖଇରା ବ୍ଲକ ତୁଟ ଗ୍ରାମର କୈଳାସ ଜେନାଙ୍କ ସହିତ ସେହି ଗ୍ରାମର ଶଙ୍କର୍ଷଣ ଜେନା ଓ ବଂଶୀଧର ଜେନାଙ୍କ ସହିତ ଦୀର୍ଘ ଦିନ ଧରି ଶତ୍ରୁତା ଲାଗି ରହିଥିଲା। ଆଗରୁ ଅନେକ ଥର ଗଣ୍ଡଗୋଳକୁ ନେଇ…
ସମ୍ଭାବ୍ୟ ବାତ୍ୟାରେ ଜରୁରୀ ବିଷୟ ପ୍ରତି ଧ୍ୟାନ ଦେବାକୁ ଲୋକଙ୍କୁ ଅନୁରୋଧ କଲେ ଜିଲାପାଳ
ବାଲେଶ୍ୱର ଅଫିସ,୨୪।୫: ଆସନ୍ତା ମେ ୨୬ତାରିଖରେ ବାତ୍ୟା ଆଶଙ୍କା ଥିବାରୁ ଜନସାଧାରଣ ସେମାନେ ନିଜକୁ ସୁରକ୍ଷିତ ରଖିବା ପାଇଁ ସମସ୍ତ ପ୍ରାକ ସାବଧାନତା ଅବଲମ୍ବନ କରିବେ ଏବଂ ନିହାତି ଭାବରେ ତିନି ଦିନ ପାଇଁ ପିଇବା ପାଣି ମହଜୁଦ ରଖିବାକୁ ନିବେଦନ…
‘ୟାସ୍’କୁ ନେଇ ପ୍ରଶାସନ ତତ୍ପର: ବାଲେଶ୍ୱରରେ ଏସ୍ଆର୍ସି
ବାଲେଶ୍ୱର ଅଫିସ, ୨୩।୫: ୟାସ୍’କୁ ନେଇ ପ୍ରଶାସନ ତତ୍ପର ହୋଇ ଉଠିଛି। ଏ ନେଇ ବାଲେଶ୍ୱର ଜିଲା ଆହ୍ବାନ ଗୃହରେ ଏସ୍ଆରସି ପ୍ରଦୀପ କୁମାର ଜେନା ବାତ୍ୟା ୟାସ ସମ୍ପର୍କରେ ଜିଲା ପ୍ରଶାସନ ସହ ଆଲୋଚନା ଓ ସମୀକ୍ଷା କରୁଛନ୍ତି। ଲୋକଙ୍କୁ…
Archives


