ବାଲେଶ୍ୱର

କୋଭିଡ କଟକଣାକୁ ଫୁ’, ମନ୍ଦିରରେ ଧସେଇ ପଶିଲେ ଶ୍ରଦ୍ଧାଳୁ

ଭୋଗରାଇ,୧୫।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ପ୍ରଶାସନର କୋଭିଡ କଟକଣାକୁ ଫୁ’ କରି ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ମନ୍ଦିରରେ ଧସେଇ ପଶିଛନ୍ତି ଶ୍ରଦ୍ଧାଳୁ। ଚୈତ୍ରମାସର ପ୍ରଥମ ସୋମବାରରେ ଅସଂଖ୍ୟ ଶ୍ରଦ୍ଧାଳୁ ଦୂରଦୂରାନ୍ତରୁ ଆସି ହୁଗୁଳି ଗ୍ରାମର ଜଳଯନ୍ତ୍ର ଦେବତାଙ୍କ ଗର୍ତ୍ତଗର୍ଭରେ ଭକ୍ତି ନୈବେଦ୍ୟ…

ବାକି ପଡ଼ିଛି ୨.୫୦କୋଟିରୁ ଊର୍ଦ୍ଧ୍ୱ ଜଳକର

ବାଲେଶ୍ୱର ଅଫିସ,୧୫।୩-ବାଲେଶ୍ୱର ସହରବାସୀଙ୍କ ଉପରେ ବକେୟା ପଡିଛି ୨.୫୦କୋଟିରୁ ଊର୍ଦ୍ଧ୍ୱ ଜଳକର। ଠିକ୍‌ ସମୟରେ ସହରବାସୀ ଜଳକର ପୈଠ କରୁ ନ ଥିବା ବେଳେ ଆବଶ୍ୟକ କର୍ମଚାରୀ ନ ଥିବାରୁ ଜଳକର ଆଦାୟ କରିବା ସମ୍ଭବ ହେଉନାହଁି ବୋଲି ଜନସ୍ବାସ୍ଥ୍ୟ ବିଭାଗ…

କୁଲଡ଼ିହା ସ୍ଥିତି ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ

ସଜନାଗଡ଼, ୧୩।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା କୁଲଡ଼ିହା ଅଭୟାରଣ୍ୟରେ ଦୀର୍ଘ ଏକ ସପ୍ତାହରୁ ଊର୍ଦ୍ଧ୍ୱ ହେବ ନିଆଁ ଲାଗି ବୃକ୍ଷଲତା ପୋଡି ପାଉଁଶ ହୋଇଯାଇଛି। ଏହାର ସ୍ଥିତି ଅନୁଧ୍ୟାନ କରିବା ଲାଗି ଶୁକ୍ରବାର ବାଲେଶ୍ୱର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ…

ସ୍କୁଲ ବାରଣ୍ଡାରେ ଅସହାୟ ପରିବାର

ସିମୁଳିଆ, ୧୩।୩(ଡି.ଏନ.ଏ.) – ଘରଦ୍ୱାର ନାହିଁ। ସ୍କୁଲ ବାରଣ୍ଡାରେ ଆଶ୍ରୟ ନେଇଛନ୍ତି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ କହ୍ନେଇବିନ୍ଧା ପଞ୍ଚାୟତ କୁଟାରୀ ଅଞ୍ଚଳର ଏକ ପରିବାର। ଗରିବ ଲୋକଙ୍କୁ ଆବାସ ଯୋଜନାରେ ଘର ଯୋଗାଇ ଦିଆଯାଉଥିବା ବେଳେ ଏହି ପରିବାର ସେଥିରୁ…

ଠାଏ ଠାଏ ଜଳୁଛି କୁଲଡ଼ିହା : ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସଚେତନତା କାର୍ଯ୍ୟକ୍ରମ

ସଜନାଗଡ଼, ୧୨।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା କୁଲଡ଼ିହା ଅଭୟାରଣ୍ୟରେ ନିଆଁ ବ୍ୟାପିବା ନେଇ ବନବିଭାଗ ଚିନ୍ତାରେ ପଡିଛି। ଫେବୃୟାରୀ ୪ ତାରିଖଠାରୁ ବନବିଭାଗ ନିଆଁକୁ ଆୟତ୍ତ କରିବାରେ ପ୍ରାଣମୂର୍ଚ୍ଛା ଉଦ୍ୟମ ଜାରି ରଖିଛି। କୁଲଡ଼ିହା ଅଭୟାରଣ୍ୟ ୨୭୨.୭୫ ବର୍ଗ କି.ମି.…

ଜଳେଶ୍ବରରୁ ୧ କେଜି ବ୍ରାଉନସୁଗାର ଜବତ, ଜଣେ ଗିରଫ

ବାଲେଶ୍ୱର ଅଫିସ,୧୦।୩: ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ଝାଡ଼େଶ୍ବରପୁର ଅଞ୍ଚଳରୁ ମଙ୍ଗଳବାର ବିଳମ୍ବିତ ରାତିରେ ୧ କେଜି ବ୍ରାଉନ ସୁଗାର ଜବତ ହୋଇଛି। ଘଟଣାରେ ସମ୍ପୃକ୍ତ ଜଣେ ଗିରଫ ହୋଇଛନ୍ତି। ରାତିରେ ଏସ୍‌ଟିଏଫ ଟିମ୍‌ ଚଢ଼ାଉ କରି ବ୍ରାଉନସୁଗାର ଜବତ…

