ସୁବର୍ଣ୍ଣରେଖାରେ ପ୍ରଥମ ବନ୍ୟାଜଳ ପ୍ରବେଶ: ଚାଷୀ ଆତଙ୍କିତ
ବାଲିଆପାଳ,୨୨।୮(ସ୍ବ.ପ୍ର)- ବାଲେଶ୍ୱର ଜିଲା ସୁବର୍ଣ୍ଣରେଖା ନଦୀରେ ଶନିବାର ପ୍ରଥମ ବନ୍ୟା ଜଳ ପ୍ରବାହିତ ହେବା ଯୋଗୁ ତଳିଆ ଅଞ୍ଚଳର ଚାଷୀମାନେ ଆତଙ୍କିତ ହୋଇପଡ଼ିଛନ୍ତି। ଅପରାହ୍ନ ୩ଟାରେ ରାଜଘାଟଠାରେ ସୁବର୍ଣ୍ଣରେଖା ନଦୀର ବନ୍ୟାଜଳ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଥିଲା। ସେଠାରେ ବିପଦ…
ଜଳକା ନଦୀ ବନ୍ଧରେ ୨୦ ଫୁଟ ଘାଇ
ବସ୍ତା,୨୧ା୮(ଡି.ଏନ.ଏ) : ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧୀନ ପତ୍ରଝଡ଼ା ପଞ୍ଚାୟତର ସରଡ଼ିହା ନିକଟରେ ଶୁକ୍ରବାର ଜଳକା ନଦୀବନ୍ଧରେ ୨୦ ଫୁଟର ଘାଇ ହୋଇଛି। ଫଳରେ ବନ୍ୟାଜଳ ମାଡ଼ି ବ୍ୟାପକ ଫସଲ କ୍ଷତି ହେବା ସହିତ ଜମିରେ ବାଲିଚର ପଡ଼ିଯାଇଛି। ମହାତ୍ମାଗାନ୍ଧି…
ବିର୍ଲା ଟାୟାର୍ସ ସମ୍ମୁଖରେ ଧାରଣା ଦେଲେ ଶ୍ରମିକଙ୍କ ପରିବାର
ବାଲେଶ୍ୱର ଅଫିସ, ୨୧।୮-ବକେୟା ଦରମା ଏବଂ ନିୟମିତ କାମ ଦାବିରେ ବାଲେଶ୍ୱର ଜିଲା ରେମୁଣା ଶିଳ୍ପାଞ୍ଚଳ ଥାନା ଅଧୀନ ସରସ୍ବତୀପୁରସ୍ଥିତ ବିର୍ଲା ଟାୟାର୍ସ ଫାଟକ ସମ୍ମୁଖରେ ୧୫୦୦ ଶ୍ରମିକଙ୍କ ପରିବାର ଲୋକେ ଗତ ୧୮ ତାରିଖ ରାତିରୁ ଧାରଣାରେ ବସିଛନ୍ତି। ଦୀର୍ଘଦିନ…
ବୁଢ଼ାବଳଙ୍ଗରେ ବନ୍ୟା ଜଳ: ଜଳକା, ସୁବର୍ଣ୍ଣରେଖାରେ ବନ୍ୟା ପରିସ୍ଥିତି
ବାଲେଶ୍ୱର ଅଫିସ,୨୦ା୮: ଦୁଇଦିନ ଧରି ଲଗାଣ ଏବଂ ଉପର ମୁଣ୍ଡରେ ଅତ୍ୟଧିକ ବର୍ଷା ଯୋଗୁ ବୁଢାବଳଙ୍ଗ ନଦୀର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ବାଲେଶ୍ୱର ସଦର ବ୍ଲକ ପରିଖି ପଞ୍ଚାୟତର ୯ ନଂ. ଓ୍ବାର୍ଡ ନନ୍ଦଚକ (ଜଙ୍ଗଲ ଘେରି) ସମ୍ପୂର୍ଣ୍ଣ…
ଦୁଇ ଗାଁ ଜଳବନ୍ଦୀ
ବାଲିଆପାଳ, ୨୦।୮(ସ୍ବ.ପ୍ର)- ଦୁଇଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଜଳବନ୍ଦୀ ହୋଇ ଲୋକମାନେ ଜୀବନଯାପନ କରୁଛନ୍ତି। ଘରୁ ପଦାକୁ ବାହାରିଲେ ଆଣ୍ଠୁଏ ଜଳରେ ଯିବାକୁ ପଡୁଛି ତ’ କେଉଁଠି ପ୍ରଧାନମନ୍ତ୍ରୀ ସଡ଼କ ଉପରେ ଆଣ୍ଠୁଏରୁ ଅଧିକ ଜଳରେ ପାରି…
ସମୁଦ୍ରରେ ଇଲିଶି ତଲାସି
ଭୋଗରଇ, ୨୦।୮(ଡି.ଏନ.ଏ.)-ଶ୍ରାବଣ ଶେଷ ହୋଇ ଭାଦ୍ରବ ହେଲାଣି। ତଥାପି ଜାଲରେ ଧରାପଡୁନି ଆଶାନୁରୂପ ଇଲିଶି। ମୌସୁମୀର ଅନିୟମିତତା ଯୋଗୁ ଚଳିତବର୍ଷ ଟ୍ରଲର ମାଲିକ ଓ ମତ୍ସ୍ୟଜୀବୀମାନେ ଆଶା ଆଶଙ୍କାରେ ରହିଛନ୍ତି। ତଥାପି ମତ୍ସ୍ୟଜୀବୀମାନେ ଆଶା ଛାଡ଼ିନାହାନ୍ତି। ବାଲେଶ୍ୱର ଉପକୂଳ ଉଦୟପୁର, ତାଳସାରୀ,…
ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶ: ଜାଣନ୍ତୁ କିଏ ହେଲେ ବାଲେଶ୍ୱର ଜିଲାର ଟପ୍ପର
