ବାଲେଶ୍ୱର

ଯୁବକଙ୍କୁୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ନିର୍ଧୂମ ଛେଚିଲେ ଗ୍ରାମବାସୀ

ବାଲେଶ୍ୱର ଅଫିସ, ୧୨।୧: ବାଲେଶ୍ୱର ଜିଲା ବାଲିଆପାଳ ଥାନା ଖଗଡ଼ାପାଳ ଗ୍ରାମରେ କଙ୍ଗାରୁ କୋର୍ଟ ଅଭିଯୋଗ ହୋଇଛି। ଜଣେ ଯୁବକଙ୍କୁ ଚୋରି ଅଭିଯୋଗରେ ଗ୍ରାମବାସୀ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ନିର୍ଧୂମ ଛେଚିଛନ୍ତି। ଉକ୍ତ ଯୁବକ ଜଣକ ହେଲେ ରାଜ କୁମାର ମହାପାତ୍ର।ତେବେ…

ବାଉଁଶ କାରିଗରଙ୍କୁ ସ୍ବାବଲମ୍ବୀ କରିବାକୁ ପ୍ରୟାସ

ବାଲେଶ୍ୱର ଅଫିସ, ୧୧।୧-କୌଳିକ ବୃତ୍ତିକୁ ପାଥେୟ କରି ପରିବାର ଭରଣପୋଷଣ କରୁଥିବା ବାଉଁଶ କାରିଗରଙ୍କ ପରିବାର ଦୟନୀୟ ଅବସ୍ଥାରେ ରହିଛନ୍ତି। ସେମାନଙ୍କୁ ମିଳୁନି ପ୍ରସ୍ତୁତ ସାମଗ୍ରୀର ଉଚିତ୍‌ ମୂଲ୍ୟ। ବିକ୍ରି ଲାଗି ସ୍ବତନ୍ତ୍ର ବଜାର ନାହିଁ। ସରକାରୀ ସହାୟତା ମିଳିବା ଏମାନଙ୍କ…

ରାତି ଅଧରେ ଗାଁରେ ପଶିଲେ ହାତୀପଲ: ଘର ଭାଙ୍ଗି କଲେ ଆକ୍ରମଣ

ସଜନାଗଡ଼,୧୦।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଅନ୍ତର୍ଗତ କୁଳଡ଼ିହା ବନ ବିଭାଗ ଅଧୀନ ବାଉଁଶବଣିଆ ପଞ୍ଚାୟତର ଜୁଣିଆ ଗ୍ରାମରେ ଶନିବାର ରାତିରେ ହାତୀପଲ ପଶିଛନ୍ତି। ହାତୀପଲ ବ୍ୟାପକ ଧାନ ଫସଲ ନଷ୍ଟ କରିବା ସହ ଜଣଙ୍କ ଘର ଭାଙ୍ଗି ତାଙ୍କୁ ଆକ୍ରମଣ…

ମିଳୁନି ଲାଭ, ତଥାପି ଛାଡି ହେଉନି ବୃତ୍ତି

ରୂପ୍‌ସା,୯।୧: ବାଉଁଶରୁ ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ପ୍ରସ୍ତୁତ କରିବା ହେଉଛି ଆମର କୌଳିକ ବୃତ୍ତି। ଅଧିକ ଲାଭ ମିଳୁ ନ ଥିଲେ ବି ବୃତ୍ତିକୁ ଛାଡ଼ି ହେଉନି। ପୁରୁଷ ପୁରୁଷ ଧରି ଏହି ବୃତ୍ତିକୁ ଅପଣାଇ ଦୟନୀୟ ପରିସ୍ଥିତିରେ ଜୀବିକା…

ଡମ୍ଫର ସହିତ ବାଇକ ମୁହାଁମୁହିଁ ଧକ୍କା

ବାଲେଶର ଅଫିସ ୭/୧- ବାଲେଶ୍ବର ଜିଲାର ୫୭ ତମ ରାଜ୍ୟ ରାଜପଥର ଜଳେଶ୍ୱର – ଚନ୍ଦନେଶର ମୁଖ୍ୟରାସ୍ତାର ବାରମାଇଲ ଛକଠାରେ ଗୁରୁବାର ସକାଳୁ ଡମ୍ଫର ସହିତ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ବାଇକ ଆରୋହୀ ଜଣକ ଗୁରୁତର ହେଇ ଜଳେଶରପୁର…

ଖୋଲିଲା ନୀଳଗିରି ଜଗନ୍ନାଥ ମନ୍ଦିର, ପଞ୍ଚଲିଙ୍ଗେଶ୍ୱର ପୀଠ

ସଜନାଗଡ଼,୬।୧: ଭକ୍ତ ଓ ପର୍ଯ୍ୟଟକଙ୍କ ପ୍ରତୀକ୍ଷାର ଅନ୍ତ ଘଟିଛି। ଦୀର୍ଘ ୯ ମାସର ବ୍ୟବଧାନ ପରେ ବୁଧବାର ବାଲେଶ୍ୱର ଜିଲା ନୀଳଗିରିର ତୃତୀୟ ଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିର ଏବଂ ଉତ୍ତର ଉଡ଼ିଶାର ଅନ୍ୟତମ ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱର ପୀଠ ଖୋଲିଛି।…

