ବାଲେଶ୍ୱର

ବେପରୁଆ ଭାବେ ଚାଲିଛି ଗଣ୍ଡିବେଡ-ଔପଦା ରାସ୍ତା

ଖଇରା/ଔପଦା, ୨୭।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକରେ ପୂର୍ତ୍ତ ବିଭାଗ ଅଧୀନରେ ବିଭିନ୍ନ ସ୍ଥାନରେ ଚାଲିଥିବା କାର୍ଯ୍ୟକୁ ନେଇ ସାଧାରଣରେ ସନ୍ଦେହ ସୃଷ୍ଟି ହୋଇଛି। ବିଶେଷ କରି ବେପରୁଆ ଭାବେ ଚାଲିଥିବା ଗଣ୍ଡିବେଡ-ଔପଦା ଏବଂ ୫ରୁ ଅଧିକ ରାସ୍ତା କାମର...

ଡ୍ରାଇଭରଙ୍କୁ ହତ୍ୟା କରିଥିଲେ ହେଲପର

ରୂପସା, ୨୬ା୧୧(ଡି.ଏନ.ଏ.): ବାଲେଶ୍ୱର ୬୦ ନମ୍ବର ଜାତୀୟ ରାଜପଥର ସଦର ବ୍ଲକ ଅଧୀନ ହଳଦୀପଦା ବାଇପାସ୍‌ ନିକଟସ୍ଥ ଏକ ପୋଲ ତଳୁ ଗତ ୧୬ ତାରିଖରେ ଜଣେ ଅଜଣା ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ ହୋଇଥିଲା। ଏହାର ୧୦ ଦିନ...

ଉଦୟପୁର-ତାଳସାରୀ ବେଳାଭୂମିରେ ଜମୁଛି ଆସର

ଭୋଗରାଇ,୨୬।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଉଦୟପୁର-ତାଳସାରୀ ବେଳାଭୂମି ଏବେ ନିଶାସେବନକାରୀ ଓ ଦେହଜୀବୀଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ପ୍ରତିଦିନ ଏହି ବେଳାଭୂମିକୁ ଆକୃଷ୍ଟ ହୋଇ ହଜାର ହଜାର ପର୍ଯ୍ୟଟକ ଆସୁଥିବା ବେଳେ ଖୁଲମ୍‌ଖୋଲା ନିଶା କାରବାର ଓ ରୂପଜୀବୀଙ୍କ...

ବାଇଡଙ୍କ ପକାଇ ଭଣ୍ଡୁର କରାଇବାକୁ ଉଦ୍ୟମ

ନୀଳଗିରି,୨୬।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ଆଇଟିଡିଏ ଅଫିସରେ ବିଭିନ୍ନ ପ୍ରକଳ୍ପ ବାବଦରେ ତଥ୍ୟ ସୂଚନା ଅଧିକାର ଆଇନ ବଳରେ ମାଗିଥିଲେ ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ। କାର୍ଯ୍ୟାଳୟର ମୁଖ୍ୟ କିରାଣି ଆଜିକାଲି କହି ଦିନ ପରେ ଦିନ ଗଡ଼େଇ ଚାଲିବା...

ଅଫିସରେ କେକ୍‌କାଟି ଅଡ଼ୁଆରେ ବିପିଏମ୍‌

ଚାନ୍ଦବାଲି,୨୫।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଫିସ ପରିସରରେ ଗୁରୁବାର ଅଫିସ ସମୟରେ ବ୍ଲକ୍‌ ପ୍ରୋଜେକ୍ଟ ମ୍ୟାନେଜର ବିପିଏମ୍‌ ଷ୍ଟାଲିନ୍‌ ନାୟକ ତାଙ୍କର ଜନ୍ମଦିନ ପାଳନ କରିଛନ୍ତି। ଏ ନେଇ ଭାଜପା କୃଷକ ମୋର୍ଚ୍ଚା ଆପତ୍ତି ଉଠାଇଛନ୍ତି । ଏହା...

ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତିକୁ ବିରୋଧ: ସିଡିପିଓ ଅଫିସ ଘେରିଲେ ମହିଳା

ମୋରଡ଼ା,୨୪ା୧୧(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଭାଲିଆଡିହା ପଞ୍ଚାୟତ ଅନ୍ତର୍ଗତ ଡାକୋଈ ଗ୍ରାମ ଅଙ୍ଗନଓ୍ବାଡି କେନ୍ଦ୍ରରେ କର୍ମୀ ନିଯୁକ୍ତିକୁ ନେଇ ବିବାଦ ଥମୁନି। ଏହି କର୍ମୀ ନିଯୁକ୍ତିକୁ ବିରୋଧ କରି ଗୁରୁବାର ଗ୍ରାମର ମହିଳାମାନେ ସିଡିପିଓ ଅଫିସ ଘେରାଉ କରିଥିଲେ।...