ଜଳୁଛି କୁଲଡ଼ିହା: ନିଆଁ ଲିଭାଉଛନ୍ତି ଡିଏଫ୍‌ଓ, ରେଞ୍ଜର

ସଜନାଗଡ଼, ୧୦।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟରେ ୫ ଦିନ ହେବ ନିଅଁା ଜଳୁଛି। ଫେବୃୟାରୀ ୪ତାରିଖଠାରୁ ବନବିଭାଗ ନିଆଁକୁ ଆୟତ୍ତ କରିବାରେ ପ୍ରାଣମୂର୍ଚ୍ଛା ଉଦ୍ୟମ ଜାରି ରଖିଛି। କୁଲଡ଼ିହା ଅଭୟାରଣ୍ୟ ୨୭୨.୭୫ବର୍ଗ କି.ମି. ପରିବ୍ୟାପ୍ତ ଭିତରେ ଏକାଧିକ ପାହାଡ଼ ମଧ୍ୟରେ…

ବେଆଇନ ଗୋରୁ ଚାଲାଣ: କଣ୍ଟେନରରୁ ୧୦୨ ଉଦ୍ଧାର

ବାଲେଶ୍ବର ଅଫିସ, ୮।୩: ବାଲେଶ୍ୱର ଜିଲା ଶେରଗଡ଼ ଟୋଲଗେଟ ନିକଟରୁ ବେଆଇନ ଗୋଚାଲାଣ ବେଳେ ରବିବାର ବିଳମ୍ବିତ ରାତିରେ ୨ କଣ୍ଟେନରରୁ ୧୦୨ ଗୋରୁ ଉଦ୍ଧାର କରାଯାଇଛି। ଉଦ୍ଧାର ହୋଇଥିବା ଗୋରୁଙ୍କୁ ବାମପଦାସ୍ଥିତ ମା’ ଭାରତୀ ଗୋଶାଳାରେ ରଖାଯାଇଛି। ପ୍ରକାଶ ଯେ,…

ମହିଳା ଦିବସରେ ପାଣି ପାଇଁ ପ୍ରତିବାଦ କଲେ ମହିଳା

ବସ୍ତା,୮।୩(ଡି.ଏନ୍‌.ଏ): ବିଶ୍ୱ ମହିଳା ଦିବସରେ ବସ୍ତା ବ୍ଲକ ଅନ୍ତର୍ଗତ ଗୋଡ଼ିଖାଳ ନିକଟ ଜୁଣବଳଦାଠାରେ ପାନୀୟ ଜଳର ସମସ୍ୟା ନେଇ ମହିଳାମାନଙ୍କ ଦ୍ୱାରା ୬୦ ନଂ ଜାତୀୟ ରାଜପଥ ଅବରୋଧ କରାଯାଇ ଥିବା ଜଣାପଡ଼ିଛି। ଦୀର୍ଘଦିନ ଧରି ପାଣି ସମସ୍ୟା ଲାଗି ରହି…

ଜଙ୍ଗଲ ଗିଳି ଚାଲିଛି ନିଆଁ

ଭୁବନେଶ୍ୱର (ବ୍ୟୁରୋ)/ ନୟାଗଡ ଅଫିସ/ସଜନାଗଡ଼/ ବୁଗୁଡ଼ା, (ଡି.ଏନ.ଏ.)୮।୩: ହୁ ହୁ ମାଡ଼ିଚାଲିଛି ନିଆଁ। ଓଡ଼ିଶାର ବିଭିନ୍ନ ଜଙ୍ଗଲକୁ ଚାଟିଯାଉଛି ବିପର୍ଯ୍ୟୟର ଲହ ଲହ ଜିହ୍ବା। ସବୁଠୁ ବଡ଼ ଚିନ୍ତା ହେଉଛି ୨,୭୫୦ ବର୍ଗ କି.ମି. ଅଞ୍ଚଳ ପରିମିତ ଏସିଆ ମହାଦେଶର ଦ୍ୱିତୀୟ…

ବସ୍‌ଷ୍ଟାଣ୍ଡରୁ ଉଦ୍ଧାର ହେଲେ ୨ ଝିଅ

ବାଲେଶ୍ୱର ଅଫିସ, ୬।୩: ବାଲେଶ୍ୱର ଜିଲା ସୋରର କସ୍ତୁରବା କନ୍ୟାଶ୍ରମରୁ ଚମ୍ପଟ ହୋଇଥିବା ୨ ଝିଅଙ୍କୁ ଶନିବାର ଉଦ୍ଧାର କରାଯାଇଛି। ଉକ୍ତ ୨ ଝିଅ ବାଲେଶ୍ବର ବସ୍‌ଷ୍ଟାଣ୍ଡରୁ ଉଦ୍ଧାର ହୋଇଛନ୍ତି। ଉଭୟ ବସଷ୍ଟାଣ୍ଡ ପାଖରେ ବସି କାନ୍ଦୁଥିବାର ସ୍ଥାନୀୟ ଲୋକେ ଦେଖି…

ପୂଜା ଭୋଗ ଖାଇ ୪୦ରୁ ଊର୍ଦ୍ଧ୍ୱ ଅସୁସ୍ଥ: ଡାକ୍ତରଖାନାରେ ଭର୍ତ୍ତି

ବସ୍ତା, ୬। ୩(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ରଘୁନାଥପୁର ପଞ୍ଚାୟତ ଗିଲାଯୋଡି ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ଭଗବତୀ ପୂଜାର ପ୍ରସାଦ ଖାଇ ୪୦ ରୁ ଉର୍ଦ୍ଧ୍ୱ ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri