ବାଲେଶ୍ୱର

ମନୁଭାଇଙ୍କ ହର୍ବାଲ ଚା’

ବାଲେଶ୍ୱର ଅଫିସ, ୪।୩-ହର୍ବାଲ ଚା’। ଏଥିରେ ପଡୁନି ଚା’ ପତି କି ଚିନି। କପ୍‌ ୫ଟଙ୍କାର ଏଇ ଚା’ ପିଇବାକୁ ବି ଭିଡ଼ ଲାଗୁଛି। ବାଲେଶ୍ୱର ସହର ଫକୀରମୋହନ ଗୋଲେଇ ନିିକଟରେ ଏବେ ମନୁଭାଇଙ୍କ ହର୍ବାଲ ଚା’ର ଢେର ଚାହିଦା। ଅବଶ୍ୟ…

ଅପହୃତା ଓଡ଼ିଆ ଯୁବକ ପଶ୍ଚିମବଙ୍ଗରୁ ଉଦ୍ଧାର: ୮ଲକ୍ଷ ଟଙ୍କା ଦାବି କରିଥିଲେ ଅପହରଣକାରୀ

ସୋର, ୩ା୩: ବାଲେଶ୍ୱର ଜିଲା ସୋର ଥାନା ଅଧୀନ ସାଜନପୁର ଅଞ୍ଚଳର ଜଣେ ଯୁବକଙ୍କୁ କେହି ଦୁର୍ବୃତ୍ତ ବନ୍ଧୁକ ମୂନରେ ପଣବନ୍ଦୀ କରି ୮ ଲକ୍ଷ ଟଙ୍କା ଦାବି କରୁଥିବା ଭିଡିଓ ଭାଇରାଲ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି…

ନଷ୍ଟ ହେଉଛି ବର୍ଷକର ଅମଳ

ଖଇରା, ୩।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଗନଧୂଳି ସେବା ସମବାୟ ସମିତି ଅଧୀନରେ ଚାଷୀଙ୍କର ଧାନ କିଣା ନ ହେବା ଯୋଗୁ ମାସ ମାସ ଧରି ଘରେ ପଡି ନଷ୍ଟ ହେଉଛି । ସରକାରଙ୍କ ତରଫରୁ ଟୋକନ ଇସ୍ୟୁ କରାଯାଇଥିଲେ…

ଭୋଗରାଇ କଲେଜରେ ଛାତ୍ର ଅଶାନ୍ତି: ୩ ଘଣ୍ଟା ଯାଏ ମୁଖ୍ୟ ଫାଟକରେ ତାଲା ପକାଇ ବିକ୍ଷୋଭ

ଭୋଗରାଇ,୧।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭୋଗରାଇ ଗ୍ରାମ ଉଚ୍ଚ ଶିକ୍ଷା ପ୍ରତିଷ୍ଠାନ(ଆର୍‌ଆଇଏଚ୍‌ଏସ୍‌) ମହାବିଦ୍ୟାଳୟରେ ସୋମବାର ଛାତ୍ର ଅଶାନ୍ତି ଦେଖାଦେଇଛି। ମହାବିଦ୍ୟାଳୟର ଯୁକ୍ତ ୩ ଶେଷବର୍ଷ ବାଣିଜ୍ୟ ଶ୍ରେଣୀର ଜଣେ ଛାତ୍ର ଅନ୍ୟ ଛାତ୍ରୀଛାତ୍ରଙ୍କୁ ଅଶାଳୀନ ମନ୍ତବ୍ୟ ଦେବା ସହ ବାରମ୍ବାର…

ଆକର୍ଷଣ ହରାଉଛି ଡଗରା ବେଳାଭୂମି

ବାଲିଆପାଳ,୧ା୩-ବଙ୍ଗୋପସାଗର କୂଳରେ ଥିବା ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ଡଗରା ବେଳାଭୂମିର ବିକାଶ ଲାଗି ଆଖିଦୃଶିଆ ପଦକ୍ଷେପ ନିଆଯାଉନାହିଁ। ଫଳରେ ଏହା ଧୀରେ ଧୀରେ ଆକର୍ଷଣ ହରାଇବାରେ ଲାଗିଛି। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏହି ବେଳାଭୂମିରେ ଅମାନିଆ ପର୍ଯ୍ୟଟକଙ୍କ ଅବାଧ ବାଇକଚାଳନା…

ବରଫକଳରୁ ଲିକ୍‌ ହେଲା ଆମୋନିଆ ଗ୍ୟାସ୍‌

ବାଲେଶ୍ୱର ଅଫିସ, ୨୬।୨: ବାଲେଶ୍ୱର ଟାଉନ ଥାନା ଅଧୀନ ମଠସାହି ଅଞ୍ଚଳର ତାରିଣୀ ଛକରେ ଥିବା ମାଗ୍ନସ ଫୁଡ୍‌ ବରଫକଳରୁ ଶୁକ୍ରବାର ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇଛି। ଗ୍ୟାସ୍‌ ଲିକ୍‌ ହେବାରୁ ଅଞ୍ଚଳରେ ପ୍ରବଳ ଗନ୍ଧ ହେବା ସହ ଲୋକଙ୍କ ଆଖି…

ବଧୂ ହତ୍ୟା ଅଭିଯୋଗ: ଶାଶୁ, ଶ୍ୱଶୁର ଗିରଫ

ଔପଦା, ୨୫।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ରାଏରାମଚନ୍ଦ୍ରପୁର ପଞ୍ଚାୟତ ଶୋରିଷପାଳ ଗ୍ରାମରେ ବଧୂ ହତ୍ୟା ଅଭିଯୋଗରେ ଶାଶୁ ସୁକାନ୍ତି ରାଉତ ଓ ଶ୍ୱଶୁର ସୁକାନ୍ତ ରାଉତ (ଅଗଣି)ଙ୍କୁ ଔପଦା ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ପୋଲିସ ସୂଚନା ଅନୁଯାୟୀ, ୨୦୧୫ ମସିହାରେ…

ଶରତଙ୍କୁ ‘ପ୍ରଜାପତି ବାଲେଶ୍ୱର ସାହିତ୍ୟ ସମ୍ମାନ’, ଅଶ୍ୱିନୀଙ୍କୁ ‘ପ୍ରଜାପତି ନବ ପ୍ରତିଭା ସମ୍ମାନ’

ବାଲେଶ୍ୱର ଅଫିସ,୨୫।୨: ବାଲେଶ୍ୱରର ଶିକ୍ଷା ଓ ଜ୍ଞାନର ଦିବ୍ୟ ଦୃଷ୍ଟି ‘ପ୍ରଜାପତି’ ଅନୁଷ୍ଠାନ ପକ୍ଷରୁ ଚଳିତବର୍ଷ କବି ଡ. ଶରତ ମହାନ୍ତିଙ୍କୁ ‘ପ୍ରଜାପତି ବାଲେଶ୍ୱର ସାହିତ୍ୟ ସମ୍ମାନ’ ଓ ଗାଳ୍ପିକ ଅଶ୍ୱିନୀ କୁମାର ମହାନ୍ତିଙ୍କୁ ‘ପ୍ରଜାପତି ନବ ପ୍ରତିଭା ସମ୍ମାନ’ ପ୍ରଦାନ…

ଠାକୁରଙ୍କ ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

ସଜନାଗଡ଼,୨୫।୨: ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ଖଡ଼ିପଦା ଗ୍ରାମରେ ଥିବା ଶନି ମନ୍ଦିରର ତାଲା ଭାଙ୍ଗି ଦୁର୍ବୃତ୍ତମାନେ ଠାକୁରଙ୍କ ରୂପା ମୁକୁଟ ସହ ଅନ୍ୟାନ୍ୟ ସୁନା ଅଳଙ୍କାର ଲୁଟି ନେଇଛନ୍ତି। ବୁଧବାର ସନ୍ଧ୍ୟାରେ ଆଳତୀ ପରେ ପୂଜକ ମନ୍ଦିରରେ ତାଲା…

ନବବଧୂ ହତ୍ୟା ମାମଲା: ଗୋଟିଏ ପରିବାରର ୫ ଜଣଙ୍କୁ ଆଜୀବନ କାରାଦଣ୍ଡ

ବାଲେଶ୍ୱର ଅଫିସ,୨୫।୨: ଅତିରିକ୍ତ ଜିଲା ଓ ଦୌରାଜଜ୍‌ଙ୍କ କୋର୍ଟ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଯୌତୁକ ଜନିତ ନବବଧୂ ହତ୍ୟା ମାମଲାରେ ଗୋଟିଏ ପରିବାରର ୫ ଜଣଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ମୃତ ନବବଧୂଙ୍କ ସ୍ବାମୀ, ଶ୍ବଶୁର, ଶାଶୁଙ୍କ…

୨ ହଜାର ଚାରା ବାଣ୍ଟିଲେ ନବଦମ୍ପତି

ସିମୁଳିଆ, ୨୫।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଚାଲୁଣୀଗାଁ ଅଞ୍ଚଳରେ ଏକ ନିଆରା ବିବାହ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହି ଉତ୍ସବକୁ ନିଆରା ଢଙ୍ଗରେ ପାଳନ କରିଛନ୍ତି ଉଭୟ ବରକନ୍ୟା। ଭୋଜିରେ ଯୋଗଦେଇଥିବା ଅତିଥିଙ୍କୁ ନବଦମ୍ପତି ଆମ୍ବ, ପଣସ, ଲିଚୁ, ସପେଟା ଆଦି…

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ; ରାସ୍ତାରୋକୋ, ସ୍ବାସ୍ଥ୍ୟ କେନ୍ଦ୍ରରେ ତାଲା

ବାଲିଆପାଳ ୨୨।୨(ସ୍ବ.ପ୍ର,): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ପ୍ରତାପପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ରବିବାର ଚିକିତ୍ସାଧୀନ ଜଣେ ରୋଗୀଙ୍କର ମୃତ୍ୟୁ ଘଟିଥିଲା। ଚିକିତ୍ସାରେ ଅବହେଳା ଯୋଗୁ ରୋଗୀଙ୍କ ମୃତ୍ୟୁ ଘଟିଥିବା ନେଇ ଅଭିଯୋଗ ହେଉଛି। ଏ ନେଇ ସୋମବାର ଉତ୍ତ୍ୟକ୍ତ ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?