ଅଭିଯୁକ୍ତଙ୍କୁ ଧରିବାକୁ ଯାଇ ପୋଲିସ ନାକେଦମ୍ : ୫ ଘଣ୍ଟା କସରତ ପରେ ଧରାପଡିଲେ
ରେମୁଣା, ୧୪।୬(ଡି.ଏନ.ଏ.)-ଏକ ଲୁଟ୍ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଯାଇ ରବିବାର ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଓ ରେମୁଣା ପୋଲିସକୁ ନାକେଦମ୍ ହେବାକୁ ପଡିଛି। ଅଭିଯୁକ୍ତଜଣକ ହେଲେ ଶ୍ୟାମରାଇପୁର ଗ୍ରାମର ଈଶ୍ୱର ମହାଳିକ। ସେ ଘରେ ଥିବା ଖବରପାଇ କ୍ରାଇମ୍…
ତଥାପି ମଉଳିନି ଆଶା: କଠିନ ପରିଶ୍ରମ କରି ଆଗକୁ ବଢ଼ିବାକୁ ଲକ୍ଷ୍ୟ ରଖିଛନ୍ତି ଦୁଇବନ୍ଧୁ
ଭୋଗରାଇ, ୧୪।୬(ଡି.ଏନ.ଏ.)-ଚାକିରି ପଛରେ ନ ଧାଇଁ ଆମତ୍ନିର୍ଭରଶୀଳ ହେବାକୁ ସ୍ବପ୍ନ ଦେଖିଥିଲେ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ହରିପୁର ଗ୍ରାମର ପ୍ରଶାନ୍ତ ତ୍ରିପାଠୀ ଓ ବାଟଗ୍ରାମ ଗ୍ରାମର ଆଲୋକ ସାହୁ। ସେମାନେ ଦୁଇ ବନ୍ଧୁ। ଭୋଗରାଇ ଗ୍ରାମ୍ୟ ଉଚ୍ଚଶିକ୍ଷା ପ୍ରତିଷ୍ଠାନରେ ସାଙ୍ଗ…
ଫିକା ପଡ଼ିଲା ଭୂଧାରଚଣ୍ଡୀଙ୍କ ପୀଠରେ ରଜ : ବିନା ଭକ୍ତରେ ଅନୁଷ୍ଠିତ ହେବ ନିଆଁପାଟ, ଉଡ଼ା ପର୍ବ
ସଜନାଗଡ଼, ୧୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବଜାରଠାରୁ ୫ କି.ମି. ଦୂର ସଜନାଗଡ଼ ଗ୍ରାମର ଆମ୍ରକୁଞ୍ଜ ମଧ୍ୟରେ ପ୍ରତିଷ୍ଠିତ ଦେବୀ ମା’ ଭୂଧାର ଚଣ୍ଡୀଙ୍କ ପୀଠରେ କାହିଁ କେଉଁ ଆବହମାନ କାଳରୁ ରଜ ସଂକ୍ରାନ୍ତିରେ ଉଡ଼ା ଯାତ୍ରା ପାଳିତ ହୋଇଆସୁଛି। ଏହି ଉଡ଼ା…
ଖାଇବାକୁ ମିଳୁନି, ଋଣ ଅସୁଲ ପାଇଁ ବଢୁଛି ଚାପ : ବିଧାୟକଙ୍କୁ ଅଭିଯୋଗ କଲେ ଏସଏଚ୍ଜି ମହିଳା
ସଜନାଗଡ଼, ୧୩।୬(ଡି.ଏନ.ଏ.)-ସରକାର ବିଭିନ୍ନ ଫାଇନାନ୍ସ କମ୍ପାନୀଗୁଡ଼ିକ ଋଣ ଅସୁଲ କରିବା ଉପରେ ରୋକ ଲଗାଇଛନ୍ତି। ହେଲେ ମାଇକ୍ରୋଫାଇନାନ୍ସ କମ୍ପାନୀଗୁଡ଼ିକ ନିର୍ଦ୍ଦେଶ ପାଳନ ନ କରି ଏସ୍ଏଚ୍ଜି ଉପରେ ଋଣ ଅସୁଲ ପାଇଁ ଚାପ ପକାଉଛି। ଟଙ୍କା ଦେବାକୁ ଅସମର୍ଥ ଥିବା ଜଣାଇଲେ…
