୨ ଗୁଣା ଫି’ ବୃଦ୍ଧି ପ୍ରତିବାଦରେ ଛାତ୍ର ଅଶାନ୍ତ
ଭୋଗରାଇ,୧୩।୨: ଫି’ ବୃଦ୍ଧି ପ୍ରତ୍ୟାହାର ଦାବି ନେଇ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କମର୍ଦ୍ଦା କଲେଜର ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ରମାନେ ଶନିବାର କଲେଜ ମୁଖ୍ୟ ଫାଟକରେ ତାଲା ପକାଇ ୪ ଘଣ୍ଟା ଧରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ।…
ଅହିରାଜକୁ କାମୁଡ଼ି ଘାଇଲା କଲା ନେଉଳ: ଭିଡିଓ ଦେଖିଲେ…
ସଜନାଗଡ଼,୧୩।୨(ଡି.ଏନ୍.ଏ.): ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ନୀଳଗିରି ପଞ୍ଚଲିଙ୍ଗେଶ୍ୱର ଠାରେ ଏକ ବିରାଟକାୟ ଅହିରାଜ ସାପ ସହିତ ଏକ ନେଉଳର ଘମାଘୋଟ ଲଢ଼େଇ ହୋଇଥିବା ଦେଖାଯାଇଛି। ସାପଙ୍କ ମଧ୍ୟରେ ରାଜା ଅହିରାଜକୁ ଦେଖିଲେ ଯେକେହି ପଛଘୁଞ୍ଚା ଦେବ। ହେଲେ ଏକ ଛୋଟ…
ଫି ’ ବୃଦ୍ଧି ପ୍ରତିବାଦ: କମର୍ଦା କଲେଜରେ ବିକ୍ଷୋଭ
ଭୋଗରାଇ,୧୩।୨,(ଡି.ଏନ୍.ଏ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କମର୍ଦା କଲେଜରେ ଶନିବାର ବିକ୍ଷୋଭ ହୋଇଛି। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ରମାନେ ଫି’ ବୃଦ୍ଧି ପ୍ରତ୍ୟାହାର ଦାବିକରି କଲେଜ ମୁଖ୍ୟ ଫାଟକରେ ପୂର୍ବାହ୍ନ ସାଢ଼େ ୧୧ରୁ ତାଲାପକାଇ ଦେଇଛନ୍ତି। ଆଇନ ଶୃଙ୍ଖଳା…
ଦୁର୍ଘଟଣା ପରେ ପୋଲିସ-ଜନତା ମୁହାଁମୁହିଁ
ସୋର, ୧୨।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ସୋର-ବାଗୁଡି ରାସ୍ତାର ଆଙ୍ଗୁଳା ଛକଠାରେ ଗୁରୁବାର ରାତିରେ ଟ୍ରକ ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ଆହତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଏହି ରାସ୍ତା ଦେଇ ପ୍ରତିଦିନ…
ନୂଆ ରୂପ ପାଇବ ତାଳସାରୀ-ଉଦୟପୁର ବେଳାଭୂମି
ଭୋଗରାଇ, ୧୨।୨(ଡି.ଏନ.ଏ.)-ପର୍ଯ୍ୟଟନସ୍ଥଳୀ ତାଳସାରୀ-ଉଦୟପୁର ଏବେ ନୂଆ ରୂପରେ ଶୋଭା ପାଇବ। ବଙ୍ଗୋପସାଗର କୂଳରେ ଥିବା ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ଏହି ଦୁଇ ବେଳାଭୂମିକୁ ବିଶ୍ୱମାନର ପର୍ଯ୍ୟଟନସ୍ଥଳୀ ରୂପେ ଗଢ଼ି ତୋଳିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନ୍ଫରେନ୍ସରେ…
ନୂଆ ରୂପରେ ଶୋଭା ପାଇବ ତାଳସାରୀ-ଉଦୟପୁର ବେଳାଭୂମି
ଭୋଗରାଇ,୧୧।୨: ପର୍ଯ୍ୟଟନସ୍ଥଳୀ ତାଳସାରୀ-ଉଦୟପୁର ଏବେ ନୂଆ ରୂପରେ ଶୋଭା ପାଇବ। ବଙ୍ଗୋପସାଗର କୂଳରେ ଥିବା ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ଏହି ଦୁଇ ବେଳାଭୂମିକୁ ବିଶ୍ୱମାନର ପର୍ଯ୍ୟଟନସ୍ଥଳୀ ରୂପେ ଗଢ଼ି ତୋଳିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନ୍ଫରେନ୍ସରେ…
ଆଇଏସ୍ଆଇ ଲିଙ୍କ୍: ଦେଶଦ୍ରୋହ ଅପରାଧରେ ଈଶ୍ୱରଙ୍କୁ ଆଜୀବନ କାରାଦଣ୍ଡ
ବାଲେଶ୍ୱର ଅଫିସ,୧୧।୨- ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ(ଡିଆର୍ଡିଓ)ର ଗୁପ୍ତ ତଥ୍ୟ ଆଇଏସ୍ଆଇ ଏଜେଣ୍ଟଙ୍କୁ ପ୍ରଦାନ କରିବା ଅଭିଯୋଗରେ ଗିରଫ ଈଶ୍ୱର ବେହେରା ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଏହି ମାମଲାର ବିଚାର କରି ଗୁରୁବାର ବାଲେଶ୍ୱର ଜିଲା…
ଜୀବିକା ଲାଗି ଚାକିରି, ଦୁଃଖ ଲାଘବ ପାଇଁ କବିତା ଲେଖା
ଖଇରା, ୧୦।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଅଞ୍ଚଳରେ କପିଳ ଦାସ ଏକ ଜଣାଶୁଣା ନାଁ। ସେ ସକାଳୁ ସକାଳୁ ନିତ୍ୟ କର୍ମ ସାରି ସାଇକେଲ ଧରିବା ମାତ୍ରେ ତାଙ୍କ କାନରେ ବାଜେ କପିଳ ଭାଇ ମୋ ଆଧାର କାର୍ଡ ଆସିଛି କି ।…
ପୁଅ ବାହାଘର ଦେଖିପାରିଲେନି ବାପା, ନିମନ୍ତ୍ରଣ ପତ୍ର ବାଣ୍ଟିବାକୁ ଯାଇଥିବା ବେଳେ ଟ୍ୟାଙ୍କର୍ ଚକା ତଳେ ପଡ଼ି ଜୀବନ ଗଲା
ବାଲେଶ୍ୱର ଅଫିସ, ୯।୨- ପୁଅ ବାହାଘରକୁ ଦିନ କେଇଟା ଥିବା ବେଳେ ଦେଖିପାରିଲେନି ବାପା। ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ଜୀବନ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ସହରରେ। ସହରର ଗୋଲେଇ ନିକଟରେ ଜଣେ ବ୍ୟକ୍ତି ମଙ୍ଗଳବାର ବାଇକ୍ରେ…
ଅବୈଧ ସମ୍ପର୍କ ଲାଗି ବାଧ୍ୟ କରିବାରୁ ହତ୍ୟା
ବାହାନଗା, ୯।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତର ଓଷଙ୍ଗ ଗ୍ରାମର ଜୟନ୍ତ ମଳିକଙ୍କ ମୃତଦେହ ସମୁଦ୍ର କୂଳ ବାଲିରୁ ଉଦ୍ଧାର ହେବା ଘଟଣାର ୧୫ଦିନ ପରେ ଖନ୍ତାପଡା ଥାନା ଓ ଗୋପାଳପୁର ଫାଣ୍ଡି ପୋଲିସ୍ ୫ ଅଭିଯୁକ୍ତଙ୍କୁ ଗିରଫ…
ରାତିରେ ଚାଲିଛି ମୋରମ ଲୁଟ୍
ରୂପ୍ସା, ୮।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍ସା ଥାନା ଅଧୀନ ୬୦ନଂ. ଜାତୀୟ ରାଜପଥ ଦେଇ ନିୟମିତ ବେଆଇନ ମୋରମ ଚାଲାଣ ହେଉଥିବା ଅଭିଯୋଗ ହୋଇଛି। ରାତାରାତି ୮ରୁ ୧୦ଟି ଡମ୍ପର ଯୋଗେ ଶହ ଶହ ଟ୍ରିପ୍ ମୋରମ ଲୁଟ୍ କରାଯାଉଥିବାରୁ ସାଧାରଣରେ ଉତ୍ତେଜନା…
ବାଲେଶ୍ୱରରେ ହେବ ବଜ୍ରପାତ ଗବେଷଣା କେନ୍ଦ୍ର
ଭୁବନେଶ୍ୱର,(ବ୍ୟୁରୋ)/ବାଲେଶ୍ୱର ଅଫିସ, ୬।୨: ଦେଶର ପ୍ରଥମ ବଜ୍ରପାତ ଗବେଷଣା କେନ୍ଦ୍ର (ଥଣ୍ଡରଷ୍ଟର୍ମ ରିସର୍ଚ୍ଚ ଟେଷ୍ଟ ବେଡ୍) ବାଲେଶ୍ୱରରେ ପ୍ରତିଷ୍ଠା ହେବ। ଶୁକ୍ରବାର ଭାରତୀୟ ପାଣିପାଗ ବିଭାଗ ଡାଇରେକ୍ଟର ଜେନେରାଲ ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି। ଖୁବ୍ଶୀଘ୍ର ଏ ଦିଗରେ ଭୂ-ବିଜ୍ଞାନ…

