ବାଲିଆପାଳ ଜଗନ୍ନାଥ ମନ୍ଦିରରୁ ଲୁଟ, ହୁଣ୍ଡି ବାକ୍ସକୁ ଛାଡିଲେନି ଦୁର୍ବୃତ୍ତ
ବାଲେଶ୍ୱର,୬।୩(ବାଞ୍ଛାନିଧି ଦେ) : ଜଗନ୍ନାଥ ମନ୍ଦିରରୁ ଲୁଟ୍। ବିଳମ୍ବିତ ରାତିରେ ମନ୍ଦିରରୁ ଲୁଟ୍ କରିଛନ୍ତି ଦୁର୍ବୃତ୍ତ। ବାଲେଶ୍ବର ଜିଲା ବାଲିଆପାଳ ଥାନା ଅନ୍ତର୍ଗତ ଶ୍ରଦ୍ଧାକ୍ଷେତ୍ର ଜଗନ୍ନାଥ ମନ୍ଦିରରୁ ବୁଧବାର ବିଳମ୍ବିତ ରାତିରେ ଲୁଟ ହୋଇଥିବା ଦେଖିବାକୁ ମିଳିଛି । ଦୁର୍ବୃତ୍ତ...
ପୋଖରୀରେ ଭାସୁଛି ବୃଦ୍ଧଙ୍କ ମୃତଦେହ : ହତ୍ୟା ଅଭିଯୋଗ ଆଣିଲେ ପରିବାର
ପାଟଣା,୧।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକବଡ ପାଟଣା ପଂଚାୟତ କୁଆପଶି ଗ୍ରାମର ରାସ୍ତା କଡ଼ରେ ଥିବା ଏକ ପୋଖରୀରେ ଶନିବାର ସକାଳୁ ଜଣେ ୭୦ ବର୍ଷ ବୃଦ୍ଧଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ମୃତ ବ୍ୟକ୍ତି ଜଣକ ହେଉଛନ୍ତି...
ଗୁହାଳ ଘରେ ଲାଗିଲା ନିଆଁ: ଗୋରୁ-ଛେଳି ଜୀବନ୍ତ ଦଗ୍ଧ,ଘର ମାଲିକ ଗୁରୁତର
ବାଲେଶ୍ୱର, ୧।୩(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ସଦର ବ୍ଲକ ସାର୍ଥା ପଞ୍ଚାୟତ ଅନ୍ତର୍ଗତ ଗନ୍ଧିଆ ଗ୍ରାମର କୈଳାସ ମାଝୀଙ୍କ ଗୁହାଳରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁହାଳ ଘରେ ନିଆଁ ଲାଗି ଦୁଇଟି ଗୋରୁ, ଦୁଇଟି ଛେଳି ଜୀବନ୍ତ ଦଗ୍ଧ ହୋଇଥିବା ଦେଖିବାକୁ...
ବ୍ଲକ କାର୍ଯ୍ୟାଳୟ ଆଗରେ ଏସ୍ୟୁସିଆଇର ବିକ୍ଷୋଭ ପ୍ରଦର୍ଶନ
ଭୋଗରାଇ,୨୮।୨(ପ୍ରଦୀପ ଦାସ): ୧୪ ଦଫା ଦାବି ନେଇ ବାଲେଶ୍ୱର ଜିଲା ଭୋଗରାଇ ନିର୍ବାଚନ ମଣ୍ଡଳୀର ଏସ୍ୟୁସିଆଇ(କମ୍ୟୁନିଷ୍ଟ) ଶାଖା ପକ୍ଷରୁ ଶୁକ୍ରବାର ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏସ୍ୟୁସିଆଇ କର୍ମକର୍ତ୍ତା ଏକାଠି ହୋଇ ଭୋଗରାଇ ଥାନା ଛକ ବସ୍ଷ୍ଟାଣ୍ଡରୁ...
ବିଦ୍ୟୁତ୍ ନେଲା ଜୀବନ, ବିଲରେ ଟଳିପଡ଼ିଲେ ଚାଷୀ
ବାଲେଶ୍ୱର,୨୮ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସିଂଲା ଥାନା କୁଣ୍ଡଳୀ ପଞ୍ଚାୟତ ଅନ୍ତର୍ଗତ ଦାଣ୍ଡିପଦାଠାରେ ଶୁକ୍ରବାର ସକାଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୁଣ୍ଡଳୀ ଗ୍ରାମର ହୃଦାନନ୍ଦ ମଲ୍ଲିକ (୬୦)। ହୃଦାନନ୍ଦ ବିଲକୁ ଚାଷକାର୍ଯ୍ୟ...
ମନ୍ଦିର ସାମ୍ନାରେ ହଣାକଟା: ଯାତ୍ରା କଳାକାର ବାପି ପଣ୍ଡାଙ୍କ ଦୁଇ ଭାଇଙ୍କୁ ହାଣି ଦେଲେ ଦୁର୍ବୃତ୍ତ
ବାଲେଶ୍ୱର,୨୭ା୨(ବାଞ୍ଛାନିଧି ଦେ): ମହାଶିବରାତ୍ରିରେ ଘଟିଛି ଅଭାବନୀୟ ଘଟଣା। ବାଲେଶ୍ୱର ଜିଲା ଟାଉନ ଥାନା ଅନ୍ତର୍ଗତ ନାଥପାଣି ଛକରେ ବୁଧବାର ଜାଗର ରାତିରେ ଦୁର୍ବୃତ୍ତମାନେ କରିଛନ୍ତି ହଣାକଟା। ମନ୍ଦିର ସାମ୍ନାରେ ଦୁର୍ବୃତ୍ତମାନେ ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରି ଚମ୍ପଟ ମାରିଛନ୍ତି।...
ଯୁବତୀଙ୍କ ଗଳାକାଟି ହତ୍ୟା ଘଟଣା: ପୋଲିସ ଭୟରେ ବିଷ ପିଇଦେଲେ
ବାସୁଦେବପୁର/ସୋର,୨୭ା୨(ନାରାୟଣ ପ୍ରସାଦ ବାରିକ/ ଜନ୍ମେଜୟ ମିଶ୍ର):ବିବାହ ଲାଗି ମନା କରିବାରୁ ବାଲେଶ୍ୱର ଜିଲା ସୋର ଥାନା ଲିଙ୍ଗପଡ଼ା ଗ୍ରାମର ଜ୍ୟୋତିର୍ମୟୀ ରଣା ନାମ୍ନୀ ଯୁବତୀଙ୍କୁ ୩ଦିନ ତଳେ ଗଳାକାଟି ହତ୍ୟା କରାଯାଇଥିଲା। ହତ୍ୟାକାଣ୍ଡ ପରେ ଅଭିଯୁକ୍ତ ପ୍ରେମିକ ବିଶ୍ୱରଞ୍ଜନ ପୁହାଣ...
ଭୂଷଣ୍ଡେଶ୍ୱର-ଚନ୍ଦନେଶ୍ୱରଙ୍କଠାରେ ଜାଗର ଜାଳିଲେ ଲକ୍ଷାଧିକ ଶ୍ରଦ୍ଧାଳୁ
ଭୋଗରାଇ,୨୬ା୨(ପ୍ରଦୀପ ଦାସ): ମହାଶିବରାତ୍ରିରେ ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମହାଦେବ ମନ୍ଦିର। ଏଭଳି ସ୍ଥିତିରେ ପୂର୍ବ ଭାରତର ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ଓ ଏସିଆର ସର୍ବବୃହତ ଶିବଲିଙ୍ଗ ଭୂଷଣ୍ଡେଶ୍ୱର ମନ୍ଦିର ସମେତ...
ମହାଶିବରାତ୍ରିରେ ଅଘଟଣ: ଯୁବକଙ୍କୁ ମାରି ଫିଙ୍ଗିଦେଲେ
ବାଲେଶ୍ବର, ୨୬।୨(ବାଞ୍ଛାନିଧି ଦେ): ମହାଶିବରାତ୍ରିରେ ଘଟିଛି ଏକ ଅଭାବନୀୟ ଘଟଣା l ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ବସ୍ତା ଥାନା ଅମର୍ଦ୍ଦାରୋଡ଼ ଫାଣ୍ଡି ଅନ୍ତର୍ଗତ ଇନ୍ଦିରା ଛକ ନିକଟରୁ ବୁଧବାର ଜଣେ ଅଜଣା ଯୁବକଙ୍କ ମୃତଦେହ ଜବତ...
ହଠାତ୍ ଥରିଲା ଘରର ଝରକା-କବାଟ, ଆଉ ତା’ ପରେ…
ବାଲେଶ୍ୱର,୨୫ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ବିଭିନ୍ନ ସ୍ଥାନରେ ମଙ୍ଗଳବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ସିମୁଳିଆ, ଔପଦା, ସୋର, ଖଇରା, ବାହାନଗା, ରେମୁଣା, ନୀଳଗିରି ସମେତ ବାଲେଶ୍ୱର ସହରର କିଛି ଅଞ୍ଚଳରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ସକାଳ ୬ଟାରୁ...
ବ୍ୟାଗ୍ରେ ଭର୍ତ୍ତି କରି ନବଜାତ ଶିଶୁକୁ ଫିଙ୍ଗିଦେଲେ, କାନ୍ଦ ଶୁଭିବାରୁ…
ବାଲେଶ୍ୱର,୨୫ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଦେଇ ଯାଇଥିବା ୬୦ ନଂ ଜାତୀୟ ରାଜପଥର ରୂପ୍ସା ଥାନା ଅନ୍ତର୍ଗତ ଧାରି ପୋଲ ନିକଟରୁ ମଙ୍ଗଳବାର ଏକ ବ୍ୟାଗ୍ ଭିତରୁ ନବଜାତ ଶିଶୁକୁ ପୋଲିସ ଉଦ୍ଧାର କରିଛି। ରାଜପଥ ପାଶର୍ବରେ ବ୍ୟାଗ ଭିତରୁ...
ଏକତରଫା ପ୍ରେମରେ ବିଫଳ ପିଶାଚ ପ୍ରେମିକର ବର୍ବର କାଣ୍ଡ
ସୋର, ୨୪ା୨(ଜନ୍ମେଜୟ ମିଶ୍ର): ଏକତରଫା ପ୍ରେମରୁ ବୀଭତ୍ସ ହତ୍ୟା। ସୋର ଥାନା ଲିଙ୍ଗାପଡ଼ା ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି।ଯୁବତୀ ଜଣଙ୍କ ନାମ ହେଉଛି ଜ୍ୟୋତିର୍ମୟୀ ରଣା (୨୫)। ଜ୍ୟୋତିର୍ମୟୀ ଭୁବନେଶ୍ୱରରେ ଏକ ଘରୋଇ ସଂସ୍ଥାରେ କାମ କରୁଥିବା ବେଳେ ଦୁଇମାସ...
Archives