ତହସିଲ କାର୍ଯ୍ୟାଳୟରେ ପେଟ୍ରୋକେମିକାଲ୍ସ ପ୍ରକଳ୍ପ ଜନଶୁଣାଣିକୁ ବିରୋଧ
ବାଲିଆପାଳ, ୧୩।୬(ସ୍ବ.ପ୍ର.)-କରୋନା ପାଇଁ ପ୍ରଶାସନ ଜନସାଧାରଣଙ୍କୁ ଜନଗହଳିରୁ ଦୂରେଇ ରହିବା ପାଇଁ ସଚେତନ କରାଇବା ଏବଂ ମାକ୍ସ ନ ପିନ୍ଧିଲେ ଫାଇନ କରିବା ଆଦି ପଦକ୍ଷେପ ନେଉଛି। ମାତ୍ର ଶୁକ୍ରବାର କରୋନା କଟକଣାକୁ ପ୍ରଶାସନ ଊଲ୍ଲଘଂନ କରି ବାଲିଆପାଳର ସମୁଦ୍ର ଉପକୂଳରେ…
ସଞ୍ଜ ନଇଁଲେ ଅନ୍ଧାରର ରାଜୁତି
ବାଲେଶ୍ୱର ଅଫିସ, ୧୩ା୬(ମାନସ ବିଶ୍ୱାଳ)-ବାଲେଶ୍ୱର ସଦର ବ୍ଲକ ପରୀଖି ପଞ୍ଚାୟତ କୁଡ଼ିପାହି ଗ୍ରାମରେ ବସବାସ କରୁଥିବା ୪୦ରୁ ଊର୍ଦ୍ଧ୍ୱ ଗରିବ ପରିବାର ଏଯାଏ ବିଦ୍ୟୁତ୍ ଆଲୋକ ଦେଖିନାହାନ୍ତି। ସଞ୍ଜ ନଇଁଲେ ସେଠାରେ ରାଜୁତି କରୁଛି ଅନ୍ଧାର। ନିର୍ବାଚନ ସମୟ ଆସିଲେ ରାଜନେତାମାନେ…
ବର୍ଜ୍ୟବସ୍ତୁ ଜମା, ପ୍ରକ୍ରିୟାକରଣ ପ୍ଲାଣ୍ଟକୁ ବିରୋଧ
ବାଲେଶ୍ୱର ଅଫିସ, ୧୨।୬-ବାଲେଶ୍ୱର ସହର ଅନ୍ତର୍ଗତ ଗୁଡ଼ିପଦାଠାରେ ପୌରାଞ୍ଚଳ ପକ୍ଷରୁ ବର୍ଜ୍ୟବସ୍ତୁ ଜମା ଓ ପ୍ରକ୍ରିୟାକରଣ ପ୍ଲାଣ୍ଟ ନିର୍ମାଣ କରାଯିବାକୁ ସ୍ଥିର କରାଯାଇଛି। ମାତ୍ର ଉକ୍ତ ସ୍ଥାନରେ ୧୦୦ଫୁଟ୍ ମଧ୍ୟରେ ଜଳଯୋଗାଣ ସମ୍ପ ହାଉସ୍ ନିର୍ମାଣ, ୩୦ଫୁଟ୍ ଭିତରେ ଆଦିବାସୀଙ୍କ ପୂଜାସ୍ଥଳୀ…
୪ ଶିକାରୀ ଗିରଫ: ବନ୍ଧୁକ ସହ ବିସ୍ଫୋରକ ଜବତ
ସଜନାଗଡ଼, ୧୨।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟ ଅଧୀନ ଋଷିଆ ଡ୍ୟାମ୍ ନିକଟରେ ଶୁକ୍ରବାର ବନବିଭାଗ ପକ୍ଷରୁ ଏକ ସ୍ବତନ୍ତ୍ର ଟିମ୍ ଚଢ଼ାଉ କରି ୪ଜଣ ଶିକାରୀଙ୍କୁ ଗିରଫ କରିଛି। ଆଗକୁ ରଜ ଥିବାରୁ ଶିକାରୀମାନେ ଜନ୍ତୁ ଶିକାର କରିବା ଉଦ୍ଦେଶ୍ୟରେ…
