ବାଲେଶ୍ୱର

ଚାନ୍ଦିପୁରରୁ ବ୍ରହ୍ମୋସର ବ୍ୟାବହାରିକ ପରୀକ୍ଷଣ

ବାଲେଶ୍ୱର ଅଫିସ୍‌,୩୦।୯: ବାଲେଶ୍ୱର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରୁ ବ୍ରହ୍ମୋସର ସଫଳ ପରୀକ୍ଷଣ ହୋଇଛି। ଭାରତ ଏବଂ ରୁଷିଆ ମିଳିତ ଜ୍ଞାନ କୌଶଳରେ ନିର୍ମିତ ସୁପରସୋନିକ କ୍ରୁଜ୍‌ ମିଶାଇଲ୍‌ ‘ବ୍ରହ୍ମୋସ’ ବୁଧବାର ସକାଳ ୧୦.୨୭ରେ ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିର ୩ ନମ୍ବର ଲଞ୍ଚ୍‌…

ଜମି କିଣାଇଦେବାକୁ କହି ୧୭ ଲକ୍ଷ ଟଙ୍କା ଟଙ୍କା ଠକି ନେଲେ, ଦମ୍ପତି ଗିରଫ

ପାଟଣା,୩୦।୯(ସ୍ବ. ପ୍ର.):କେନ୍ଦୁଝର ଜିଲା ପାଟଣା ପୋଲିସ ଠକେଇ ଅଭିଯୋଗରେ ଏକ ଦମ୍ପତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଦମ୍ପତି ହେଉଛନ୍ତି ପାଟଣା ବ୍ଲକ କେନ୍ଦେଇ ପଶି ପଂଚାୟତ ଗମ୍ଭାରୀଆ ଗ୍ରାମର ବୁଦ୍ଧଦେବ ମୁଣ୍ଡା ଓ ତାଙ୍କ ସ୍ତ୍ରୀ ପୁଷ୍ପାଞ୍ଜଳି…

ଅନ୍ଧବିଶ୍ୱାସ ଗଳିରେ ମଣିଷ: ସାପ କାମୁଡ଼ିଥିବା ଯୁବକଙ୍କୁ ଡାକ୍ତରଖାନା ପରିସରରେ ଝଡ଼ାଫୁଙ୍କା, ଭିଡିଓ ଭାଇରାଲ

ବାଲେଶ୍ୱର ଅଫିସ, ୨୬।୯- ଆଜିବି ଅନ୍ଧବିଶ୍ୱାସ ଗଳିରେ ମଣିଷ। ଏଭଳି ଏକ ଘଟଣା ବାଲେଶ୍ୱର ଜିଲାର ଜଳେଶ୍ବର ବ୍ଲକରେ ଦେଖିବାକୁ ମିଳିଛି। ଏଠାରେ ବିଷାକ୍ତ ସାପ କାମୁଡିବା ପରେ ଜଣେ ବ୍ୟକ୍ତିଙ୍କୁ ହସ୍ପିଟାଲ ନିଆଯାଇଥିଲେ ହେଁ ସେଠାରେ ତାଙ୍କୁ ଝଡାଫୁଙ୍ଖା କରାଯାଉଥିବା…

ରାତିଦିନ ଚାଲିଛି ମାଙ୍କଡା ପଥର ଉତ୍ତୋଳନ

ଖଇରା,୨୨।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ କୁପାରୀ ରାଜସ୍ବ କ୍ଷେତ୍ର ଅଧୀନ ବରପଦା, ହରିପୁର, ବାରାଯୋଡି ତଥା କୁପାରୀ କଲେଜ ପଛପଟ ଗୋଚର ଜମିରେ ବେଆଇନ ଭାବେ ଚାଲିଥିବା ଅନ୍ୟୁନ ୩୫ ଖଣିରୁ ମାଙ୍କଡା ପଥର ଉତ୍ତୋଳନ କରାଯାଉଛି ା ରାତିଦିନ ମେଶିନ…

ବଡ଼ଭାଇଙ୍କ ଆକ୍ରମଣରେ ସାନଭାଇଙ୍କ ଜୀବନଗଲା

ବାହାନଗା,୨୧ା୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ନୂଆପୁର ଗ୍ରାମର ଏକ ପରିବାରରେ ପାହାଚ ନିର୍ମାଣକୁ କେନ୍ଦ୍ର କରି ଦୁଇ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ବଡ଼ଭାଇ ମାରଣାସ୍ତ୍ରରେ ସାନଭାଇଙ୍କୁ ଆକ୍ରମଣ କରିଥିଲେ। ଫଳରେ ସାନଭାଇଙ୍କ ମୃତ୍ୟୁ ଘଟିଛି। ତେବେ ଅଭିଯୁକ୍ତ…

ପିଲାଙ୍କ ପାଇଁ ଶିକ୍ଷାର ମାଧ୍ୟମ : ରଘୁସାର୍‌ଙ୍କ ହାତ ତିଆରି ଶିକ୍ଷଣ ସରଞ୍ଜାମ

ଖଇରା, ୨୧।୯(ଡି.ଏନ୍‌.ଏ.)-ଶିକ୍ଷକତା ଥିଲା ତାଙ୍କର ପେଶା ା ହେଲେ ପିଲାମାନେ ଶିକ୍ଷଣ ସରଞ୍ଜାମ ମାଧ୍ୟମରେ କିଭଳି ଗଣିତ ବିଜ୍ଞାନ ସରଳ ଭାଷାରେ ବୁଝିପାରିବେ ସେହି ସରଞ୍ଜାମ ତିଆରି କରିବା ପାଇଁ ସେ ଲାଗିପଡୁଥିଲେ। ସରକାରଙ୍କୁ ତରଫରୁ ବିଦ୍ୟାଳୟକୁ ଅର୍ଥ ଆସୁ ବା…