ବାଲେଶ୍ୱର ଅଫିସ,୧୯।୮: ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ବାଲେଶ୍ୱର ଜିଲାର ୬୫.୯୪ ପ୍ରତିଶତ ପାସହାର ରହିଛି। ତେବେ ସୋର ମହାବିଦ୍ୟାଳୟର ଛାତ୍ର ଆଶୁତୋଷ ମହାନ୍ତି ଜିଲାରେ ସର୍ବାଧିକ ୫୪୨ ନଂ. ରଖି ଟପ୍ପର ହୋଇଛନ୍ତି। ଚଳିତ ବର୍ଷ…
ବ୍ରାଉନସୁଗାର ର଼୍ୟାକେଟ୍ରେ ଏମ୍ବିଏ ଛାତ୍ର
ଭୁବନେଶ୍ୱର, (ବ୍ୟୁରୋ)/ ବାଲେଶ୍ୱର ଅଫିସ, ୧୯।୮: ବ୍ରାଉନସୁଗାର କାରବାର କରୁଥିବା ଜଣେ ଏମ୍ବିଏ ଛାତ୍ରଙ୍କୁ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ଟିମ୍ ସୋମବାର ରାତିରେ ବାଲେଶ୍ୱର ବସ୍ଷ୍ଟାଣ୍ଡରୁ ଗିରଫ କରିଛି। ତାଙ୍କ ନିକଟରୁ ୧ କେଜି ୩୨୦ ଗ୍ରାମର ବ୍ରାଉନସୁଗାର…
ମାଛଧରିବା ବେଳେ ଆକାଶରୁ ଜାଲରେ ପଡ଼ିଲା ଯନ୍ତ୍ରଚାଳିତ ରକେଟ୍
ବାହାନଗା,୧୮।୮(ଡି.ଏନ୍.ଏ.): ବାଲେଶ୍ୱର ଜିଲା ରେମୁଣା ବ୍ଲକ ଗୋପାଳପୁର ଫାଣ୍ଡି ଅଧୀନସ୍ଥ ତାଳପଦା ଗ୍ରାମର ମତ୍ସ୍ୟଜୀବୀଙ୍କ ଜାଲରେ ଏକ ଯନ୍ତ୍ରଚାଳିତ ରକେଟ୍ ପଡ଼ିଥିବା ଜଣାପଡ଼ିଛି। ସୋମବାର ସକାଳେ ତାଳପଦା ଗ୍ରାମର ରଘୁନାଥ ଦାସ ଯନ୍ତ୍ରଚାଳିତ ଭୂଟୁଭୂଟି (ଡଙ୍ଗା) ସହ ଅନ୍ୟ ୭ ଜଣ…
କାଳ ହେଲା ଭୋଜିଖିଆ: ଝାଡ଼ାବାନ୍ତିରେ ୯୧ ଆକ୍ରାନ୍ତ
ସଜନାଗଡ, ୧୭ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ବେଗୁନିଆ ପଞ୍ଚାୟତ ତୋଟାପଡା ଗ୍ରାମରେ ଭୋଜି ଖାଇ ୯୧ଜଣ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୯ଜଣଙ୍କୁ ୧୦୮ ଆମ୍ବୁଲାନ୍ସ, ଟେମ୍ପୁ, ମୋଟରସାଇକେଲ ଯୋଗେ ନୀଳଗିରି ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଶୁକ୍ରବାର ମଧ୍ୟାହ୍ନ…
ଭୋଜି ଖାଇ ୨୪ ଗୁରୁତର ଘଟଣା: ନୀଳଗିରି ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ
ସଜନାଗଡ଼,୧୬।୮(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ବେଗୁନିଆ ପଞ୍ଚାୟତ ତୁଟାପଡ଼ା ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ଶୁକ୍ରବାର ଭୋଜି ଖାଇ ୨୪ରୁ ଊର୍ଦ୍ଧ୍ୱ ଲୋକ ନୀଳଗିରି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ତେବେ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥାକୁ ନେଇ ବାଲେଶ୍ୱର ଏମ୍ପି ତଥା…
କରୋନା କଟକଣା ସତ୍ତ୍ୱେ ଗାଁରେ ଚାଲିଥିଲା ଭୋଜି: ଏହାକୁ ଖାଇ ୨୪ରୁ ଊର୍ଦ୍ଧ୍ୱ ଲୋକ ମେଡିକାଲରେ ଭର୍ତ୍ତି
ସଜନାଗଡ଼,୧୬।୮(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ବେଗୁନିଆ ପଞ୍ଚାୟତ ତୁଟାପଡ଼ା ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ଶୁକ୍ରବାର ଭୋଜି ଖାଇ ୨୪ରୁ ଊର୍ଦ୍ଧ୍ୱ ଲୋକ ନୀଳଗିରି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ତେବେ ସେମାନଙ୍କ ମଧ୍ୟରେ ୫ ଜଣ ଶିଶୁଥିବା…
Archives


