ବାଲେଶ୍ୱର

‘କ୍ୟୁଆର୍‌ଏସ୍‌ଏଏମ୍‌’ର ପରୀକ୍ଷଣ ସଫଳ

ବାଲେଶ୍ୱର ଅଫିସ, ୧୮।୧୧: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆର୍‌ (ସମନ୍ବିତ ପରୀକ୍ଷଣ କେନ୍ଦ୍ର ପରିସର) ୩ନଂ. ଲଞ୍ଚପ୍ୟାଡ୍‌ରୁ ମଙ୍ଗଳବାର ‘କ୍ୟୁଆର୍‌ଏସ୍‌ଏଏମ୍‌’ (କୁଇକ୍‌ ରିଆକ୍‌ସନ୍‌ ସର୍ଫେସ୍‌ ଟୁ ଏୟାର) କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ ହୋଇଛି। ଏହା ପାଇଲଟ ବିହୀନ ଟାର୍ଗେଟ୍‌ ଏୟାରକ୍ରାଫ୍ଟ ‘ବଂଶୀ’କୁ…

ନଦୀରେ ବୁଡିଗଲେ ୩ ଯୁବକ, ଜଣଙ୍କ ମୃତଦେହ ଉଦ୍ଧାର

ରେମୁଣା, ୧୬।୧୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ରେମୁଣା ଥାନା ବୁଢାବଳଙ୍ଗ ନଦୀର କାଠସଙ୍ଗଡା ଘାଟରେ ସୋମବାର ଅପରାହ୍ନ ସମୟରେ ଗାଧୋଉଥିବା ବେଳେ ୩ଜଣ ଯୁବକ ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ଅଙ୍କିତ ପତି। ଘଟଣାସ୍ଥଳରେ…

ଆରୂହାବାଡ଼ ସମୁଦ୍ର ବାଲିରୁ କୁମ୍ଭୀରକୁ କାବୁ କଲେ ଧୀବର

ବାହାନଗା, ୧୬।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଆରୂହାବାଡ ପଞ୍ଚାୟତ ସମୁଦ୍ର କୂଳ ବାରୁଣୀ ଘାଟ ଆଡିଆ ସମୁଦ୍ର ବାଲିରୁ ଧୀବରଙ୍କ ଦ୍ୱାରା ଏକ କୁମ୍ଭୀର ଉଦ୍ଧାର କରାଯାଇଛି। ଏହାର ଲମ୍ବ ୫ ଫୁଟ ଏବଂ ବୟସ ୧ ବର୍ଷ ହେବ…

ନୀଳଗିରିକୁ ପଶିଲେ ଝାଡ଼ଖଣ୍ଡୀ ହାତୀପଲ

ସଜନାଗଡ଼,୧୬ା୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରିକୁ ସୋମବାର ଭୋର୍‌ରୁ ୪୨ ଝାଡ଼ଖଣ୍ଡୀ ହାତୀପଲ ନୀଳଗିରିକୁ ପ୍ରବେଶ କରିଛନ୍ତି। ୨୦୧୦ ମସିହାରୁ ହାତୀପଲ ନୀଳଗିରିକୁ ଜଙ୍ଗଲ ଚିରାଚରିତ ଢଙ୍ଗରେ ପ୍ରତିବର୍ଷ ଭଳି ଏବର୍ଷ ଝାଡ଼ଖଣ୍ଡ ଦଲମା ଜଙ୍ଗଲରୁ ହାତୀପଲ ଆସି ଓଡ଼ିଶା ସୀମା ପାରହୋଇଛନ୍ତି…

ଅଚଳାବସ୍ଥାରେ ହୋମିଓପାଥିକ ଡାକ୍ତରଖାନା

ଖଇରା,୧୪ ।୧୧: ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଡପୋଖରୀଠାରେ ଥିବା ସରକାରୀ ହୋମିଓପାଥିକ ଡାକ୍ତରଖାନାରେ ଗତ ୯ମାସ ଧରି ଅଚଳାବସ୍ଥା ଲାଗି ରହିଛି। ଡାକ୍ତର ଅନୁପସ୍ଥିତ ରହୁଥିବା ବେଳେ ପିଅନ କାଁ ଭାଁ କାର୍ଯ୍ୟାଳୟ ଖୋଲି ନିଜର ଉପସ୍ଥାନ ପକାଇ…

ସ୍କୁଟିକୁ ପଛପଟୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ମା’-ପୁଅଙ୍କ ଜୀବନ

ବାହାନଗା,୧୨ା୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ୧୬ ନମ୍ବର ଜାତୀୟ ରାଜପଥର ଓଳିଆପାଟଣା ପୋଲ ନିକଟରେ ରାସ୍ତା ଦୁର୍ଘଟଣାରେ ମା’ ପୁଅଙ୍କର ମୃତ୍ୟୁ ଘଟିଛି। ସୋର ଥାନା ଅଧୀନସ୍ଥ ଖୁଣ୍ଟା ଗ୍ରାମର ବୁଦ୍ଧିରାମ ସେନାପତିଙ୍କ ସ୍ତ୍ରୀ ଶୁକ ସେନାପତି, ତାଙ୍କ ୩…

