ବାଲେଶ୍ୱର

ମେ’ ୨୬ରେ ଲଗ୍ନଧରା, ଜୁନ୍‌ ୬ରେ ବାହାଘର

ବାଲେଶ୍ୱର ଅଫିସ, ୨୩।୪-ବାଲେଶ୍ୱରର ଜଉକଣ୍ଢେଇ ବାହାଘର ଲୋକକଳା, ଲୋକସଂସ୍କୃତି, ଲୋକସାହିତ୍ୟ ଓ ଲୋକ ପରମ୍ପରାର ଅଦ୍ୱିତୀୟ ଲୋକପର୍ବ। କେବଳ ଓଡ଼ିଶାରେ ନୁହେଁ, ସାରା ଭାରତରେ ଏଭଳି ଲୋକପର୍ବ ବିରଳ। ଏକ ବିଲୁପ୍ତ ଲୋକକଳାକୁ ଉଜ୍ଜୀବିତ କରି ପ୍ରଚାର, ପ୍ରସାର ଓ ପ୍ରତିଷ୍ଠା…

ଇଟାଭାଟି ଭାଙ୍ଗିବାରେ ପ୍ରଶାସନ ଫେଲ୍‌

ସଜନାଗଡ଼,୨୩।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ତହସିଲ ଅଧୀନରେ ଗଢ଼ିଉଠିଥିବା ୧୪ଟି ଚିମିନି ଇଟାଭାଟି କୁଲଡିହା ଇକୋ ସେନ୍‌ସିଟିଭି ଜୋନ୍‌ ମଧ୍ୟରେ ଆସୁଥିବାରୁ ତାହାକୁ ଭାଙ୍ଗିବା ପାଇଁ ପ୍ରଶାସନ ପ୍ରସ୍ତୁତ ହେଉଥିବା ବେଳେ ହଜାର ହଜାର ଶ୍ରମିକ, ଅଞ୍ଚଳବାସୀ, ଇଟାଭାଟି ମାଲିକମାନେ ଏକଜୁଟ ହୋଇ…

ସଂକ୍ରମଣ ରୋକିବାକୁ ସୀମା ସିଲ୍‌

ଭୋଗରାଇ,୨୨।୪(ଡି.ଏନ.ଏ.): ମହାମାରୀ କରୋନାର ଦ୍ୱିତୀୟ ଲହର କ୍ଷିପ୍ର ଗତିରେ ସଂକ୍ରମିତ ହେଉଥିବା ବେଳେ ରାଜ୍ୟ ସରକାର ସତର୍କତା ମୂଳକ ଆନ୍ତଃରାଜ୍ୟ ସଡ଼କ ପଥ ସୀମାକୁ ସିଲ୍‌ କରିଛନ୍ତି। ଏଭଳି ସ୍ଥିତିରେ ବାଲେଶ୍ୱର ଜିଲା ସୀମାନ୍ତ ପଶ୍ଚିମବଙ୍ଗକୁ ସଂଯୋଗ କରୁଥିବା ଜଳେଶ୍ୱର ଓ…

ଆର୍‌ଟି-ପିସିଆର୍‌ ପରୀକ୍ଷାକୁ ଗୁରୁତ୍ୱ ଦିଆଯାଉନି: ଅସମ୍ଭାଳ ସ୍ଥିତିରେ କରୋନା

ବାଲେଶ୍ୱର ଅଫିସ, ୨୧।୪-ବାଲେଶ୍ୱର ଜିଲାରେ କରୋନା ସଂକ୍ରମଣ ସ୍ଥିତି ଜଟିଳ ହେବାରେ ଲାଗିଛି। ବେକାବୁ ସ୍ଥିତିର ମୁକାବିଲା କରିବା ପାଇଁ ଆର୍‌ଟି-ପିସିଆର୍‌ ଓ ଆଣ୍ଟିଜେନ୍‌ ପରୀକ୍ଷା ମୁଖ୍ୟ ଆଧାର। ଆଣ୍ଟିଜେନ ଟେଷ୍ଟ ରିପୋର୍ଟ ଖୁବ୍‌ କମ୍‌ ସମୟ ମଧ୍ୟରେ ମିଳିଯାଉଥିବାରୁ ଏହାକୁ…

ଗଳାବାଟ ଦେଇ ଚାଲିଛି ଆନ୍ତଃ ରାଜ୍ୟ ବସ୍‌, ଚାରିଚକିଆ ଯାନ

ଜଳେଶ୍ୱର,୨୦।୪(ଡି.ଏନ.ଏ.)-କୋଭିଡ୍‌-୧୯ ସଂକ୍ରମଣ ଦିନକୁ ଦିନ ଉତ୍କଟ ହେଉଥିବା ବେଳେ ସୋମବାରଠାରୁ ଆନ୍ତଃ ରାଜ୍ୟ ଯାନବାହନ ଚଳାଚଳ ଉପରେ ରାଜ୍ୟ ସରକାରଙ୍କ ପକ୍ଷରୁ ରୋକ ଲଗାଯାଇଛି। ଅନ୍ୟପକ୍ଷରେ ଉପାନ୍ତରେ ଥିବା ବହୁ ଗଳା ରାସ୍ତା ଦେଇ ଏହି ଯାନବାହନଗୁଡ଼ିକ ରାଜ୍ୟ ଭିତର ଓ…

ଓଡ଼ିଶା ମୁହାଁ ବିହାରୀ ମଦ ମାଫିଆ

ଭୋଗରାଇ,୨୦।୪(ଡି.ଏନ.ଏ.)-ବିହାରର ଦାଗୀ ମଦ ବେପାରୀ ଓ ମାଫିଆମାନେ ସେଠାରେ କଳା ତାଲିକାଭୁକ୍ତ ହେବା ପରେ ଏବେ ଓଡ଼ିଶା ମୁହଁା ହୋଇଛନ୍ତି। ନିକଟରେ ଓଡ଼ିଶା ସରକାର ପ୍ରଥମଥର ପାଇଁ ମଦ ଦୋକାନ ଆବେଦନ ବେଳେ ବିନା ସର୍ଭେଲାନ୍ସରେ ଆବେଦନପତ୍ର ଗ୍ରହଣ କରାଯିବା ନେଇ…

ଭିତ୍ତିଭୂମି ଅଛି, ବିକାଶକୁ ଅପେକ୍ଷା

ବାଲେଶ୍ୱର ଅଫିସ,୨୦।୪-ବାଲେଶ୍ୱର ଜିଲା ସଦର ମହକୁମାଠାରୁ ୩୨କି.ମି. ଦୂରରେ ରହିଛି ଦୁବଲାଗଡ଼ି ପନ୍ତାଳ ବେଳାଭୂମି। ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ପାଇଁ ଏହି ବେଳାଭୂମିରେ ସମସ୍ତ ଭିତ୍ତିଭୂମି ରହିଛି। ଯାହାକୁ ବିକଶିତ କରାଗଲେ ଚାନ୍ଦିପୁର, ଡଗରା, ତାଳସାରୀଠାରୁ ଏହି ବେଳାଭୂମିର…

ପରିବର୍ତ୍ତନ ସ୍ରୋତରେ ଜଳେଶ୍ୱର ଉପକାରାଗାର

ଜଳେଶ୍ୱର,୧୯।୪- କାରାଗାରର ଅନ୍ୟ ନାମ ନିଃସଙ୍ଗ ଜୀବନ। ଭାରତୀୟ ଆଇନ ବ୍ୟବସ୍ଥାରେ ଦଣ୍ଡନୀୟ ଅପରାଧୀଙ୍କ ଲାଗି ଏପରି ବ୍ୟବସ୍ଥା ରହିଛି। କିନ୍ତୁ କାରାଗାର ଅନ୍ତେବାସୀଙ୍କ ଜୀବନରେ ସୁଧାର ଲାଗି ମାନସିକତାରେ ପରିିବର୍ତ୍ତନ ସହିତ ସ୍ବାବଲମ୍ବୀ କରାଇବାର ଆବଶ୍ୟକତା ରହିଛି। ନିଜର ଭୁଲ୍‌ରେ…