ମୁଖ୍ୟ ଶାସନ ସଚିବଙ୍କ ବାଲେଶ୍ୱର ଗସ୍ତ

ବାଲେଶ୍ୱର ଅଫିସ,୧୧ା୯: ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ, ସହକାରୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ମହାନ୍ତି ଏବଂ ପ୍ରଫେସର ଡା. ସିବିକେ ମହାନ୍ତି ହେଲିକପ୍ଟର ଯୋଗେ ଶୁକ୍ରବାର ପୂର୍ବାହ୍ନରେ ବାଲେଶ୍ୱର ପୋଲିସ ଲାଇନ ପଡ଼ିଆରେ…

ବଜ୍ରପାତ ନେଲା ୬ ଜୀବନ

ଆନନ୍ଦପୁର/ବାଲେଶ୍ୱର ଅଫିସ,୨ା୯(ସ୍ବ.ପ୍ର.): ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ମଙ୍ଗଳବାର ବଜ୍ରପାତ ଘଟି ୬ ଜଣଙ୍କ ପ୍ରାଣହାନି ଘଟିଛି। ମୃତକଙ୍କ ମଧ୍ୟରେ କେନ୍ଦୁଝର ଜିଲାର ୪ ଓ ବାଲେଶ୍ୱରର ୨ ଜଣ ରହିଛନ୍ତି। କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ସ୍ଥାନରେ ମଙ୍ଗଳବାର…

ବଜ୍ରପାତରେ କୃଷକଙ୍କ ଜୀବନଗଲା

ବାଲେଶ୍ୱର ଅଫିସ,୧।୯: ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅଧୀନ ଗୋବରଘାଟା ଗ୍ରାମରେ ମଙ୍ଗଳବାର ପୂର୍ବାହ୍ନରେ ବଜ୍ରପାତରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ କାର୍ତ୍ତିକ ମହାନ୍ତି (୩୫)। କାର୍ତ୍ତିକ ବିଲକୁ ଯାଉଥିବା ସମୟରେ ବର୍ଷା ସାଙ୍ଗକୁ ବଜ୍ରପାତ ହୋଇଥିଲା। ଏଥିରେ ସେ…

ବ୍ରାଉନସୁଗାର ମାଫିଆଙ୍କ ସହ ପୋଲିସ ଲିଙ୍କ: ପୂର୍ବତନ ଥାନାଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର ଅଫିସ, ୧।୯: ବାଲେଶ୍ୱର ଜିଲା ଜଳେଶ୍ୱର ଥାନାର ପୂର୍ବତନ ଆଇଆଇସି ଧନେଶ୍ୱର ସାହୁଙ୍କ ବ୍ରାଉନସୁଗର ମାଫିଆଙ୍କ ସହିତ କଥାବାର୍ତ୍ତାକୁ ନେଇ ଏକ ଅଡିଓ ପୂର୍ବରୁ ଭାଇରାଲ ହୋଇଥିଲା। ଏହି ଘଟଣାରେ ଆଇଆଇସି ସାହୁଙ୍କୁ ଡିଜିପି ଅଭୟ ନିଲମ୍ବନ କରିଥିଲେ। ତେବେ…

ଅଚଳ ସ୍ଲୁଇସ୍‌ ଗେଟ୍‌ ଚାଷୀଙ୍କ ପାଇଁ କାଳ

ବାହାନଗା, ୨୯ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖରାସାହାପୁର ପଞ୍ଚାୟତର ଏକ ଅଚଳ ସ୍ଲୁଇସ୍‌ ଗେଟ୍‌ ଚାଷୀଙ୍କ ପାଇଁ କାଳ ସାଜିଛି। ଫଳରେ ହଜାର ହଜାର ହେକ୍ଟର ଚାଷ ଜମିରେ ଏବେ ବନ୍ୟାଜଳ ପ୍ରବାହିତ ହେଉଛି। ଗତ ତିନିଦିନ ଧରି ଲଘୁଚାପଜନିତ ବର୍ଷା…

ଜୀବନ, ଜୀବିକା ସୁରକ୍ଷା ଦାବିରେ ବିକ୍ଷୋଭ

ବାଲେଶ୍ୱର ଅଫିସ, ୨୯।୮-ବାଲେଶ୍ୱର ଫକୀରମୋହନ ଗୋଲେଇରେ କରୋନା ମହାମାରୀ ସମୟରେ ଜୀବନ ଓ ଜୀବିକାର ସୁରକ୍ଷା ଦାବିରେ ଉତ୍କଳ ମହିଳା ସମିତି, ଅଖିଳ ଭାରତ ଗଣତାନ୍ତ୍ରିକ ମହିଳା ସମିତି ଓ ନ୍ୟାଶନାଲ୍‌ ଫେଡେରେଶନ ଅଫ୍‌ ଇଣ୍ଡିଆନ ଓମେନ୍‌ସ୍‌ ତରଫରୁ ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?