ହସ୍ପିଟାଲ ରାସ୍ତାରେ ହାତୀ

ରାଇବଣିଆ, ୬ା୧: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧିନ ଖୁଆଡ଼ ହସ୍‌ପିଟାଲ ନିକଟରେ ମଙ୍ଗଳବାର ଏକ ଦନ୍ତାହାତୀ ରାସ୍ତାରେ ବୁଲୁଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ଅଞ୍ଚଳବାସୀ ହାତୀକୁ ଦେଖି ଭୟଭୀତ ହୋଇପଡିଥିଲେ। ହାତୀଟି କାହାର କିଛି କ୍ଷତି କରୁ ନ ଥିବା…

ହସ୍ପିଟାଲ ରାସ୍ତାରେ ବୁଲିଲା ହାତୀ

ରାଇବଣିଆ,୫ା୧: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ଖୁଆଡ଼ ହସ୍ପିଟାଲ ନିକଟରେ ମଙ୍ଗଳବାର ଏକ ଦନ୍ତାହାତୀ ବୁଲୁଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ଅଞ୍ଚଳବାସୀ ହାତୀକୁ ଦେଖି ଭୟଭୀତ ହୋଇପଡିଥିଲେ। ହାତୀଟି କୌଣସି କ୍ଷୟକ୍ଷତି କରି ନ ଥିବା ସୂଚନା ମିଳିଛି। ହାତୀ…

ଅଙ୍ଗନବାଡି କର୍ମୀଙ୍କ ବହିଷ୍କାର ଦାବି: ସିଡିପିଓ ଅଫିସ ସମ୍ମୁଖରେ ଗ୍ରାମବାସୀଙ୍କ ଧାରଣା

ବାଲେଶର ଅଫିସ, ୫।୧: ବାଲେଶ୍ବର ଜିଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ସାନତାଳପଦା ଗ୍ରାମରେ ଥିବା ଅଙ୍ଗନବାଡି କେନ୍ଦ୍ରରେ କାର୍ଯ୍ୟରତ କର୍ମୀ ମମତା ଜେନାଙ୍କ ବଦଳି ଦାବି ନେଇ ମଙ୍ଗଳବାର ବାଲିଆପାଳ ସିଡିପିଓ ଅଫିସ ସମ୍ମୁଖରେ ଗ୍ରାମବାସୀମାନେ ଧାରଣାରେ ବସିଛନ୍ତି। ଧାରଣାରତ ଗ୍ରାମବାସୀଙ୍କ…

ମାଛ ଚୋରି କରି ବିକିଦେଲେ ନାବାଳକ: ଗଛରେ ବାନ୍ଧି ଲଣ୍ଡାକଲେ ମାଲିକ

ବାଲେଶ୍ୱର ଅଫିସ, ୫।୧: ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ପଶ୍ଚିମବାଡ଼ ଗ୍ରାମରେ କଙ୍ଗାରୁ କୋର୍ଟ ହୋଇଥିବା ଅଭିଯୋଗ ହୋଇଛି। ନାବାଳକଙ୍କୁ ଦୋକାନରେ ରଖି କାମ କରାଉଥିବା ବେଳେ ମାଲିକଙ୍କୁ ନ ଜଣାଇ ସେ ଦୋକାନରୁ ମାଛ ବିକ୍ରି କରିଦେଇଥିଲେ। ଏହା…

ମନ୍ଦିର ହୁଣ୍ଡି ଭାଙ୍ଗି ଲୁଟିନେଲେ

ବାଲେଶ୍ୱର ଅଫିସ,୨।୧- ବାଲେଶ୍ବର ବଳରାମ ଗଡ଼ି ସ୍ଥିତ ଗଙ୍ଗାମାତା ମନ୍ଦିର ହୁଣ୍ଡି ଭାଙ୍ଗି ଦୁର୍ବୃତ୍ତ ଟଙ୍କା ଲୁଟି ନେଇଛନ୍ତି। ଦାନବାକ୍ସରେ ପାଖାପାଖି ୨ ଲକ୍ଷ ଟଙ୍କା ଥିବା ସୂଚନା ମିଳିଛି। ଏନେଇ ଶନିବାର ମନ୍ଦିର ପୂଜକ ଥାନାରେ ଅଭିଯୋଗ କରିଛନ୍ତି। ଏହାପରେ…

ଭାଜପା ନେତା ଜୟନାରାୟଣ ମହାନ୍ତିଙ୍କ ପୁଅଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ: ୧୦ ଫୁଟ୍‌ ତଳକୁ ଖସିଲା ଗାଡ଼ି

ବାଲେଶ୍ୱର ଅଫିସ,୨।୧- ବାଲେଶ୍ୱର ଜିଲା ଜଳେଶ୍ୱରର ପୂର୍ବତନ ବିଧାୟକ ତଥା ଭାଜପା ନେତା ଜୟନାରାୟଣ ମହାନ୍ତିଙ୍କ ପୁଅ ଦିବ୍ୟକାମ ମହାନ୍ତିଙ୍କ କାର୍‌ ଶନିବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ବାଲିଆପାଳ ଥାନା ଅନ୍ତର୍ଗତ ଇଡ୍‌କୋ ଛକ ନିକଟରେ ଶନିବାର ସକାଳେ ହୋଇଥିବା ଏହି ଦୁର୍ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?