ବାଲେଶ୍ୱର

ଭୁଲ ଔଷଧ ବିତରଣକୁ ନେଇ ଉତ୍ତେଜନା, ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମୁଖ୍ୟ ଫାଟକ ବନ୍ଦକଲେ ଗ୍ରାମବାସୀ

ବସ୍ତା, ୨୧।୧୨(ଡି.ଏନ୍‌.ଏ. ): ବାଲେଶ୍ୱର ଜିଲା ବସ୍ତାସ୍ଥିତ ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭୁଲ ଔଷଧ ବିତରଣକୁ ନେଇ ସୋମବାର ସକାଳେ ଉତ୍ତେଜନା ଦେଖାଦେଇଛି। ମିଳିଥିବା ସୂଚନାନୁଯାୟୀ, ରବିବାର ବସ୍ତା ବ୍ଲକ ଅନ୍ତର୍ଗତ ଦେଉଳପଡ଼ା ଗ୍ରାମର ସୁବାସିନୀ ଦଳାଇ ନାମକ ବୃଦ୍ଧା…

ଏଟିଏଜିଏସ୍‌ର ବ୍ୟବହାରିକ ପରୀକ୍ଷଣ

ବାଲେଶ୍ୱର ଅଫିସ, ୧୯।୧୨-ବାଲେଶ୍ୱର ଜିଲା ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ପିଏକ୍ସଇ ପରିସରରୁ ଶନିବାର ପୂର୍ବାହ୍ନରେ ଏଟିଏଜିଏସ୍‌ (ଆଡଭାନ୍ସଡ଼ ଟୋୱେଡ଼ ଆର୍ଟିଲେରୀ ଗନ୍‌ ସିଷ୍ଟମ୍‌) ବ୍ୟବହାରିକ ପରୀକ୍ଷଣ କରାଯାଇଛି। ସମ୍ପୂର୍ଣ୍ଣ ସ୍ବଦେଶୀ ଜ୍ଞାନ କୌଶଳରେ ଡିଆର୍‌ଡିଓ (ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ…

ଔପଦା ମହାବିଦ୍ୟାଳୟରେ ଭିଜିଲାନ୍ସ: ନିଲମ୍ବିତ ହେଲେ ଅଧ୍ୟକ୍ଷ

ବାଲେଶ୍ୱର ଅଫିସ, ୧୮।୧୨-ବାଲେଶ୍ୱର ଜିଲା ଔପଦା ଯୁକ୍ତ ୨ କଲେଜରେ ଅର୍ଥ ହେରଫେର ନେଇ ଅଭିଯୋଗ ହେବା ପରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସହ ଚେକବୁକ୍‌ ଓ କ୍ୟାଶବୁକ୍‌ ଜବତ କରାଯାଇଛି। ଉପଜିଲାପାଳ ତଥା…

ଧାନକିଣା ଆରମ୍ଭରୁ ବିଭ୍ରାଟ

ଖଇରା,୧୭।୧୨: ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ୧୪ଟି ସେବା ସମବାୟ ସମିତିରେ ଏବେ ଧାନକିଣା ଆରମ୍ଭ ହୋଇସାରିଛି। ଅନଲାଇନରେ ବ୍ୟାପକ ତ୍ରୁଟି ରହିଥିବା ଅଭିଯୋଗ ପରେ ମଧ୍ୟ ଯୋଗାଣ ବିଭାଗ ଏହାର ସଂଶୋଧନ କରୁ ନ ଥିବାରୁ ଚାଷୀଙ୍କ ମଧ୍ୟରେ…

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ଼ସ୍‌ରେ ୩ବର୍ଷର ସୋହିନୀ

ଖୋର୍ଦ୍ଧା/ ବାଲେଶ୍ୱର ଅଫିସ, ୧୫।୧୨- ଖୋର୍ଦ୍ଧା ଜିଲା କାଇମାଟିଆ ଗ୍ରାମର କମଳେନ୍ଦୁ ନାୟକ ଏବଂ ରଞ୍ଜନା ରାଣୀ ଦାସଙ୍କ ଝିଅ ସୋହିନୀ ନାୟକ। ବୟସ ୩ ବର୍ଷ ୭ ମାସ। ଏହି ବୟସରେ ପିଲାମାନେ ନାଚଗୀତ, ଖେଳକୁଦରେ ମସ୍‌ଗୁଲ ଥିବା ବେଳେ…

ନିଖୋଜ ଶିଶୁକନ୍ୟାଙ୍କ ମୃତଦେହ ଉଦ୍ଧାର: ଅଭିଯୁକ୍ତ ଗିରଫ

ବାଲିଆପାଳ,୧୪।୧୨(ସ୍ବ.ପ୍ର): ବାଲେଶ୍ୱର ବାଲିଆପାଳ ଥାନା ଅନ୍ତର୍ଗତ ଜାମ୍ଭିରାଇ ଗ୍ରାମରେ ଗତ ୧୧ ତାରିଖରୁ ନିଖୋଜ ଶିଶୁକନ୍ୟାର ମୃତଦେହ ସୋମବାର ସକାଳେ ସେହି ଗ୍ରାମର ଏକ ପରିତ୍ୟକ୍ତ ହ୍ରଦ ଭିତରୁ ଉଦ୍ଧାର କରାଯାଇଛି। ଓଡ଼ିଶାରେ ପର ନିଖୋଜ ଘଟଣା ବେଶ ଚର୍ଚ୍ଚା ଜୋର…

