ବାଲେଶ୍ୱର

ଟେଣ୍ଟ କମ୍ୟୁନିଟି ହସ୍‌ପିଟାଲ ଲାଗି ଜମି ସର୍ଭେ

ଜଳେଶ୍ୱର, ୭।୬(ଡି.ଏନ.ଏ.)-ମହାମାରୀ କରୋନା ସମଗ୍ର ବିଶ୍ୱକୁ କବଳିତ କରିଥିବା ବେଳେ ଏହାର ନିସ୍ତାର ଲାଗି ସ୍ବାସ୍ଥ୍ୟବିଭାଗ ନାକେଦମ ହେଉଛି। କେନ୍ଦ୍ର ଓ ରାଜ୍ୟ ସରକାର ପର୍ଯ୍ୟାପ୍ତ ସ୍ବାସ୍ଥ୍ୟସେବା ଯୋଗାଇବା ସମ୍ଭବ ହୋଇପାରୁ ନ ଥିବାରୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ହୁ) ଏବେ…

ଦୁଇ ନାବାଳିକାଙ୍କୁ ୬୨ ବର୍ଷୀୟ ବୃଦ୍ଧଙ୍କ ଅସଦାଚରଣ ଅଭିଯୋଗ

ବାଲେଶ୍ୱର ଅଫିସ,୬ା୬: ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ବଜାରରେ ଥିବା ଏକ ଦୋକାନକୁ ଥଣ୍ଡା ପାନୀୟ ଆଣିବାକୁ ଯାଇଥିବା ବେଳେ ୬୨ ବର୍ଷୀୟ ଦୋକାନୀ ଦୁଇ ନାବାଳିକାଙ୍କୁ ଅସଦାଚରଣ କରିଥିବା ଜଳେଶ୍ୱର ଥାନାରେ ଅଭିଯୋଗ ହୋଇଛି। ଘଟଣା ସ୍ଥଳରେ ଉତ୍ତେଜନା ମଧ୍ୟ…

ଗ୍ରାମରାସ୍ତାକୁ କେନ୍ଦ୍ର କରି ଘର ପୋଡ଼ିଦେଲେ

ବାଲେଶ୍ୱର ଅଫିସ,୬ା୬ ବାଲେଶ୍ୱର ଜିଲାର ବାଲିଆପାଳ ଥାନା ଶ୍ରୀରାମପୁର ପଞ୍ଚାୟତର ଗୋକୁଳାନନ୍ଦପୁର ଗ୍ରାମ ରାସ୍ତାକୁ କେନ୍ଦ୍ର କରି ସଂଘବଦ୍ଧ ଭାବେ ବଂଶୀଧର ଜେନାଙ୍କ ଦୁଇବଖରା ପୋଡ଼ି ଦେଇଥିବା ଅଭଯୋଗ ହୋଇଛି। ଫଳରେ ଲକ୍ଷାଧିକ ଟଙ୍କାର ସମ୍ପତି ନଷ୍ଟ ହୋଇଛି। ଏହାକୁ କେନ୍ଦ୍ରକରି…

ଅମ୍ବାଳିଅଠା ନିକଟରେ ସିରିଜ୍‌ ଦୁର୍ଘଟଣା: ୨ ମୃତ; ଡମ୍ପର ଡ୍ରାଇଭରଙ୍କ ହାତ ଗୋଡ଼ ବାନ୍ଧିଦେଲେ ଲୋକେ

ବାଲେଶ୍ୱର ଅଫିସ, ଜଳେଶ୍ୱର(ଡି.ଏନ୍‌.ଏ.),୪।୬: ବାଲେଶ୍ୱର ଜିଲା ଜଳେଶ୍ୱର ୫୭ନଂ ରାଜ୍ୟ ରାଜପଥ ନିକଟରେ ଶୁକ୍ରବାର ଏକ ସିରିଜ୍‌ ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଆରୁହା ଗ୍ରାମର ସିଦ୍ଧେଶ୍ୱର ବେହେରା ଓ କୁଳମଣି ବେହେରା। ସୂଚନାନୁଯାୟୀ, ଜଳେଶ୍ୱର…

ପାହାଡ଼ିଆ ଅଞ୍ଚଳରେ ସୁଧୁରିବ ଜଳ ସମସ୍ୟା

ଖଇରା, ୪।୬-ବାଲେଶ୍ୱର ଜିଲା ଖଇରା ବ୍ଲକର ଉପାନ୍ତ ପାହାଡିଆ ଅଞ୍ଚଳରେ ବସବାସ କରୁଥିବା ଅଧିବାସୀଙ୍କ ପାଇଁ ଖୁସି ଖବର ା ଖୁବଶୀଘ୍ର ବର୍ଷ ବର୍ଷ ଧରି ଭୋଗୁଥିବା ପାନୀୟଜଳ ସମସ୍ୟାର ସମାଧାନ ହେବାକୁ ଯାଉଛି। ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲା…

ବାଡ଼ିରେ ଛେଳି ପଶିବାରୁ ଦମ୍ପତିଙ୍କୁ ଗଛରେ ବାନ୍ଧି ପିଟିଲେ

ଲଙ୍ଗଳେଶ୍ୱର,୨।୬: ଛେଳି ଚରାଇବାକୁ କେନ୍ଦ୍ର କରି ଦେଖାଦେଇଛି ଉତ୍ତେଜନା। ବାଡ଼ିରେ ଛେଳି ପଶିବାରୁ ଚରାଳି ଏବଂ ତାଙ୍କର ସ୍ତ୍ରୀଙ୍କୁ ଗଛରେ ବାନ୍ଧି ଗାଁ ଲୋକେ ମାଡ଼ ମାରିଛନ୍ତି। ମଳିଥିବା ସୂଚନା ମୁତାବକ, ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅଞ୍ଚଳର ଦିଲୀପ ବିଶ୍ୱାଳ…

