ବାଲେଶ୍ୱର

ଭୁଜାଲି ଦେଖାଇ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା

ବାଲେଶ୍ୱର ଅଫିସ,୧୮ା୧୦: ସୋରର ଜଣେ ଗହଣା ଦୋକାନୀଙ୍କୁ ଭୁଜାଲି ଦେଖାଇ ଦୁର୍ବୃତ୍ତମାନେ ୮୦ ଗ୍ରାମ ସୁନା, ଚାରି କିଲୋ ରୁପା ଏବଂ ନଗଦ ୧୩ ହଜାର ଟଙ୍କା ଲୁଟି ନେଇଛନ୍ତି। ଦୁଇଟି ବାଇକ୍‌ରେ ୬ ଜଣ ଦୁର୍ବୃତ୍ତ ରୁଷ ଗାଁର ଗହଣା…

ରାସ୍ତାପାର୍ଶ୍ୱରେ ପଡ଼ିଥିବା ପେଟିଭିତରୁ ନବଜାତକର ମୃତଦେହ ଉଦ୍ଧାର

ବସ୍ତା,୧୮ା୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବସ୍ତା ବାଲିଆପାଳ ରାସ୍ତାର ପେଜଗଳl ପୋଲ ନିକଟ ରାସ୍ତାପାର୍ଶ୍ୱରେ ରବିବାର ସକାଳେ ଏକ ପେଟି ଭିତରେ ନବଜାତକର ମୃତଦେହ ପଡ଼ିଥିବା ଲୋକେ ଦେଖିବାକୁ ପାଇଥିଲେ l ପରେ ପୋଲିସକୁ ଖବର ଦେବାରୁ ବସ୍ତା ପୋଲିସ ଘଟଣାସ୍ଥଳରେ ପହଞ୍ଚି…

ଉପନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ବିଜେଡି, କଂଗ୍ରେସ ପ୍ରାର୍ଥୀ

ବାଲେଶ୍ୱର ଅଫିସ,୧୫ା୧୦: ବାଲେଶ୍ୱର ଉପନିର୍ବାଚନ ପାଇଁ ଗୁରୁବାର ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ନିଜ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ବାଲେଶ୍ୱର ଉପଜିଲାପାଳଙ୍କ ଅଫିସରେ ବିଜେଡି ପ୍ରାର୍ଥୀ ସ୍ବରୂପ ଦାସ ଏବଂ କଂଗ୍ରେସ ପ୍ରାର୍ଥୀ ମମତା କୁଣ୍ଡୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।…

ସ୍ନେହ ଡୋରିରେ ବନ୍ଧା ବାଦୁଡ଼ି

ଖଇରା, ୧୪।୧୦(ଡି.ଏନ.ଏ.)-ଦିନେ ନୁହେଁ, ମାସେ ନୁହେଁ କି ବର୍ଷେ ନୁହେଁ, ଦୀର୍ଘ ୧୦ ବର୍ଷ ଧରି ଏକ ବାଦୁଡି ସ୍ନେହ ଡୋରିରେ ବାନ୍ଧି ହୋଇରହିଛି। ବାଲେଶ୍ୱର ଜିଲା ଖଇରା ବ୍ଲକ ଅନ୍ତରା ପଞ୍ଚାୟତ ଓଷଙ୍ଗ ଗାଁର ଅମୂଲ୍ୟ ବେହେରା ଏହି ବାଦୁଡିକୁ…

ଡାହାଣୀ ସନ୍ଦେହରେ ବୃଦ୍ଧାଙ୍କୁ ମାଡ଼: ଜେଲ୍‌ ଗଲେ ବାପା, ପୁଅ

ରୂପ୍‌ସା,୧୩।୧୦(ଡି.ଏନ.ଏ.)- ବାଲେଶ୍ୱର ଜିଲା ରୂପ୍‌ସା ଥାନା ରାଉତପଡ଼ା ପଞ୍ଚାୟତ ଅନ୍ତର୍ଗତ ଉପର ବାରାପାଳ ଗ୍ରାମରେ ଜଣେ ବୃଦ୍ଧାଙ୍କୁ ଡାହାଣୀ ସନ୍ଦେହରେ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ପୋଲିସ ଏକ ମାମଲା (ନଂ. ୮୭/୨୦) ରୁଜୁ କରି ଅଭିଯୁକ୍ତ…

ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି: ବାଲେଶ୍ୱରରେ ସ୍ବରୂପ, ତିର୍ତ୍ତୋଲରେ ବିଜୟ ଶଙ୍କର

ଭୁବନେଶ୍ୱର,୧୨ା୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୩ରେ ହେବାକୁ ଥିବା ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ସୋମବାର ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ତିର୍ତ୍ତୋଲରେ ବିଧାୟକ ସ୍ବର୍ଗତ ବିଷ୍ଣୁ ଦାସଙ୍କ ପୁୁଅ ବିଜୟ ଶଙ୍କର ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଥିବା ବେଳେ…