ବିଜେଡି ହାତକୁ ଗଲା ବାଲେଶ୍ୱର ସଦର

ବାଲେଶ୍ୱର ଅଫିସ,୧୦।୧୧: ବାଲେଶ୍ୱର ସଦର ବିଧାନସଭା ଆସନରେ ମଙ୍ଗଳବାର ଭୋଟ ଗଣତି ଶେଷ ହୋଇଛି। ଏଥିରେ ବିଜେଡି ପ୍ରାର୍ଥୀ ସ୍ବରୂପ ଦାସ ବିଜୟୀ ହୋଇଛନ୍ତି। ଏବେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଫଳାଫଳ ଘୋଷଣାକୁ ଅପେକ୍ଷା ରହିଛି। ତେବେ ଶେଷ ରାଉଣ୍ଡ ଗଣତି…

ପଶ୍ଚିମବଙ୍ଗର ସୀମା ଦଖଲ ଉଦ୍ୟମ: ଦୁଇ ରାଜ୍ୟ ସୀମାନ୍ତବାସୀ ମୁହାଁମୁହିଁ

ଭୋଗରାଇ,୮ା୧୧(ଡି.ଏନ.ଏ.): ଦୀର୍ଘ ଅଢେଇବର୍ଷ ନୀରବତା ପରେ ଓଡ଼ିଶା-ପଶ୍ଚିମବଙ୍ଗ ସୀମା ବିବାଦ ପୁଣି ମୁଣ୍ଡ ଟେକିଛି। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଗ୍ରାମ ସାହାବାଜିପୁର ଗ୍ରାମ୍ୟ ଜଙ୍ଗଲକୁ ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଦୀଘା-ଶଙ୍କରପୁର ଉନ୍ନୟନ ପରିଷଦ ଶୁକ୍ରବାର ରାତିଅଧିଆ ବେଆଇନ ଭାବେ…

କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ, ୩ ଅଭିଯୁକ୍ତ ଗିରଫ

ବାଲେଶର ଅଫିସ, ୭।୧୧: ରାଜ୍ୟରେ ନିଶା ବେପାର ଥମିବାର ନାଁ ନେଉନି। ପ୍ରତ୍ୟେକ ଦିନ କେଉଁଠି ନା କେଉଁଠି ନିଶା ସାମଗ୍ରୀ ସହ ଅଭିଯୁକ୍ତ ମଧ୍ୟ ଗିରଫ ହେଉଛନ୍ତି। ବିଶେଷ କରି ବାଲେଶ୍ୱରରେ ବ୍ରାଉନସୁଗାର କାରବାର ବଢ଼ି ବଢ଼ି ଚାଲିଛି। ଏହାରି…

ପୁଣି ଆଉ ଏକ ଟାର୍ଗେଟ ମିଶାଇଲ ସମୁଦ୍ର ଭିତରୁ ଉଦ୍ଧାର

ବାହାନଗା, ୫।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଳକ ଖରାସାହାପୁର ପଞ୍ଚାୟତର ବାଉଁଶ ଆଡିଆ ସ୍ଥିତ ମାଛ ଧରା କେନ୍ଦ୍ର(ଜେଟି)ର ସମୁଦ୍ର ଭିତରୁ ପୁଣି ଏକ ଟାର୍ଗେଟ ମିଶାଇଲକୁ ଧିବୀରମାନେ ଉଦ୍ଧାର କରିଛନ୍ତି। ଏହାକୁ ଦେଖିବା ପାଇଁ ବାଉଁଶ ଆଡିଆ ଓ ବରଜଦେଉଳୀ…

୪୮ ସେକେଣ୍ଡରେ ୬ ରକେଟ୍‌

ବାଲେଶ୍ୱର ଅଫିସ,୫।୧୧: ଡିଆର୍‌ଡିଓ ପକ୍ଷରୁ ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ପରୀକ୍ଷଣ କେନ୍ଦ୍ରରୁ ବିକଶିତ ମଲ୍‌ଟି ବ୍ୟାରେଲ ରକେଟ ଲଞ୍ଚର୍‌ ‘ପିନାକ’ର ସଫଳ ପରୀକ୍ଷା କରାଯାଇଛି। ଏକାଦିକ୍ରମେ ରକେଟ ଲଞ୍ଚର୍‌ରୁ ୪୮ ସେକେଣ୍ଡରେ ୬ଟି ରକେଟ୍‌ ନିକ୍ଷେପ କରାଯାଇଥିଲା। ଏହି ବିକଶିତ ରକେଟ…

ଶିଳ୍ପ ବନ୍ଦ କଥା ସରକାରଙ୍କୁ ଅଜଣା

ଯାଜପୁର ଅଫିସ/ବାଲେଶ୍ୱର ଅଫିସ୍‌/ଅନୁଗୋଳ ଅଫିସ୍‌/ବଲାଙ୍ଗୀର ଅଫିସ୍‌/କେନ୍ଦୁଝର ସ୍ବ.ପ୍ର./ ସୁନ୍ଦରଗଡ଼/ଓଡ଼ାପଡ଼ା, ୫।୧୧(ଡି.ଏନ.ଏ.): ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର କହୁଛନ୍ତି। ଏହି କ୍ରମରେ ରାଜ୍ୟ ଏକକ ବାତାୟନ (ସିଙ୍ଗିଲ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri