ବାଲେଶ୍ୱର

କାଳ ହେଲା ଫୋନ୍‌ କଲ୍‌

ବାହାନଗା,୨୫ା୧(ଡି.ଏନ.ଏ.)- ଶନିବାର ରାତିରେ ଆସିଲା ଏକ ଫୋନ୍‌ କଲ୍‌। କାହାକୁ କିଛି ନ ଜଣାଇ ଘରୁ ବାହାରି ଯାଇଥିଲେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତର ଓଷଙ୍ଗ ଗ୍ରାମର ସୁରେନ୍ଦ୍ର ମଳିକଙ୍କ ବଡ଼ପୁଅ ଜୟନ୍ତ। ହେଲେ ସୋମବାର ଅପରାହ୍ନରେ ହାତଗୋଡ଼…

ଖସିଗଲେ ବେପାରୀ: ୨୫ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଜଳେଶ୍ୱର,୨୩।୧: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଝାଡେଶ୍ୱରପୁର ବସ୍ତି ଅଞ୍ଚଳ ବ୍ରାଉନସୁଗାର କାରବାରର ପେଣ୍ଠସ୍ଥଳୀ ପାଲଟିଛି। ଏହି ଅଞ୍ଚଳରେ ବାରମ୍ବାର ଚଢାଉ କରାଯାଇ ବ୍ରାଉନସୁଗାର ଜବତ କରାଯାଉଥିଲେ ମଧ୍ୟ ଏହାକୁ ରୋକିବାରେ ପୋଲିସ ସକ୍ଷମ ହୋଇପାରିନାହିଁ। ଅପରପକ୍ଷେ ବେପାରୀମାନେ ନିଶା କାରବାର…

ମହାବଳ ନା କଲରାପତରିଆ ବାଘ, ପାଦ ଚିହ୍ନକୁ ନେଇ ଦ୍ୱନ୍ଦ୍ୱରେ ବନବିଭାଗ

ସଜନାଗଡ଼, ୨୨।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡ଼ିହା ଅଭୟାରଣ୍ୟ ୨୭୨.୭୩ ବର୍ଗକିଲୋମିଟର ପରିବ୍ୟାପ୍ତ। ଏହା ଭିତରେ କିଛି ନିର୍ଦ୍ଦିଷ୍ଟ ସ୍ଥାନୀୟ ଅଞ୍ଚଳରେ ବାଘର ପାଦଚିହ୍ନ ଦେଖିବାକୁ ମିଳିଛି। ଏହା ମହାବଳ ନା କଲରାପତରିଆ ବାଘ ଏଯାଏ ସ୍ପଷ୍ଟ ହୋଇପାରୁନି। ଯାହାକୁ…

କେଶୁ ଦାସ ‘ବିଶ୍ୱ ଓଡ଼ିଶା କଳା ପରିଷଦ’ର ଅଧ୍ୟକ୍ଷ

ବାଲେଶ୍ୱର ଅଫିସ, ୨୨।୧: ବାଲେଶ୍ୱର ବିଶିଷ୍ଟ ଶିଳ୍ପୀ କେଶୁ ଦାସଙ୍କୁ ‘ବିଶ୍ୱ ଓଡ଼ିଶା କଳା ପରିଷଦ’ର ଅଧ୍ୟକ୍ଷ ଦାୟିତ୍ୱ ମିଳିଛି। ଓଡ଼ିଶା ବିଧାନସଭା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିବା ଓଡ଼ିଆ ଜାତୀୟତା ଜାଗରଣ ଅଭିଯାନ ‘ବିଶ୍ୱ ଓଡ଼ିଶା’ର ନବବର୍ଷ ସଂକଳ୍ପ କାର୍ଯ୍ୟକ୍ରମ…

ସ୍ମାର୍ଟ ଆଣ୍ଟି ଏୟାରଫିଲ୍ଡ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୧।୧- ପ୍ରତିରକ୍ଷା ଅନୁସନ୍ଧାନ ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ) ଏବଂ ହିନ୍ଦୁସ୍ତାନ ଏରୋନେଟିକ୍‌ ଲିମିଟେଡ୍‌ (ହାଲ୍‌) ଦ୍ୱାରା ନିର୍ମିତ ସ୍ମାର୍ଟ ଆଣ୍ଟି ଏୟାରଫିଲ୍ଡ(ସ) କ୍ଷେପଣାସ୍ତ୍ରକୁ ଗୁରୁବାର ଓଡ଼ିଶା ଉପକୂଳରେ ସଫଳ ପରୀକ୍ଷଣ କରାଯାଇଛି। ବାଲେଶ୍ୱର ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର…

ପୋଖରୀ ହୁଡ଼ାରେ ପଡ଼ି ରହିଛି ବୃଦ୍ଧ ଦମ୍ପତିଙ୍କ ମୃତଦେହ: ପହଞ୍ଚିଲା ଭୋଗରାଇ ପୋଲିସ

ବାଲେଶ୍ୱର ଅଫିସ,୨୧।୧: ବାଲେଶ୍ୱର ଜିଲା ଭୋଗରାଇ ଥାନା ଅନ୍ତର୍ଗତ ଫୁଲ୍‌ବଣି ଗ୍ରାମର ପୋଖରୀ ହୁଡ଼ାରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ଶାନ୍ତି ମଣ୍ଡଳ, ବାସନ୍ତି ମଣ୍ଡଳ। ଘରୋଇ କଳହ କାରଣରୁ ଉଭୟ ବିଷ ପିଇ ଆତ୍ମହତ୍ୟା କରିଥିବା…

ଶାରୀଶୁଆ ପାହାଡ଼ରୁ ବୋହି ନେଲେ ମାଟି, ପଥର

ଖଇରା, ୨୦।୧: ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡରୁ ମାଟି ଓ ପଥର ଲୁଟ କରୁଥିବା ମାଫିଆମାନେ କିଛି ଦିନ ନୀରବ ରହିବା ପରେ ପୁଣି ଥରେ ସକ୍ରିୟ ହୋଇପଡିଛନ୍ତି। ସନ୍ଧ୍ୟା ହେଲେ ହଜାର ହଜାର ସଂଖ୍ୟାର ହାଇୱା…

ବନ୍ଧୁକ ଦେଖାଇ ବଳାତ୍କାର

ସଜନାଗଡ଼,୧୮ା୧: ବାଲେଶ୍ୱର ଜିଲା ନୀଳଗିରି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବନ୍ଧୁକ ଦେଖାଇ ବାଇକ୍‌ରେ ଟେକି ନେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ସୋମବାର ସନ୍ଧ୍ୟାରେ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା( ନଂ.୨୮/୨୧) ରୁଜୁ କରି…

ସଲ୍ଟ ରୋଡ୍‌ ଅବରୋଧ

ବାଲେଶ୍ୱର ଅଫିସ,୧୮।୧: ବାଲେଶ୍ୱର ଜିଲା ସଦର ବ୍ଲକ ରସାଳପୁର ପଞ୍ଚାୟତର ନୂତନ ରେଶନ ସାମଗ୍ରୀ ବଣ୍ଟନ ଅନୁମତି ପାଇଥିବା ଏସଏଚ୍‌ଜିକୁ ବିରୋଧ କରି ସଲ୍ଟ ରୋଡ୍‌ ଅବରୋଧ କରାଯାଇଛି । ଅଭିଯୋଗକାରୀମାନେ ହନୁମାନ ଏସ୍‌ଏଚ୍‌ଜିକୁ କୌଣସି କାରଣ ନ ଥାଇ ପରିବର୍ତ୍ତନ…

ପ୍ରତୀକ୍ଷାର ଅନ୍ତ: ଟିକାକରଣ ପ୍ରକ୍ରିୟା ଆରମ୍ଭ

ବାଲେଶ୍ୱର ଅଫିସ,୧୮।୧: ସମସ୍ତ ପ୍ରତୀକ୍ଷାର ଅନ୍ତ ପରେ ସୋମବାରଠାରୁ ଟିକାକରଣ ପ୍ରକ୍ରିୟା ଆରମ୍ଭ ହେଇଛି। ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟ ସମେତ ଜିଲାର ୪ଟି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଟିକାକରଣ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଭିଭାଷଣ ପରେ ଟିକାକରଣ କାର୍ଯ୍ୟ ଆରମ୍ଭ…

ଦଦରା ଗାଡ଼ିରେ କାମ ଚଳୁଛି

ଖଇରା, ୧୬।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଅଧୀନ ଖଇରା ଏକ ସମ୍ବେଦଦନଶୀଳ ଥାନା ହୋଇଥିବା ବେଳେ ବହୁବିଧ ସମସ୍ୟା ସାଧାରଣ ଲେକଙ୍କୁ ନ୍ୟାୟ ପ୍ରଦାନରେ ବାଧକ ସାଜିଛି। କର୍ମଚାରୀ ସାଙ୍ଗକୁ ଗାଡି ଅଭାବ ଓ ନୂତନ ଗୃହ ନିର୍ମାଣରେ ବିଳମ୍ବ କେବଳ କର୍ମଚାରୀଙ୍କ…

ଜୀବନ ପ୍ରଦୀପଙ୍କ ଘରବାହୁଡ଼ା

ଭୁବନେଶ୍ୱର,୧୪।୧: ବାଲେଶ୍ୱରର ପୂର୍ବ ବିଧାୟକ ଜୀବନ ପ୍ରଦୀପ ଦାସ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ସେ ଭାଜପାରେ ସାମିଲ ହୋଇଥିବା ସୂଚନା ମିଳିଛି। ପ୍ରକାଶ ଯେ, ପୂର୍ବରୁ ଭାଜପାରୁ ଆସି ବିଜେଡିରେ ଯୋଗ ଦେଇଥିଲେ ଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?