ଅସୁରକ୍ଷିତ ଶାରୀଶୂଆ ଜଳପ୍ରପାତ: କଟକଣା ନାହିଁ, ବଳି ପଡୁଛି ଜୀବନ

ଖଇରା, ୧୨।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡରେ ଥିବା ଜଳପ୍ରପାତ ଏବେ ଅସୁରକ୍ଷିତ ଅବସ୍ଥାରେ ଅଛି। ଦୈନିକ ଆସୁଥିବା ଶହ ଶହ ସଂଖ୍ୟାର ଯୁବଗୋଷ୍ଠୀଙ୍କ ଉପରେ ପୋଲିସର କଟକଣା ଅଭାବରୁ ଜୀବନହାନି ହେଉଥିବା ଅଭିଯୋଗ ହୋଇଛି। ପୁନଶ୍ଚ ରବିବାର…

ଜମିରେ ଶଢୁଛି ପାଚିଲା ଧାନ

ବାଲେଶ୍ୱର ଅଫିସ, ୧୧।୧୦-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକରେ ଚାଷୀମାନେ ଖରିଫ ଚାଷ କରି ଚିନ୍ତାରେ ପଡ଼ିଛନ୍ତି। ନିମ୍ନମାନର ବିହନ ସେମାନଙ୍କ ପାଇଁ କାଳ ପାଲଟିଛି। ନିର୍ଦ୍ଧାରିତ ସମୟ ପୂର୍ବରୁ ଜମିରେ ଧାନ ପାଚିଯାଉଥିବା ବେଳେ ଲଘୁଚାପଜନିତ ଲଗାଣ ବର୍ଷା ସମସ୍ୟାକୁ ଦ୍ୱିଗୁଣିତ…

ଦୁଇ ନକଲି ଏସ୍‌ଟିଏଫ୍‌ ଅଧିକାରୀ ଗିରଫ: ବନ୍ଧୁକ ଜବତ

ବାଲେଶ୍ୱର ଅଫିସ ,୬।୧୦-ବାଲେଶ୍ୱର ଜିଲା ଶେରଗଡ଼ ଟୋଲଗେଟ୍‌ ନିକଟରୁ ଏକ ନାଲିବତୀ ଗାଡି ନେଇଯାଉଥିବା ଦୁଇ ନକଲି ଏସ୍‌ଟିଏଫ୍‌ ଅଧିକାରୀ ଗିରଫ ହୋଇଛନ୍ତି। ସୂଚନାଯୋଗ୍ୟ ଯେ, ସୋମବାର ବିଳମ୍ବିତ ରାତିରେ ଦୁଇ ଅପରାଧୀ ଏକ ସ୍କର୍ପିଓରେ ନାଲିବତୀ ଲଗାଇ ବାଲେଶ୍ୱର ଅଭିମୁଖେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ ପାଓ୍ବାର ପ୍ଲାଣ୍ଟ

ଆନନ୍ଦପୁର,୬।୧୦(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକର ଦରଗଡ଼ିଶୀଳା ଏବଂ ସିଂନାଳୀର ମଧ୍ୟ ସ୍ଥଳରେ କାର୍ଯ୍ୟକ୍ଷମ ହେବାକୁ ଥିବା ବୈତରଣୀ ପାଓ୍ବାର ପ୍ରୋଜେକ୍ଟ ପାଇଁ ଅଞ୍ଚଳର ଗରିମା ବୃଦ୍ଧି ପାଇବାକୁ ଯାଉଛି। ଶୀତ ଦିନେ ଏହା ଆକର୍ଷଣୀୟ ପର୍ଯ୍ୟଟନସ୍ଥଳ ଭାବେ ପରିଗଣିତ ହେବା ସହିତ…

ଦିବ୍ୟାଙ୍ଗ ସୁକାନ୍ତିଙ୍କ ହାତ ଧରିଲେ ନିରଞ୍ଜନ

ଖଇରା,୫।୧୦(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ବ୍ଲକ ଜଳଦା ପଞ୍ଚାୟତ ଅଧୀନ ସମ୍ପେଇ ଗ୍ରାମରେ ଗ୍ରାମବାସୀଙ୍କ ସହଯୋଗରେ ଦିବ୍ୟାଙ୍ଗ ଯୁବତୀଯୁବକଙ୍କ ବିବାହ ରବିବାର ସମ୍ପନ୍ନ କରାଯାଇଛି। ସମ୍ପେଇ ଗ୍ରାମର ମାୟାଧର ଜେନାଙ୍କ ପୁଅ ନିରଞ୍ଜନଙ୍କ ବିବାହ ବୟସ ହୋଇ ଯାଇଥିବା ବେଳେ ସେ ଜଣେ…

ଫେଲ୍‌ ମାରିଛି ଅମୃତ ଯୋଜନା: ପାଣି ଘେରରେ ବସ୍ତି ବାସିନ୍ଦା

ବାଲେଶ୍ୱର ଅଫିସ, ୫।୧୦-ବାଲେଶ୍ୱର ସହରକୁ ଅମୃତ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ଏହାର ଉନ୍ନତୀକରଣ ଲାଗି କୋଟି କୋଟି ଟଙ୍କା ମଞ୍ଜୁର କରାଯାଇଛି। ହେଲେ ସେଭଳି କୌଣସି ଆଖିଦୃଶିଆ ଉନ୍ନତି କରାଯାଇଥିବା ଅନୁମେୟ ହେଉନାହିଁ। ଅସରାଏ ବର୍ଷା ହେଲେ ସହର ଅବସ୍ଥା ବେହାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?