ବାଲେଶ୍ୱରରେ ହେବ ଦେଶର ପ୍ରଥମ ପାଇଲଟ ପ୍ରୋଜେକ୍ଟ
ଭୋଗରାଇ, ୧୧ା୬(ଡ଼ି. ଏନ. ଏ. )-ମତ୍ସ୍ୟଚାଷ ଓ ମତ୍ସ୍ୟଜୀବୀଙ୍କ ସକାଶେ ଭାରତର ପ୍ରଥମ ପାଇଲଟ ପ୍ରୋଜେକ୍ଟ କେନ୍ଦ୍ରମନ୍ତ୍ରୀ ପ୍ରତାପଚନ୍ଦ୍ର ଷଡ଼ଙ୍ଗୀଙ୍କ ପ୍ରଚେଷ୍ଟାରେ ବାଲେଶ୍ୱରରେ ଖୁବ୍ଶୀଘ୍ର ହେବାକୁ ଯାଉଛି l ଏଥି ନିମନ୍ତେ ୨ଲକ୍ଷ ଲୋକଙ୍କୁ କର୍ମନିଯୁକ୍ତି ଯୋଗାଇ ଦିଆଯିବ। ଏନେଇ ଭୋଗରାଇ…
ଚୋରା ବାଲିଖାଦାନ ଉପରେ ପ୍ରଶାସନର ମିଳିତ ଚଢାଉ
ସଜନାଗଡ,୧୧।୬(ଡି.ଏନ୍.ଏ): ବାଲେଶର ଜିଲା ନୀଳଗିରି ତହସିଲ ଅଧିନ କାଠପାଳ ଅଞ୍ଚଳ ସ୍ଥିତ ସୋନ ନଦୀ ଘାଟରେ ବାଲି ମାଫିଆ ସକ୍ରିୟ ହୋଇଉଠିଛନ୍ତି। ବାଲି ଚୋରାଚାଲାଣ ହେଉଥିବା ନେଇ ଖବର ପାଇବା ପରେ ନୀଳଗିରି ପ୍ରଶାସନ ବୁଧବାର ରାତିରେ ଚଢାଉ କରିଥିଲା। ଏହି…
ପୂରଣ ହେଲା ୨ ଗ୍ରାମବାସୀଙ୍କ ସ୍ବପ୍ନ : ନିର୍ମାଣ ହେବ ଅଲିପୁର-ପାଇକାଳପୁର ରାସ୍ତା
ଖଇରା,୧୧।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସାରଡାଙ୍ଗ ଓ ଝିଙ୍କିରିଆ ୨ ପଞ୍ଚାୟତକୁ ସଂଯୋଗ କରୁଥିବା ଅଲିପୁର-ପାଇକାଳପୁର ରାସ୍ତା ସ୍ବାଧୀନତା ପର ଠାରୁ ଅବହେଳିତ ହୋଇ ରହିଥିଲା। ବର୍ଷା ଦିନେ ପଥରକଟା ଓ କାଂଶବାଂଶ ନଦୀର ଜଳ ଜମି ରହୁଥିବା କାରଣରୁ…
ସ୍ବାସ୍ଥ୍ୟସେବାରେ ଉନ୍ନତି ନ ହେଲେ ଆନ୍ଦୋଳନ: କଂଗ୍ରେସ
ବାଲେଶ୍ୱର ଅଫିସ,୧୧।୬- ବାଲେଶ୍ୱର ଜିଲାରେ ସ୍ବାସ୍ଥ୍ୟସେବା ଭୁଶୁଡ଼ି ପଡ଼ିିଛି। ଜିଲାରେ ଏମ୍ସ (ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ) ଭଳି ହସ୍ପିଟାଲ ଖୋଲିବା ପାଇଁ ତତ୍କାଳୀନ କଂଗ୍ରେସ ଶାସିତ କେନ୍ଦ୍ର ସରକାର ମଞ୍ଜୁରୀ ପ୍ରଦାନ କରିଥିଲେ। ମାତ୍ର ବର୍ତ୍ତମାନର ଭାଜପା ସରକାର ଏହାକୁ…
Archives