ବାଡ଼ିରେ ବୁଲୁଥିଲା ୫ ଫୁଟିଆ ନାଗ, ଆଉ ତା’ ପରେ

ବାଲେଶ୍ୱର ଅଫିସ,୨।୬: ବାଲେଶ୍ୱର ଜିଲାର ରାଇବଣିଆ ଥାନା ଅନ୍ତର୍ଗତ ଗୋପାଳପୁର ଗାଁରୁ ଏକ ନାଗ ସାପ ଉଦ୍ଧାର ହୋଇଛି। ଉକ୍ତ ଗାଁର ଜୟଦେବ ବେହେରାଙ୍କ ବାଡିରୁ ଏହି ୫ ଫୁଟିଆ ନାଗ ଉଦ୍ଧାର ହୋଇଛି। ତେବେ ଏକ ବର୍ଷ ପୂର୍ବେ ସେଠାରୁ…

ଜୁଏଲାରି ମାଲିକଙ୍କ ଘରେ ପଶିଲେ ଦୁର୍ବୃତ୍ତ: ୧୦ ରାଉଣ୍ଡ ଗୁଳି ଚାଳନା, ୩ ଗୁରୁତର ୩ ଆହତ

ବାହାନଗା, ୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାଉଡୁ ଗ୍ରାମର ଜଣେ ଜୁଏଲାରି ମାଲିକଙ୍କ ଘରୁ ଚୋରି ହୋଇଛି। ୬ ଜଣ ଦୁର୍ବୃତ୍ତ ଘର ଭିତରେ ପଶି ୧୦ ରାଉଣ୍ଡ ଗୁଳି ଚଳାଇ ଥିଲେ। ଘରର ୩ ଜଣ ସଦସ୍ୟ ଗୁରୁତର…

ଉପକୂଳ ଅଞ୍ଚଳ ସୁରକ୍ଷାକୁ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୧ା୬: କେନ୍ଦ୍ର ପେଟ୍ରୋଲିୟମ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ବାଲେଶ୍ୱର ଜିଲାର ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଗସ୍ତ କରି ସ୍ଥିତି ସମୀକ୍ଷା କରିଛନ୍ତି। ସେ ପୂର୍ବାହ୍ନ ୧୦ଟା ବେଳେ ଚାନ୍ଦିପୁର ହେଲିପ୍ୟାଡ୍‌ରେ ଅବତରଣ କରି ସମୁଦ୍ର ଉପକୂଳବର୍ତ୍ତୀ ଶ୍ରୀକୋଣା…

୨ବର୍ଷର ପୁଅକୁ ଧରି ଟ୍ରେନ୍‌ ଆଗକୁ ଡେଇଁଲେ ମହିଳା

ରୂପ୍‌ସା,୨୯।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଦକ୍ଷିଣ-ପୂର୍ବ ରେଳପଥ ଖଡ଼ଗପୁର ଡିଭିଜନ୍‌ ଅଧୀନ ରୂପ୍‌ସା-ବସ୍ତା ଷ୍ଟେଶନ ମଝି ନୂଆଗାଁ ରେଳଷ୍ଟେଶନ ନିକଟରେ ଶନିବାର ଜଣେ ମହିଳା ୨ବର୍ଷର ଶିଶୁପୁତ୍ରକୁ ଧରି ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳା ଜଣକ…

ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପକ୍ଷରୁ ୟାସ୍‌ ପ୍ରଭାବିତ ଲୋକଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

ବାଲେଶର ଅଫିସ, ୨୯।୫: ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ବାଲେଶ୍ୱର ନଗରର କାର୍ଯ୍ୟକର୍ତ୍ତାମାନଙ୍କ ଦାରା ସାର୍ଥା ଅଞ୍ଚଳରେ ପାଣି ଘେରରେ ଥିବା ଗ୍ରାମବାସୀଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ବାତ୍ୟା ୟାସ୍‌ର କରାଳ ପ୍ରକୋପ ଯୋଗୁ ଗତ ୨ଦିନ ଧରି ଗ୍ରାମବାସୀଙ୍କୁ…

ଫାଣ୍ଡିରେ କନଷ୍ଟେବଳଙ୍କୁ ବଳାତ୍କାର

ବାଲେଶ୍ୱର ଅଫିସ/ବାହାନଗା, ୨୯।୫(ଡି.ଏନ.ଏ.): ବାତ୍ୟା ଡ୍ୟୁଟିରେ ଥିବା ଜଣେ ମହିଳା କନଷ୍ଟେବଳଙ୍କୁ ଫାଣ୍ଡି ପରିସରରେ ବଳାତ୍କାର କରାଯାଇଛି। ଏହି ଲଜ୍ଜାଜନକ ଘଟଣା ଘଟାଇଛନ୍ତି ସମ୍ପୃକ୍ତ ଫାଣ୍ଡି ଅଧିକାରୀ ଏସ୍‌ଆଇ ବଂଶୀଧର ପ୍ରଧାନ। ୩ଦିନ ପରେ ଘଟଣା ପଦାକୁ ଆସିବାରୁ ଏହା ବାଲେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?