ଖଇରାରେ ପଜିଟିଭ୍‌, ମାର୍କୋଣାରେ ନେଗେଟିଭ୍‌

ଖଇରା,୧୮।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକରେ କରୋନା ପରୀକ୍ଷାକୁ ନେଇ ଲୋକଙ୍କ ମନରେ ସଂଶୟ ଦେଖାଦେଇଛି ା ଗୋଟେ ପରୀକ୍ଷାରେ ପଜିଟିଭ ବାହାରୁଥିବା ବେଳେ ଅନ୍ୟ ସ୍ଥାନରେ କରାଯାଉଥିବା ପରୀକ୍ଷାରେ ନେଗେଟିଭ ବାହାରୁଥିବାରୁ ଲୋକେ ଦ୍ୱନ୍ଦ୍ୱରେ ରହୁଛନ୍ତି। ମାଖନପୁର ଗ୍ରାମରେ ଏଭଳି ଘଟଣା…

ଆଇନଜୀବୀଙ୍କୁ ଆକ୍ରମଣ ଘଟଣା: ୩ ଗିରଫ

ବାଲେଶ୍ୱର ଅଫିସ, ୧୮।୪-ବାଲେଶ୍ୱର କଚେରୀ ପରିସର ବାର୍‌ ଅଫିସ ସମ୍ମୁଖରେ ଶୁକ୍ରବାର ଆଇନଜୀବୀମାନଙ୍କୁ କେତେକ ଦୁର୍ବୃତ୍ତ ଦୁର୍ବ୍ୟବହାର କରିବା ଏବଂ ବନ୍ଧୁକ, ଭୁଜାଲି ଓ ବୋମା ଦେଖାଇ ଧମକ ଦେଇଥିଲେ। ଏନେଇ ଆଇନ୍‌ଜୀବୀ ଭବେନ୍ଦୁ ଶେଖର ଉପାଧ୍ୟାୟଙ୍କ ଲିଖିତ ଅଭିଯୋଗ ଅନୁଯାୟୀ…

କଲେଜ ଆଗରୁ ତମ୍ବା ନାଗ ଉଦ୍ଧାର

ସଜନାଗଡ଼,୧୮।୪(ଡି.ଏନ.ଏ.)-ନୀଳଗିରି କଲେଜ ସମ୍ମୁଖରେ ଶନିବାର ଅପରାହ୍ନରେ ଏକ ୫ଫୁଟ ଲମ୍ବର ତମ୍ବା ନାଗ ବୁଲୁଥିବାର ଦେଖି ସ୍ଥାନୀୟ ବାସିନ୍ଦା ଭୟଭୀତ ହୋଇପଡ଼ିଥିଲେ। ଏନେଇ ସାପ ଧରାଳୀଙ୍କୁ ଲୋକେ ଖବର ଦେଇଥିଲେ। ସାପ ଧରାଳୀ ଶୁକ ବେହେରା ଘଟଣାସ୍ଥଳରେ ପହଞ୍ଚତ୍ ତମ୍ବାନାଗକୁ ଉଦ୍ଧାର…

୩ ମାସ ହେଲା ଜଳ ସଙ୍କଟରେ ୩୫ ପରିବାର

ଜଳେଶ୍ୱର, ୧୮।୪(ଡି.ଏନ.ଏ.)-ଦୀର୍ଘମାସ ଧରି ବର୍ଷା ନ ଥିବାରୁ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ରାଇବଣିଆ ପଞ୍ଚାୟତରେ ଜଳକଷ୍ଟ ଦେଖାଦେଇଛି ା ଭୂତଳ ଜଳସ୍ତର ୧୦୦ଫୁଟ ତଳକୁ ଖସି ଯାଇଥିବାରୁ ପାହାଡିଆ ରାଇବଣିଆ ଅଞ୍ଚଳରେ ଜଳସଙ୍କଟ ସୃଷ୍ଟି ହୋଇଛି ା ରାଇବଣିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?