ରାଉତପଡ଼ାରେ ହାତୀ ଉପଦ୍ରବ : ଗ୍ରାମବାସୀ ଭୟଭୀତ

ରୂପ୍‌ସା,୯।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଗଡ଼ପଦା ଓ ରାଉତପଡ଼ା ପଞ୍ଚାୟତ ଓଡ଼ିଆଶାସନ, କୂଳ ବାରମାଣିଆ, ଭରଡ଼ାପାଳ ଆଦି ମୌଜାରେ ଶିମିଳିପାଳରୁ ୭ ଜଣିଆ ହାତୀପଲ ଆସି ନଦୀ ପାଖ ଜଙ୍ଗଲ ଭିତରେ ରହିଥିବା ବନବିଭାଗ ପକ୍ଷରୁ ସୂଚନା ମିଳିଛି। ମଙ୍ଗଳବାର ଓ…

ଭାରତ ବନ୍ଦ, ବାଲେଶ୍ୱରରେ ପ୍ରଭାବ

ବାଲେଶ୍ୱର ଅଫିସ, ୮।୧୨: କେନ୍ଦ୍ର ସରକାରଙ୍କ ନୂତନ କୃଷିନୀତି ଆଇନକୁ ବିରୋଧିକରି ମଙ୍ଗଳବାର ପୂର୍ବାହ୍ନ ୬ ଟାରୁ ବନ୍ଦରେ ବାଲେଶ୍ୱର ଜିଲା ସାମିଲ ହୋଇଛି । ବିଭିନ୍ନ କୃଷକ ସଂଗଠନ ସହିତ କେନ୍ଦ୍ରୀୟ ଶ୍ରମିକ ସଂଗଠନ, କେନ୍ଦ୍ରୀୟ ଫେଡରେଶନ, କଂଗ୍ରେସ ଓ…

ଭାରତ ବନ୍ଦରେ ଆଗୁଆ ଶୋଭାଯାତ୍ରା

ଭୋଗରାଇ, ୮।୧୨(ଡି.ଏନ୍‌.ଏ): ତିନୋଟି କୃଷି ଆଇନ ପ୍ରତ୍ୟାହାର ଦାବିରେ କୃଷକ ସଂଗଠନ ପକ୍ଷରୁ ଡାକରା ଦିଆଯାଇଥିବା ପାଞ୍ଚ ଘଣ୍ଟିଆ ଭାରତ ବନ୍ଦକୁ ସମର୍ଥନକରି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଥାନାଛକ ଠାରେ ଏସ୍‌ୟୁସିଆଇ (କମ୍ୟୁନିଷ୍ଟ )ର କୃଷକ ଓ ଛାତ୍ର ସଂଗଠନ…

କୋମାରେ ସନ୍ତୋଷପୁର ସ୍ବାସ୍ଥ୍ୟକେନ୍ଦ୍ର: ୧୦ବର୍ଷ ହେଲା ନାହାନ୍ତି ଡାକ୍ତର

ରୂପ୍‌ସା, ୬ା୧୨: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧୀନରେ ଥିବା ସନ୍ତୋଷପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘ ୧୦ବର୍ଷରୁ ଊର୍ଦ୍ଧ୍ୱ ହେବ କୌଣସି ଡାକ୍ତର ନିଯୁକ୍ତି ହେଉ ନ ଥିବାରୁ ରୋଗୀସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଜଣେ ଫାର୍ମାସିଷ୍ଟ, ଜଣେ ପିଅନ ଓ ସ୍ବାସ୍ଥ୍ୟସେବିକାଙ୍କ…

ବୁଦା ମୂଳରୁ ଉଦ୍ଧାର ହେଲେ ୨ କଲରାପତରିଆ ଛୁଆ

ବାଲେଶ୍ୱର ଅଫିସ,୪।୧୨: ସୋର ଥାନା ଅଲ୍ଲିପୁର ଗ୍ରାମର ରାମଚନ୍ଦ୍ର ବାରିକ ଶୁକ୍ରବାର ୨ଟି ଛୁଆ କଲରାପତରିଆ ଅଥବା ଜଙ୍ଗଲୀ କ୍ୱାଟ୍‌ ଉଦ୍ଧାର କରିଛନ୍ତି। ବିଲରେ କାମ କରୁଥିବା ସମୟରେ ସେ ଏକ ବୁଦାମୂଳରେ ସେମାନଙ୍କୁ ଦେଖିବାକୁ ପାଇଥିଲେ। ଛୁଆଦ୍ୱୟ ନିକଟସ୍ଥ କୁଳଡିହା…

ଉତ୍ତର ଓଡ଼ିଶାରେ ଭୂକମ୍ପ

ବାଲେଶ୍ୱର ଅଫିସ୍‌,୪।୧୨: ମୟୂରଭଞ୍ଜ ଓ ବାଲେଶ୍ୱର ଜିଲାରେ ଗୁରୁବାର ବିଳମ୍ବିତ ରାତ୍ରିରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ତେବେ ଏଥିରେ କିଛି କ୍ଷୟକ୍ଷତି ହୋଇ ନ ଥିବା ସୂଚନା ମିଳିଛି। ରାତି ୨.୧୩ରେ ହୋଇଥିବା ଏହି ଭୂକମ୍ପର ତୀବ୍ରତା ରିକ୍ଟର୍‌ ସ୍କେଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?