ସାଙ୍ଗ ଘରୁ ଫେରୁଥିଲେ, ବସ୍‌ଷ୍ଟାଣ୍ଡରେ ଟଳିପଡ଼ିଲେ ଯୁବତୀ

ଜଳେଶ୍ୱର,୨୪ା୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବସ୍‌ଷ୍ଟାଣ୍ଡରେ ଜଣେ ଯୁବତୀଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ଷ୍ଟେଶନବଜାର ବସ୍‌ଷ୍ଟାଣ୍ଡ ନିକଟରେ ବସିଥିବା ବେଳେ ହଠାତ୍‌ ପଡିଯାଇଥିଲେ। ସାଧାରଣ ଲୋକେ ୧୦୮କୁ ଖବର ଦେଇଥିଲେ। ତାଙ୍କୁ ଜିକେଭଟ୍ଟର ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତର...

୭ ଦିନ ପରେ ମିଳିଲା ଅର୍ଦ୍ଧଦଗ୍ଧ ମୃତଦେହର ପରିଚୟ

ରୂପସା, ୨୪।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ସଦର ବ୍ଲକ ଅଧୀନ ହଳଦୀପଦା ବାଇପାସ୍‌ ନିକଟସ୍ଥ ଏକ ପୋଲତଳୁ ଗତ ୧୬ ତାରିଖରେ ଜଣେ ଅଜଣା ଯୁବକଙ୍କ ଅର୍ଦ୍ଧଦଗ୍ଧ ଗଳିତ ମୃତଦେହ ଜବତ ହୋଇଥିଲା। ପାରିପାଶର୍‌ବିକ ଅବସ୍ଥାରୁ...

୨୪ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ: ବନ୍ଧାହେଲେ ଜଣେ

ସଜନାଗଡ଼,୨୪।୧୧(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ସନ୍ତାରାଗଡ଼ିଆ ଅଞ୍ଚଳରୁ ୨୪୨ ଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି। ଯାହାର ମୂଲ୍ୟ ୨୪ ଲକ୍ଷରୁ ଅଧିକ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ବାଲେଶ୍ୱର ଭ୍ରାମ୍ୟମାଣ ଅବକାରୀ ବିଭାଗ ଓ ନୀଳଗିରି ଅବକାରୀ ବିଭାଗ ମିଳିତ...

ବିବାହର ୬ ମାସ ପରେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ

ସିମୁଳିଆ,୨୩ା୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଧୀନ ବାଡ଼ିଆସାହି ଅଞ୍ଚଳର ବିଷ୍ଣୁପ୍ରିୟା ଶିଅଳ(୨୨)ଙ୍କ ବିବାହର ୬ ମାସ ପରେ ମୃତ୍ୟୁ ଘଟିଛି। ପାରିବାରିକ କଳହକୁ ନେଇ ବିଷ୍ଣୁପ୍ରିୟା ରଶି ଲଗାଇ ଆତ୍ମହତ୍ୟା କରିଥିବାର ପୋଲିସ ସୂଚନା ଦେଉଥିବା ବେଳେ ଅଧିକ...

ସୂଚନା ଅଧିକାର ଆଇନକୁ ଅବମାନନା

ନୀଳଗିରି, ୨୨।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ ନୀଳଗିରି ଆଇଟିଡ଼ିଏର ବିଭିନ୍ନ ଯୋଜନା ଓ ପ୍ରକଳ୍ପ ବାବଦରେ ତଥ୍ୟ ସୂଚନା ଆଇନ୍‌ ବଳରେ ମାଗିଥିବା ବେଳେ ଉକ୍ତ ତଥ୍ୟ ଦିଆଯିବ ନାହଁି ବୋଲି କାର୍ଯ୍ୟାଳୟ ପକ୍ଷରୁ...

ରାଜ୍ୟ ରାଜପଥ ୮ ଘଣ୍ଟା ଠପ୍‌

ଭୋଗରାଇ, ୨୧ା୧୧(ଡ଼ି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର-ଚନ୍ଦନେଶ୍ୱର ୫୭ ନଂ. ରାଜ୍ୟ ରାଜପଥ ଦାରୁହା ଛକଠାରେ ଥିବା ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସ୍ଥାନାନ୍ତରକୁ ବିରୋଧ କରି ସ୍ଥାନୀୟ ଗ୍ରାମବାସୀ ସୋମବାର ସକାଳ ୯ଟାରୁ ଅପରାହ୍ନ ସାଢେ ୩ଟା ପର୍ଯ୍ୟନ୍ତ ଏହି ମୁଖ୍ୟରାସ୍ତାକୁ...

Advertisement
Archives

Model This Week

Why Dharitri